Browsing Category
ଆଜିର ଖବର
ରାଜଧାନୀ ଗଣଦୁଷ୍କର୍ମ ମାମଲା: ରେଡ୍ ଫ୍ଲାଗ ଘୋଷଣା କଲେ ସରକାର
ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଧଉଳି ଗଣଦୁଷ୍କର୍ମ । ମାମଲାର ଷ୍ଟାଟସ ରିପୋର୍ଟ ଡିଜିପିଙ୍କୁ ଜଣାଇବେ କ୍ରାଇମବ୍ରାଞ୍ଚ ଏଡିଜି ଓ ମାମଲାକୁ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ କଲା କ୍ରାଇମବ୍ରାଞ୍ଚ । ଏହି ମାମଲା କ୍ରାଇମ ଏଗେନଷ୍ଟ ଓମେନ ବା ଉଇଡ ଭାବେ ପରିଗଣିତ ହେବ । ବଛା ବଛା ଅଫିସରଙ୍କୁ ନେଇ!-->…
ପଶ୍ଚିମବଙ୍ଗରେ SIR ପ୍ରକ୍ରିୟା ପରେ ବାଦ୍ ପଡିଲେ ୫୮ ଲକ୍ଷ ଭୋଟର
ନିର୍ବାଚନ କମିଶନ ପଶ୍ଚିମବଙ୍ଗ, ଗୋଆ, ରାଜସ୍ଥାନ, ପୁଡୁଚେରୀ ଏବଂ ଲକ୍ଷାଦ୍ୱୀପରେ ସ୍ପେଶାଲ ଇଣ୍ଟେସିଭ୍ ରିବିଜନ (SIR) ପ୍ରକ୍ରିୟା ପରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରିଛନ୍ତି। ପଶ୍ଚିମବଙ୍ଗରେ ଡ୍ରାଫ୍ଟ ତାଲିକାରୁ ସର୍ବାଧିକ ସଂଖ୍ୟକ ଭୋଟରଙ୍କୁ ବାଦ ଦିଆଯାଇଛି । ଏମାନଙ୍କ ସଂଖ୍ୟା ୫୮!-->…
କୋଟିଏ ୬ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଦମ୍ପତି ଗିରଫ
ସେୟାର ବଜାର ଏବଂ ଅନ୍ୟାନ୍ୟ ନିବେଶ ଯୋଜନା ନାମରେ କୋଟିଏ ୬ଲକ୍ଷ ଟଙ୍କା ଟଙ୍କାରୁ ଅଧିକ ଠକେଇ କରିଥିବା ଅଭିଯୋଗରେ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରୁ ଜଣେ ଦମ୍ପତିଙ୍କୁ ଗିରଫ କରିଛି।ମାସକ ମଧ୍ୟରେ ଇନଭେଷ୍ଟମେଣ୍ଟର ଡବଲ ର ମୁନାଫା ଦେଇ!-->…
ଦୂତୀ କରିବେ ରାଜନୀତି:ବିଧାୟକ ହେବା ପାଇଁ ଲଢ଼ିବେ ନିର୍ବାଚନ
ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଲୋକସେବା ଓ କ୍ରୀଡ଼ା ବିକାଶ ତାଙ୍କର ଦୀର୍ଘମିଆଦୀ ଲକ୍ଷ୍ୟ। ତେବେ ତାଙ୍କ କହିବା ମୁତାବକ, ସେ ବିଧାୟକ ପଦବୀ ପାଇଁ!-->…
ପଶ୍ଚିମବଙ୍ଗ ବଙ୍ଗୋପସାଗର ଉପକୂଳରୁ ମିଳିଛି ଦୁଇଟି ନୂଆ ପ୍ରଜାତି ସାମୁଦ୍ରିକ କୀଟ
ପଶ୍ଚିମବଙ୍ଗ ବଙ୍ଗୋପସାଗର ଉପକୂଳରୁ ମିଳିଛି ଦୁଇଟି ନୂଆ ପ୍ରଜାତି ସାମୁଦ୍ରିକ କୀଟ । ଏହି ନୂଆ ପ୍ରଜାତିଗୁଡ଼ିକୁ ନାମାଲୟୀକାଷ୍ଟିସ ଶୋଲେନୋଟୋଗ୍ନାଥା (Namalycastis solenotognatha) ଏବଂ ନେରେଇସ ଧ୍ରୀତିଏଇ (Nereis dhritiae) ଭାବେ ନାମକରଣ କରାଯାଇଛି । ନେରିଇଡିଡ୍ସ ଶ୍ରେଣୀର ଏହି!-->…
ଆଇପିଏଲ ୨୦୨୬:ଅଷ୍ଟ୍ରେଲିୟ ଅଲରାଉଣ୍ଡର କାମେରୁନ ଗ୍ରୀନଙ୍କ ଦାମ ୨୫ କୋଟି ୨୦ ଲକ୍ଷ
ଆଇପିଏଲ ୨୦୨୬ ପାଇଁ ଚାଲିଛି ମିନି ନିଲାମୀ। ମଙ୍ଗଳବାର ଅର୍ଥାତ ୧୬ ଡିସେମ୍ବରରେ ଆବୁଧାବିର ଏତିହାଦ ଏରିନାରେ ଏହା ଚାଲିଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କ ଉପରେ ହୋଇଛି ଟଙ୍କାର ବର୍ଷା। ଅଷ୍ଟ୍ରେଲିୟ ଅଲରାଉଣ୍ଡର କାମେରୁନ ଗ୍ରୀନଙ୍କ ଦାମ ୨୫ କୋଟି ୨୦ ଲକ୍ଷ । ଗ୍ରୀନଙ୍କ!-->…
ଲକ୍ଷ ଲକ୍ଷ ଟଙ୍କାର ଫାଇନ କାଟିଲେ ବିଏମ୍ସି ମେୟର
ସକାଳୁ ସକାଳୁ ଲକ୍ଷ ଲକ୍ଷ ଟଙ୍କାର ଫାଇନ କାଟିଲେ ବିଏମ୍ସି ମେୟର ସୁଲୋଚନା ଦାସ। ୟୁନିଟ ୪ ମାଛ ମାର୍କେଟ ଓ ପାଖ ଅଞ୍ଚଳରେ ହୋଇଥିବା ସଫେଇ କାର୍ଯ୍ୟକ୍ରମ ବେଳେ ଫାଇନ କାଟିଛନ୍ତି ମେୟର। ୟୁନିଟ୍ ୪ ମାଛ ମାର୍କେଟ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଚଢାଉ । ସଫେଇ କାର୍ଯ୍ୟକ୍ରମ ବେଳେ ଫାଇନ କାଟିଲେ!-->…
ଦେଶର ଫାର୍ମା ହବ୍ ହେବ ଓଡ଼ିଶା : ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ହେବ ଫାର୍ମା ହବ୍। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ ନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ବୋଲି ସେ କହିଛନ୍ତି। ଏହି ଫାର୍ମା ସମ୍ମିଳନୀରେ ମୋଟ୍ ୪୨ଟି ବୁଝାମଣା!-->…
ମେସି ଇଭେଣ୍ଟ୍ ବିବାଦ: ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ
ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ ଘୋଷ ମନ୍ତ୍ରୀଙ୍କ!-->…
ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର କନିଷ୍ଠ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର କନିଷ୍ଠ ଯନ୍ତ୍ରୀ ରତ୍ନେଶ କୁମାର ପାଣ୍ଡେ। ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ଆଜିଦିନ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍!-->…
ଧଉଳି ଘଟଣାରେ ସରକାର ଉଚିତ ପଦକ୍ଷେପ ନେବେ:ଆଇନମନ୍ତ୍ରୀ
ଭୁବନେଶ୍ବର ଧଉଳିରେ ଗଣଦୁଷ୍କର୍ମ ମାମଲାରେ ପୋଲିସର ତନାଘନା ତଦନ୍ତ । ଫେରାର ୨ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ । ଅନ୍ୟ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି । ପୁରୁଷ ବନ୍ଧୁଙ୍କ ସହ ଧଉଳି ବୁଲିବାକୁ ଆସିଥିବା ବେଳେ ଦୟା ନଦୀ ପଠାରେ ଯୁବତୀଙ୍କୁ ୫ ଜଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା ।!-->…
୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା ପ୍ରକାଶ
ପ୍ରକାଶ ପାଇଛି ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ରବିବାରକୁ ଛାଡ଼ି ମିଳିବ ଆଉ ୮୨ଟି ଛୁଟି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି । ତେବେ ଛୁଟି ତାଲିକାରେ ଥିବା ନେତାଜୀ ଜୟନ୍ତୀ, ସାଧାରଣତନ୍ତ୍ର ଦିବସ, ଉତ୍କଳ ଦିବସ,!-->…