Browsing Category

ଆଜିର ଖବର

ଡିସେମ୍ବର ୩୦ ରେ ମା ବୁଢାବୁଢ଼ି ଠାକୁରଙ୍କବାର୍ଷିକ ପୂଜାତ୍ସୋବ

ଗଣିଆ, (ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଅନ୍ତର୍ଗତ ଗଣିଆ ପଞ୍ଚାୟତର ଆରାଧ୍ୟା ଦେବୀ ମା ବୁଢ଼ାବୁଢ଼ୀ ଠାକୁରାଣୀଙ୍କ ବାର୍ଷିକ ପୂଜାତ୍ସୋବ ନିମିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପୂଜା କମିଟିର ସଭାପତି ଅର୍ଜୁନ ନାୟକଙ୍କ ସଭାପତିତ୍ୱରେ ମା ଙ୍କ ପୀଠରେ ଅନୁଷ୍ଠିତ ହୋଇଥିବା ଏହି

ମାତ୍ର ଛଅ ଘଣ୍ଟା ମଧ୍ୟରେ ଆରପାରିକୁ ଗଲେ ସ୍ବାମୀ ସ୍ତ୍ରୀ

ବିହାରର ସମସ୍ତିପୁରରେ ଏ ଭଳି ଏକ ଘଟଣା ଘଟିଛି ଯାହାକି ଅନେକଙ୍କ ଆଖି ଓଦା କରିଦେଇଛି । ପ୍ରେମ, ବିବାହ, ବିଶ୍ୱାସ ଏକତ୍ର ବଂଚିବା ଓ ମରିବା କଣ ତାହା ଏକ ଦମ୍ପତି ପ୍ରମାଣ କରିଛନ୍ତି ।ରୋସେରା ସହରର ୱାର୍ଡ ନମ୍ବର ୨୦ର ବାସିନ୍ଦା ୮୫ ବର୍ଷୀୟ ବିଷ୍ଣୁଦେବ ସାହାଣୀ ଶନିବାର ହଠାତ୍ ଅସୁସ୍ଥ

୪ କିଲୋମିଟର ଚାଲି ଚାଲି ଗଲେ , ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଆଗରେ ପାଠ ପଢ଼ିଲେ

ଛାତ୍ରଛାତ୍ରୀଙ୍କ ନିଆରା ପ୍ରତିବାଦ । ୪ କିଲୋମିଟର ଚାଲି ଚାଲି ଗଲେ , ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଆଗରେ ପାଠ ପଢ଼ିଲେ । ବିଦ୍ୟାଳୟ କୁ ବଞ୍ଚାଇବା ପାଇଁ ଏଭଳି ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ। ଏହି ଚିତ୍ର ସାମ୍ନାକୁ ଆସିଛି ଉଦଳା ଠାରେ ଚାଲିଥିବା

ନିଜକୁ ନିଜେ ଗୁଳିକରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ IPS

ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। କ’ଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ

ଅଣ୍ଡା ଖାଉଥିଲେ କର୍କଟ ରୋଗର ଆଶଙ୍କା ବଢ଼ିଯାଏ !

ଅଣ୍ଡାକୁ ଏକ ସୁପରଫୁଡ୍ ଭାବରେ ବିବେଚନା କରାଯାଏ କାରଣ ଶରୀରକୁ କାର୍ଯ୍ୟ କରିବା ପାଇଁ ଆବଶ୍ୟକ ସମସ୍ତ ପୋଷକ ତତ୍ତ୍ବ ଏଥିରେ ରହିଥାଏ। ଅଣ୍ଡା ହେଉଛି ପ୍ରୋଟିନର ଏକ ଶସ୍ତା, ସୁଲଭ ଏବଂ ନିର୍ଭରଯୋଗ୍ୟ ଉତ୍ସ। ତେବେ ଏକ ରିପୋର୍ଟ ଏହାରର ଗୁଣବତ୍ତା ଉପରେ ପ୍ରଶ୍ନ ଉଠାଇଛି। ଆଉ ଅଣ୍ଡାକୁ ନେଇ

ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ, ଏପ୍ରିଲ ୧ରୁ ବଦଳିବ ଜମିର ବେଞ୍ଚମାର୍କ ମୂଲ୍ୟ

ଏପ୍ରିଲ ୧ରୁ ବଦଳିବ ଜମିର ବେଞ୍ଚମାର୍କ ମୂଲ୍ୟ । ଓଡ଼ିଶାରେ ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ । ସରକାର ଜାରି କରିଛନ୍ତି ନୂଆ SOP । ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗତ ୧୯ ତାରିଖରେ ସ୍ଥାବର ସମ୍ପତ୍ତିର ବେଞ୍ଚମାର୍କ ମୂଲ୍ୟର ଦ୍ୱିବାର୍ଷିକ

ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼ । ବନ ବିଭାଗର ସୂଚନା ମୁତାବକ, ରବିବାର ଜାତୀୟ ଉଦ୍ୟାନକୁ ଗୋଟିଏ ଦିନରେ ୨୮୬୪ ପର୍ଯ୍ୟଟକ ଆସିଥିଲେ । ପର୍ଯ୍ୟଟକ ବୋଟ୍‌ ରେ ବସି ନଦୀରେ ବୁଲିବା ସମୟରେ ନଦୀପଠାରେ ଶୋଇ ରହିଥିବା କୁମ୍ଭୀର ସହିତ ହରିଣ ଓ ରଙ୍ଗବେରଙ୍ଗର ପକ୍ଷୀ

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର, ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର।ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁଯୋଗ ନେବାକୁ ସମସ୍ତ ଆବେଦନକାରୀଙ୍କୁ ଅନୁରୋଧ କରାଯାଇଛି । ଆସନ୍ତା ୨୦୨୬ ଜାନୁଆରୀ ୩୧ ଯାଏଁ ଚାଲିବ ଟଙ୍କା ଫେରସ୍ତ ପ୍ରକ୍ରିୟା । ସମସ୍ତ କ୍ଷୁଦ୍ର ଜମାକାରୀ ଏହାର ସୁଯୋଗ ନେବାକୁ

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ

ମହଙ୍ଗା ହେଲା ଟ୍ରେନ୍ ଯାତ୍ରା। ବଢିଲା ଟ୍ରେନ୍ ଭଡା। ରେଳବାଇ ଘୋଷଣା କରିଛି ଯେ ଟ୍ରେନ ଭଡାରେ ପରିବର୍ତ୍ତନ ଡିସେମ୍ବର ୨୬, ୨୦୨୫ରୁ ଲାଗୁ ହେବ। ୨୧୫ କିଲୋମିଟର ପର୍ଯ୍ୟନ୍ତ ନିୟମିତ ଭଡା ବୃଦ୍ଧି କରାଯାଇ ନାହିଁ। ସାଧାରଣ ବର୍ଗରେ ୨୧୫ କିମିରୁ ଅଧିକ ଯାତ୍ରା ପାଇଁ କିମି ପିଛା ୧ ପଇସା

‘ଥାର’ ଗାଡ଼ି କିଣା ଖର୍ଚ୍ଚର ହେବ ସ୍ଵତନ୍ତ୍ର ଅଡିଟ୍- ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଜଙ୍ଗଲ ବିଭାଗର ‘ଥାର୍‌’ କିଣା ଓ ମୋଡିଫିକେସନର ହେବ ସ୍ୱତନ୍ତ୍ର ଅଡିଟ୍‌ । ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆଜି ସୂଚନା ଦେଇଛନ୍ତି । ପିସିସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ୱତନ୍ତ୍ର ଅଡିଟ୍‌ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । । ୭ କୋଟି ଟଙ୍କାରେ ୫୧ଟି ଥାର

ପ୍ରେମିକାଙ୍କ ନାଁରେ ଗାଁ ମଶାଣିରେ ହୋଇଛି ପୂଜାର୍ଚ୍ଚନା, ଗୁଣି ଗାରେଡ଼ି ସନ୍ଦେହ

ବାଲିକୁଦା ମରିଚପୁର ମଶାଣିରେ ଦେଖିବାକୁ ମିଳିଛି ଏଭଳି ଘଟଣା। ମଶାଣିରେ ହୋଇଥିବା ପୂଜା ସ୍ଥାନରେ ପଡ଼ିଛି କଳସ, ସିନ୍ଦୂର, ଫୁଲ, କୁକୁଡ଼ା ମୁଣ୍ଡ ଏବଂ ଯୁବକ ଯୁବତୀଙ୍କ ଫଟୋ। ଉକ୍ତ ଶ୍ମଶାନ ନିକଟରେ ଓଷକଣା ପଞ୍ଚାୟତର ଗୋଟିଏ ପରିବାରର ୨ ଭାଇ ଭଉଣୀଙ୍କ ଫଟୋଚିତ୍ରରେ ରକ୍ତ ଓ ସିନ୍ଦୂର

ବିଷ ପାଲଟିଲା ଚିକେନ ସାଙ୍ଗେ ପାଳଙ୍ଗ ଶାଗ !ଖାଦ୍ୟ ବିଷକ୍ରିୟା କାରଣରୁ ମା ସହିତ ଦୁଇ ପୁଅଙ୍କର ମୃତ୍ୟୁ

ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି ।ରବିବାର ବିଳମ୍ବିତ ରାତିରେ ଚିକେନ୍ ପାଳଙ୍ଗ ଶାଗ ଖାଇ ଶୋଇଥିଲେ । ସକାଳୁ ସକାଳୁ କୌଣସି ଲୋକ ଘରର କବାଟ ଖୋଲିନଥିଲେ । ପଡୋଶୀ ଲୋକଙ୍କ