Browsing Category

ଆଜିର ଖବର

ଯୁକ୍ତ ଦୁଇ ପରୀକ୍ଷା;  ୬୦୦ଟି ପରୀକ୍ଷାକେନ୍ଦ୍ରର ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥା

ଆସନ୍ତା ୨୦୨୬ ଫେବୃଆରୀ ୧୮ ତାରିଖରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିବ। ପ୍ରାକ୍ଟିକାଲ୍ ପରୀକ୍ଷା ଜାନୁଆରୀ ୨ରୁ ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଶ୍ନପତ୍ରର ସୁରକ୍ଷା ଲାଗି ମୋଟ୍ ୨୧୦ଟି ହବ୍ କେନ୍ଦ୍ରର ବ୍ୟବସ୍ଥା ହୋଇଥିବା ବେଳେ ଚଳିତବର୍ଷ

ଇସ୍କନର ମନମାନି… ବିଦେଶରେ କରିବ ଅଦିନିଆ ରଥଯାତ୍ରା। ବର୍ଷିଲେ ଗଜପତି ମହାରାଜା

ତେଜିଲା ଅଦିନିଆ ରଥଯାତ୍ରା ବିବାଦ। ଇସ୍କନ ଉପରେ ବର୍ଷିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସେ କହିଛନ୍ତି ଯେ, ଶ୍ରୀଜଗନ୍ନାଥ ସଂସ୍କୃତିର ଅପପ୍ରଚାର କରୁଛି ଇସ୍କନ । ରଥଯାତ୍ରାକୁ ନେଇ ଅପପ୍ରଚାର କରାଯାଉଛି । ଏବେ ଆଚାର୍ଯ୍ୟ ମାନଙ୍କ ମତ ଗ୍ରହଣ କରିବାର ସମୟ ଆସିଛି । ଯଦି ଆଚାର୍ଯ୍ୟ ଓ

ଜାଡରେ ଥରହର ସାରା ଓଡିଶା । ଏଭଳି ପରିସ୍ଥିତି ଆଗକୁ ମଧ୍ୟ ଜାରି ରହିବ

ରାଜ୍ୟରେ ଜାରି ରହିବ ଶୀତ। ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ ।। ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ ବୋଲି ପୂର୍ବାନୁମାନ କରଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆସନ୍ତା ୭ଦିନ ଯାଏ ରାତି ତାପମାତ୍ରାରେ କୌଣସି

ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ

ଅନୁଗୁଳରେ ଥାନା ଅଧିକାରୀଙ୍କୁ ରାତି ଅଧରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ପୁଲିସ ଏ ସମ୍ପର୍କରେ ଏକ ମାମଲା ରୁଜୁ କରି ଘଟଣାର ଛାନ୍‌ଭିନ ଆରମ୍ଭ କରିଛି । ବାଇକ୍ ରେ ଯାଉଥିବାବେଳେ ଗାଡ଼ି ପିଛା କରିଥିଲେ ଦୁର୍ବୃତ୍ତ । ସାଇବର ଥାନା ଅଧିକାରୀ ଯାଉଥିବା ସମୟରେ ବସଟି ଦ୍ରୁତ

ଘନ କୁହୁଡ଼ି ପାଇଁ ସତର୍କ ରହିବାକୁ ସଡ଼କ ବ୍ୟବହାରକାରୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗ ଦେଲା ପରାମର୍ଶ

ଘନ କୁହୁଡ଼ି ପାଇଁ ସତର୍କ ରହିବାକୁ ସଡ଼କ ବ୍ୟବହାରକାରୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗ ଦେଲା ପରାମର୍ଶ । ଆରଟିଓଙ୍କୁ ଦୁର୍ଘଟଣା ନିବାରଣ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଲା ବିଭାଗ । ଘନ କୁହୁଡ଼ିର ଆଶଙ୍କା ଥିବା ୬ଟି ଜିଲ୍ଲାରେ ବ୍ୟାପକ ହେବ ସଚେତନତା ଏବଂ ଏନଫୋର୍ସମେଣ୍ଟ

ଓଡ଼ିଶା କେନେଲ କ୍ଲବ୍‌ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ହୋଇଛି ଡଗ୍‌ ସୋ

ଓଡ଼ିଶା କେନେଲ କ୍ଲବ୍‌ ପକ୍ଷରୁ ଭୁବନେଶ୍ୱରରେ ଆୟୋଜିତ ହୋଇଛି ଡଗ୍‌ ସୋ । ଏଥିରେ ୩୦ରୁ ଅଧିକ ପ୍ରଜାତିର କୁକୁର ଭାଗ ନେଇଛନ୍ତି । ଭାରତୀୟ ବ୍ରିଡ୍‌କୁ ଅନ୍ତର୍ଜାତୀୟ ସ୍ତରରେ ପରିଚିତ କରାଇବା ଲକ୍ଷ୍ୟରେ ଆୟୋଜିତ ହେଉଛି ଏ ଡଗ୍ ସୋ । ପ୍ରତିଯୋଗିତାରେ ଭଳିକି ଭଳି କୁକୁର ଦର୍ଶକଙ୍କ ମନ

ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିଲେ ମିଳିବନି ତେଲ

ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର (PUCC) ନ ଥିଲେ ପେଟ୍ରୋଲ କିମ୍ବା ଡିଜେଲ ମିଳିବ ନାହିଁ ବୋଲି ତୈଳ କମ୍ପାନୀମାନଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଚିଠି

ବିଷ ପାଲଟିଲାଣି ରାଜଧାନୀର ବାୟୁ,୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ

ବିଷ ପାଲଟିଲାଣି ରାଜଧାନୀର ବାୟୁ । ଭୁବନେଶ୍ୱରରେ ୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ । ଦୁଇ ସପ୍ତାହ ଧରି ବଢ଼ି ବଢ଼ି ଚାଲିଛି ବାୟୁ ପ୍ରଦୂଷଣ । ଆଜି ଭୁବନେଶ୍ୱରରେ ଦିନ ୧.୧୩ ବେଳକୁ ଏକ୍ୟୁଆଇ ୩୪୮ ରହିଥିଲା ଯାହା ଚିନ୍ତାର କାରଣ ପାଲଟିଛି । ନିଶ୍ୱାସରେ ବିଷ ନେଉଛନ୍ତି ଯାହା ଶରୀରକୁ

ସରକାର ‘ମନରେଗା’ ଉପରେ ବୁଲଡୋଜର ଚଢାଇଦେଲେ: ସୋନିଆ ଗାନ୍ଧୀ

ମନରେଗା ଯୋଜନାର ନାମ ପରିବର୍ତ୍ତନ କରି 'ବିକଶିତ ଭାରତ ଜି-ରାମ ଜି' (VB-G RAM-G) କରିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ । ମୋଦୀ ସରକାର ମନରେଗା ଉପରେ ବୁଲଡୋଜର ଚଲାଇ ଗରିବଙ୍କ ସ୍ୱାର୍ଥ ଉପରେ ଆକ୍ରମଣ କରିଛନ୍ତି ବୋଲି ସେ

ମାଓବାଦୀଙ୍କୁ ଧରାଇଲେ ମିଳିବ ୮ କୋଟି ୪୦ ଲକ୍ଷର ପୁରସ୍କାର

ମାଓବାଦୀଙ୍କୁ ଧରାଇ ଦେବା ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର ଘୋଷଣା । ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ମୋଟ୍ ୮ କୋଟି ୪୦ ଲକ୍ଷର ପୁରସ୍କାର ରଖାଯାଇଛି । ବୌଦ୍ଧ ପୋଲିସ ପକ୍ଷରୁ ବିଭିନ୍ନ ଉପାନ୍ତ ଅଞ୍ଚଳରେ ଲାଗିଲା ପୋଷ୍ଟର । ପୋଷ୍ଟରରେ ମାଓବାଦୀଙ୍କ ନାଁ, ଫଟୋ ସହ ପୁରସ୍କାର ରାଶି ଉଲ୍ଲେଖ

ଐତିହାସିକ ବାରବାଟୀ ଦୁର୍ଗ ଓ ଗଡ଼ଖାଇର ସୌନ୍ଦର୍ଯ୍ୟକରଣ ପାଇଁ ଖୁବ୍‌ଶୀଘ୍ର ପ୍ରସ୍ତାବ ଉପରେ ଲାଗିବ ମୋହର

କଟକ: ବଦଳିବ ଐତିହାସିକ ବାରବାଟୀ ଦୁର୍ଗର ରୂପରେଖ ।ବାରବାଟୀ ଦୁର୍ଗ ଚାରିପାର୍ଶ୍ବରେ ‘ପରିକ୍ରମା ମାର୍ଗ’ କରାଯିବାକୁ ଏକ ନୂଆ ଯୋଜନା ହୋଇଛି । ଯାହା ପର୍ଯ୍ୟଟକଙ୍କୁ ଭିନ୍ନ ଅନୁଭବ ଦେବ ।କେବଳ ପରିକ୍ରମା ମାର୍ଗ ନୁହେଁ, ନିର୍ମାଣ ପରେ କାମରେ ନଲାଗି ଦୀର୍ଘ ବର୍ଷ ଧରି ପଡିରହିଥିବା ଟୁରିଷ୍ଟ୍

ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି ଜେଲ୍ ଅନ୍ତେବାସୀ :  କଏଦୀଙ୍କୁ ଜଗିବ ଏଆଇ

ଭୁବନେଶ୍ଵର, କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ। ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି କଏଦୀ।ଏପରି କଲେ ବାଜି ଉଠିବ ସାଇରନ୍। ଫଟୋ ଉଠାଇ ପଠାଇଦେବ ଏଆଇ କ୍ୟାମେରା। ପାଚେରି ପଟ ଦେଇ ଜେଲ ଭିତରକୁ ହୋଇପାରିବନି ଜିନିଷ ଦିଆନିଆ। ସେଲ୍ ଭିତରେ କରିପାରିବେନି ଗଣ୍ଡଗୋଳ। କଏଦୀଙ୍କୁ ଜଗିବ