Browsing Category
ଆଜିର ଖବର
IPLକୁ ୪୦% ଜିଏସଟିରେ ଅନ୍ତର୍ଭୁକ୍ତ
ଭାରତୀୟ କ୍ରିକେଟ ପ୍ରେମୀଙ୍କ ଲାଗି ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) କେବଳ ଏକ ଟୁର୍ଣ୍ଣାମେଣ୍ଟ ନୁହେଁ ବରଂ କ୍ରିକେଟର ମହୋତ୍ସବ।କୋଟି କୋଟି ଟଙ୍କାରେ ଖେଳାଳିଙ୍କ ନିଲାମ, ବିଜ୍ଞାପନ ଓ ପ୍ରସାରଣ ଅଧିକାର ଏହି ଖେଳକୁ ବିଶ୍ୱରେ ଏକ ଅଲଗା ପରିଚୟ ଦେଇଛି। ହେଲେ ଏବେ ଏହି ଭବ୍ୟ ଆୟୋଜନକୁ ଏକ!-->…
ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ
ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଗଲା ସୂଚନା ।
ତେବେ ଆଜି!-->!-->!-->…
କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ୬ ଟି ସୁ-ଉଚ୍ଚ ତୋରଣ
ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଏବେ କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ସୁ-ଉଚ୍ଚ ତୋରଣ । ଅନୁମତି ଦେଲେ ଓଡିଶା ହାଇକୋର୍ଟ । କଟକ ସହରରେ ୬ ଟି ସୁଉଚ୍ଚ ତୋରଣକୁ ଅନୁମତି ଦେଇଛନ୍ତି ଓଡିଶା ହାଇକୋର୍ଟ । ଦୁଇଟି ପର୍ଯ୍ୟାୟରେ ଅନୁମତି ନେଇ ସ୍ପଷ୍ଟ କଲେ ହାଇକୋର୍ଟ । ବାଦାମବାଡ଼ି,!-->…
କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ସାମଗ୍ରୀ ଉପରୁ ସମ୍ପୂର୍ଣ୍ଣ ଜିଏସ୍ଟି ଛାଡ଼ ହେଉ: ବିଜେଡି
କେନ୍ଦ୍ର ସରକାର ଜିଏସଟିରେ ବଡ଼ ସଂସ୍କାର ଆଣିଛନ୍ତି। ୧୨ ପ୍ରତିଶତ ଓ ୨୮ ପ୍ରତିଶତ ସ୍ଲାବକୁ ହଟାଇ ୫ ପ୍ରତିଶତ ଏବଂ ୧୮ ପ୍ରତିଶତ ସ୍ଲାବ କରାଯାଇଛି। ଓଡ଼ିଶାର ୩୦ ଜିଲ୍ଲାରୁ ୨୨ ଜିଲ୍ଲାରେ କେନ୍ଦୁ ପତ୍ର ତୋଳାଯାଉଛି। ଗରିବ ଲୋକ ଏହା ଉପରେ ନିର୍ଭରଶୀଳ। ୨୦୧୭ ଜୁଲାଇ ୧ରେ କେନ୍ଦୁ ପତ୍ର ଉପରେ!-->…
ପୂଜା ମେଲୋଡିରେ ଏଥର ଅଶ୍ଳୀଳ ନୃତ୍ୟକୁ ବାରଣ- BMC
ଦୁର୍ଗାପୂଜା ପାଇଁ BMCର ପ୍ରସ୍ତୁତି । ପୂଜାକୁ ନେଇ ବିମଏସିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଏମସି କମିଶନର,ମେୟର, ୱାର୍ଡରକର୍ପୋରେଟର,ପୋଲିସ, ୱାଟକୋ, ଫାୟାର, ସବୁ ବିଭାଗର ଅଧିକାରୀ ସାମିଲ ଥିଲେ। ବୈଠକରେ ପୂଜାକୁ ନେଇ ନିଆଯାଇଛି ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।!-->…
ଜିଲ୍ଲସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ଶୋଭନ କୁମାର ପଣ୍ଡା
ଗଣିଆ (ବିଶ୍ୱରଂଜନ ସେଠି) ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ 'ମିଳିବ ସମ୍ମାନ, ବଢିବ ଉତ୍ସାହ, ଆଣିବ ଆଗ୍ରହ ଏହି ନାରାରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବାକୁ ଏଲିମେଣ୍ଡାରୀ ସ୍ତରରେ ଗଣିଆ ବ୍ଳକର ୮ ଗୋଟି ପଞ୍ଚାୟତର ସମସ୍ତ ବିଦ୍ୟାଳୟରୁ ଜଣେ ଶିକ୍ଷକ ମନୋନୀତ ହୋଇଛନ୍ତି l!-->…
ଏବେ ସବୁ ଅଙ୍ଗନବାଡି ସ୍କୁଲ୍ରେ ସାମିଲ୍ ସମ୍ଭବ ନୁହେଁ: ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ
ସ୍କୁଲ୍ରେ ଅଙ୍ଗନବାଡି ସାମିଲ ନେଇ ଗୁରୁବାର ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶିଶୁ ବାଟିକା ୩କୁ ସ୍କୁଲରେ ସାମିଲ କରାଯାଇଛି। ଏବେ ମଧ୍ୟ ଶିଶୁ ବାଟିକା ୧ ଓ ୨ ଅଙ୍ଗନବାଡି କେନ୍ଦ୍ରରେ ଅଛି । ବର୍ତ୍ତମାନ ସବୁ ଅଙ୍ଗନବାଡି!-->…
ରାଜଧାନୀରେ ଆସାମ ପୁଲିସ,ଏକ ଆପାର୍ଟମେଣ୍ଟର ଫ୍ଲାଟ୍ ତାଲା ଭାଙ୍ଗି ଭିତରେ ପଶିଲା ଟିମ୍
ଭୁବନେଶ୍ୱରରେ ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଆସାମ ପୋଲିସ ରେଡ କରିଛି । ଭୁବନେଶ୍ୱରରେ ଆତ୍ମଗୋପନ କରିଥିବା ସୂଚନା ପରେ ରେଡ କରାଯଇଛି । ଏହି ଚଢ଼ାଉ ସମୟରେ ଆସାମ ପୁଲିସକୁ ସାହାୟତା କରୁଛି କମିଶନରେଟ୍ ପୁଲିସ। ଆତ୍ମ ଗୋପନ କରିଥିବା ମୋଷ୍ଟ ୱାଣ୍ଟେଡ ହେଲେ ସମୀର ପଟ୍ଟନାୟକ । କୋଟି କୋଟି!-->…
ଭୁଶୁଡିଲା ଟ୍ରେଜେରୀ ଅଫିସ ପାଚେରୀ
ଭୁବନେଶ୍ୱରରେ ଭୁଶୁଡିଲା ଟ୍ରେଜେରୀ ଅଫିସ ପାଚେରୀ ।ପାଚେରୀ ପାଖରେ ଠିଆ ହୋଇଥିବା ୪ ଗାଡ଼ି ଭାଙ୍ଗି ଚୁରମାର ହୋଇ ଯାଇଛି। ପାଚେରୀ ଭୁସୁଡ଼ିବା ର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ସମ୍ଭବତ ଲଗାଣ ବର୍ଷା ଯୋଗୁଁ ଏଭଳି ଘଟଣା ଘଟି ଥାଇପାରେ। ଏଥିରେ କାହାର କିଛି ଆଘାତ ହୋଇ ନାହିଁ।
ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ
ଅକ୍ଟୋବର ୭ରୁ ହବିଷ ବ୍ରତ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ । ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ ସମସ୍ତ ସୁବିଧା!-->…
ଫେରିବ ମହାପ୍ରଭୁଙ୍କ ଭୂ-ସମ୍ପତ୍ତି- ପୃଥ୍ୱୀରାଜ ହରିଚନ୍ଦନ
ମହାପ୍ରଭୁଙ୍କ ପାଖକୁ ଫେରିବ ଓଡ଼ିଶା ବାହାରେ ପଡ଼ିରହିଥିବା ଭୂ-ସମ୍ପତ୍ତି।ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛି। ସେଥିମଧ୍ୟରୁ!-->…
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ
ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ବାରମ୍ଵାର ତ୍ରୁଟି। ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଫଟୋ ଉଠାଇ ଭାଇରାଲ୍ କଲେ ମହାରାଷ୍ଟ୍ରର ଯୁବକ। ଭକ୍ତ ବୈଭବ ଦୂରେ ପାଟିଲ ନାମକ ଜଣେ ଯୁବକ ଶ୍ରୀମନ୍ଦିର ପରିସରର ଫଟୋକୁ ତାଙ୍କ ଇନଷ୍ଟାଗ୍ରାମ ଆଇଡିରେ ପୋଷ୍ଟ କରିଛନ୍ତି। ତେବେ କେମିତି ଓ କିପରି ମୋବାଇଲ!-->…