Browsing Category

ଆଜିର ଖବର

ଦିଲ୍ଲୀକୁ ପ୍ରଦୂଷଣମୁକ୍ତ କରିବା ପାଇଁ ୬ ଫର୍ମୁଲା ଦେଲା ବେଜିଂ

ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଦିଲ୍ଲୀକୁ ପ୍ରଦୂଷଣମୁକ୍ତ କରିବା ପାଇଁ ଚୀନର ମାଷ୍ଟରପ୍ଲାନ୍। ୬ ଫର୍ମୁଲା ଦେଲା ବେଜିଂ। ଚୀନର

ଏଣିକି ୨୦ ହଜାର ଟଙ୍କାରେ ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ କମନ ଏରିଆ ପଞ୍ଜିକରଣ କରାଯିବ

ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ । ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି । ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି । ଏଣିକି ୨୦ ହଜାର ଟଙ୍କାରେ ରିଅଲ ଇଷ୍ଟେଟ

ଏମ୍ସକୁ ହେବ ଆମ୍ବୁଲାନ୍ସ କରିଡର: ପୃଥ୍ୱୀରାଜ ହରିଚନ୍ଦନ

ଏମ୍ସକୁ ହେବ ଆମ୍ବୁଲାନ୍ସ କରିଡର । ଖଣ୍ଡଗିରିରୁ ଏମ୍ସ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର । ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ମଧ୍ୟରୁ

ଧଉଳି ଗଣଦୁଷ୍କର୍ମ ମାମଲାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ହାତୀ

ଧଉଳି ନଦୀପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଛି। ତୃତୀୟ ଅଭିଯୁକ୍ତ ହେଲା ସତ୍ୟ ପ୍ରକାଶ ହାତୀ ଓରଫ ଜୋକର୍ ହାତୀ। ତାକୁ ଗଞ୍ଜାମରୁ ଗିରଫ କରାଯାଇଥିବାର ସୂଚନା ରହିଛି। ପୂର୍ବରୁ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ

ଛତିଶଗଡ଼ର ସୁକମା ଜିଲ୍ଲାରେ ବଡ଼ ସଫଳତା । ସୁରକ୍ଷା ବାହିନୀ ମାଓବାଦୀଙ୍କ ବିରୋଧରେ ଏନ୍‌କାଉଣ୍ଟର । ତେବେ ସୁରକ୍ଷା କର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳା ସମେତ ତିନି ଜଣ ନକ୍ସଲ ନିହତ ହୋଇଛନ୍ତି। ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ

ଛତିଶଗଡ଼ ସୁକମାରେ ଏନକାଉଣ୍ଟର, ପୋଲିସ ଗୁଳିରେ ଟଳିଲେ ୩ ନକ୍ସଲ

ଛତିଶଗଡ଼ର ସୁକମା ଜିଲ୍ଲାରେ ବଡ଼ ସଫଳତା । ସୁରକ୍ଷା ବାହିନୀ ମାଓବାଦୀଙ୍କ ବିରୋଧରେ ଏନ୍‌କାଉଣ୍ଟର । ତେବେ ସୁରକ୍ଷା କର୍ମୀଙ୍କ ସହ ଏନକାଉଣ୍ଟରରେ ଜଣେ ମହିଳା ସମେତ ତିନି ଜଣ ନକ୍ସଲ ନିହତ ହୋଇଛନ୍ତି। ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ

ଷ୍ଟାଚ୍ୟୁ ଅଫ୍ ୟୁନିଟିର ସ୍ଥପତି ରାମ ସୁତାରଙ୍କ ପରଲୋକ

ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି ଷ୍ଟାଚ୍ୟୁ ଅଫ୍ ୟୁନିଟିର ନିର୍ମାତା ପ୍ରଖ୍ୟାତ ମୂର୍ତ୍ତିକାର ରାମ ଭାଞ୍ଜୀ ସୂତାରଙ୍କ ଦେହାନ୍ତ। ବୁଧବାର ମଧ୍ୟରାତ୍ରରେ ତାଙ୍କର ପରଲୋକ ହୋଇଥିବା ଜଣାଯାଇଛି। ସେ ନୋଏଡାସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶତାୟୁ ରାମ ସୁତାର

ରାଜ୍ୟରେ କମିବାର ନାଁ ନେଉନି ଶୀତର ପ୍ରକୋପ

ଶୀତରେ ଥରୁଛି ସାରା ଓଡିଶା । ଅନେକ ଜିଲ୍ଲାରେ ତାପମାତ୍ରା 10 ଡିଗ୍ରୀ ତଳେ ରହିଛି । ଆଗାମୀ 7 ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପ୍ରବଳ ଥଣ୍ଡା ଜାରି ରହିବ । ସେପଟେ ଆଗାମୀ 2 ଦିନ ଯାଏଁ ଘନ କୁହୁଡି ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସାଧାରଣତଃ

ନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟାଯିବ

ନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟାଯିବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ ଘୋଷଣା । ମନ୍ତ୍ରୀ କହିଛନ୍ତି ଯେ ସରକାରଙ୍କ ପାଖରେ ରାସନ କାର୍ଡର ଅଭାବ ନାହିଁ । ଏଯାଏଁ ରାଜ୍ୟରେ ୬ ଲକ୍ଷ ୩୯ ହଜାର ବଣ୍ଟା ସରିଛି । ଆହୁରି ୧୫ ଲକ୍ଷ କାର୍ଡ ଆମ ପାଖରେ ଅଛି ।

ଡିସେମ୍ବର ୨୬ରୁ ୧ ଘଣ୍ଟା ବନ୍ଦ ରହିବ OPD ସେବା !

ଡିସେମ୍ବର ୨୬ରୁ ୧ ଘଣ୍ଟା ବନ୍ଦ ରହିବ OPD ସେବା। ଏଭଳି ଘୋଷଣା କରିଛି ଓଡ଼ିଶା ଡାକ୍ତରୀ ସେବା ସଂଘ।ଗୋଟିଏ ଘଣ୍ଟା ପାଇଁ ବାହ୍ୟ ରୋଗୀ ବିଭାଗ (OPD) ସେବା ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM) ସହିତ ଜଡିତ କାର୍ଯ୍ୟ ବନ୍ଦ କରିବାକୁ ଧମକ ଦେଇଛନ୍ତି। ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ କେନ୍ଦ୍ର

ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ

ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ କଟକ ବକ୍ସି ବଜାର ବଣିଆ ସାହିର ଶିଳ୍ପାଶ୍ରୀ ସାହୁ । ପୁରୀ ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ଘଟିଛି ଅଘଟଣ । ମୃତଦେହ ଜବତ କରାଯାଇ ସଦର ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । କୋଚିଂ ସେଣ୍ଟର ପିଲାମାନେ ପିକନିକ୍

ଇନ୍ଦିପଟା କପ କ୍ରିକେଟ ଟୁର୍ଣ୍ଣାମେଂଟର ପାଇନାଲରେ କିଶୋରପ୍ରସାଦକୁ ହରାଇ ରାଉତପଡ଼ା ଚମ୍ପିୟାନ

ଗଣିଆ,-(ବିଶ୍ୱରଂଜନ ସେଠି) ଗଣିଆ ବ୍ଳକ କିଶୋରପ୍ରସାଦ ପଂଚାୟତର ଇନ୍ଦିପଟା କ୍ରିକେଟ କ୍ଳବ ଅନୁକୂଲ୍ୟରେ ଚାଲିଥିବା ଜଗନ୍ନାଥ କ୍ରିକେଟ ଟୁର୍ଣ୍ଣାମେଂଟ ବୁଧବାର ଉଦ୍‌ଯାପିତ ହୋଇଯାଇଛି । ଗ୍ରାଣ୍ଡ ଫାଇନାଲ ଏସ.ସି.ଟି, ରାଉତପଡ଼ା ଓ ମହାବୀର କ୍ରିକେଟ କ୍ଳବ, କିଶୋରପ୍ରସାଦ ମଧ୍ୟରେ ଅନୁଷ୍ଠିତ