Browsing Category

ଆଜିର ଖବର

ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣ ହରାଇବା ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ବିରୋଧୀ ଦଳ ନେତା

ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣହରାଇବା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବେଗ। ସେ ନିଜର ସୋସିଆଲ୍ ମିଡିଆ ‘ଏକ୍ସ’ରେ କହିଛନ୍ତି, ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣହରାଇବା ଘଟଣା ଅତ୍ୟନ୍ତ

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା  

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩ ଲକ୍ଷରୁ ଅଧିକ ଟଙ୍କା । ବିଧାନସଭାରେ ଖୋଦ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେହିପରି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

କଟକ: ହୁତୁହୁତୁ ହୋଇ ଜଳୁଛି ପଲିଥିନ କାରଖାନା

ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଏହାସହ ଏଥିରେ କାହାର କିଛି

କ୍ରିକେଟ ବ୍ୟାଟ୍‌ରେ ଚାଲାଣ କରୁଥିଲେ ଗଞ୍ଜେଇ, ମାଡିବସିଲା ଜିଆରପି

କ୍ରିକେଟ ବ୍ୟାଟ୍‌ରେ ଗଞ୍ଜେଇ ଚାଲଣ । ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାର ଦୁଇଜଣ ଯୁବକ ଏକ ଚତୁରତାର ସହ କ୍ରିକେଟ ବ୍ୟାଟ ଭିତରେ ଗଞ୍ଜେଇ ଲୁଚାଇ ରଖିଥିଲେ । କିନ୍ତୁ ଓଡିଶା ର ବ୍ରହ୍ମପୁର ରେଳ ଷ୍ଟେସନରେ ସରକାରୀ ରେଳବାଇ ପୋଲିସ ଦ୍ୱାରା ଧରାପଡିଥିଲେ । ୨୩ଟି ବ୍ୟାକ ପ୍ୟାକ ଏବଂ ୧୦ଟି

ଖୁବ୍‌ ଶୀଘ୍ର କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାହାରିବ ବାଲି

୧୩ଶହ ଶତାବ୍ଦୀରେ ନିର୍ମିତ ବିଶ୍ୱଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଜଗମୋହନରୁ ଖୁବଶୀଘ୍ର କଢ଼ାଯିବ ବାଲି । ବିଶ୍ବପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ଜଗମୋହନରୁ ବାଲି କାଢ଼ିବା ଲାଗି ଆରମ୍ଭ ହୋଇଛି ପ୍ରସ୍ତୁତି । ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ଏଏସ‌୍ଆଇର ପୂର୍ବତନ ଡିଜି

ପ୍ରସ୍ତୁତ କଟକ ବାରବାଟୀ: ଆଜି ଅଭ୍ୟାସ

ବାରବାଟୀରୁ ଆରମ୍ଭ ହେବାକୁ ଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ଟ୍ବେଣ୍ଟି-୨୦ ଶୃଙ୍ଖଳା ଲାଗି ଉଭୟ ଦଳର ଖେଳାଳି ରବିବାର ଅପରାହ୍ଣରେ ଭୁବନେଶ୍ବର ପହଞ୍ଚିଛନ୍ତି। ସୋମବାର ବାରବାଟୀରେ ଭାରତୀୟ ଖେଳାଳି ମଧ୍ୟାହ୍ନରେ ଏବଂ ଦକ୍ଷିଣ ଆଫ୍ରିକା ଖେଳାଳି ଅପରାହ୍ଣରେ ଅଭ୍ୟାସ କରିବେ ବୋଲି ସୂଚନା

ଗୋଆ ନାଇଟ୍ କ୍ଲବ ଟ୍ରାଜେଡ଼ି;ଗ୍ୟାସ୍ ସିଲିଣ୍ଡର ଫାଟିବାରୁ ୨୫ ଜଣ ଜୀବନ୍ତ ଦଗ୍ଧ

ଗୋଆ ଆରପୋରାରେ ଥିବା ନାଇଟ୍ କ୍ଲବ 'ବର୍ଚ୍ଚ ବାଏ ରୋମିଓ ଲେନ୍'ରେ ଭୟଙ୍କର ଅଗ୍ନିକାଣ୍ଡ। ଗ୍ୟାସ୍ ସିଲିଣ୍ଡର ଫାଟିବାରୁ ୨୫ ଜଣ ଜୀବନ୍ତ ଦଗ୍ଧ। ଏହା ସହ ୫୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୮ରୁ ୧୯ ଜଣ କର୍ମଚାରୀ ଥିବା ଜଣାପଡ଼ିଛି। ୪ ପର୍ଯ୍ୟଟକ ବି ଏହି ଅଘଟଣରେ ପ୍ରାଣ ହରାଇବା

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ

ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ମୃତ୍ୟୁ। ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଚିଙ୍ଗୁଡ଼ିପୁର କେନାଲ ଛକ ଠାରେ ସଡ଼କ ଦୁର୍ଘଟଣାରେ ଗୁରୁ ପୃଷ୍ଟିଙ୍କ ପ୍ରାଣହାନି ଘଟିଛି । ଧାମନଗର ବ୍ଲକ ଷେଣ୍ଢପୁରରେ ସକଳ ତୀର୍ଥ ତୋ ଚରଣେ ନାଟକ ଅଭିନୟ କରିଥାନ୍ତେ ଗୁରୁ ପୃଷ୍ଟି। ଯାତ୍ରା

ରାଜ୍ୟରେ ଶୀତ ପ୍ରକୋପ ଆହୁରି ବଢ଼ିବା ସମ୍ଭାବନା

ଆସନ୍ତା ଦୁଇ ଦିନ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ । ସପ୍ତାହେ ଯାଏ ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ । ରାଉରକେଲା, କେନ୍ଦୁଝର, ଅନୁଗୁଳ ଓ ଫୁଲବାଣୀରେ ପାରଦ ୧୦ ଡିଗ୍ରୀ ତଳେ ରହିବ । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦

ଗୋ ସେବା କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କଲେ ଦମ୍ପତି

କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲି ବ୍ଲକର ଓଡ଼ଖଣ୍ଡ ଗ୍ରାମର ଯୁବ ଇଞ୍ଜିନିୟର ମନମୋହନ ସେଠୀ ଗୋସେବା କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ବର୍ତ୍ତମାନ ସମୟରେ ଯେଉଁଠି ଗୋସେବା ଓ ସୁରକ୍ଷାରେ ଯେଉଁଭଳି ସମସ୍ୟା ଦେଖା ଦେଇଛି। ସେଠି ଦୀର୍ଘ ୨୬ ବର୍ଷ ଧରି ଗୋଟେ ଗାଈକୁ ନିଜ ଘରେ ପାଳନ କରି ତାର ଶେଷ

ତିନି ଦିନ ସଂଘର୍ଷ ପରେ ଜୀବନ ଯୁଦ୍ଧରେ ହାରିଗଲେ ରାଜରାଙ୍ଗପୁର ନାବାଳିକା 

ଆଖି ବୁଜିଲେ ସୁନ୍ଦରଗଡ଼ ଛାତ୍ରୀ । ୩ ଦିନ ଧରି ଜୀବନ ମରଣ ସହିତ ସଂଗ୍ରାମ ପରେ ଆଖି ବୁଜିଛନ୍ତି ଛାତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣl ଅଂଚଳର ଏହି କଲେଜ ଛାତ୍ରୀ ଜଳି ଯାଇଥିଲେ । ନିଜ ଦେହରେ କିରୋସିନ ଢ଼ାଳି ପୋଡ଼ିଯାଇଥିଲେ । ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ

ପ୍ରହସନ ପାଲଟିଛି =ଅପରେସନ “ବାଲୁବାଜ୍ରା”

ଜଗତସିଂହପୁର ତା =7/12/25ଜଗତସିଂହପୁର ଜ଼ିଲ୍ଲା ରେ ପ୍ରବାହିତ ନଦୀ ଗୁଡିକ ରେ ପ୍ରଚୁର ପରିମାଣ ରେ ପ୍ରକୁତିକ ସମ୍ପଦ ଭରପୁର ହୋଇ ରହିଛି | ବିଭିନ୍ନ ନଦୀରୁ ବାଲି ଉତୋଳନ ପାଇଁ ସରକାର ବାଲିଘାଟ ନିଲାମ ଦେଇ ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ରାଜସ୍ବ ଆଦାୟ କରୁଛନ୍ତି | ହେଲେ ସରକାରୀ ବାଲି ଘାଟ କୁ