Browsing Category

ଆଜିର ଖବର

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍‌ ଗିଲ୍‌ । ପ୍ରଥମ କରି ଟି-୨୦ ବିଶ୍ୱକପ ଦଳର ନେତୃତ୍ୱ ନେବେ ସୂର୍ଯ୍ୟକୁମାର । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା।ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଏବେ ସୁଦ୍ଧା ରାଜେନ୍ଦ୍ରଙ୍କ ଗୋଟିଏ ୩ ମହଲା କୋଠା, ୩ ଟି ଦାମୀ ପ୍ଲଟ, ସାଢେ ୩ ଲକ୍ଷ ନଗଦ ଟଙ୍କା,

ଇମ୍ରାନ ଖାନ ଓ  ତାଙ୍କ ପତ୍ନୀଙ୍କୁ ୧୭ ବର୍ଷ ଜେଲ୍

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲ ଦଣ୍ଡାଦେଶ । ପତ୍ନୀ ବୁଶରା ବିବିଙ୍କ ସହ ଇମ୍ରାନଙ୍କୁ ୧୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଦୁର୍ନୀତି ମାମଲାରେ ୧୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ । ୧୬.୪ ନିୟୁତ ପାକିସ୍ତାନୀ ଟଙ୍କା ଜରିମାନା ସହ

ଯୁକ୍ତ ୨ ପରୀକ୍ଷା ଆଡ୍‌ମିଟ୍ କାର୍ଡ ପ୍ରକାଶିତ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଯୁକ୍ତ ୨ ପରୀକ୍ଷା ପାଇଁ ଆଡ୍‌ମିଟ୍ କାର୍ଡ ପ୍ରକାଶ କରିଛି। ଆଡ୍‌ମିଟ୍ କାର୍ଡ ଶୁକ୍ରବାରଠାରୁ ସାମ୍ସ ଇ – ସ୍ପେସ୍ ୱେବସାଇଟ୍‌ରେ ଉପଲବ୍ଧ ହୋଇଛି। ସମସ୍ତ ଷ୍ଟ୍ରିମ୍‌ର ଛାତ୍ରଛାତ୍ରୀଙ୍କୁ ଆଡମିଟ୍ କାର୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ

ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ

ଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ପାଇଲଟଙ୍କ ଗୁଣ୍ଡାଗର୍ଦ୍ଦି। ପାଇଲଟ ଜଣେ ଯାତ୍ରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ତାଙ୍କୁ ବୋର୍ଡିଂ ଲାଇନ ଭାଙ୍ଗିବାକୁ ବିରୋଧ କରିବାରୁ ତାଙ୍କ

ନାବାଳିକା ୫ ମାସର ଗର୍ଭବତୀ,ଅଭିଯୁକ୍ତ ଗିରଫ

ସୁନ୍ଦରଗଡ଼: ବୀରମିତ୍ରପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ଏଠାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ

ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା ଦେଇଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଇଞ୍ଜିନ ଏବଂ ପାଞ୍ଚଟି କୋଚ୍ ଲାଇନଚ୍ୟୁତ ହୋଇଛି। କିନ୍ତୁ ସୌଭାଗ୍ୟବଶତଃ ଟ୍ରେନରେ ଥିବା କୌଣସି

ବିବାହିତ ମହିଳାଙ୍କୁ କରୁଥିଲେ ପ୍ରେମ ! ପ୍ରେମିକାଙ୍କ ଗାଁରୁ ମିଳିଲା ଯୁବକଙ୍କ ମୃତଦେହ

ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅଞ୍ଚଳରୁ ଆସିଛି ଏପରି ସଙ୍ଗୀନ ଅଭିଯୋଗ । ପ୍ରେମିକା ଗାଁରେ ପ୍ରେମିକର ମୃତ୍ୟୁ ।ମୃତକ ହେଲେ କଟକ ଜିଲା ସାଲେପୁର ଥାନା ଗଙ୍ଗେଶ୍ୱର ଦେଉଳି ଗ୍ରାମର ମନୋଜ ଦାସଙ୍କ ପୁଅ ଅଶୋକ(୧୭) ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ଅଶୋକଙ୍କ ମା’ ବେବିନା ତାଙ୍କ ପୁଅକୁ

ରାଜଧାନୀରେ ହିଟ୍ ଆଣ୍ଡ ରନ୍, କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା

ରାଜଧାନୀ ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍ । ପାୱାରହାଉସ ଛକ ଟ୍ରାଫିକ ପୋଷ୍ଟରେ ଛିଡ଼ା ହୋଇଥିବା କାରକୁ ଧକ୍କା ଦେଲା ହାଇୱା । ରେଡ୍ ସିଗନାଲ ଥିବାରୁ କାରଟି ଟ୍ରାଫିକ୍ ପୋଷ୍ଟରେ ଛିଡା ହୋଇଥିବା ବେଳେ, ଅଚାଚନକ ଆସି ଧକ୍କା ଦେବା ସହ କାରକୁ ୨୦ମିଟର ଯାଏ ଘୋଷାଡ଼ି ନେଇଥିଲା ।ଏପିରିକି ୨୦ ମିଟର

 ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ରେଞ୍ଜରଙ୍କ ଘରେ ଭିଜିଲାନସ ରେଡ୍ । ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ତେବେ ରେଞ୍ଜରଙ୍କ ଠାରୁ କେତେ ଟଙ୍କାର ସମ୍ପତ୍ତି ଆଦାୟ ହେଲା ତାହା

ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

୨୦୨୬ ଜାନୁଆରି ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ

ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜାନୁଆରି–୨୦୨୬ ଶିକ୍ଷା ବର୍ଷ ପାଇଁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଆଗ୍ରହୀ ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରି ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ। ବିଭିନ୍ନ କାରଣରୁ ଅଧାରୁ