Browsing Category

ଆଜିର ଖବର

ସୋନିଆ ଗାନ୍ଧୀଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ନୋଟିସ୍

ଆଜି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ଜନ୍ମଦିନ । ତେବେ ତାଙ୍କୁ ଆଜି ଲାଗିଛି ବଡ ଝଟକା | ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ ଭୋଟର ତାଲିକାରେ

ଚନ୍ଦାହାଣ୍ଡି ବ୍ଳକ୍ ସ୍ରରୀୟ ମଣ୍ଡେଇ କାର୍ଯ୍ୟ କ୍ରମରେ ଆଞ୍ଚଳିକ କଳାକାର ମାନଙ୍କ ଅସନ୍ତୋଷ ମଞ୍ଚକୁ ପାଦ ଦେଲେନି

ଚନ୍ଦାହାଣ୍ଡି ତା ୦୯/୨୦୨୫(ନି:ପ୍ର) କଳା ପରିବେଷଣ ମାଧ୍ୟମରେ ଲୁକ୍କାୟିତ ପ୍ରତିଭା ଅନ୍ୱେଷଣର ଅନୁଷ୍ଠାନ ମାଧ୍ୟମରେ ଅନୁଷ୍ଠିତ ମଣ୍ଡେଇ କାର୍ଯ୍ୟକ୍ରମରେ ଆଜି ଅଞ୍ଚଳର ଆଞ୍ଚଳିକ କଳାକାର ମାନେ ମଞ୍ଚକୁ ତ୍ୟାଗ କରି କଳା ପରିବେଷଣ ନକରି ନିଜ ନିଜ ଘରକୁ ଚାଲିଯାଇଥିବା ଦେଖିବାକୁ ମିଳିଥିଲା l

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା। ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

ବିଧାନସଭା ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ। ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ।ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଗୃହ ମାତ୍ର ୧୧ ଦିନ କାର୍ଯ୍ୟ

ଏଣିକି ମାଆର ଜାତି ଆଧାରରେ ସନ୍ତାନଙ୍କୁ ମିଳିବ ଏସସି ସାର୍ଟିଫିକେଟ୍: ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଶିକ୍ଷା ସହ ଜଡିତ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । । ମାଆର ଜାତି ଆଧାରରେ ଝିଅକୁ ଏସସି ସାର୍ଟିଫିକେଟ୍ ମିଳିବ ବୋଲି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରିପୋର୍ଟ ଅନୁସାରେ, ମାଡ୍ରାସ

 ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ

ପାଚିକାଙ୍କ ଦରମା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖି କହିଛନ୍ତି , ପାଚିକାଙ୍କ ଦରମା ୨୦୦୦ ଟଙ୍କା ଥିଲା । ବିଜେପି ସରକାର ୧୦୦୦ ଟଙ୍କା ବୃଦ୍ଧି କରିଛି । ବର୍ତ୍ତମାନ ପାଚିକାଙ୍କ ଦରମା ୩୦୦୦ ଟଙ୍କା ହୋଇଛି । ସବୁବେଳେ ଆନ୍ଦୋଳନରେ ବସିଲେ

ବଢିଲା ବିଧାୟକଙ୍କ ଦରମା:କେତେ ଥିଲା କେତେ ପାଇବେ ?

ବଢିଲା ବିଧାନସଭା ଜନପ୍ରତିନିଧିଙ୍କ ଦରମା । ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟ ମାନଙ୍କ ଦରମା, ଭତ୍ତା ଓ ପେନସନ୍ ବିଲ ୨୦୨୫ ଗୃହରେ ପାରିତ ହୋଇଛି। ତେବେ ବିଧାନସଭା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ହେବା ପୂର୍ବରୁ ଏହି ବିଲ୍ ଗୃହରେ ପାରିତ ହୋଇଛି।

ରାଜ୍ୟ ବିଜେପିରେ ବିଭିନ୍ନ ମୋର୍ଚ୍ଚାର ନବକଳେବର

ରାଜ୍ୟ ବିଜେପିରେ ବିଭିନ୍ନ ମୋର୍ଚ୍ଚାର ନବକଳେବର । ମନମୋହନ ଗଢ଼ିଲେ ନୂଆ ଯୁବ ଟିମ୍ । କେବଳ ଯୁବ ମୋର୍ଚ୍ଚା ଏବଂ ମହିଳା ମୋର୍ଚ୍ଚା ସଭାପତି ରିପିଟ୍ । ବାକି ସବୁ ପରିବର୍ତ୍ତନ ହୋଇଛି । । ଅଭିଳାଷ ପଣ୍ଡା ହେଉଛନ୍ତି ଭାରତୀୟ ଯୁବ ମୋର୍ଚ୍ଚା ସଭାପତି । ଡ. ଐଶ୍ୱର୍ଯ୍ୟା ବିଶ୍ୱାଳ ହେଲେ ମହିଳା

ବିଧାନସଭାରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ସିବିଆଇ ତଦନ୍ତ ଦାବି କଲେ ବିରୋଧୀ

ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର ସିବିଆଇ ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ଚାବି

ଟ୍ରମ୍ପଙ୍କ ନୂଆ ଚେତାବନୀ, ଭାରତୀୟ ଚାଉଳ ଉପରେ ନୂଆ ଟାରିଫ ସଙ୍କେତ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡା ସାର ସମେତ ବିଦେଶୀ କୃଷି ଉତ୍ପାଦ ଉପରେ ନୂତନ ଶୁଳ୍କ ଲାଗୁ କରିବା ବିଷୟରେ ବିଚାର କରୁଛି। ହ୍ୱାଇଟ୍ ହାଉସରେ ଅନୁଷ୍ଠିତ ଏକ ବୈଠକରେ ଟ୍ରମ୍ପ୍ ଏହି ବିବୃତ୍ତି ଦେଇଛନ୍ତି ।ଭାରତ,

ଆଜି ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ

ଦୁର୍ନୀତି ସମାଜର ବିକାଶରେ ଏକ ପ୍ରମୁଖ ପ୍ରତିବନ୍ଧକ କହିଲେ କିଛି ଭୁଲ୍ ହେବନି। ଅକ୍ଟୋବର ୩୧, ୨୦୦୩ରେ ମିଳିତ ଜାତିସଂଘର ସାଧାରଣ ସଭାରେ ଆନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ପାଳନ କରିବାକୁ ଘୋଷଣା କରାଯାଇଥିଲା। ଏହି ଦିନ ଡିସେମ୍ବର ୯ କୁ ଦୁର୍ନୀତି ନିବାରଣ ଦିବସ ରୂପେ ପାଳନ

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ ବୃଦ୍ଧି ହେବ ପେନସନ । ଆଜି ଗୃହରେ ସଂସଦୀୟ ବ୍ୟପାର ମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବିଲ ଉପସ୍ଥାପନ କରିବେ । ପୂର୍ବରୁ ଏହାରି ଉପରେ କେତେ ଆଲୋଚନା ଓ ଦାବି ହୋଇ ଆସୁଥିଲା । କିନ୍ତୁ ଆଜି ତାହା କାର୍ଯ୍ୟକାରୀ ହେବାକୁ ଯାଉଛି ।