Browsing Category
ଆଜିର ଖବର
ଖାଦ୍ୟନଳୀରୁ ବାହାରିଲା ୨୩ ସେମିର ଦାନ୍ତକାଠି
ଏମ୍କେସିଜିରେ ବଡ଼ଡାକ୍ତରଖାନା ଇଏନ୍ଟି ବିଭାଗୀୟ ମୁଖ୍ୟ ଡା. ସଞ୍ଜିତ କୁମାର ମିଶ୍ରଙ୍କ ନେତୃତ୍ବରେ ଜଣେ ବୃଦ୍ଧଙ୍କ ଖାଦ୍ୟନଳୀରୁ ୨୩ ସେମିର ଏକ ଦାନ୍ତକାଠିକୁ ଅସ୍ତ୍ରୋପଚାର ଜରିଆରେ ବାହାର କରାଯାଇଛି। ଗଞ୍ଜାମଜିଲ୍ଲା ବେଲଗୁଣ୍ଠା ବ୍ଲକ୍ ନାଟଙ୍ଗା ଗ୍ରାମର କାମରାଜୁ ନାୟକ (୭୦) ଗତ!-->…
ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା
ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ୮ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହାକୁ ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ରାଜ୍ୟରେ ୧୧ ତାରିଖ ଦିନ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ!-->…
ଦେଶର ସ୍ଥିତି ଭୟଙ୍କର, ଘର ଭିତରେ ଭର୍ତ୍ତି କରି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀକୁ ଜିଅନ୍ତା ଜାଳି ମାରିଦେଲେ
ନେପାଳରେ ବିସ୍ଫୋରକ ସ୍ଥିତି ଉପୁଜିଛି। ୨୬ ସୋସିଆଲ ମିଡିଆ ପ୍ଲାଟଫର୍ମ ନିଷିଦ୍ଧ ଘଟଣାକୁ ବିରୋଧ କରି ନେପାଳରେ ଚାଲିଥିବା ହିଂସାତ୍ମକ ଆନ୍ଦୋଳନ ଏବେ ଭୟଙ୍କର ରୂପ ନେଇଛି। ସୋମବାର ଆରମ୍ଭ ହୋଇଥିବା ହିଂସା ନ ଥମିବାରୁ ନେପାଳ ସରକାର ଏହି ନିଷେଧାଦେଶ ଉଠାଇଦେଇଥିଲେ ବି ଆନ୍ଦୋଳନକାରୀ!-->…
ଠିକ୍ ସମୟରେ ନିଆଯିବ ଉପଯୁକ୍ତ ନିଷ୍ପତ୍ତି:ମନମୋହନ ସାମଲ
ଦିଲ୍ଲୀରୁ ଫେରିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ମନମୋହନ ପ୍ରତିକ୍ରିୟା ଦେଇ କହିଛନ୍ତି, ବିଜେଡିର ଦଳୀୟ ନିଷ୍ପତ୍ତି, ଭାଜପା ନିଜ ରାସ୍ତାରେ ଅଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କିମ୍ବା ନିଗମ, ବୋର୍ଡ ନେଇ କୌଣସି ଆଲୋଚନା!-->…
ଆସିଲା ନୂଆ ଇଭି ପଲିସି:ଚାରି ଚକିଆ ଇଭି ପାଇଁ ୧ ଲକ୍ଷ ୫୦ ହଜାର ଟଙ୍କା ପ୍ରୋତ୍ସାହନ
ମୋହନ ମାଝୀଙ୍କ ସରକାର ରାଜ୍ୟରେ ଇଲେକ୍ଟ୍ରି ଗାଡ଼ି ଚଳାଚଳକୁ ଗୁରୁତ୍ବ ଦେଉଛନ୍ତି। ୨୦୩୦ ମସିହା ଶେଷ ସୁଦ୍ଧା ରାଜ୍ୟରେ ୫୦ ପ୍ରତିଶତ ଗାଡ଼ି ଚଳାଚଳ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହି କ୍ରମରେ ସରକାର ନୂଆ ଇଭି ପଲିସି ଆଣିଛନ୍ତି, ଯାହା ଦ୍ବାରା ନୂଆ ଇଲେକ୍ଟ୍ରି ଗାଡ଼ି କିଣୁଥିବା ଲୋକଙ୍କୁ!-->…
ଏନ୍ଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଉପରାଷ୍ଟ୍ରପତି ନିର୍ବାଚିତ
ଜାତୀୟ ଗଣତନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦ ଖାଲିଥିଲା । ଆଜି ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନରେ ରାଧାକ୍ରିଷ୍ଣନଙ୍କୁ ୪୫୨ଟି ଓ ବିପକ୍ଷ ଇଣ୍ଡିଆ ମେଣ୍ଟ!-->…
ଚାରି ଜଣ ଓଏଏସ ଅଧିକାରୀଙ୍କୁ ବଦଳି ଏବଂ ନୂତନ ପଦବୀ
ଓଡ଼ିଶା ସରକାର ମଙ୍ଗଳବାର ଦିନ କିଛି ଓଡ଼ିଶା ପ୍ରଶାସନିକ ସେବା (OAS) ଅଧିକାରୀଙ୍କୁ ବଦଳି କରିବା ସହ ସେମାନଙ୍କୁ ନୂତନ ନିଯୁକ୍ତି ଦେଇଛନ୍ତି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ (GA&PG) ବିଭାଗ ସୂଚନା ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
୧.ସଂଗ୍ରାମ ଶେଖର ପଣ୍ଡା, ଓଏଏସ!-->!-->!-->…
ପୂଜା ସମୟରେ ମହିଳା ସୁରକ୍ଷା ନେଇ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ଡିଜିପିଙ୍କ ନିର୍ଦ୍ଦେଶ
ପାଖେଇ ଆସୁଛି ପାର୍ବଣ ପୂଜା । ଧରାବତରଣ କରିବେ ଦଶଭୁଜା । ମହିଳାଙ୍କ ସୁରକ୍ଷା ନେଇ ବଢିଲା ପୋଲିସର ଚିନ୍ତା । ପୂଜା ସମୟରେ ମହିଳା ସୁରକ୍ଷା ନେଇ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସମସ୍ତ ଥାନାକୁ ପୋଲିସ ଡିଜି ୱାଇ.ବି. ଖୁରାନିଆ ପରାମର୍ଶ ଦେଇଛନ୍ତି । ପୂଜା ପର୍ବାଣୀ ସମୟରେ ମହିଳାଙ୍କ!-->…
ଥିପୁରି ତିରୁପତିଙ୍କ କାନ୍ଧରେ ମାଓ ସଙ୍ଗଠନ ଦାୟିତ୍ୱ
ଥିପୁରି ତିରୁପତିଙ୍କ କାନ୍ଧରେ ମାଓ ସଙ୍ଗଠନ ଦାୟିତ୍ୱ । ଥିପୁରି ତିରୁପତି ଓରଫ ଦେବୁଜୀ ସଙ୍ଗଠନର ସାଧାରଣ ସମ୍ପାଦକ ନିଯୁକ୍ତି ହୋଇଥିବା ସୂଚନା ମିଳିଛି । ବାସବରାଜୁଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିଲା ପଦବି । ତିରୁପତି, ଦେବୁଜି, କୁମା ଦାଦା, ଚେତନ ପରି ଅନେକ ନାଁରେ ସେ ପରିଚିତ । ଥିପୁରି!-->…
ନେପାଳରେ ପରିସ୍ଥିତି ଅଣାୟତ୍ତ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ, ଭାରତ-ନେପାଳ ସୀମାରେ ହାଇ ଆଲର୍ଟ
ନେପାଳରେ ସୋସିଆଲ ମିଡିଆ ଆପ୍ ବନ୍ଦ ହେବା ପରେ ଜେନ-ଜି ପିଢି ଭୟଙ୍କର ବିକ୍ଷୋଭ କରୁଛନ୍ତି । ଫଳରେ ଅଶାନ୍ତ ନେପାଳ ପାଇଁ ଓ କାଠମାଣ୍ଡୁ ସାରା ହିଂସା ଲାଗି ରହିଥିବାରୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ କରାଯାଇଛି ।ଭାରତରୁ ନେପାଳ ଯାଉଥିବା ୨ଟି!-->…
ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି
ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି। ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ।ଏହାପରେ ଯାଇ ସମ୍ପୃକ୍ତ ସଂସ୍ଥାକୁ ଜଳ ସମ୍ପଦ ବିଭାଗ ଅନୁମତି!-->…
ସୋସିଆଲ୍ ମିଡିଆ ଓ ମୋବାଇଲଠୁ କିଛି ସମୟ ନିୟନ୍ତୁ ବିରତି- ଉପ ମୁଖ୍ୟମନ୍ତ୍ରୀ
ରିଲ୍ସ ନିଶା ବଢ଼ାଉଛି ଘରୋଇ ହିଂସା । ଘରୋଇ ହିଂସାରୁ ମହିଳା ମାନଙ୍କୁ ସୁରକ୍ଷା ଅଧିନିୟମ - ୨୦୨୫ ଏବଂ ଯୌତୁକ ନିଷେଧ ଅଧିନିୟମ - ୧୯୬୧ ବିଷୟରେ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଏହା ଉପରେ ଗୁରୁତ୍ବ ଦେବା ନେଇ କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୂଜା ସମୟରେ ଉପବାସରେ!-->…