Browsing Category

ଆଜିର ଖବର

ୱାଟକୋ ପାଇପ୍ ଫାଟି ଭିଜିଗଲା ୭୦୦ ବସ୍ତା ଧାନ 

ପିଏଚ୍‌ଡି ପାଇପ ଫାଟିବାରୁ ୭୦୦ ଶହ ବସ୍ତା ଧାନ ଓଦା ହୋଇ ନଷ୍ଟ ହୋଇଯାଇଛି । ସମ୍ବଲପୁର ଭତରାର ହସ୍ପିଟାଲ ରୋଡ ପାଖ ଖଳାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।ସମ୍ବଲପୁର ଭତରା ହସ୍ପିଟାଲ ରୋଡ ପାଖ ଖଳାରେ ଥିବା ଚାଷୀ କୁବେର ଭୁକ୍ତାଙ୍କ ଖଳାରେ ଏଭଳି ଘଟଣା ଘଟିଛି ।ଗତକାଲି ରାତି ୧୦ଟାରୁ ପାଇପ

ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍

ସ୍ବାସ୍ଥ୍ୟ ସେବାର ବିକଳ ଚିତ୍ର । ରୋଗୀଙ୍କ ଦେଲେନି, ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ ।ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ରାସ୍ତାପାଖ ଅଳିଆ ଗଦାରେ ପଡିଛି

ଧର୍ମପଦ ପ୍ରେସ କ୍ଲବ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ , ସଡ଼କ ସୁରକ୍ଷା ଏବଂ ଜଙ୍ଗଲ ସୁରକ୍ଷା ନେଇ କର୍ମଶାଳା

କୋଣାର୍କ:- 11/12/2025 କୋଣାର୍କ ବସଷ୍ଟାଣ୍ଡ ନିକଟରେ ଧର୍ମପଦ ପ୍ରେସ କ୍ଲବ, କୋଣାର୍କ ପକ୍ଷରୁ ସାମାଜିକ ସୁରକ୍ଷା ଦୃଷ୍ଟିରୁ ସଚେତନତା କାର୍ଯ୍ୟକ୍ରମ ସଡ଼କ ସୁରକ୍ଷା ଏବଂ ଜଙ୍ଗଲ ସୁରକ୍ଷା ବାର୍ତ୍ତା ନେଇ ଏକ ସଚେତନତା କର୍ମଶାଳା ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି

ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରିଥିଲା। ଅଧ୍ୟକ୍ଷ ବିକ୍ରମ ସିଂହ ମେହେଟା କମ୍ପାନୀର ଭୁଲକୁ ସ୍ୱୀକାର କରିଥିଲେ ଏବଂ କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଥିଲେ ଯେ ଇଣ୍ଡିଗୋ ବିମାନଗୁଡ଼ିକ ଏବେ ସ୍ୱାଭାବିକ

୮ କୋଟି ୯୭ ଲକ୍ଷ ଟଙ୍କା ଦେଲେ ମିଳିବ ଆମେରିକାର ନାଗରିକତ୍ବ -ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବୁଧବାର ଦିନ ଘୋଷଣା କରିଛନ୍ତି ଯେ, ତାଙ୍କର ବହୁ ପ୍ରତୀକ୍ଷିତ "ଗୋଲ୍ଡ କାର୍ଡ" ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ଏହି ଯୋଜନା ଅନ୍ତର୍ଗତ, ଜଣେ ବ୍ୟକ୍ତି ୧୦ ଲକ୍ଷ ଡଲାରଦେଇ ଆଇନଗତ ସ୍ଥିତି ଏବଂ ଶେଷରେ ଆମେରିକୀୟ ନାଗରିକତା ପାଇପାରିବେ।ତେବେ

ଚାନ୍ଦା ନଦେବାରୁ ଅଧ୍ୟକ୍ଷାଙ୍କୁ ସାମ୍ବାଦିକଙ୍କ ଧମକଜାତିଆଣ ଆକ୍ଷେପ ଓ ଅଶ୍ଳୀଳ ବ୍ୟବହାର ଅଭିଯୋଗ

ଗଣିଆ - (ବିଶ୍ୱରଂଜନ ସେଠି): ଚାନ୍ଦା ଆଦାୟ, ଜାତିଆଣ ଆକ୍ଷେପ ଓ ଅଶ୍ଳୀଳ ବ୍ୟବହାର ଅଭିଯୋଗରେ ଗଣିଆ ଥାନାରେ ରଘୁନାଥଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଗଣିଆ ଥାନାରେ ଏକ ଏତଲା ଦେଇଥିବା ଜଣାପଡିଛି। ଘଟଣାରୁ ପ୍ରକାଶ ଯେ, ରଘୁନାଥଜୀଉ ମାଧ୍ୟମିକ ବିଦ୍ୟାଳୟରେ ଗତ ସୋମବାର ଛୁଟି ଘୋଷଣା

ଆନ୍ଧ୍ରରେ ୨ ପ୍ରଫେସରଙ୍କ ଦ୍ୱାରା ଓଡିଆ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ଓଡ଼ିଶାର ଜଣେ ୨୭ ବର୍ଷୀୟ ବିଏଡ୍ ଛାତ୍ରୀ ଯୌନ ନିର୍ଯାତନା, ଉତ୍ପୀଡ଼ନ ଏବଂ ବ୍ଲାକମେଲ୍ ଅଭିଯୋଗ କରିବା ପରେ ତିରୁପତି ପୋଲିସ ଜାତୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ (NSU)ର ଦୁଇ ଜଣ ସହକାରୀ ପ୍ରଫେସରଙ୍କୁ ଗିରଫ କରାଯାଇଛି।ଅଭିଯୋଗ ଅନୁସାରେ ଡାକ୍ତର ଲକ୍ଷ୍ମଣ କୁମାର ସମ୍ପୃକ୍ତ ଛାତ୍ରୀଙ୍କୁ

ରାଜଧାନୀରେ ପୁଣି ଏକ ନୂଆ ସହର ।ଭୁବନେଶ୍ୱରରେ ୯ ହଜର ଏକରରେ ହେଉଛି ନୂଆ ଟାଉନ୍‌ ପ୍ଲାନିଂ

ରାଜଧାନୀରେ ବଡ଼ ପ୍ଲାନ କରୁଛନ୍ତି ସରକାର । ଶାସ୍ତାରେ ଘର ଆଉ ଜମି ପାଇବେ ସାଧାରଣ ଲୋକେ । ୯ ହଜାର ଏକର ଜମିରେ ଭୁବନେଶ୍ୱର ଡେଭଲପ୍‌ମେଣ୍ଟ ଅଥରିଟି ବା ବିଡିଏ କରୁଛି ଟାଉନ ପ୍ଲାନିଂ । ଭୁବନେଶ୍ୱର ଗୋହିରିଆ ଛକ ନିକଟରେ ବିଡିଏ କରୁଛି ଏହି ଟାଉନ ପ୍ଲାନିଂ । ଏନେଇ ଖୋଦ୍ ଗୃହ ଓ ନଗର ଉନ୍ନୟନ

ଡ୍ରଗ୍ସ ନେବାକୁ ମନା କରିବାରୁ ଛାତ୍ରଙ୍କୁ ପିଆଇ ଦେଲେ ଶୌଚାଳୟ ପାଣି

ଭୁବନେଶ୍ୱର ଉପକଣ୍ଠ ତଥା ପିପିଲି ସଂଲଗ୍ନ ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ପୁଣି ଥରେ ରାଗିଂର ଏକ ସାଂଘାତିକ ଖବର ସାମ୍ନାକୁ ଆସିଛି। କ୍ୟାମ୍ପସ ଭିତରେ ନିଶା କାରବାର ଓ ଦାଦାଗିରିର ଶିକାର ହୋଇଛନ୍ତି ଜଣେ ଛାତ୍ର। ଡ୍ରଗ୍ସ ସେବନ ନକରିବାରୁ ଛାତ୍ରଙ୍କୁ ନିସ୍ତୁକ ମାଡ଼। ରାଜଧାନୀ ଉପକଣ୍ଠରେ ଥିବା

ଡିସେମ୍ବର ୧୩ ରୁ ଶନିବାର ରବିବାର ପାର୍କ ଦିନସାରା ଖୋଲା

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଏହାର ପାର୍କଗୁଡ଼ିକର କାର୍ଯ୍ୟ ସମୟର ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ପ୍ରାତଃଭ୍ରମଣକାରୀ, ଫିଟନେସ୍ ଉତ୍ସାହୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, BDA ସପ୍ତାହାନ୍ତରେ ଏହାର ସମସ୍ତ ପାର୍କଗୁଡ଼ିକୁ ଅପରାହ୍ନରେ ବନ୍ଦ ନକରି

ପ୍ରଧାନମନ୍ତ୍ରୀ ଇଭିଏମ୍‌ ହ୍ୟାକ କରନ୍ତି ନାହିଁ, ସେ ହୃଦୟ ହ୍ୟାକ କରନ୍ତି-କଙ୍ଗନା ରାଣାୱତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି EVM ନୁହେଁ, ଲୋକଙ୍କ ହୃଦୟକୁ ହ୍ୟାକ୍ କରନ୍ତି। ସଂସଦରେ ନିର୍ବାଚନ ସଂସ୍କାର ଉପରେ ଆଲୋଚନା ସମୟରେ ଏପରି କିଛି କହିଛନ୍ତି ବିଜେପି ସାଂସଦ କଙ୍ଗନା ରାଣାୱତ। ବିରୋଧୀ ଦଳଗୁଡ଼ିକର ଅଭିଯୋଗର ଜବାବ ଦେଇ କଙ୍ଗନା ରାଣାୱତ ଏହି ବୟାନ ଦେଇଛନ୍ତି।ଆହୁରି ମଧ୍ୟ ସେ

ଥଣ୍ଡାରେ ଥରୁଛି ସାରା ରାଜ୍ୟ । ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ଥଣ୍ଡାରେ ଥରୁଛି ସାରା ରାଜ୍ୟ । ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ତୀବ୍ର ହେଉଛି । ଶୀତଲହରୀ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛନ୍ତି ।ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ଏବଂ ୩ ଦିନ ପର୍ଯ୍ୟନ୍ତ ଶୀତ ଲହରୀ ଅନୁଭୂତ ହେବା ନେଇ ପୂର୍ବାନୁମାନ କରିିଛି