Browsing Category
ଆଜିର ଖବର
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; ବିକ୍ରମ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କୁ ଶକ୍ତ ଝଟକା। ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ), ଆଇନଜୀବୀ ମଦନ ମୋହନ ଦଳାଇ, ଶୂନ୍ୟଚନ୍ଦ୍ର ଦାସ ଓ ସୁନୀଲ ହୋତାଙ୍କ ଜାମିନ ଆବେଦନ ଖାରଜ । ବ୍ରହ୍ମପୁର ସ୍ୱତନ୍ତ୍ର!-->…
ଆଜି ହେଉଛି ‘ବିଜୟ ଦିବସ’
ଡିସେମ୍ବର ୧୬ ତାରିଖ କେବଳ ଏକ ତାରିଖ ନୁହେଁ, ଏହା ଭାରତୀୟ ଇତିହାସର ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଆଜି ହେଉଛି 'ବିଜୟ ଦିବସ' । ବିଜୟ ଦିବସ ଭାରତର ବୀରତ୍ୱ, ସମର୍ପଣ ଏବଂ ସାମରିକ ଦକ୍ଷତାର ପ୍ରତୀକ। ଡିସେମ୍ବର ୧୬, ୧୯୭୧ ରେ, ପାକିସ୍ତାନୀ ସେନା ଭାରତୀୟ ସେନା ଏବଂ ମୁକ୍ତି ବାହିନୀ!-->…
BCCI ଯୋଡ଼ିଲା ୧୯ ନାଁ; ତାଲିକାରେ ୨ ଓଡ଼ିଆ ଖେଳାଳି
IPL ୨୦୨୬ର ନିଲାମୀ ଅର୍ଥାତ୍ ମିନି ଅକ୍ସନ୍ ଆଜି ବେଶ୍ ରୋମାଞ୍ଚକର ହେବାକୁ ଯାଉଛି । ଅକ୍ସନ୍ ଆରମ୍ଭର ଠିକ୍ ପୂର୍ବରୁ ବିସିସିଆଇ (BCCI) ଆଉ ୧୯ ଜଣଙ୍କ ନାଁ ଯୋଡ଼ିଛି । ବିସିସିଆଇ ଯୋଡ଼ିଥିବା ୧୯ ଖେଳାଳିଙ୍କ ମଧ୍ୟରେ ୨ ଜଣ ଓଡ଼ିଆ ଖେଳାଳି ଅଛନ୍ତି । ଉଭୟଙ୍କ ବେସ୍ ପ୍ରାଇସ୍ ରହିଛି ୩୦ ଲକ୍ଷ!-->…
ଧର୍ମଶାଳା ଘଟଣାରେ ୪ ଜଣ ଗିରଫ
ଧର୍ମଶାଳାରେ ବିଜେପି-ବିଜେଡି ଆକ୍ରମଣ ପ୍ରତି ଆକ୍ରମଣ ଘଟଣା । ୪ ଜଣଙ୍କୁ ଗିରଫ କଲା ଜେନାପୁର ଥାନା ପୋଲିସ । ସିସିଟିଭି ଫୁଟେଜ୍ ଓ ସୋସିଆଲ ମିଡିଆ ଭିଜୁଆଲ ଆଧାରରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି । ସନ୍ଦିଗଧଙ୍କୁ ଧରିବାକୁ ଏବେ ବି ରେଡ ଜାରି ରହିଛି । ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର!-->…
ଲୋକସଭାରେ ତିନି ନୂଆ ବିଲ୍ ଆଗତ
ଲୋକସଭାରେ ତିନି ନୂଆ ବିଲ୍ ଆଗତ କରାଯାଇଛି। ସୋମବାର ଆଗତ କରାଯାଇଥିବା ବିଲ୍ଗୁଡିକ ହେଲା ବିକଶିତ ଭାରତ ଶିକ୍ଷା ଅଧିସ୍ଥାନ (ଭିବିଏସ୍ଏ) ବିଲ୍ ୨୦୨୫, ସସ୍ଷ୍ଟେନେବୁଲ ହାର୍ନେସିଙ୍ଗ୍ ଆଣ୍ଡ ଆଡଭାନ୍ସମେଣ୍ଟ ଅଫ୍ ନ୍ୟୁକ୍ଲିୟର ଏନର୍ଜି ଫର ଟ୍ରାନ୍ସଫର୍ମିଙ୍ଗ ଇଣ୍ଡିଆ (ଶାନ୍ତି) ବିଲ୍ ୨୦୨୫!-->…
ମଥୁରାର ଏକ୍ସପ୍ରେସୱେରେ ୭ଟି ବସ୍ ଏବଂ ୩ ଟି କାର୍ ଧକ୍କା
ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି । ଦୁର୍ଘଟଣା ପରେ ବସ୍ ଏବଂ କାରଗୁଡ଼ିକରେ ନିଆଁ ଲାଗିଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ଚାରି ଜଣ ପୋଡ଼ି ମୃତ୍ୟୁ ହୋଇଥିବା ସୂଚନା!-->…
ଆଜି ପବିତ୍ର ଧନୁ ସଂକ୍ରାନ୍ତି,ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ନୀତି
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।!-->…
ରାଜଧାନୀରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ
ରାଜଧାନୀରେ ଧଉଳି ନିକଟ ଦୟା ନଦୀ ପଠାରେ ଗଣଦୁଷ୍କର୍ମ ଅଭିଯୋଗ । ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ପାଞ୍ଚ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଧଉଳି ଥାନା ପୋଲିସ ତିନି ଜଣଙ୍କୁ ଗିରଫ କରିଛି କମିସନରେଟ ପୋଲିସ । ସୂଚନାମୁତାବକ ଜଣେ ନାବାଳିକା ଓ!-->…
ବଢ଼ିଲା କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି
କୃଷି ବିଦ୍ୟାନିଧି ଯୋଜନା ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଛାତ୍ରବୃତ୍ତି ଯୋଜନା ଅଟେ। ଓଡ଼ିଶା ସରକାରଙ୍କ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ସିଏମ୍-କିସାନ୍ ଯୋଜନା ଅଧୀନରେ ଥିବା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ସନ୍ତାନସନ୍ତତିଙ୍କ ଉଚ୍ଚଶିକ୍ଷା ସ୍ୱପ୍ନକୁ ସୁଗମ କରିବା ପାଇଁ!-->…
ଗଣିଆ ବ୍ଳକରେ ନୂତନ ବିଡିଓଙ୍କ ଯୋଗଦାନ
ଗଣିଆ,( ବିଶ୍ୱରଂଜନ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକ କାର୍ଯ୍ୟାଳୟରେ ନୂତନ ବିଡିଓ ଭାବେ ଲବନେନ୍ଦୁ ମହାନ୍ତି ଯୋଗଦାନ କରିଛନ୍ତି । ପୂର୍ବରୁ ଗଣିଆ ବିଡିଓ ଭାବେ ଖଣ୍ଡପଡ଼ା ବିଡିଓ ଅଙ୍କୁର ଅଭିଳାଷ ଦାୟିତ୍ୱ ତୁଲାଉଥିଲେ ।
ନୂତନ ବିଡିଓ ଶୀଯୁକ୍ତ ମହାନ୍ତି ସଚିବାଳୟର ପଂଚାୟତରାଜ!-->!-->!-->!-->!-->…
ଘୁଞ୍ଚିଲା +2 ପରୀକ୍ଷା ଫର୍ମ ପୂରଣ ତାରିଖ,ବିନା ଆଡମିଟ କାର୍ଡରେ ଇଣ୍ଟରନାଲ ପରୀକ୍ଷା
ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଛାତ୍ରଛାତ୍ରୀଙ୍କୁ ଶେଷ ସୁଯୋଗ ଦେଇଛି । ଯେଉଁମାନେ କିଛି କାରଣ ବଶତଃ ଯୁକ୍ତ ଦୁଇ (+2) ପରୀକ୍ଷା ପାଇଁ ଫର୍ମ ପୂରଣ କରିପାରି ନାହାନ୍ତି, ସେମାନେ ଆସନ୍ତା ଡିସେମ୍ବର 18 ତାରିଖ ସୁଦ୍ଧା ଫର୍ମ ପୂରଣ କରିପାରିବେ । ଡିସେମ୍ବର 19 ତାରିଖରେ!-->…
ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ
ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ କରିଛନ୍ତି।!-->…