Browsing Category

ଆଜିର ଖବର

ସଂପତ୍ତି ତାଲିକା ଦେବେ ଆଇଏଏସ ଅଧିକାରୀ, ଜାନୁଆରୀ ୩୧ ସୁଦ୍ଧା ସଂପତ୍ତି ତାଲିକା ଦେବାକୁ ନିର୍ଦ୍ଦେଶ

ନିଜ ସଂପତ୍ତି ତାଲିକା ଦେବେ ଆଇଏଏସ ଅଧିକାରୀ । ୨୦୨୫ ବର୍ଷ ପାଇଁ ସଂପତ୍ତି ତାଲିକା ପ୍ରଦାନ କରିବାକୁ ସମସ୍ତ ମୁଖ୍ୟ ସଚିବଙ୍କୁ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ଚିଠି ଲେଖିଛି । ଜାନୁଆରୀ ୩୧ ତାରିଖ ସୁଦ୍ଧା ପ୍ରଦାନ କରିବେ ସଂପତ୍ତିର ବିବରଣୀ । ସମୟରେ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ

ରତ୍ନ ଅଳଙ୍କାର ଗଣତିମଣତି ନେଇ ଉଚ୍ଚସ୍ତରୀୟ ବୈଠକ

ରତ୍ନ ଅଳଙ୍କାର ଗଣତିମଣତି ନେଇ ଶ୍ରୀମନ୍ଦିର ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ଆଲୋଚନା କରାଯଉଛି । ତେବେ ଆଗକୁ ଇଂରାଜୀ ନବବର୍ଷ ଥିବାରୁ ଶ୍ରୀମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ତେଣୁ ଉକ୍ତ ସମୟରେ ରତ୍ନଭଣ୍ଡାର

ଓମସା ଡାକରା – ଘଂଟାଏ ଓପିଡି ବନ୍ଦସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ହନ୍ତସନ୍ତ

ଗଣିଆ,(ବିଶ୍ୱରଂଜନ ସେଠି.) ରାଜ୍ୟରେ ସ୍ୱାସ୍ଥ୍ୟକେନ୍ଦ୍ରରେ ବର୍ହିବିଭାଗରେ ରୋଗୀ ସେବା ବାଧାପ୍ରାପ୍ତ । ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପାଇଁ ବର୍ହି ବିଭାଗର ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । ବିଭିନ୍ନ ଦାବୀକୁ ନେଇ ବର୍ହି ବିଭାଗ

ଦୟାନିଧି ସାହୁ, ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ କପର ୩ୟ ଦିବସପାଂଚଗାଁକୁ ହରାଇ ମେଣ୍ଢାଶାଳ ସେ.ମି. ଫାଇନାଲରେ

ଗଣିଆ,(ବିଶ୍ୱରଂଜନ ସେଠି .) ଗଣିଆ ବ୍ଳକ ଅନ୍ତର୍ଗତ ବେଲପଡ଼ା ପାଟଣାର ଶ୍ରୀ ଶ୍ରୀ ରଘୁନାଥ ଜୀଉ କ୍ରିକେଟ କ୍ଳବ ଆନୁକୂଲ୍ୟରେ ଚାଲିଥିବା ୪୮ତମ ଦୟାନିଧି ଓ ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ କପର ୩ୟ ଦିବସରେ ଇଗଲ ସ୍ପୋର୍ଟି କ୍ଳବ ମେଣ୍ଢାଶାଳ ଓ ୱାଇଏସସିସି, ପାଂଚଗାଁ ମଧ୍ୟରେ ସ୍ଥାନୀୟ

ପଚୁଂପଲ୍ଲୀପ୍ରଗଣା ପ୍ରମିୟର ଲିଗ୍‌୪ର୍ଥ ଦିବସ ଲିଗ୍ ମ୍ୟାଚରେମଣିଭଦ୍ର ରିବେଲ ରାଇଡରର୍ସ, ଗୁପ୍ତେଶ୍ୱର ୱାରିୟରର୍ସ,…

ଗଣିଆ(ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଛାମୁଣ୍ଡିଆ ପଚାଂୟତର ଯୁବ କ୍ରିକେଟ ଖେଳାଳୀମାନଙ୍କ ପ୍ରଚେଷ୍ଠାରେ ଚଳିତ ମାସ ୨୪ ତାରିଖରୁ ବେଟଂପଡାସ୍ଥିତ ଗୁପ୍ତେଶ୍ୱର ବିଦ୍ୟାପୀଠ ଖେଳପଡିଆ ପରିସରରେ ପଚୁଂପଲ୍ଲୀପ୍ରଗଣା ପ୍ରିମିଅର ଲିଗ୍ ଉଦଘାଟିତ ହୋଇଯାଇଛି । ଶନିବାର ପ୍ରଥମ ମ୍ୟାଚରେ ମା’ ବେଢାକାଳୀ

ଓମ୍‌ସା ଦାବି:ଗଠନ ହେଲା ଅନ୍ତର୍ବିଭାଗୀୟ କମିଟି

ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର ଅନୁଧ୍ୟାନ କରିବା

ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ଉଦ୍ଧାର।ଯୁବକଙ୍କ ସହ ରାତି କଟାଇଥିବା ମହିଳା ଫେରାର

ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ଉଦ୍ଧାର। ବାଲେଶ୍ବର ଜିଲ୍ଲାର ସହଦେବଖୁଣ୍ଟା ପୋଲିସ ସୀମା ଅନ୍ତର୍ଗତ ଏକ ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଅଟକ ରଖିଛି । ସୂଚନାମୁତାବକ ସହରର ଏକ ଜଣାଶୁଣା ହୋଟେଲରେ ରହିଥିଲେ ଦୁଇ ଯୁବକ ଓ ଜଣେ ଯୁବତୀ ।

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଶିକ୍ଷକ ଗିରଫ

ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ। ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି। ପୀଡ଼ିତା ଘର ପାଖ ଦୋକାନକୁ ସଉଦା ଆଣିବାକୁ ଯାଇଥିବା ବେଳେ ସ୍ଥାନୀୟ

ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ

ଏଣିକି ଅନଲାଇନ ସହ ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ । ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ୱ । ମୋବାଇଲ ନଂ ଅପଡେଟ ନଥିବାରୁ ଓଟିପି ପାଉ

କଟକ ଚୌଦ୍ୱାର ଜେଲକୁ ଡିସିପିଙ୍କ ସରପ୍ରାଇଜ ଭିଜିଟ

କଟକ ଚୌଦ୍ୱାର ଜେଲକୁ ଡିସିପିଙ୍କ ସରପ୍ରାଇଜ ଭିଜିଟ । ଡିସିପି ଋଷିକେଶ ଖିଲାରିଙ୍କ ସହ ଆଡିସନାଲ ଏସପି ମୀନାକ୍ଷୀ ଠାକୁର, ଜିଲ୍ଲା ଜଜ ମାନସ ରଞ୍ଜନ ବାରିକ ଜେଲ ପରିଦର୍ଶନ କରି ସୁପରିଚାଳନାର ତଦାରଖ କରୁଛନ୍ତି । ଜେଲର ବାତାବରଣ, କଏଦୀଙ୍କ ସୁରକ୍ଷାର ସମୀକ୍ଷା କରିଛନ୍ତି । ଗତ ଅକ୍ଟୋବରରେ

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ

ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡିରେ ଲାଗିବ ଗ୍ରୀନ୍ ଷ୍ଟିକର । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଗ୍ରୀନ ଷ୍ଟିକର ପରିବହନ ବିଭାଗ ଯୋଗାଇ ଦେବ । ପ୍ରଦୂଷଣ ପ୍ରମାଣ ପତ୍ର ନଥିଲେ କାର୍ଯ୍ୟାନୁଷ୍ଠାନ ହେବ । ସଡକ ସୁରକ୍ଷା ମାସ

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ:ବିଶେଷଜ୍ଞ କରାଇଲେ ସତର୍କ

ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ ସ୍ଥିତି ଉପୁଜାଇବ ବୋଲି ବ୍ରିଟେନ୍‌ରେ ଥିବା ଜଣେ