Browsing Category

ଆଜିର ଖବର

ମୁଖ୍ୟମନ୍ତ୍ରୀ ବସ୍ ସେବାରେ ସ୍କୁଲ ପିଲାଙ୍କ ପାଇଁ ମାଗଣା ସେବା

ମୁଖ୍ୟମନ୍ତ୍ରୀ ବସ୍ ସେବାରେ ସ୍କୁଲ ପିଲାଙ୍କ ପାଇଁ ମାଗଣା ସେବା । ଡ୍ରପଆଉଟ୍ ସଂଖ୍ୟା ରୋକିବାକୁ ପଦକ୍ଷେପ । ଅଧିକ ସ୍କୁଲକୁ ଯାତାୟତ ବଢ଼ାଇବାକୁ ନୂଆ ରୁଟ୍‌ ପ୍ରସ୍ତୁତ କରିବ ଓଏସଆରଟିସି । ୫୦% ରିହାତି ବଦଳରେ ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନା ଅଧୀନରେ ଛାତ୍ରଛାତ୍ରୀମାନଙ୍କ ପାଇଁ ମାଗଣା

ଦୟାନିଧି ସାହୁ, ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ କପବେଲପଡ଼ା କୁ ହରାଇ ଆଠଗଡ଼ ସେମୀରେ

ଗଣିଆ, (ବିଶ୍ୱରଂଜନ ସେଠି) ଗଣିଆ ବ୍ଳକ ଅନ୍ତର୍ଗତ ବେଲପଡ଼ା ପାଟଣାର ଶ୍ରୀ ଶ୍ରୀ ରଘୁନାଥ ଜୀଉ କ୍ରିକେଟ କ୍ଳବ ଆନୁକୂଲ୍ୟରେ ଚାଲିଥିବା ୪୮ତମ ଦୟାନିଧି ଓ ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ କପ ସ୍ଥାନୀୟ ଦଧିବାମନ ଜୀଉ ହାଇସ୍କୁଲ ଖେଳପଡ଼ିଆରେ ଦ୍ବିତୀୟ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଅଛି ।

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ

ଶନିବାର ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ(ଇସିଆଇ) ଜ୍ଞାନେଶ କୁମାର। ସେ ୩ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ ପୁରୀରୁ ସେ କୋଣାର୍କ ଯିବେ।ଗସ୍ତର ଦ୍ବିତୀୟ ଦିନ ଅର୍ଥାତ ୨୮

ହଜିଗଲାଣି ପୁରୁଣା ସ୍ମୃତି.. ଗ୍ରୀଟିଙ୍ଗସ କାର୍ଡ ବଦଳରେ ଏବେ ମୋବାଇଲରେ ଶୁଭେଚ୍ଛା ବାର୍ତ୍ତା

ସତୁରୀ ଦଶକର ଶେଷ ଏବଂ ଅଶୀ ଦଶକର ଆରମ୍ଭରୁ ହୋଇଥିଲା ଗ୍ରୀଟିଙ୍ଗସ ଯୁଗ । ୯୦ ଦଶକରେ ଏହା ଯେମିତି ଟ୍ରେଣ୍ଡ୍ ପାଲଟିଯାଇଥିଲା । ସ୍କୁଲ, କଲେଜ ପିଲା ଗ୍ରୀଟିଙ୍ଗସ୍ କାର୍ଡ କିଣିବାକୁ ବ୍ୟାକୁଳ ହୋଇଯାଉଥିଲେ । ଖାଲି ସେତିକି ନୁହେଁ, ନୂଆ ବର୍ଷରେ ମନର ଭାବକୁ ପ୍ରକାଶ କରିବା ପାଇଁ ଏହି କାର୍ଡ

ବିଶ୍ୱ ରାଙ୍କିଙ୍ଗରେ ଭାରତୀୟ ପାସପୋର୍ଟ ୮୫ତମ ସ୍ଥାନକୁ ଖସିଲା

ନୂଆବର୍ଷ ପୂର୍ବରୁ ଭାରତୀୟ ପାସପୋର୍ଟକୁ ଏକ ଝଟକା ଲାଗିଛି । ବିଶ୍ୱ ରାଙ୍କିଙ୍ଗରେ ଭାରତୀୟ ପାସପୋର୍ଟ ୮୫ତମ ସ୍ଥାନକୁ ଖସିଯାଇଛି, ଯାହା ପୂର୍ବରୁ ଏହାର ସ୍ଥାନ ୮୦ତମ ଥିଲା ।ବର୍ତ୍ତମାନ, ଆମେରିକା ପାସପୋର୍ଟ ୧୨ ତମ ସ୍ଥାନକୁ ଖସି ଆସିଛି । ପୂର୍ବରୁ ଏହା ୧୦ତମ ସ୍ଥାନରେ ଥିଲା । ଭାରତୀୟ

ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ ହୋଇଛି । ଯାତ୍ରା ଅଷ୍ଟଶମ୍ଭୁ ଖଳନାୟକ ନରୀ ଭାଇ ଭାବେ ବେଶ ପରିଚିତ ଅଭିନେତା ଆଉ ନାହାଁନ୍ତି । ଆଜି ସାକଳୁ ନରେନ୍ଦ୍ରଙ୍କ ଛାତିରେ ହଠାତ୍‌ ଯନ୍ତ୍ରଣା ଅନୁଭବ ହେବାରୁ ତୁରନ୍ତ ମେଡିକାଲକୁ ନିଆଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ସାମାନ୍ୟ

ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କେଲେ ସାଂସଦ ମୁନ୍ନା ଖାଁ

ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ । ଇଏ ଦୁଇ ମୁଣ୍ଡିଆମାନଙ୍କୁ ଆମେ ଛାଡିବୁନି। ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବନି । କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ ରହି କାମ କରିବା ।ବିଜେଡି ପ୍ରତିଷ୍ଠା ଦିବସରେ ମଞ୍ଚରେ ଏଭଳି ଚେତାବନୀ ଦେଇଛନ୍ତି

ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ କୁହୁଡ଼ି ୱାର୍ଣ୍ଣିଂ ଜାରି

ଜାଡ଼ରେ ଥରୁଛି ଓଡ଼ିଶା। ଉପକୂଳରୁ ଦକ୍ଷିଣ ପୁଣି ପଶ୍ଚିମ ଓଡ଼ିଶା। ସବୁଠି ଅସହ୍ୟ ଶୀତ। ଥଣ୍ଡାରୁ ନିସ୍ତାର ନାହିଁ। ରାଜ୍ୟରେ ଭୟଙ୍କର ଶୀତ ଲହରୀ। ଥଣ୍ଡା ସାଙ୍ଗକୁ ଅନେକ ସ୍ଥାନରେ କଲବଲ କରୁଛି କୁହୁଡ଼ି । ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ କୁହୁଡ଼ି ୱାର୍ଣ୍ଣିଂ ଜାରି

ଭାରତରେ ପିଲାଙ୍କ ପାଇଁ ବ୍ୟାନ୍ ହେଉ ସୋସିଆଲ ମିଡିଆ

ଅଷ୍ଟ୍ରେଲିଆ ବିଶ୍ୱର ପ୍ରଥମ ଦେଶ ହୋଇଛି ଯିଏ ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ଇଣ୍ଟରନେଟ୍ ମିଡିଆକୁ ସମ୍ପୂର୍ଣ୍ଣ ନିଷେଧ କରିଛି।ତେବେ ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ମାଡ୍ରାସ୍ ହାଇକୋର୍ଟ କହିଛନ୍ତି। ଜଷ୍ଟିସ୍

‘୩ଟି ଖଣିରେ ୧୫୮୬ କେଜି ସୁନା ଥିବା ମିଳିଛି ସନ୍ଧାନ’

ଓଡ଼ିଶା ମାଟି ତଳୁ ମିଳିଥିବା ୩ ସୁନା ଖଣିର ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର। ଏ ନେଇ ଆସନ୍ତା ୩ ତାରିଖରେ ଏକ ବୈଠକ ବସିବ। ନିଲାମ କିପରି ଠିକ୍ ଭାବେ ହେବ ସେ ନେଇ ପ୍ରକ୍ରିୟା ଚାଲିଛି ବୋଲି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି। ବୈଠକରେ ରାଜ୍ୟର ୪୯ଟି ଖଣି ନିଲାମ

ଦୁଷ୍କର୍ମ ଉଦ୍ୟମ ଶିକାର ପରେ ବିଷ ପିଇଦେଲେ ଯୁବତୀ

ଚାନ୍ଦବାଲିରେ ପୁଣି ଲଜ୍ଜା। ଦୁଷ୍କର୍ମ ଉଦ୍ୟମ ଶିକାର ପରେ ବିଷ ପିଇଦେଲେ ଯୁବତୀ। ଭଦ୍ରକ ଜିଲ୍ଲା ଧାମରା ପଞ୍ଚାୟତ ନରସିଂହପୁର ଗାଁରୁ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ରୋଷେଇ ଘରେ ଜଣେ ବାପଛେଉଣ୍ଡ ଝିଅଙ୍କୁ ଜଣେ ଯୁବକ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଗତ ୧୭

ଆଜିଠୁ ଟ୍ରେନରେ ଯାତ୍ରା କରିବା ମହଙ୍ଗା ହେଲା

ଆଜିଠୁ ଲାଗୁ ହୋଇଛି ନୂତନ ବର୍ଦ୍ଧିତ ରେଳ ଭଡ଼ା । ଏଣିକି ୨୧୫ କିଲୋମିଟରରୁ ଅଧିକ ଯାତ୍ରା ପାଇଁ ସାଧାରଣ ଶ୍ରେଣୀ ଟିକେଟ ଲାଗି ପ୍ରତି କିଲୋମିଟରରେ ପିଛା ଏକ ପଇସା ଅଧିକ ଦେବାକୁ ପଡ଼ିବ । ସମସ୍ତ ଟ୍ରେନର ଏସି, ନନ୍-ଏସି ମେଲ୍ / ଏକ୍ସପ୍ରେସ୍ ଏବଂ ଏୟାରକଣ୍ଡିସନ୍ ଶ୍ରେଣୀ ପାଇଁ ପ୍ରତି