Browsing Category
ଆଜିର ଖବର
କଟକ ଚୌଦ୍ୱାର ଜେଲକୁ ଡିସିପିଙ୍କ ସରପ୍ରାଇଜ ଭିଜିଟ
କଟକ ଚୌଦ୍ୱାର ଜେଲକୁ ଡିସିପିଙ୍କ ସରପ୍ରାଇଜ ଭିଜିଟ । ଡିସିପି ଋଷିକେଶ ଖିଲାରିଙ୍କ ସହ ଆଡିସନାଲ ଏସପି ମୀନାକ୍ଷୀ ଠାକୁର, ଜିଲ୍ଲା ଜଜ ମାନସ ରଞ୍ଜନ ବାରିକ ଜେଲ ପରିଦର୍ଶନ କରି ସୁପରିଚାଳନାର ତଦାରଖ କରୁଛନ୍ତି । ଜେଲର ବାତାବରଣ, କଏଦୀଙ୍କ ସୁରକ୍ଷାର ସମୀକ୍ଷା କରିଛନ୍ତି । ଗତ ଅକ୍ଟୋବରରେ!-->…
ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ
ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡିରେ ଲାଗିବ ଗ୍ରୀନ୍ ଷ୍ଟିକର । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଗ୍ରୀନ ଷ୍ଟିକର ପରିବହନ ବିଭାଗ ଯୋଗାଇ ଦେବ । ପ୍ରଦୂଷଣ ପ୍ରମାଣ ପତ୍ର ନଥିଲେ କାର୍ଯ୍ୟାନୁଷ୍ଠାନ ହେବ । ସଡକ ସୁରକ୍ଷା ମାସ!-->…
କୋଭିଡ୍ ପରେ ପ୍ରଦୂଷଣ ସବୁଠୁ ବିପଦ:ବିଶେଷଜ୍ଞ କରାଇଲେ ସତର୍କ
ଭାରତରେ କୋଭିଡ୍-୧୯ ମହାମାରୀ ବୃହତ୍ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ ସ୍ଥିତି ଉପୁଜାଇବ ବୋଲି ବ୍ରିଟେନ୍ରେ ଥିବା ଜଣେ!-->…
ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି
ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ୬୦ ପ୍ଲାଟୁନ ପୋଲିସ କର୍ମଚାରୀଙ୍କୁ ନେଇ ଏକ!-->…
ଆରପାରିକୁ ଚାଲିଗଲେ କଳିଙ୍ଗ ଗଣନାଟ୍ୟର ହାସ୍ୟ କଳାକାର ବୁଧିଆ ନନା
ଯାତ୍ରା ଜଗତରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଗତକାଲି ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ ହୋଇଥିବାବେଳେ ଆଜି କଳିଙ୍ଗ ଗଣନାଟ୍ୟର ଜଣେ ହାସ୍ୟାଭିନେତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ଦେବେନ୍ଦ୍ର ଦାଶ ଓରଫ୍ ବୁଧିଆନା କଳିଙ୍ଗ ଗଣନାଟ୍ୟର ଥିଲେ। ଦୀର୍ଘ ୫୦ ବର୍ଷର!-->…
ଜିରୋ ନାଇଟ୍ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା,ମଦ୍ୟପଙ୍କୁ ସାବାଡ୍ କରିବାକୁ ଜଗିଛି ପୋଲିସ
ବିଦାୟ ଦେବ ୨୦୨୫, ଆଉ ଆସିବ ଫର୍ଦ୍ଧ ୨୦୨୬। ଜିରୋ ନାଇଟ୍ ସେଲିବ୍ରେସନ୍ ଲାଗି ସବୁ ହୋଟେଲ, ରେଷ୍ଟୁରାଣ୍ଟ , ମଲ୍ ଏବଂ ପବ୍ ଗୁଡିକରେ ଜୋରଦାର ପ୍ରସ୍ତୁତି କରାଯାଉଛି। ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଭାବେ ଗୁରୁତ୍ଵ ଦିଆଯାଉଛି। ନୂଆବର୍ଷ ପାଇଁ ରାଜଧାନୀକୁ ଜଗିବେ!-->…
ଶିଖରଚଣ୍ଡୀ ପାହାଡ଼କୁ ପର୍ଯ୍ୟଟକ ମନା । ଅଙ୍କୁଶ ଲଗାଇଲା ବନ ବିଭାଗ
ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ଦୁଇ ଦନ୍ତାହାତୀ ବୁଲିବା ଘଟଣା । ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିବ ଶିଖରଚଣ୍ଡୀ ପୀଠ। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପକ୍ଷରୁ ନିଆଗଲା ପଦକ୍ଷେପ ।ମନ୍ଦିର ପ୍ରବେଶ ଗେଟ୍ରେ ତାଲା ପକାଯାଇଛି। ବନ ବିଭାଗ ପାହାଡ଼ ସିଲ୍ କରିବା ସହ ପର୍ଯ୍ୟଟକଙ୍କୁ!-->…
ଜାନୁଆରୀ ୨୧ରେ ଓଏସ୍ଏସ୍ଟିଇଟି ପରୀକ୍ଷା
ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ଏହି ପରୀକ୍ଷା ଉକ୍ତ ଦିନ ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ!-->…
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ଦୁଷ୍କର୍ମ ପରେ ହତ୍ୟା
କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର ଖମନ ପ୍ରକାଶ ନଗର , ନଦୀବ୍ରିଜ ତଳୁ ଶୁକ୍ରବାର ସକାଳରେ ଯୁବତୀଙ୍କ ମୃତଦେହ ଠାବ କରାଯାଇଛି।!-->…
ପାରାଦୀପ ବନ୍ଦରରେ ଅଟକିଥିବା ଜାହାଜକୁ ଆରେଷ୍ଟ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।ଜଲଧି ଓଭରସିଜ ପିଟିଇ!-->…
ପ୍ଲାଷ୍ଟିକ ବ୍ୟବହାର ବନ୍ଦ କରିବାକୁ ୨୦ଫୁଟ ଗଭୀର ସମୁଦ୍ରରେ ଭାରତନାଟ୍ୟମ ପ୍ରଦର୍ଶନ
ସମୁଦ୍ର ପ୍ରଦୂଷଣ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ, ପୁଡୁଚେରୀର ଜଣେ ନାବାଳିକା ଏହି ମାମଲାକୁ ନିଜ ହାତରେ ନେଇଥିଲେ ଏବଂ ତାଙ୍କର ବାର୍ତ୍ତା ପ୍ରସାର କରିବା ପାଇଁ ଏକ ଅସାଧାରଣ ଉପାୟ ବାଛିଥିଲେ।ଏକ ଭିଡିଓରେ ଥରାଗାଇ ଆରଥାନା ନାମକ ଜଣେ ନୃତ୍ୟଶିଳ୍ପୀ ଏବଂ ଡାଇଭର ନାମକ ନାବାଳିକା!-->…
ପଚୁଂପଲ୍ଲୀପ୍ରଗଣା ପ୍ରମିୟର ଲିଗ୍୩ୟ ଦିବସ ଲିଗ୍ ମ୍ୟାଚରେମା’ ଦକ୍ଷିଣକାଳୀ ୟଙ୍ଗ ଷ୍ଟାର, ଗୁପ୍ତେଶ୍ୱର ୱାରିୟରର୍ସ,…
ଗଣିଆ,( ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଛାମୁଣ୍ଡିଆ ପଚାଂୟତର ଯୁବ କ୍ରିକେଟ ଖେଳାଳୀମାନଙ୍କ ପ୍ରଚେଷ୍ଠାରେ ଚଳିତ ମାସ ୨୪ ତାରିଖରୁ ବେଟଂପଡାସ୍ଥିତ ଗୁପ୍ତେଶ୍ୱର ବିଦ୍ୟାପୀଠ ଖେଳପଡିଆ ପରିସରରେ ପଚୁଂପଲ୍ଲୀପ୍ରଗଣା ପ୍ରିମିଅର ଲିଗ୍ ଉଦଘାଟିତ ହୋଇଯାଇଛି । ଶୁକ୍ରବାର ପ୍ରଥମ ମ୍ୟାଚରେ ମହାନଦୀ!-->…