Browsing Category
ଆଜିର ଖବର
ଆସନ୍ତା କାଲି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ବରଗଡ ଯିବେ ମୁଖ୍ୟମନ୍ତ୍ରୀ
ଆସନ୍ତା କାଲି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ବରଗଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହାରାଜା କଂସଙ୍କ ନିମନ୍ତ୍ରଣରେ ଧନୁଯାତ୍ରା ଦେଖିବାକୁ ଯିବେ । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୂଚନାଥାଉକି, ଧନୁଯାତ୍ରା ଡିସେମ୍ବର ୨୪, ୨୦୨୫ରେ ଉଦଘାଟନ ହୋଇଥିଲା ।!-->…
ଆରାବଳୀ ମାମଲା: ସ୍ଥଗିତ ରହିଲା ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି
ଆରାବଲ୍ଲୀ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ହସ୍ତକ୍ଷେପ । ନଭେମ୍ବର ୨୦ ତାରିଖରେ ସୁପ୍ରିମକୋର୍ଟ ଦେଇଥିବା ନିଜ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି । ଏହାସହିତ କେନ୍ଦ୍ର ସରକାର, ଦିଲ୍ଲୀ, ରାଜସ୍ଥାନ, ହରିୟାଣା ଏବଂ ଗୁଜୁରାଟ ସରକାରଙ୍କ ନୋଟିସ୍ ମଧ୍ୟ ଜାରି କରିଛନ୍ତି । କମିଟିର!-->…
ସୁନା ଶସ୍ତା ଭିତରେ ଦିନକରେ ୧୨ ହଜାର ମହଙ୍ଗା ହେଲା ରୁପା
ସୁନା ପରି ରୂପା ମୂଲ୍ୟ ରେକର୍ଡ କରୁଛି। ଆଜି ରୂପା ପୁଣି ଥରେ ଏକ ନୂତନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ସୋମବାର ରୁପା ଦର ପ୍ରାୟ ୬ ପ୍ରତିଶତ ବଢ଼ିଛି । ଫଳରେ କେଜି ପିଛା ରୁପା ଦର ୨ ଲକ୍ଷ ୫୪ ହଜାର ୧୭୪ ଟଙ୍କାରେ ପହଞ୍ଚିଛି ।ବିଗତ ସପ୍ତାହକରେ ରୁପା ଦରମ ପ୍ରାୟ ୧୫ ପ୍ରତିଶତ ବଢ଼ିଛି । ଏହା!-->…
ସରକାରୀ କର୍ମଚାରୀଙ୍କ ଖାମଖିଆଲ୍ ନୀତି ନେଇ ଫାଇନ୍ କଷିଲେ । ଆଦାୟ କଲେ ୧୨ ଲକ୍ଷ ସ୍ବର୍ଣ୍ଣ ମୁଦ୍ରା
ରାଗିଗଲେ ମଥୁରା ନରେଶ କଂସ ମହାରାଜ । “ନଗର ପରିକ୍ରମା” ଅବସରରେ କଂସ ମହାରାଜ ପ୍ରାଚୀନ ମଥୁରାରେ ପରିଣତ ହୋଇଥିବା ବରଗଡ଼ ଉପରେ “ଶାସନ କରୁଛନ୍ତି”। ଏହାର ଏକ ଅଂଶ ଭାବରେ ସେ ପରିବହନ ବିଭାଗର ଅଧିକାରୀମାନଙ୍କୁ ଡକାଇ ସରକାରୀ ବସ୍ ଷ୍ଟାଣ୍ଡରେ ଖରାପ ପରିମଳ ଏବଂ ଅପର୍ଯ୍ୟାପ୍ତ ସୁବିଧା ଉପରେ!-->…
SI ପରୀକ୍ଷା ସ୍କାମ୍: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI
ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ!-->…
ଏକ୍ସପ୍ରେସ୍ ଟ୍ରେନ୍ରେ ନିଆଁ, ଜୀଅନ୍ତା ଜଳିଗଲେ ଯାତ୍ରୀ
ଏକ୍ସପ୍ରେସ୍ ଟ୍ରେନ୍ରେ ନିଆଁ । ଜୀଅନ୍ତା ଜଳିଗଲେ ଯାତ୍ରୀ । ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ୟଲମଞ୍ଚିଲି ନିକଟରେ ଟାଟା ନଗର-ଏର୍ଣ୍ଣାକୁଲମ୍ ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ ଘଟିଛି । ବିଶାଖାପାଟଣାରୁ ପ୍ରାୟ ୬୬ କିଲୋମିଟର ଦୂରରେ ଟାଟା ନଗର-ଏର୍ଣ୍ଣାକୁଲମ୍ ଏକ୍ସପ୍ରେସ୍!-->!-->!-->…
ହନିମୁନ୍ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି
ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍ଭିଙ୍କୁ ବିବାହ କରିଥିଲେ। ଗତ ଗୁରୁବାର ଗାନ୍ଭି ବେଙ୍ଗାଲୁରୁରେ ଆତ୍ମହତ୍ୟା କରିଥିଲେ। ବେଙ୍ଗାଲୁରୁ ଫେରିବା ପରେ ଗାନଭି ବାପଘରକୁ!-->…
ପ୍ରବଳ ଥଣ୍ଡା ସାଙ୍ଗକୁ କଲବଲ କରୁଛି ଘନ କୁହୁଡ଼ି । ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ
ଶୀତରୁ ନାହିଁ ନିସ୍ତାର । ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି । ପ୍ରବଳ ଥଣ୍ଡା ସାଙ୍ଗକୁ କଲବଲ କରୁଛି ଘନ କୁହୁଡ଼ି । ଅଧ ରାତିରୁ ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ିରେ ଅଦୃଶ୍ୟ ହୋଇଯାଉଛି ରାସ୍ତାଘାଟ । ନୂଆବର୍ଷ ପର୍ଯ୍ୟନ୍ତ ଅର୍ଥାତ୍ ଆହୁରି ୫ ଦିନ ଏଭଳି କୁହୁଡ଼ି ଜାରି ରହିବ ବୋଲି!-->…
ବଢ଼ିଲା କଳାକାର ମାସିକ ଭତ୍ତା
ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି । ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ୮୦ ବର୍ଷରୁ ଊର୍ଦ୍ଧ୍ବ କଳାକାରଙ୍କ ଭତ୍ତା ମାସକୁ ୩୫୦୦ ଟଙ୍କାକୁ ବୃଦ୍ଧି ହୋଇଛି । କେନ୍ଦୁଝରରେ ଏ ବଡ଼ ଘୋଷଣା!-->…
ଦୟାନିଧି ସାହୁ, ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ କପର ୪ର୍ଥ ଦିବସସୁକିନ୍ଦାକୁ ହରାଇ ଖୋର୍ଦ୍ଧା ସେ.ମି. ଫାଇନାଲରେ
ଗଣିଆ,(ବିଶ୍ୱରଂଜନ ସେଠି .) ଗଣିଆ ବ୍ଳକ ଅନ୍ତର୍ଗତ ବେଲପଡ଼ା ପାଟଣାର ଶ୍ରୀ ଶ୍ରୀ ରଘୁନାଥ ଜୀଉ କ୍ରିକେଟ କ୍ଳବ ଆନୁକୂଲ୍ୟରେ ଚାଲିଥିବା ୪୮ତମ ଦୟାନିଧି ଓ ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ କପର ୪ର୍ଥ ଦିବସରେ ଖୋର୍ଦ୍ଧା ଇଲେଭେନ ଷ୍ଟାର କ୍ରିକେଟ କ୍ଳବ ଓ ବିଏସସି, ସୁକିନ୍ଦା, ଯାଜପୁର!-->…
ପଚୁଂପଲ୍ଲୀପ୍ରଗଣା ପ୍ରମିୟର ଲିଗ୍୫ମ ଦିବସ ଲିଗ୍ ମ୍ୟାଚରେମଣିଭଦ୍ରା ରିବେଲ ରାଇଡରର୍ସ, ଗୁପ୍ତେଶ୍ୱର ୱାରିୟରର୍ସ, ମା’…
ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଛାମୁଣ୍ଡିଆ ପଚାଂୟତର ଯୁବ କ୍ରିକେଟ ଖେଳାଳୀମାନଙ୍କ ପ୍ରଚେଷ୍ଠାରେ ଚଳିତ ମାସ ୨୪ ତାରିଖରୁ ବେଟଂପଡାସ୍ଥିତ ଗୁପ୍ତେଶ୍ୱର ବିଦ୍ୟାପୀଠ ଖେଳପଡିଆ ପରିସରରେ ପଚୁଂପଲ୍ଲୀପ୍ରଗଣା ପ୍ରିମିଅର ଲିଗ୍ ଉଦଘାଟିତ ହୋଇଯାଇଛି । ରବିବାର ପ୍ରଥମ ମ୍ୟାଚରେ ବୃତଙ୍ଗ ଡେଂଜର!-->…
ପିପିଲି: ପିସିଆର୍ ଭ୍ୟାନ୍କୁ ପଛରୁ ଧକ୍କା ଦେଲା କାର୍
ପିସିଆର୍ ରେ ଥିବା ୩ ପୁଲିସ କର୍ମଚାରୀ ଆହତ- ସାତଶଙ୍ଖ ଫାଣ୍ଡି ବ୍ରିଜ ନିକଟରେ ଦୁର୍ଘଟଣା- ମଦ ପିଇ ଗାଡ଼ିଚାଳନାରୁ ଦୁର୍ଘଟଣା ହୋଇଥିବା ସୂଚନା- କାର୍ରେ ଥିବା ୪ ଜଣଙ୍କୁ ଅଟକ ରଖିଛି ପୁଲିସ