Browsing Category
ଆଜିର ଖବର
ନୂଆବର୍ଷରେ ନେବେ ଦାୟିତ୍ବ ! ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ
ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ନୂଆ ନିଯୁକ୍ତି । ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗଙ୍କୁ ନିଯୁକ୍ତି ମିଳିଛି । ୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ହେଉଛନ୍ତି ଅନୁ ଗର୍ଗ । ଆସନ୍ତା ୩୧ରେ ସରିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଏ!-->…
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ
ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ । ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ ।୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ହେଉଛନ୍ତି ଅନୁ ଗର୍ଗ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏବେ ଅନୁ!-->…
ଚାନ୍ଦବାଲି ଲଜ୍ଜା ଘଟଣାରେ ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଚାନ୍ଦବାଲି ଲଜ୍ଜା ଘଟଣାରେ ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୀଡିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ ଅନୁକମ୍ପା ରାଶି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ନିର୍ଦ୍ଦେଶ ଦିଆଯାଇଛି । ତଦନ୍ତ କରି ଦୋଷୀକୁ!-->…
ଚାନ୍ଦବାଲି ଛାତ୍ରୀଙ୍କୁ ଦୁଷ୍କର୍ମ ପ୍ରସଙ୍ଗ: ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ
ଚାନ୍ଦବାଲିରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟ।। ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରତିକ୍ରିୟା ରଖି କହିଛନ୍ତି, ଦୋଷୀ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଭଳି ଘଟଣା ସମାଜରେ ଆଉ ନହେଉ । କେବଳ ସରକାରଙ୍କ ନୁହେଁ ସମାଜର ବି ଦାୟିତ୍ୱ ଅଛି ।!-->…
ବଢିଲା ପିୟୁସିସି ଅବଧି, ବୈଧ କାଗଜପତ୍ର କରାଇନେବାକୁ ପରାମର୍ଶ
ମାସେ ବଢିଲା ପିୟୁସିସି ଅବଧି। ଫେବୃଆରୀ ପହିଲା ଯାଏଁ ଗାଡିର ବୈଧ କାଗଜପତ୍ର କରାଇନେବାକୁ ପରାମର୍ଶ ଦିଆଯାଇଛି। ଏହି ଅବଧି ଭିତରେ RC, ଫିଟନେସ୍, ପିୟୁସି, ବୀମା ଆଦି କରାଇନେବାକୁ କୁହାଯାଇଛି। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ପିୟୁସିସି ବିନା!-->…
ଜାନୁଆରୀ ମାସ ଭିତରେ ହେବ ଗଣତି ମଣତି। ରତ୍ନର ମୂଲ୍ୟ ଆକଳନ କରିବା ମୁସ୍କିଲ: ଜଷ୍ଟିସ୍ ବିଶ୍ବନାଥ ରଥ
ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ହେବ ଉଚ୍ଚ ସ୍ତରୀୟ ବୈଠକ । ରତ୍ନ ଗଣତି ମଣତି ନେଇ ଆସନ୍ତା ୨୭ ତାରିଖରେ ବସିବ ବୈଠକ । ଏ ନେଇ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି ।ଏଥିପାଇଁ ମୁକ୍ତି ମଣ୍ଡପ ପରାମର୍ଶ ନିଆଯିବ । ଗଣତି ମଣତି ପାଇଁ ଦର୍ଶନରେ ସମସ୍ୟା ହୋଇପାରେ ।!-->…
ପିୟୁସିସିକୁ ନେଇ ବିବ୍ରତ ନ ହେବାକୁ ପରାମର୍ଶ : ପରିବହନ ବିଭାଗ
ଏବେ ପଲୁସନ୍ ସାର୍ଟିଫିକେଟ ପାଇଁ ସଚେତନ କରାଯିବ। ଜାନୁଆରୀ ୧ରୁ ସଡ଼କ ସୁରକ୍ଷା ସପ୍ତାହ ଆରମ୍ଭ ହେବ। ସେହି ଦିନରୁ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ପେଟ୍ରୋଲ ପମ୍ପ କର୍ମଚାରୀ ମାନେ ମଧ୍ୟ ପେଟ୍ରୋଲ ପମ୍ପରେ ଗ୍ରାହକଙ୍କୁ ସଚେତନ କରିବେ। ପେଟ୍ରୋଲ ପମ୍ପ ନିକଟରେ pucc ସାର୍ଟିଫିକେଟ!-->…
ମାତ୍ରାଧିକ ଫାଷ୍ଟଫୁଡ୍ ଖାଇ ଜଣେ ଛାତ୍ରୀଙ୍କ ଜୀବନ ଚାଲିଗଲା
ଫାଷ୍ଟଫୁଡ୍ ନେଲା ଜୀବନ। ଉତ୍ତରପ୍ରଦେଶର ଅମରୋହରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀ ଅହାନା (୧୬ ବର୍ଷ) ଫାଷ୍ଟଫୁଡ୍ ଖାଇ ପ୍ରାଣ ହରାଇଛନ୍ତି ।ଚାଉମିନ୍, ମ୍ୟାଗି, ପିଜା ଏବଂ ବର୍ଗର ଭଳି ଖାଦ୍ୟର ଅତ୍ୟଧିକ ସେବନ ଯୋଗୁଁ ଏକାଦଶ ଶ୍ରେଣୀର ଛାତ୍ରୀ ଅହାନାଙ୍କର ଅନ୍ତନଳୀ ସମ୍ପୂର୍ଣ୍ଣ ଖରାପ!-->…
କୋଣାର୍କ ସୂର୍ଯ୍ୟ ମନ୍ଦିରରରେ ଲାଗିଲା ଅସ୍ଥାୟୀ ବ୍ୟାରିକେଡ୍
ନୂଆବର୍ଷ ପୂର୍ବରୁ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବେଶ ପାଇଁ ଲାଗିଲା ଅସ୍ଥାୟୀ ବ୍ୟାରିକେଡ୍ । ଆସନ୍ତାକାଲି ବଡ଼ ଦିନ । କୋଣାର୍କ ସୂର୍ଯ୍ୟ ମନ୍ଦିରର କାରୁକାର୍ଯ୍ୟ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ଲଗାଯାଇଛି । ପର୍ଯ୍ୟଟନ ଋତୁକୁ ନେଇ ବିଶ୍ୱଐତିହ୍ୟ!-->…
ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ
ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଜାନୁଆରି ପହିଲାରୁ କେବଳ ନୂଆ ବର୍ଷ ବଦଳିବ ନାହିଁ, ବରଂ ଆପଣଙ୍କ ଚାରିପାଖରେ ଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ଜିନିଷରେ ମଧ୍ୟ ପରିବର୍ତ୍ତନ ଆସିବ । ଏହି ପରିବର୍ତ୍ତନଗୁଡ଼ିକର ସିଧାସଳଖ ପ୍ରଭାବ ସାଧାରଣ ଜନତାଙ୍କ ଜୀବନ ଉପରେ!-->…
ଚାନ୍ଦବାଲିରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା,ମୁଖ୍ୟ ଅଭିଯୁକ୍ତକୁ ଗିରଫ
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାରେ ପୁଲିସ୍ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଛାନଭିନ୍ ଜାରି ରଖିଛି। ମୃତକଙ୍କୁ ନ୍ୟାୟ ଦାବିରେ ହାଟପଟି, ମଧୁବାବୁ ଛକ ଓ ବସ୍ଷ୍ଟାଣ୍ଡ ରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି।!-->…
ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ଵ ସହାୟକ
ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ଵ ସହାୟକ। ବରିଷ୍ଠ ରାଜସ୍ଵ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ଚଢଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ ଜାରି ରହିଛି। ବରଗଡ଼ ଓ ସମ୍ବଲପୁରର ୪ଟି ସ୍ଥାନରେ ଚାଲିଛି ରେଡ୍ । ବରଗଡ଼ରେ ଦୁଇ ମହଲା ଘର, ସମ୍ବଲପୁର!-->…