Browsing Category
ଆଜିର ଖବର
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍ ଘଟଣା;କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର’
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍ ଘଟଣା ପରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମନ୍ତ୍ରୀ କହିଛନ୍ତି କଠୋର ଦଣ୍ଡବିଧାନ ପାଇଁ ଚିନ୍ତା କରୁଛନ୍ତି ସରକାର । କଠୋର ପଦକ୍ଷେପ ନେଇ କିପରି ବନ୍ଦ କରାଯିବ ଆଲୋଚନା ଚାଲିଛି ।ମନ୍ଦିର ପ୍ରଶାସନର ସ୍ପଷ୍ଟ ଚେତାବନୀ ସତ୍ତ୍ୱେ!-->…
ପାରାଦୀପ ସମୁଦ୍ରରେ କୋଷ୍ଟଗାର୍ଡ ପକ୍ଷରୁ ହେଉଛି ପଲ୍ୟୁସନ ରେସ୍ପନ୍ସ ଏକ୍ସରସାଇଜ
ସମୁଦ୍ରରେ ପ୍ରଦୂଷଣ ରୋକିବାକୁ ଭାରତୀୟ ତଟ ରକ୍ଷକ ବାହିନୀ ଉତ୍ତର-ପୂର୍ବ ଅଞ୍ଚଳ ପକ୍ଷରୁ ବୁଧବାର ପ୍ରଦୂଷଣ ପ୍ରତିକ୍ରିୟା ଅଭ୍ୟାସ (ମକ ଡ୍ରିଲ) କରାଯାଇଛି। ପାରାଦୀପ ଉପକୂଳ ଠାରୁ ୩୫ କିମି ଗଭୀର ସମୁଦ୍ରରେ ଏହି ମକ୍ ଡ୍ରିଲ ଅନୁଷ୍ଠିତ ହୋଇଛି।ସ୍ବତନ୍ତ୍ର ଜାହାଜ ଓ ଡୋର୍ନିଅର ବିମାନ ସହ!-->…
ହୋମଗାର୍ଡ ପାଇଁ ବି-ଟେକ ଓ ଏମ-ଟେକ ଡିଗ୍ରୀଧାରୀ ପିଲା
ବେକାରୀ ସମସ୍ୟାର ବିକଳ ଚିତ୍ର । ହୋମଗାର୍ଡ ପାଇଁ ବି-ଟେକ ଓ ଏମ-ଟେକ ଡିଗ୍ରୀଧାରୀ ପିଲା । ୧୮୭ ପଦବୀ ପାଇଁ ୮ ହଜାରରୁ ଅଧିକ ପରୀକ୍ଷାର୍ଥୀ । ତେବେ ସମସ୍ତେ ଗୋଟିଏ ସିଟିଂରେ ପରୀକ୍ଷା ଦେଇଥିବା ଜଣାପଡିଛି । ଆଶାୟୀଙ୍କୁ କୌଣସି ଲିଖିତ ପ୍ରଶ୍ନପତ୍ର ଦିଆଯାଇନଥିବାବେଳେ ପ୍ରଶ୍ନ ଡକାଯାଇଥିଲା ।!-->…
ସାଇକେଲ ଧରି କାର୍ଯ୍ୟାଳୟରେ ପହଞ୍ଚିଲେ ଭଦ୍ରକ ଜିଲ୍ଲାପାଳ
ଆଜି ଭଦ୍ରକ ସହରରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ରାସ୍ତାରେ ସାଇକେଲରେ ଯାଉଥିଲେ ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟ। ଲୋକେ ଏହି ଦୃଶ୍ୟକୁ ବେଶ୍ ଉପଭୋଗ ମଧ୍ୟ କରୁଥିଲେ।। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ବିଭିନ୍ନ ସମୟରେ ନୂଆ ନୂଆ କାର୍ଯ୍ୟକ୍ରମ କରି ବେଶ ଚର୍ଚ୍ଚାରେ ଥିଲାବେଳେ!-->…
ଋଣ ଆଦାୟ ପାଇଁ ଚାଷୀଙ୍କର କିଡନୀ ବାହାର କରିନେଲେ ସାହୁକାର
ଋଣ ବୋଝରେ ଚାପି ହୋଇ ଜଣେ ଚାଷୀ କିଡନି ବିକ୍ରି କରିବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲାର ଏହି ଘଟଣା । ପୀଡ଼ିତ ଚାଷୀଙ୍କ ନାଁ ହେଉଛି ରୋଶନ ସଦାଶିବ କୁଡେ । ରୋଶନଙ୍କ ଅଭିଯୋଗ ସାହୁକାର ଋଣ ସୁଝିବା ଚାପରେ ତାଙ୍କୁ ନିଜର କିଡନି ବିକ୍ରି କରିବାକୁ!-->…
ଜାନୁଆରୀ ୬ରୁ ହେବ ପକ୍ଷୀ ଗଣନା
ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି, ଚିଲିକା, ନଳବଣ, ମଙ୍ଗଳାଯୋଡ଼ି, ହୀରାକୁଦ, ନନ୍ଦନକାନନ ପରି ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଗଣତି କରିବ ଜଙ୍ଗଲ ଓ!-->…
କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ
ଦିଲ୍ଲୀ ସରକାର ରାଜଧାନୀରେ ନିରନ୍ତର ଭାବରେ ଉଚ୍ଚ ବାୟୁ ପ୍ରଦୂଷଣର ମୁକାବିଲା ପାଇଁ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସରକାର ସମସ୍ତ କାର୍ଯ୍ୟାଳୟରେ 50% ଘରୁ କାମ କରିବା ବ୍ୟବସ୍ଥା ଲାଗୁ କରିଛନ୍ତି। ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । କିଛି ଦିନ ହେଲା ଦିଲ୍ଲୀ-ଏନସିଆରରେ!-->…
ବାରିପଦାରେ ଲଜ୍ଜା: ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ବାରିପଦା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ତାଙ୍କ ଘର ସମ୍ମୁଖରେ ଖେଳୁଥିଲେ। ସେହି ସମୟରେ!-->…
ବଡ଼ଦିନ ଓ ନୂଆବର୍ଷ ପାଇଁ ପ୍ରସ୍ତୁତି; କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ
ବଡଦିନ ଓ ନୂଆବର୍ଷରେ କେବଳ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ । ଶ୍ରଦ୍ଧାଳୁମାନଙ୍କ ଶ୍ରୀଜିଉ ଦର୍ଶନ ସୁବିଧା ପାଇଁ ଏହା କରାଯିବ ବୋଲି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତା ୨୫ ତାରିଖ ଗୁରୁବାର!-->…
ଗୁଣି ଗାରେଡ଼ି ପାଇଁ ମାଟିରେ ପୋତି ହୋଇ ଘର ମାଲିକ ମୃତ
ଗୁଣିଗାରେଡ଼ି ନେଲା ଜୀବନ । ଗୁଣିଗାରେଡ଼ି ପୂଜା ବେଳେ ମାଟିତଳେ ପୋତି ହୋଇ ଜଣେ ମୃତ। କେନ୍ଦ୍ରାପଡ଼ା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଘରେ ବିଭିନ୍ନ ସମୟରେ ଅକାରଣରେ ପାଟିତୁଣ୍ଡ ହେଉଥିଲା । ଯେତେ ଉପାର୍ଜନ କଲେ ବି ଅଣ୍ଟୁନଥିଲା ।!-->…
ସୁଦାନରୁ ଫେରିଲେ ଆଦର୍ଶ; କହିଲେ ବଞ୍ଚିବି ବୋଲି ଭାବିନଥିଲି…
ଓଡ଼ିଶା ଫେରିଛନ୍ତି ସୁଦାନ ଗୃହ ଯୁଦ୍ଧରେ ଫସି ରହିଥିବା ଓଡ଼ିଆ ପୁଅ ଆଦର୍ଶ ବେହେରା । ଗୃହ ଯୁଦ୍ଧ ଭିତରେ ସେଠାରୁ ମୁକୁଳି ଶେଷରେ ନିଜ ଓଡ଼ିଶା ମାଟିକୁ ଫେରିଛନ୍ତି । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ପରିବାର ଲୋକଙ୍କୁ ନିଜ ପୁଅକୁ ଦେଖି କୋହଭରା ହୋଇ କାନ୍ଦିବରେ ଲାଗିଥିଲେ!-->…
ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା : ଦୁଇଟି ସିଟିଂରେ ହେବ
ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ!-->…