Browsing Category

ଆଜିର ଖବର

ୟୁଟ୍ୟୁବ ଦେଖି କଲେ ଅପରେସନ୍‌। ଚାଲିଗଲା ମହିଳାଙ୍କ ଜୀବନ

ୟୁଟ୍ୟୁବ ଦେଖି ଅପରେସନ୍ କଲେ, ଚାଲିଗଲା ଜୀବନ । ଉତ୍ତରପ୍ରଦେଶ ବାରବାଙ୍କିରୁ ଏମିତି ଏକ ଖବର ଆସିଛି, ଯାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ । ଜିଲ୍ଲାର କୋଠି ସହରରେ କିଡନୀ ଷ୍ଟୋନ ଅସ୍ତ୍ରୋପଚାର ପରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଏକ ବେଆଇନ କ୍ଲିନିକ୍ ଚଳାଉଥିବା ଜଣେ

‘କନିଷ୍ଠ ଶିକ୍ଷକମାନେ ଆନ୍ଦୋଳନ ଛାଡ଼ି ସ୍କୁଲ ଫେରନ୍ତୁ, ଅମାନିଆ ହେଲେ ହେବ ଆକ୍ସନ୍‌’- ଗଣଶିକ୍ଷା…

ଆନ୍ଦୋଳନରତ ଶିକ୍ଷକଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ଚେତାବନୀ । ଅମାନିଆ ହେଲେ ନିଆଯିବ ଆକ୍ସନ୍ । କନିଷ୍ଠ ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଶିକ୍ଷକମାନେ ଧର୍ଯ୍ୟ ଧରନ୍ତୁ । ସରକାର ସେମାନଙ୍କ ଦରମା ବୃଦ୍ଧି କରିଛନ୍ତି । ଯାହା ସେମାନଙ୍କ ଦାବି ଅଛି

କଲେଜର ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ ଅଧକ୍ଷ 

ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ କରିବା ଏବଂ ଏକଥା ଅନ୍ୟକାହାକୁ ଜଣାଇଲେ ଚାକିରିରୁ ବହିଷ୍କାର ସହ ଜୀବନ ବରବାଦ କରିଦେବାର ଧମକ ଦେଇଥିବା ଥାନାରେ ଅଭିଯୋଗ

କୁକୁର ଏବଂ ଗାଇକୁ କଲେଜ ପରିସରରେ ପ୍ରବେଶ ରୋକିବାକୁ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

କମିଲା ସୁନା ରୂପା ଦର, ଜାଣନ୍ତୁ କେତେ ରହିଛି

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ ହୋଇଛି । ୧୦ଗ୍ରାମ ସୁନା ୨୮୩ଟଙ୍କା ହ୍ରାସ ପାଇଛି । ୧୦ ଗ୍ରାମ ୨୪ କ୍ୟାରେଟ ସୁନା ୧,୨୭,୯୭୪ ଟଙ୍କାରେ ପହଞ୍ଚିଛି । ପୂର୍ବରୁ ଏହାର ମୂଲ୍ୟ ୧,୨୮,୨୫୭ଟଙ୍କା ରହିଥିଲା

ତୁଟିବ ମହାନଦୀ ବିବାଦ । ମହାନଦୀ ଜଳ ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ।ଏହାସହିତ ୭ ଜଣ ସଦସ୍ୟ ଏହି କମିଟିରେ ସାମିଲ କରାଯାଇଛି ।ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି । ଯାହାକୁ ନେଇ ଅନେକ

ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲା: CBI ପଞ୍ଝାରେ ନୀତିଶ ବିହାରୀ

ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି।ପୂର୍ବରୁ ଗିରଫ ହୋଇଥିବା ଦିଘା ମଡ୍ୟୁଲର ମାଷ୍ଟର ମାଇଣ୍ଡ ଦଲାଲ୍ ବିରଞ୍ଚି ନାୟକର ସହଯୋଗୀ ଥିଲା ନୀତିଶ । ୬୦୦ ପରୀକ୍ଷାର୍ଥୀଙ୍କୁ

ବିହାର ସ୍ବାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର । ଷ୍ଟ୍ରେଚର ପାଇଁ ବନ୍ଧା ପଡ଼ିଲେ ମାଆ-ପୁଅ

ବିହାର ସ୍ବାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର । ହଜିଗଲା ମାନବିକତା, ସାମାନ୍ୟ ଷ୍ଟ୍ରେଚର ପାଇଁ ବନ୍ଧା ରହିଲେ ମୃତକଙ୍କ ବୋହୂ ଏବଂ ନାତି । ବିହାରର ନୱାଦା ଜିଲ୍ଲାର ଆକବରପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ 75 ବର୍ଷୀୟା ମହିଳାଙ୍କ ମୃତ୍ୟୁ ପରେ ମୃତଦେହକୁ ଘରକୁ ନେବା ପାଇଁ

ଆଜିଠୁ ୧୪ ଯାଏ ଯୁକ୍ତ ଦୁଇ ଆବେଦନ କରି ପାରିବେ ଡ୍ରପ୍‌ ଆଉଟ୍‌ ପିଲା

ଅଧାରୁ ପାଠପଢ଼ା ଛାଡ଼ି ରହିଥିବା ପିଲାଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଯୋଜନା । ଏଥିପାଇଁ ସ୍ୱତନ୍ତ୍ର ଭାବେ ଯୁକ୍ତ ଦୁଇ ଚତୁର୍ଥ ପର୍ଯ୍ୟାୟରେ ନାମଲେଖାଇ ହେବ । ବୁଧବାରଠୁ ସାମ୍‌ସ ୱେବ୍‌ସାଇଟ୍‌ରେ ନାମଲେଖା ଆବେଦନ ଆରମ୍ଭ ହେବ । ୧୪ ତାରିଖ ଯାଏ ଆବେଦନ ହେବ । ଏନେଇ ଉଚ୍ଚ ମାଧ୍ୟମିକ

 ଜଣେ ୫ ବର୍ଷୀୟା  ଶିଶୁକୁ ଦୁଷ୍କର୍ମ ଉଦ୍ୟମ 

ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ । ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣା ଅଞ୍ଚଳର ଛାତ୍ରୀ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଯାଇନଥିବା ବେଳେ ପୁଣି ଏକ ଲଜ୍ଜାଜନକ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି । ଏହି ମାମଲାରେ ପୁଲିସ ମାମଲା ରୁଜୁ

ନିଶାଙ୍କ ପାଇଁ ଉଡ଼ିଲା ଚେୟାର,ଅଧାରୁ ବନ୍ଦ ହେଲା ଯାତ୍ରା

ନିଶାଙ୍କ ପାଇଁ ଉଡ଼ିଲା ଚେୟାର । କୋରାପୁଟ ଲକ୍ଷ୍ମୀପୁରରେ ନିଶା ମହାରଣାଙ୍କ ପାଇଁ ତୁମୁଳକାଣ୍ଡ । ନିଶାଙ୍କୁ ପ୍ରଶାସନ ଅନୁମତି ନଦେବାରୁ ଭଙ୍ଗାରୁଜା । ଖାଲି ଭଙ୍ଗାରୁଜା ନୁହେଁତ ପେଣ୍ଡାଲ ଉପରକୁ ଚେୟାର ଫିଙ୍ଗିଲେ ଦର୍ଶକ । ଉତ୍ତେଜନା ଓ ଗଣ୍ଡଗୋଳ ଯୋଗୁ ଅଧାରୁ ବନ୍ଦ ହେଲା ଯାତ୍ରା ।ତେବେ

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର

ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଖେଳାଳିଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ ହୋଇଛି।ନିଲାମ ପାଇଁ ୧,୩୫୫ ଜଣ ଖେଳାଳି ସେମାନଙ୍କର ନାମାଙ୍କନ ଦାଖଲ କରିଛନ୍ତି।