Browsing Category

ଆଜିର ଖବର

ଏବେ ଭୁବନେଶ୍ବରରୁ ପୁରୀ ୧୩୦ କିମି ବେଗରେ ଦୌଡ଼ିବ ଟ୍ରେନ୍

ଭୁବନେଶ୍ବରରୁ ପୁରୀକୁ ଘଣ୍ଟା ପ୍ରତି ୧୩୦ କିଲୋମିଟର ବେଗରେ ଦୌଡ଼ିବ ଟ୍ରେନ୍‌। ଆଖି ପିଛୁଳାକେ ଭୁବନେଶ୍ବରରୁ ଯାଇ ପୁରୀରେ ପହଞ୍ଚିଯିବେ ଯାତ୍ରୀ । ଇହା ମଧ୍ୟରେ ଭୁବନେଶ୍ବରରୁ ଖୋର୍ଦ୍ଧାରୋଡ୍‌ ପର୍ଯ୍ୟନ୍ତ ୨୦ କିମି ରେଳ ଲାଇନ୍‌କୁ ଅଟୋ ସିଗନାଲିଂ ହୋଇସାରିଛି ।୨୦୨୪-୨୫ ଆର୍ଥିକ ବର୍ଷରେ

ଡିସେମ୍ବର ମାସ ହେଲାଣି,କେଦାରନାଥ ଧାମରେ ଏଯାଏ ବରଫ ପଡ଼ିନି

ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫ ଫୁଟରୁ ଅଧିକ ଘନ ବରଫର ଚାଦରରେ ଆଚ୍ଛାଦିତ ଥାଏ । କିନ୍ତୁ ଏହି ବର୍ଷର ପାଗ ବୈଜ୍ଞାନିକ ଏବଂ ସ୍ଥାନୀୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି ।ପୂର୍ବ

ଓଡ଼ିଶା AI ସମ୍ମିଳନୀ-୨୦୨୫ !ଓଡିଆ ଭାଷା କୁ AI ରେ ଆଣିବାକୁ ବ୍ୟବସ୍ଥା କରାଯିବ

ଭୁବନେଶ୍ୱର ରିଜୋନାଲ AI Impact summit ୨୦୨୫ ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା କନଭେନ୍ସନ ହଲରେ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭରଚୁଆଲି ଯୋଗଦେଇ ଥିଲେ । ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନର

ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ସରିଲା ସଂସଦର ଶୀତକାଳୀନ ଅଧିବେଶନ

ସରିଲା ସଂସଦର ଶୀତ ଅଧିବେଶନ । ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ସରିଲା ସଂସଦର ଶୀତକାଳୀନ ଅଧିବେଶନ । ୧୭ ତମ ଲୋକସଭାର ୬ଷ୍ଠ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ ।ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ ଚାମ୍ବରରେ ଦଳୀୟ ନେତା

ଆଜି ବଉଳ ଅମାବାସ୍ୟା, ବଉଳ ଅମାବାସ୍ୟାର ମହତ୍ତ୍ବ

ଆମେ ଅନେକ ସମୟରେ ବୃକ୍ଷକୁ ବିଭିନ୍ନ ଠାକୁରଙ୍କ ପ୍ରତୀକ ଭାବରେ ପୂଜା କରିଥାଉ । ଏହି ପୂଜା ପାର୍ବଣ ମଧ୍ୟରେ ଏକ ପରମ୍ପରା ହେଉଛି ବଉଳ ଅମାବାସ୍ୟା । ଏଥିପାଇଁ ବେଶ ଉତ୍ସବ ମୁଖର ହୋଇଥାଏ ପୁରପଲ୍ଲୀ । ଏହି ପର୍ବରେ ଆମ୍ବ ଗଛ ମୂଳକୁ ଶୁଦ୍ଧ ପୂତ ଭାବରେ ଲିପା ପୋଛା କରିଥାନ୍ତି ମହିଳାମାନେ ।

ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ଜଣେ ମହିଳା ଡାକ୍ତର

ସାଇବର କ୍ରାଇମ୍ (ଡିଜିଟାଲ୍ ଆରେଷ୍ଟ୍)ର ଶିକାର ହୋଇଛନ୍ତି ଜଣେ ଡାକ୍ତରାଣୀ । ସେ ହେଉଛନ୍ତି ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ । ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟ୍‌ରୁ ୧୨ ଲକ୍ଷରୁ ଅଧିକ ଟଙ୍କା ଉଠାଇ ନେଇଛନ୍ତି ସାଇବର ଲୁଟେରା । ଏ ସମ୍ପର୍କରେ ମମତା ଟାଉନ୍

ଛାତ୍ରବୃତ୍ତି କେଳେଙ୍କାରୀ : ଜାଲ ସାର୍ଟିଫିକେଟ ଦେଇ ଟଙ୍କା ହଡପ

ଖୋର୍ଦ୍ଧାରେ ଜାଲ ସାର୍ଟିଫିକେଟ ଦେଇ ଟଙ୍କା ହଡପ ଘଟଣା । ୭ ଟି କଲେଜର ୧୪୯ ଛାତ୍ରଛାତ୍ରୀଙ୍କ ବିରୋଧରେ ରୁଜୁ ହେଲା ମାମଲା । ସମ୍ପୃକ୍ତ ଶିକ୍ଷାନୁଷ୍ଠାନ ଗୁଡ଼ିକ ହେଲା ଦି ଟେକ୍ନୋ ସ୍କୁଲ, ସୁବାସ ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି, ଗୁରୁକୁଳ ଇଞ୍ଜିନିୟରିଂ ସ୍କୁଲ, ଗୁରୁକୁଳ

ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା; ନୂଆବର୍ଷରୁ ଗାଡିର ସ୍ପିଡ଼ ଉପରେ ଲାଗିବ ଲଗାମ

୨୦୨୬ ଶେଷ ସୁଦ୍ଧା ସାରା ଦେଶରେ ଏକ ସାଟେଲାଇଟ୍-ଆଧାରିତ ଟୋଲ୍ ଆଦାୟ ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ, ଯାହା ଦ୍ୱାରା ଯାତ୍ରୀମାନଙ୍କୁ ଟୋଲ୍ ପ୍ଲାଜାରେ ଅପେକ୍ଷା କରିବାରୁ ରକ୍ଷା ମିଳିବ ଏବଂ ସରକାରଙ୍କ ପାଇଁ ଅଧିକ ରାଜସ୍ୱ ସୃଷ୍ଟି ହେବ। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ

ମା’ହେଲେ ଦୁଷ୍କର୍ମ ପୀଡ଼ିତା ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ !

କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଜିଲା ଶିଶୁ ମଙ୍ଗଳ ସମିତି (CWC)ର ହସ୍ତକ୍ଷେପ କ୍ରମେ ପୁଲିସ

ଦହିବରା ଖାଇ ୭୦ରୁ ଉର୍ଦ୍ଧ୍ଵ ଗ୍ରାମବାସୀ ଅସୁସ୍ଥ

ଦହିବରା ଖାଇ ୭୦ ଅସୁସ୍ଥ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗବଯୋରର ଏ ଘଟଣା । ସାପ୍ତାହିକ ହାଟରେ ଖୋଲିଥିବା ଏକ ଜଳଖିଆ ଦୋକାନୀଙ୍କ ଠାରୁ ଦହିବରା ଖାଇ ୭୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଘଟଣା ସ୍ଥଳରେ ମନମୁଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତରୀଦଳ ପହଞ୍ଚି

ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି ।ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍

ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ତଳମୁହାଁ ପାରଦ ଯୋଗୁଁ ସାରା ରାଜ୍ୟ ଜାଡ଼ରେ ଥରୁଛି । ରାତିର ତାପମାତ୍ରା ଅହେତୁକ ହ୍ରାସ ପାଇବା କାରଣରୁ ସନ୍ଧ୍ୟାରୁ ଶୀତ ମାଡ଼ି ଆସୁଛି । ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍ । ପ୍ରାୟତଃ ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍

ବନ୍ଦେ ଭାରତରେ ମିଳିବ ସ୍ଥାନୀୟ ଖାଦ୍ୟ

ଖ୍ରୀଷ୍ଟ ମାସ ଏବଂ ନୂଆ ବର୍ଷ ପାଇଁ ଚାଲିବ ଅଧିକ ଟ୍ରେନ୍। ନୂଆ ବର୍ଷକୁ ଧ୍ୟାନରେ ରଖି ଭାରତୀୟ ରେଲୱେ ଅଧିକ ଟ୍ରେନ ଚଳାଇବା ଯୋଜନା ରଖିଛି । ୮ ଜୋନରେ ଏହି ଟ୍ରେନ ଗୁଡ଼ିକ ଚଳାଚଳ କରିବ । ଅଦ୍ୟାବଧି ୨୪୪ ଟ୍ରେନ ଚଳାଇବା ନେଇ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଅଧିକ ଟ୍ରିପ୍ ସମ୍ପର୍କରେ