Browsing Category

ଆଜିର ଖବର

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି। ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସହ ଖେଳାଳି ମଙ୍ଗଳବାର ସକାଳୁ ପୁରୀ ଯାଇଛନ୍ତି।କ୍ୟାପଟେନ ସୂର୍ଯ୍ୟକୁମାରଙ୍କ ସହ ଅଛନ୍ତି ତାଙ୍କ ପତ୍ନୀ।

ସାରା ରାଜ୍ୟରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହିବ

ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହିବ। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରବଳ ଥଣ୍ଡା । ରାତି ପାହିଲେ ସୂର୍ଯ୍ୟ କିରଣ ସଞ୍ଜ ନଇଁଲେ ନିଆଁ ଭରସାରେ ଚାଲିଛି ଜୀବନ । ଦିନକୁ ଦିନ ତାପମାତ୍ରା ଖସିବା ସହ ଶୀତ ବଢୁଛି । ଏଥିସହ

ଆଜି ବାରବାଟୀରେ ବିଗ ଫାଇଟ, ଭାରତ ଭାଙ୍ଗିବ ପରାଜୟର ରେକର୍ଡ !

ଆଜି ବାରବାଟୀରେ ବିଗ ଫାଇଟ…ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ଅପେକ୍ଷାରେ ଦର୍ଶକ । ପିଚ, ପଡିଆ, ଗ୍ୟାଲେରୀ ଓ ଭିଭିଆଇପି ଷ୍ଟାଣ୍ଡ ସବୁ ପ୍ରସ୍ତୁତ । ସୂର୍ଯ୍ୟକୁମାରଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଟିମ୍ । ଟିମ୍ ଇଣ୍ଡିଆ ଭଲ ପ୍ରଦର୍ଶନ କରିବ ବୋଲି କ୍ୟାପଟେନ୍

ଆଜିର ରାଶିଫଳ(୯ ଡିସେମ୍ବର, ୨୦୨୫)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା

ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ଚିନ୍ତାର ବିଷୟ

ବିଗତ ୧୫ ମାସ ମଧ୍ୟରେ ମହିଳାଙ୍କ ବିରୁଦ୍ଧରେ ୪୦ ହଜାରରୁ ଅଧିକ ଅପରାଧିକ ମାମଲା ରୁଜୁ। ସୋମବାର ଦିନ ବିଧାନସଭାରେ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୁଲାଇ ୨୦୨୪ରୁ ସେପ୍ଟେମ୍ବର ୨୦୨୫ ମଧ୍ୟରେ ଅର୍ଥାତ୍ ଗତ ୧୫ ମାସ

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ

ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ ନଭଜୋତ କୌର ସିଦ୍ଧୁ ସୋମବାର କଂଗ୍ରେସରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ନଭଜୋତ ଦଳ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେବା ପରେ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା

ଏସଆଇ କେଳେଙ୍କାରୀ: ଝାରପଡ଼ା ଜେଲ ଗଲା ଦଲାଲ ବିରଞ୍ଚି ନାୟକ

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ସିବିଆଇର ତନାଘନା । ଜେଲ୍ ଗଲା ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ । ସିବିଆଇ ସ୍ୱତନ୍ତ୍ର କୋର୍ଟରେ ହାଜର ହେବା ପରେ ଜେଲ୍ ଗଲା ବିରଞ୍ଚି । ୪ ଦିନିଆ ରିମାଣ୍ଡ ପରେ କୋର୍ଟରେ ହାଜର କରିଥିଲା ସିବିଆଇ । ରିମାଣ୍ଡ ଆବେଦନ ନହେବାରୁ ବିଚାର ବିଭାଗୀୟ ହାଜତକୁ

‘ଇଅର ଇନ୍‌ ସର୍ଚ୍ଚ 2025’: ଭାରତରେ କେଉଁ ବିଷୟରେ ଅଧିକ ସର୍ଚ୍ଚ କଲେ ୟୁଜର ?

2025 ସର୍ଚ୍ଚ ରିକ୍ୟାପ୍‌ ଭଳି ପ୍ରତିବର୍ଷ ଗୁଗଲ୍‌ ବର୍ଷ ସରିବା ପୂର୍ବରୁ ଏକ ତାଲିକା ଜାରି କରେ । ଏଥର ମଧ୍ୟ ଆସିଛି ବହୁ ପ୍ରତୀକ୍ଷିତ ଗୁଗଲ୍ ବର୍ଷର ସର୍ଚ୍ଚ ତାଲିକା । ଗୁଗଲ୍‌ର ଏହି ତାଲିକାରେ 2025 ମସିହାରେ ମନୋରଞ୍ଜନ, କ୍ରୀଡା, ଜୀବନଶୈଳୀ, ଗେମିଂ ଏବଂ ରାଜନୀତି ଜଗତରେ ସର୍ବାଧିକ

ରାଜଗାଙ୍ଗପୁର ପୀଡିତାଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଦୁଃଖଦ ଘଟଣାରେ ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ଜଣାଇଲେ ସମବେଦନା। ସୂଚନାଯୋଗ୍ୟ ଯେ ଶୁକ୍ରବାର ବିଳମ୍ଵିତ ରାତିରେ ସୁନ୍ଦରଗଡ଼ ଜିଲ୍ଲା

ଶିକ୍ଷକ ସଂଘର ଆନ୍ଦୋଳନ !  ଠିକା ନିଯୁକ୍ତି ଦିଆଯିବ ନାହିଁ- ଗଣଶିକ୍ଷା ମନ୍ତ୍ରୀ

ବିଧାନସଭାରେ ଉଠିଲା ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ , ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ । ଆନ୍ଦୋଳନକୁ ନେଇ ମନ୍ତ୍ରୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି । ଗତ ୬ ତାରିଖରେ ଶିକ୍ଷକ ସଂଘର ନେତୃତ୍ବଙ୍କ ସହ ଆଲୋଚନା ହୋଇଥିଲା । ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ସକାରାତ୍ମକ ଆଲୋଚନା ହୋଇଥିଲା

 ଓଡ଼ିଶାରେ ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି

ଓଡ଼ିଶାରେ ଡାକ୍ତର ମରୁଡ଼ି, ଠିକାରେ ଚାଲିଛି ଡାକ୍ତରୀ ସେବା । ୬୦ ପ୍ରତିଶତ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡ଼ିଛି । ଏନେଇ ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ସୂଚନା ଦେଇଛନ୍ତି । ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ । କାର୍ଯ୍ୟରତ

ଓଡ଼ିଶାରେ ସମସ୍ତ କ୍ଲବ, ବାର ଓ ଡ୍ୟାନ୍ସ ପବ୍ ରେ ହେବ ଚେକିଂ

ସମସ୍ତ କ୍ଲବ୍‌, ପବ୍‌ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ନିର୍ଦ୍ଦେଶ। ରାଜଧାନୀ ସମେତ ରାଜ୍ୟର ସମସ୍ତ କ୍ଲବ୍‌, ପବ୍‌ରେ ଯାଞ୍ଚ ନିର୍ଦ୍ଦେଶ । ଫାୟାର ସେଫ୍ଟି ସୁରକ୍ଷା ଯାଞ୍ଚ କରିବାକୁ ଅଗ୍ନିଶମ ଡିଜିଙ୍କ ନିର୍ଦ୍ଦେଶ ।୧୦ ଦିନ ଭିତରେ ଯାଞ୍ଚ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ