Browsing Category

ଆଜିର ଖବର

ଏସଆଇ ସ୍କାମ୍‌:ବିହାରରୁ ଆଉ ଜଣେ ଦଲାଲ ଗିରଫ

ବହୁ ଚର୍ଚ୍ଚିତ ଏସ୍ଆଇ ପରୀକ୍ଷା ଜାଲିଆତି ଘଟଣାରେ ସିବିଆଇ ଆଉ ଜଣେ ଦଲାଲକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବିହାରର ଅମିତ୍ ଭରତୀ। ତେବେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି, ସିଲିକନ୍ ଟେକ୍ ଲ୍ୟାବ୍ ପ୍ରମୋଟର ସୁରେଶ ନାୟକ ଏବଂ ତାଙ୍କ ଘନିଷ୍ଠ ସହଯୋଗୀ ସାଗର ଗୌଡ଼ଙ୍କୁ ଚାରି ଦିନିଆ

ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ଆତ୍ମସମର୍ପଣ କଲେ ୨୨ଜଣ ମାଓବାଦୀ

ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍‌ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହିଂସା ଛାଡି ସମାଜର

୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ

ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆମ୍ବୁଲାନ୍ସ ଉତ୍ସର୍ଗୀକୃତ ସମାରୋହ । ରାଜ୍ୟରେ ଗଡିବ ୪୨୮ଟି ୧୦୮ ନୂଆ ଆମ୍ବୁଲାନ୍ସ । ନୂଆ ଆମ୍ବୁଲାନ୍ସ ରୋଗୀଙ୍କ ସେବାରେ ନିୟୋଜିତ ହେବ । ଆମ୍ବୁଲାନ୍ସ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ

ଆଜି ଜାତୀୟ କୃଷକ ଦିବସ

ଭାରତ ଏକ କୃଷି ପ୍ରଧାନ ଦେଶ, ଯେଉଁଠାରେ କୋଟି କୋଟି ଲୋକଙ୍କ ଜୀବିକା ଏବଂ ଦେଶର ଖାଦ୍ୟ ସୁରକ୍ଷା ସିଧାସଳଖ ଚାଷଜମି ସହିତ ଜଡ଼ିତ । ଏହି କୃଷି ସଂସ୍କୃତି ଏବଂ ଅନ୍ନଦାତାଙ୍କ ଅବଦାନକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ୨୩ ଡିସେମ୍ବରରେ ‘କୃଷକ ଦିବସ’ ପାଳନ କରାଯାଏ । ୨୦୦୧ ମସିହାରେ କୃଷକ

ଚନ୍ଦକା କୁମାରଖୁଣ୍ଟି ହାତୀ ପାଠଶାଳାକୁ ନୂଆକରି ଆସିଥିବା ଛୁଆ ହାତୀର ମୃତ୍ୟୁ

ଚନ୍ଦକା କୁମାରଖୁଣ୍ଟିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଶମ୍ଭୁ । । ଗତକାଲି ସକାଳେ ଶମ୍ଭୁ ହଠାତ ଅସୁସ୍ଥ ହୋଇପଡିଥିଲା । ତାର ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବାକୁ ପଶୁ ଡାକ୍ତରଙ୍କ ଡକା ଯାଇଥିଲା । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମଙ୍କ ଦ୍ବାରା ଶମ୍ଭୁକୁ ସାଲାଇନ ଦିଆଯିବା ସହ ନୀରିକ୍ଷଣରେ

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନାର ଦର ୨୪ ଶହ ଟଙ୍କା ବୃଦ୍ଧି 

ସର୍ବାଧିକ ରେକର୍ଡ ସ୍ତର ଛୁଇଁଲା ସୁନା ଦର। ୨୪ କ୍ୟାରେଟ୍ ୧୦ ଗ୍ରାମ୍ ଦର ୨୪ ଶହ ଟଙ୍କା ବୃଦ୍ଧି ହୋଇଛି। ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫୫୦ ଟଙ୍କା ହୋଇଛି। ୨୨ କ୍ୟାରେଟ୍ କୁ ୨୨୦୦ ଟଙ୍କା ବୃଦ୍ଧି ପାଇ ଲକ୍ଷେ ୨୭ ହଜାର ଟଙ୍କା ପାର୍‌ ହୋଇଛି। ଏହା ପୂର୍ବରୁ ୧୮ ଡିସେମ୍ବରରେ ସୁନା ଦର

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ଗ୍ରାଇଣ୍ଡିଂ କରିଦେଲେ ଜଣେ ମହିଳା

ମେରଠର ମୁସ୍କାନ ମାମଲା ପରି ଉତ୍ତରପ୍ରଦେଶ ସମ୍ଭଲ ଜିଲ୍ଲାରେ ସମାନ ଘଟଣା ଘଟିଛି। ଯେଉଁଠାରେ ଜଣେ ମହିଳା ପ୍ରେମୀ ସହ ମିଶି ନିଜ ସ୍ୱାମୀଙ୍କୁ ହତ୍ୟା କରିବାକୁ ପଛାଇ ନାହିଁ।ଏହି ମାମଲାରେ ପୋଲିସ ଅଭିଯୁକ୍ତ ମହିଳା ଏବଂ ତାଙ୍କ ପ୍ରେମିକଙ୍କୁ ଗିରଫ କରିଥିବା ଜଣାପଡିଛି। ଅଭିଯୁକ୍ତ ମହିଳାଙ୍କ

ପେଟ୍ରୋଲ ପାଇଁ ପ୍ରଦୂଷଣ ପ୍ରମାଣପତ୍ର ବାଧ୍ୟତାମୂଳକ କାର୍ଯ୍ୟକାରୀ, ନିୟମ କୋହଳ

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଇନ୍ଧନ ମନା ନିଷ୍ପତ୍ତି କାର୍ଯ୍ୟକାରୀ କରିବା ପୂର୍ବରୁ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ଲୋକଙ୍କୁ ସଚେତନ କରିବା ପାଇଁ ନିଷ୍ପତ୍ତି ହୋଇଛି। ତେବେ ଅଳ୍ପ ଦିନ ମଧ୍ୟରେ ଯେଉଁମାନଙ୍କର ପ୍ରଦୂଷଣ ଜୋରିମାନା ଆସିଥିବ ତାକୁ ଅଣଦେଖା କରାଯିବ ବୋଲି ପରିବହନ ଆୟୁକ୍ତ ସ୍ପଷ୍ଟ

ଆଉ ୭ ଦିନ ଥରାଇବ ଶୀତ ।ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି   ସମ୍ଭାବନା 

ରାଜ୍ୟରେ ଶୀତ ଲହରୀ ଜାରି । ଗତ କିଛି ଦିନ ହେଲା କ୍ରମାଗତ ଭାବେ ଶୀତ ଲହରୀ ଜାରି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ୫ ଜିଲ୍ଳାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର ଓ ସୋନପୁରରେ ଘନ କୁହୁଡ଼ି

ବଦଳିଲେ ଧଉଳି ଗଣ ଦୁଷ୍କର୍ମ ଘଟଣାର ତଦନ୍ତ କାରୀ ଅଧିକାରୀ

ଧଉଳି ନାବାଳିକା ଗଣଦୁଷ୍କର୍ମ ମାମଲାରେ ନୂଆ ମୋଡ । ବଦଳିଲେ ମାମଲାର ତଦନ୍ତକାରୀ ଅଧିକାରୀ । ଆଇୟୁସିଏଡବ୍ଲୁ ତଦନ୍ତ କରିବ, ତଦାରଖ କରୁଛି ସିଏଡବ୍ସୁ । କିନ୍ତୁ ଧଉଳି ଥାନା ପୋଲିସ ତଦନ୍ତରେ ସଦଯୋଗ କରିବ । ଧଉଳି ଥାନାରୁ ଦାୟିତ୍ୱ ହସ୍ତାନ୍ତର କଲେ ତଦନ୍ତକାରୀ ଅଧିକାରୀ । ପୂର୍ବରୁ ଧଉଳି

ଗଠନ ହେବ ୨୪ ନୂଆ ଏନଏସି ଓ ୫ ପୌର ପରିଷଦ

୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ ପ୍ରକାଶ ପାଇଛି ତାଲିକା। ସେହିପରି ୩ଟି ଜିଲାର ୫ ନୂଆ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ, ନୂଆ ଏନଏସିଗୁଡ଼ିକ ହେଉଛି ପାଲଲହଡ଼ା,

ଜାନୁଆରୀ ୧ରୁ କଡ଼ାକଡ଼ି ଗାଡ଼ି ଚେକିଂ

ଜାନୁଆରୀ ୧ ତାରିଖରୁ ହେବ ଜୋରଦାର ଗାଡ଼ି ଚେକିଂ। ସୂଚନା ଦେଲେ ପରିବହନ କମିଶନର ଅମିତାଭ ଠାକୁର। ସୂଚନା ଦେଇ ସେ କହିଛନ୍ତି ଯେ ଏମଭିଆଇ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ସଡ଼କ ସୁରକ୍ଷା ନିୟମ ମାନନ୍ତୁ, ଦୁର୍ଘଟଣା ହେବନି। ସବୁ ପେଟ୍ରୋଲ ପମ୍ପ ମାଲିକ ଓ