Browsing Category

ଆଜିର ଖବର

ନିଜକୁ ଭିଜିଲାନ୍ସ ଅଫିସର ପରିଚୟ ଦେଇ ବରିଷ୍ଠ ଓଏଏସ ଅଫିସରଙ୍କୁ ଠକେଇ ଅଭିଯୋଗ

ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଉଭୟ ଜଣେ ଓଏଏସ୍‌ ଅଧିକାରୀଙ୍କଠାରୁ ୪ ଲକ୍ଷ ଟଙ୍କା ଠକି ନେଉଥିବାବେଳେ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣକ ସୁବର୍ଣ୍ଣପୁରର ଗଣେଶ ନନ୍ଦ ଏବଂ ପ୍ରଦୀପ ପଣ୍ଡା ବୋଲି ଜଣାପଡିଛି। ଗତକାଲି ଓଡ଼ିଶା

ଏମ୍‌ଭି-୨୬ ହିଂସା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି ଏମଭି-୨୬ ହିଂସା ଘଟଣା , ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ । କେଭି ସିଂହଦେଓଙ୍କ ସହିତ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଇଛନ୍ତି । ଗତକାଲି ମାଲକାନଗିରି ଗସ୍ତରେ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ମନ୍ତ୍ରୀ

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ମଦ୍ୟପ ସ୍ଵାମୀ

ସୈତାନ ସାଜିଲା ସ୍ଵାମୀ। ସ୍ତ୍ରୀକୁ କଲବଲ କରି ଜାଳିଦେଲା ନୃଶଂସ ! ଘର ଆଗରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର।ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି । ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ପରିବାର ଲୋକ। ଢେଙ୍କାନାଳ ଜିଲ୍ଲା ବେଲପଡ଼ା

ଦିଲ୍ଲୀରେ ବଢ଼ିଲା ଜିଲ୍ଲା ସଂଖ୍ୟା: ୧୧ ନୁହେଁ ୧୩ ଜିଲ୍ଲା

ଦିଲ୍ଲୀର ଅନେକ ଲୋକଙ୍କ ଠିକଣା ଏବେ ବଦଳିବାକୁ ଯାଉଛି । କାହିଁକି ନା ଦିଲ୍ଲୀରେ ଏବେ ଆଉ ୧୧ ଜିଲ୍ଲା ନୁହେଁ ବରଂ ରହିବ ୧୩ ଜିଲ୍ଲା । ଏହା ବ୍ୟତୀତ, ରାଜସ୍ୱ ଜିଲ୍ଲା ଏବଂ ନଗର ନିଗମର ସୀମା ଏବେ ସ୍ଥିର ରହିବ । ଦିଲ୍ଲୀରେ ଜିଲ୍ଲା ସଂଖ୍ୟା ବୃଦ୍ଧି ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ

 ରାଜ୍ୟରେ ଆଉ ସପ୍ତାହେ ଯାଏଁ ଶୀତରୁ ନାହିଁ ନିସ୍ତାର

ରାଜ୍ୟରେ ଆଉ ସପ୍ତାହେ ଯାଏଁ ଶୀତରୁ ନାହିଁ ନିସ୍ତାର । ରାଜ୍ୟର ଅନେକ ସ୍ଥାନରେ ତଳ ମୁହାଁ ରହିପାରେ ପାରଦ । ଏନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଏଥିପାଇଁ ୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ

ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ

ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି । ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି ଥାଲାଇଭା । ତେବେ ତାଙ୍କ ଜନ୍ମଦିନରେ ଶହଶହ ଫ୍ୟାନ୍ସଙ୍କର ଶୁଭେଚ୍ଛାର ସୁଅ ଛୁଟୁଛି ।ଏହି ଅବସରରେ

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଅଞ୍ଚଳର ନାବାଳିକା ଜଣକ ବାପା-ମା’ଙ୍କ ସହ ଭୁବନେଶ୍ବରରେ ରୁହନ୍ତି । ପ୍ରଥମେ ଗତ ୪ ତାରିଖରେ ସ୍ଥାନୀୟ ଅଞ୍ଚଳର ଜଣେ ପାନ ଦୋକାନୀ ନାବାଳିକାକୁ

ବଳଦ ଖାଇଦେବାରୁ ବାଘକୁ ମାରିଦେଲେ

ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ବନ ବିଭାଗର ତାମରା ରେଞ୍ଜ କୁସୁମଡିହି ସଂରକ୍ଷିତ ଜଙ୍ଗଲରେ ଏକ କଲରାପତରିଆ ବାଘୁଣୀର ମୃତ୍ୟୁ ହୋଇଥିବାର ଖବର ମିଳିଛି। ମୃତ ବାଘୁଣୀର ବୟସ ପ୍ରାୟ ୧୨ ବର୍ଷ ବୋଲି ଜଣାଯାଇଛି। କିଛି ଦିନ ତଳେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ହୋଇଥିଲା । ତେବେ ଏହି ମୃତ ବଳଦ

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ପୂବାହ୍ଣ ୯ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୫ଟା ଯାଏଁ ଦୁଇଟି ସିଟିଂରେ

ପରଲୋକରେ ପୂର୍ବ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲ

କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । 91 ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳ 6ଟା 30 ସମୟରେ ଲାତୁରର ଦେବରରେ ପରଲୋକ ହୋଇଥିବା ଜଣାପଡିଛି ।ଶିବରାଜ ପାଟିଲ ଚାକୁରକର ଲୋକସଭାର ବାଚସ୍ପତି ଥିଲେ ଏବଂ ଅନେକ

 କଟକ ଝୋଲା ସାହିରୁ ବିପୁଳ ଚାଇନିଜ ମାଞ୍ଜା ସୂତା ଜବତ

 କଟକ ଝୋଲା ସାହିରୁ ବିପୁଳ ଚାଇନିଜ ମାଞ୍ଜା ସୂତା ଜବତ। ଚଢ଼ାଉ କରି ଜବତ କଲା ସିଏମସି ଏନଫୋର୍ସମେଣ୍ଟ ସ୍କ୍ବାଡ୍‌। ଚାଇନିଜ ମାଞ୍ଜା ସୂତାକୁ ପ୍ରଶାସନ ବ୍ୟାନ କରିଥିବା ବେଳେ ବେଆଇନ ବିକ୍ରି କରୁଥିବା ଦୋକାନ ଓ ଗୋଦାମ ଉପରେ ଚଢ଼ାଉ କରି ଜବତ କରିଛି ସିଏମସି ଏନଫୋର୍ସମେଣ୍ଟ ସ୍କ୍ବାଡ୍‌। ମକର

‘କ୍ରିକେଟଠାରୁ ଅଧିକ ମୁଁ କାହାକୁ ବି ଭଲପାଏ ନାହିଁ’

ସ୍ମୃତି ମନ୍ଧାନା ତାଙ୍କ ବିବାହ ବାତିଲ କରିବା ପରେ ପ୍ରଥମ ଥର ପାଇଁ ସର୍ବସାଧାରଣରେ କହିଥିଲେ ଯେ କ୍ରିକେଟ୍ ତାଙ୍କର ସବୁଠାରୁ ଭଲ ପ୍ରେମ । ସେ ଆମାଜନ ସମ୍ଭାବ ସମ୍ମିଳନୀରେ ଯୋଗ ଦେଇଥିଲେ ଏବଂ କହିଥିଲେ ଯେ ଭାରତୀୟ ଜର୍ସି ପିନ୍ଧିବା ତାଙ୍କର ସବୁଠାରୁ ବଡ଼ ପ୍ରେରଣା। ସେ ବିଶ୍ୱକପ୍ ବିଜୟକୁ