Browsing Category

ଆଜିର ଖବର

ଓଡ଼ିଶାରୁ ଦୁବାଇକୁ ଗଲା ୧ ଟନ ପରିବା

ଏଥର ଦୁବାଇରେ ପାଇବେ ଓଡ଼ିଶା ରସୁଣ ଓ ବିନ୍ସରେ ସ୍ୱାଦ।ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ କାର୍ଗୋ ମାଧ୍ୟମରେ ଦୁବାଇକୁ ତାଜା ପରିବା ରପ୍ତାନି କରାଯାଇଛି । ତେବେ କଳାହାଣ୍ଡି ଏବଂ ନବରଙ୍ଗପୁରର ଚାଷୀଙ୍କ ଦ୍ୱାରା ଉତ୍ପାଦିତ କେବଳ ରସୁଣ କିମ୍ବା ବିନ୍ସ ନୁହଁ, କୁନି ଆଳୁ,

ମାଲକାନଗିରି ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ। ମାଲକାନଗିରି ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି। ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା

ପଚୁଂପଲ୍ଲୀପ୍ରଗଣା ପ୍ରମିୟର ଲିଗ୍‌୨ୟ ଦିବସ ଲିଗ୍ ମ୍ୟାଚରେମଣିଭଦ୍ରା ରିବେଲ ରାଇଡର୍ସ, ମା’ ବେଢାକାଳୀ ଏକାଦଶ ଓ…

ଗଣିଆ,-(ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଛାମୁଣ୍ଡିଆ ପଚାଂୟତର ଯୁବ କ୍ରିକେଟ ଖେଳାଳୀମାନଙ୍କ ପ୍ରଚେଷ୍ଠାରେ ଚଳିତ ମାସ ୨୪ ତାରିଖରୁ ବେଟଂପଡାସ୍ଥିତ ଗୁପ୍ତେଶ୍ୱର ବିଦ୍ୟାପୀଠ ଖେଳପଡିଆ ପରିସରରେ ପଚୁଂପଲ୍ଲୀପ୍ରଗଣା ପ୍ରିମିଅର ଲିଗ୍ ଉଦଘାଟିତ ହୋଇଯାଇଛି । ଗୁରୁବାର ଏହି ଟୁର୍ନାମେଟଂର ୨ୟ ଦିବସର

ଦୟାନିଧି ସାହୁ, ସୁଦର୍ଶନ ସାହୁ ମେମୋରିଆଲ କ୍ରିକେଟ କପସେମିରେ କଟକ

ଗଣିଆ(, ବିଶ୍ୱରଂଜନ ସେଠି.) ଗଣିଆ ବ୍ଳକ ଅନ୍ତର୍ଗତ ବେଲପଡ଼ା ପାଟଣାର ଶ୍ରୀ ଶ୍ରୀ ରଘୁନାଥ ଜୀଉ କ୍ରିକେଟ କ୍ଳବ ଆନୁକୂଲ୍ୟରେ ଚାଲିଥିବା ୪୮ତମ ଦୟାନିଧି ଓ ସୁନିଲ ବେହେରା ମେମୋରିଆଲ କ୍ରିକେଟ କପ ସ୍ଥାନୀୟ ଦଧିବାମନ ଜୀଉ ହାଇସ୍କୁଲ ଖେଳପଡ଼ିଆରେ ଗୁରୁବାର ଉଦ୍‌ଘାଟନ ହୋଇଯାଇଛି । ଉକ୍ତ

ଗଣିଆରେ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜନ୍ମ ଜୟନ୍ତୀ ପାଳିତ

ଗଣିଆ -(ବିଶ୍ୱରଂଜନ ସେଠି) ସୋମବାର ଦିନ ଅପରାହ୍ନରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜନ୍ମଜୟନ୍ତୀ ଗଣିଆ ଡ଼ାକ ବଙ୍ଗଳାରେ ବେଶ୍ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ

ସାନ୍ତାଳୀ ଭାଷାରେ ଭାରତୀୟ ସମ୍ବିଧାନ ଉନ୍ମୋଚନ କଲେ ରାଷ୍ଟ୍ରପତି

ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଲୋକାର୍ପଣ କରିଛନ୍ତି ।ଏହି ଅବସରରେ

ଯବାନଙ୍କ ପାଇଁ ସୋସିଆଲ ମିଡିଆ କଟକଣା

ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାରକୁ ନେଇ ଏହାର ନୀତିରେ ପରିବର୍ତ୍ତନ କରିଛି। ନୂଆ ପରିବର୍ତ୍ତନ ଅନୁଯାୟୀ, ଯବାନ ଏବଂ ଅଧିକାରୀମାନେ କେବଳ ରିଲ୍ସ୍ ଦେଖିବା ପାଇଁ ଇନଷ୍ଟାଗ୍ରାମ ବ୍ୟବହାର କରିପାରିବେ।ଏହି ସମୟ ମଧ୍ୟରେ ସେମାନେ କୌଣସି ପୋଷ୍ଟକୁ ଲାଇକ୍ କିମ୍ବା କମେଣ୍ଟ କରିପାରିବେ

ଗୁଲୁଆ ମୋତେ ବାଡ଼େଇକି ଘରୁ ବାହାର କରିଦେଇଥିଲେ:ୟୁଟ୍ୟୁବର ବର୍ଷା

ଜୀବନ ପ୍ରତି ବିପଦ ଥିବା କହିଛନ୍ତି କମେଡିଆନ ଗୁଲୁଆ । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସହାୟତା ମାଗିଛନ୍ତି । ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା ୟୁଟ୍ୟୁବର ବର୍ଷା ସାହୁ ମୁହଁ ଖୋଛନ୍ତି। ସେ କହିଛନ୍ତି, ବିବାହ ପରେ ଇଛି ଦିନ ଭଲରେ ଚାଲିଥିଲା। କିନ୍ତୁ ତାଙ୍କ ପରକୀୟା

ରେଡ୍‌ ଫ୍ଲାଗ୍‌ ହେଲା ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ମାମଲା

ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ରେଡ୍ ଫ୍ଲାଗ ନେଇ ସୂଚନା ଦେଲେ ପୋଲିସ ଡିଜି ୱାଇ. ବି ଖୁରାନିଆ । ସୂଚନା ଦେଇ କହିଛନ୍ତି ଯେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରାଯାଇଛି । ତ୍ୱରିତ ତଦନ୍ତ ସାରିବାକୁ ଲକ୍ଷ୍ୟ ରଖିଛୁ

ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର

ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା । ଏହାରି ଭିତରେ ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି ଯାହାକି ଚିନ୍ତାକୁ ଦ୍ବିଗୁଣିତ କରିଛି ।ବାୟୁ ମାନ ସୂଚକାଙ୍କ

 ଜାନୁଆରୀ ପ୍ରଥମ ସପ୍ତାହରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ରାଜ୍ୟ ଉପରୁ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯିବା ପରେ ଗତ ଦୁଇଦିନ ହେଲା ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମୁଛି । ଗୁରୁବାରଠାରୁ ପାରଦ ଆହୁରି ତଳମୁହାଁ ହେବ। ସମତଳ ଏବଂ ପାହାଡ଼ିଆ ଅଞ୍ଚଳଗୁଡ଼ିକରେ ୧ରୁ ୨ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ହ୍ରାସ ପାଇବା ସମ୍ଭାବନା

 ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ର କୂଳରେ ଭାସିଵାର ଦୃଶ୍ୟ ଭାଇରାଲ

ମହାପ୍ରଭୁଙ୍କୁ ମହୋଦଧିରେ ଭସେଇଦେଲେ । ସମୁଦ୍ର ଭିତରେ ମହାପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ଅତି ଦୟନୀୟ ଅବସ୍ଥାରେ ଉଦ୍ଧାର। ଏ ଭିଡିଓ ଦେଖିବାକୁ ଅତି କଷ୍ଟଦାୟକ। ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି ଅନୁମାନ କରାଯାଉଛି । ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି