Browsing Category

ଆଜିର ଖବର

ଇତିହାସ ରଚିଲା ଇସ୍ରୋ; LVM3 ଜରିଆରେ ବ୍ଲୁବାର୍ଡ ସାଟେଲାଇଟ ଲଞ୍ଚ

ଶ୍ରୀହରିକୋଟାରୁ ଐତିହାସିକ ଉତ୍‌କ୍ଷେପଶ, ଲଞ୍ଚ ହେଲା କମ୍ୟୁନିକେସନ ସାଟେଲାଇଟ୍‌ । ସବୁଠାରୁ ଓଜନିଆ ଉପଗ୍ରହ ଲଞ୍ଚ କଲା ଇସ୍ରୋ । ସିଧାସଳଖ ମହାକାଶରୁ ମୋବାଇଲ ଇଣ୍ଟରନେଟ୍ ସେବା ପାଇଁ ଫିଟିବ ବାଟ । ଯୋଗାଯୋଗ କ୍ଷେତ୍ରରେ ହେବ ବୈପ୍ଳବିକ ପରିବର୍ତ୍ତନ । ଏଥର ଆମେରିକାର ଉଦ୍ଭାବକ ଏଏସ୍ଟି

ଅନ୍ଧବିଶ୍ୱାସ, ଅଶିକ୍ଷା ଓ ସାମାଜିକ ପଛୁଆପଣ ଡାହାଣୀ ସନ୍ଦେହ ଜନିତ ହିଂସା ଓ ହତ୍ୟାର ମୂଳ କାରଣ-ଉପମୁଖ୍ୟମନ୍ତ୍ରୀ

ଓଡ଼ିଶାର କିଛି ଗ୍ରାମୀଣ ଅଞ୍ଚଳରେ ଆଜି ମଧ୍ୟ ଅନ୍ଧବିଶ୍ୱାସ ଓ ଅଶିକ୍ଷାର ଅନ୍ଧାର ମଧ୍ୟରେ ‘ଡାହାଣୀ ସନ୍ଦେହ’ ନାମରେ ନିର୍ଦ୍ଦୋଷ ଜୀବନ ଯାଉଛି । ତେବେ ଗାଁ ଗାଁ, ଘରେ ଘରେ ପହଞ୍ଚି ଅଧିକାରୀମାନେ ଅନ୍ଧବିଶ୍ୱାସ ବିରୋଧରେ ସଚେତନତା ସୃଷ୍ଟି କରିବା ସହ ମାନବିକ ଦୃଷ୍ଟିରେ କାର୍ଯ୍ୟ କରିବା

ଏସ୍‌ସିବିରେ ହେବ ୧୭ ମହଲା ପାର୍କିଂ ଅଟ୍ଟାଳିକା

ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଏସ୍‌.ସି.ବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ସହ ରୋଗୀ ଓ ସମ୍ପର୍କୀୟଙ୍କ

ରଥ ନିର୍ମାଣକୁ ଫାସୀ କାଠ ଦେଇଥିଲେ୮ଜଣଙ୍କୁ ସମ୍ବର୍ଦ୍ଧିତ କଲା ଶ୍ରୀମନ୍ଦିର ପ୍ରଶାସନ

ଗଣିଆ (, ବିଶ୍ୱରଂଜନ ସେଠି) ବିଶ୍ୱ ପ୍ରସିଦ୍ଧ ଶ୍ରୀଜୀଉଙ୍କ ରଥଯାତ୍ରା ନିମନ୍ତେ ରଥ ନିର୍ମାଣ ପାଇଁ ଆବଶ୍ୟକ ଫାସୀ କାଠ ଓଡ଼ିଶାର ସଂରକ୍ଷିତ ଜଙ୍ଗଲମାନଙ୍କରେ ମିଳୁ ନାହିଁ ଏହାକୁ ଦୃଷ୍ଟିରେ ରଖି କିଛି ବର୍ଷ ହେଲା ଶ୍ରୀମନ୍ଦିର ପ୍ରଶାସନ ଦାତା ଯୋଗାଡ଼ କରି ସେମାନଙ୍କ ବାଡ଼ିରୁ ଫାସୀ କାଠ ଆଣୁଛି

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ?

କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର ସହିତ କିମ୍ବା ଏକ ବଡ଼ ବ୍ୟାଙ୍କ ସହିତ ମିଶ୍ରଣ କରିବାକୁ ବିଚାର କରୁଛନ୍ତି।ମିଶ୍ରଣ ପାଇଁ ଆଲୋଚନା ହେଉଥିବା

ନିଲାମ ହେବ ଓଡ଼ିଶାର ୪୯ ଖଣି ! ଜାନୁଆରୀ ୩ ରେ ଚୂଡ଼ାନ୍ତ ନିଷ୍ପତ୍ତି

ଖଣି ନିଲାମ ପାଇଁ ବୈଠକ ଡ଼ାକିଲେ ରାଜ୍ୟ ସରକାର। ଜାନୁଆରୀ ୩ ତାରିଖରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। ରାଜ୍ୟର ୪୯ ଖଣି ନିଲାମ ପାଇଁ ବାର୍ଷିକ ନିଲାମ କ୍ୟାଲେଣ୍ଡର ଚୂଡ଼ାନ୍ତ କରିବାକୁ ବୈଠକରେ ନିଆଯିବ ନିଷ୍ପତ୍ତି।ଉପସ୍ଥିତ ରହିବେ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ । ଓଏମସି

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବ ଶୀଘ୍ର ଗଣତି ମଣତି

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି।ମରାମତି ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର

ବଡ଼ଦିନ ଓ ନୂଆବର୍ଷ ପାଇଁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ ରହିବେ। ଶେଷ ଭାବରେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବ। ସହରର ବିଭିନ୍ନ ଛକରେ ବ୍ଲକିଂ ଓ ଚେକିଂକୁ ଜୋରଦାର

ଜାନୁଆରୀ ୮ରୁ ଭିତରକନିକାରେ କୁମ୍ଭୀର ଗଣନା

ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୬ ମସିହା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ । ତେଣୁ ଏହି ତିନି ଦିନ ପାଇଁ ପର୍ଯ୍ୟଟକମାନଙ୍କ ନିମନ୍ତେ ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଁକାର ସୂଚନା ଦେଇଛନ୍ତି ।ଭିତରକନିକା ଅଂଚଳର ନଦୀ ଓ ନାଳରେ

କୁସ୍ତି ଖେଳାଳିଙ୍କୁ ଅଣଦେଖାର ତଦନ୍ତ ହେବ: ମନ୍ତ୍ରୀ

ଟ୍ରେନରେ ଲାର୍ଟିନ ପାଖରେ ବସି କୁସ୍ତି ଖେଳାଳି ୟୁପି ଯିବା ପ୍ରସଙ୍ଗରେ ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖିଛନ୍ତି । ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ । ତଦନ୍ତ ପରେ ହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୂଚନା ଅନୁଯାୟୀ ରାଜ୍ୟ କୁସ୍ତି

କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲା, ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା: ଅତିରିକ୍ତ ଡିସିପି

ବହୁଚର୍ଚ୍ଚିତ କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ । ଯେଉଁମାନଙ୍କ ନାଁରେ ଏତଲା ହୋଇଛି ସମସ୍ତଙ୍କୁ ତଦନ୍ତ ପରିସରଭୁରକ୍ତ କରାଯିବ । ସବୁ ଅଭିଯୁକ୍ତଙ୍କୁ ହେବ ପଚରାଉଚରା । ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି ।କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ

ଆଗକୁ ଅନ୍ୟ ମ୍ୟୁନିସିପାଲଟି ନାଁ ଘୋଷଣା ହେବ: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା

ଏନଏସି ଓ ମୁନିସିପାଲିଟି ଘୋଷଣା ପ୍ରସଙ୍ଗରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା । ସେ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ କିଛି ଘୋଷଣା କରାଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଆଉ କିଛି ଘୋଷଣା ହେବ । ତେବେ ୨୮ଟି ଏନଏସି ଘୋଷଣା କରାଯିବ । ବର୍ତ୍ତମାନ ୪ଟି ମ୍ୟୁନିସିପାଲଟି