Browsing Category

ଆଜିର ଖବର

ଗହୀରମଥାରେ ଛଅଟି ଅଲିଭ୍ ରିଡଲେ କଇଁଛଙ୍କୁ ସାଟେଲାଇଟ୍ ଟ୍ୟାଗିଂ

କେନ୍ଦ୍ରାପଡ଼ା ଜିଲ୍ଲାର ଗହୀରମଥାରେ ଛଅଟି ଅଲିଭ୍ ରିଡଲେ କଇଁଛଙ୍କୁ ସରକାର ବୁଧବାର ଦିନ ସାଟେଲାଇଟ୍-ଲିଙ୍କ୍ଡ୍ ଟ୍ରାକିଂ ଡିଭାଇସ୍ ସହିତ ଟ୍ୟାଗ୍ କରିଛନ୍ତି ।ଏଥିସହିତ ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣରେ ଆହୁରି ତିନୋଟି କଇଁଛଙ୍କୁ ଟ୍ୟାଗ୍ କରିବାର ଯୋଜନା ଥିବା ନେଇ

ଏବେ ଆକାଶରେ ଉଡ଼ିବ ଆଉ ୩ ନୂଆ ଏୟାରଲାଇନ୍ସର ବିମାନ

ଇଣ୍ଡିଗୋ ବିଭ୍ରାଟ ପରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ । ଦେଶରେ ଉଡ଼ିବ ଆଉ ୩ ନୂଆ ଏୟାରଲାଇନ୍ସ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଶଙ୍ଖ ଏୟାର, ଅଲ୍ ହିନ୍ଦ୍ ଏୟାର ଓ ଏବଂ ଫ୍ଲାଏ ଏକ୍ସପ୍ରେସ୍ ଅନୁମତି ମିଳିଛି । ଏହା ଦ୍ବାରା ଯାତ୍ରୀଙ୍କ ପାଖରେ ବିକଳ୍ପ ବଢିବା

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ,ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ପୁର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "ସଦୈବ ଅଟଳ" ସ୍ମାରକୀରେ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ସୋସିଆଲ୍ ମିଡିଆ ପ୍ଲାଟଫର୍ମ Xରେ, ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି ଯେ

ଶ୍ରମିକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ : ବନ୍ଧା ହେଲେ ୬ ଅଭିଯୁକ୍ତ

ବାଂଲାଦେଶୀ ସନ୍ଦେହରେ ଶ୍ରମିକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ। ସମ୍ବଲପୁର ସହରରେ ବାଲାଂଦେଶୀ ସନ୍ଦେହରେ ଜଣେ ବଙ୍ଗାଳୀ ଶ୍ରମିକଙ୍କୁ ୪ ଜଣ ବ୍ୟକ୍ତି ପିଟିପିଟି ହତ୍ୟା କରିଥିବା ଭଳି ଗୁରୁତର ଅଭିଯୋଗ ଆସିଛି। । ସୂଚନା ଅନୁଯାୟୀ ଦାନିପାଲି ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠାଘରେ କିଛି ବଙ୍ଗାଳୀ

ସାଉଦି ଆରବରେ ତୁଷାରପାତ

ସାଉଦି ଆରବରେ ତୁଷାରପାତ ବିରଳ, କିନ୍ତୁ ଦେଶର ଉତ୍ତର ଅଞ୍ଚଳର କିଛି ଅଂଶରେ ଏହି ଶୀତରେ ଯାହା ଘଟିଲା ତାହା ଅସାଧାରଣ ତଥା ଉଦ୍‌ବେଗଜନକ । ତାବୁକ୍ ଓ ନିକଟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି, ତୁଷାରପାତ ଯୋଗୁ ପାହାଡ଼ଗୁଡ଼ିକ ଧଳା ହୋଇଯାଇଛି ଏବଂ କର୍ତ୍ତୃପକ୍ଷ ପାଣିପାଗ

ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୨ ଜଣ ଯାତ୍ରୀ

କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର ଗୋର୍ଲାଟ୍ଟୁ ଅଞ୍ଚଳରେ ଏକ ଘରୋଇ ସ୍ଲିପର୍‌ ବସ ଏବଂ ଏକ ଟ୍ରକ ମଧ୍ୟରେ ଖୁବ ଜୋର ଧକ୍କା ହୋଇଥିଲା, ଯାହା ଫଳରେ ଉଭୟ ଗାଡ଼ିରେ ନିଆଁ ଲାଗିଯାଇଥିଲା,

ଲାଗୁ ହେବ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବରେ ମୋହର ମାରିଛି କ୍ୟାବିନେଟ । ରାଜ୍ୟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ଲାଗୁ କରିବା ପାଇଁ ନିଷ୍ପତ୍ତି ନେଇଛି ୨୦୨୫

ଜାନୁୟାରୀ ୧୦ ସୁଦ୍ଧା ସାରା ରାଜ୍ୟରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ଅଣଧାନ ଫସଲକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ

ଆଜି ପବିତ୍ର ବଡ଼ିଦନ, ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ

ଆଜି ବଡ଼ଦିନ। ଜନ୍ମ ନେଇଛନ୍ତି ପ୍ରଭୁ ଯୀଶୁ। ସାରା ବିଶ୍ବରେ ଚର୍ଚ୍ଚରେ ଚାଲିଛି ସମୂହ ପ୍ରାର୍ଥନା। ସବୁଠି ସଜେଇ ହୋଇଛି ଚର୍ଚ୍ଚ। ବଡ଼ ଦିନ ପାଳନ କରିବାକୁ ଖ୍ରୀଷ୍ଟ ଧର୍ମାବଲମ୍ବୀ ଭାଇ ଭଉଣୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ପରସ୍ପରକୁ ଶୁଭେଚ୍ଛା ଜଣାଉଛନ୍ତି ଖ୍ରୀଷ୍ଟ ଧର୍ମାବଲମ୍ବୀ ।

ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ

ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ । ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ ନିଆଯାଇଛି । ସକାଳ ୭ଟାରୁ ସନ୍ଧ୍ୟା ୭ଟା ୧୨ ଘଣ୍ଟା ବନ୍ଦ ରହିବ ଟି-ସେତୁ । ଗୋପୀନାଥପୁର ଓ ବୈଦେଶ୍ୱର ଉଭୟ ପଟୁ ବନ୍ଦ ରହିବ ବାଟ ।ପ୍ରକାଶଥାଉକି, ଦୁଇବର୍ଷ ପୂର୍ବେ

ନକଲି ପୋଲିସକୁ ବାନ୍ଧିଲା ଅସଲି ପୋଲିସ

ଅସଲି ପୋଲିସ ହାତରେ ଧରାପଡିଲେ ନକଲି ପୋଲିସ । ନିଜକୁ ପୋଲିସ କହି ପ୍ରେମୀ ଯୁଗଳଙ୍କୁ ବ୍ଲାକମେଲ୍ କରୁଥିଲେ, ବାନ୍ଧିଲା ପୋଲିସ । ଖଣ୍ଡଗିରି ଓ ଉଦୟଗିରି ନିକଟରେ ପ୍ରେମୀଯୁଗଳଙ୍କୁ ବ୍ଲାକ ମେଲ କରିବା ସହ ଅନ୍ତରଙ୍ଗ ମୂହୁର୍ତ୍ତ ଫଟୋ ଓ ଭିଡ଼ିଓ କରି ଟଙ୍କା ମାଗୁଥିଲେ । ନିଜକୁ ସାଧା

ଦିଲ୍ଲୀରେ ୩ ଦିନ ରହିଲେ ଆଲର୍ଜି ହୋଇଯିବ : ନିତିନ ଗଡକରୀ

ଦିଲ୍ଲୀ ପ୍ରଦୂଷଣକୁ ନେଇ ଏବେ ସାରା ବିଶ୍ବରେ ଚର୍ଚ୍ଚା ହେଉଛି । ଦିଲ୍ଲୀର ବାୟୁ ଲୋକଙ୍କ ପାଇଁ ରୋଗର ଗନ୍ତାଘର ପାଲଟିଗଲାଣି । ସ୍ଥିତି ଏମିତି ହେଲାଣି ଯେ ଦିଲ୍ଲୀରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଛି । ତେବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ କହିଛନ୍ତି, ଦିଲ୍ଲୀରେ ୩ ଦିନ ରହିଲେ