Browsing Category
ଆଜିର ଖବର
ଫେରିବ ମହାପ୍ରଭୁଙ୍କ ଭୂ-ସମ୍ପତ୍ତି- ପୃଥ୍ୱୀରାଜ ହରିଚନ୍ଦନ
ମହାପ୍ରଭୁଙ୍କ ପାଖକୁ ଫେରିବ ଓଡ଼ିଶା ବାହାରେ ପଡ଼ିରହିଥିବା ଭୂ-ସମ୍ପତ୍ତି।ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛି। ସେଥିମଧ୍ୟରୁ!-->…
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ
ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ବାରମ୍ଵାର ତ୍ରୁଟି। ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଫଟୋ ଉଠାଇ ଭାଇରାଲ୍ କଲେ ମହାରାଷ୍ଟ୍ରର ଯୁବକ। ଭକ୍ତ ବୈଭବ ଦୂରେ ପାଟିଲ ନାମକ ଜଣେ ଯୁବକ ଶ୍ରୀମନ୍ଦିର ପରିସରର ଫଟୋକୁ ତାଙ୍କ ଇନଷ୍ଟାଗ୍ରାମ ଆଇଡିରେ ପୋଷ୍ଟ କରିଛନ୍ତି। ତେବେ କେମିତି ଓ କିପରି ମୋବାଇଲ!-->…
ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲାହେଲା
ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲାହେଲା । ମୋଟ ୧୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେବ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୬.୨୩ ଫୁଟ। ଜଳଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୧୫ ହଜାର ୬୪୪ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୧ ଲକ୍ଷ ୩୩ ହଜାର ୫୩ କ୍ୟୁସେକ ଜଳ । ଅନ୍ୟପଟେ, କୌଣସି ନଦୀରେ!-->…
ଇଡି ସ୍କାନରରେ ଶିଖର ଧଓ୍ବନ !
ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଶିଖର ଧଓ୍ବନ ଇଡି(ପ୍ରବର୍ତ୍ତନ ନିର୍ଦେଶାଳୟ) ସ୍କାନରରେ ରହିଛନ୍ତି। ଗୁରୁବାର ଇଡି ପକ୍ଷରୁ ଧଓ୍ବନଙ୍କୁ ପଚରାଉଚରା କରାଯିବା ଲାଗି ହାଜର ହେବା ପାଇଁ ନିର୍ଦେଶ ଦିଆଯାଇଛି। ଅନଲାଇନ ବେଟିଂ ଆପ୍ ସହିତ ମାମଲା ଜଡ଼ିତ ରହିଛି। ଧଓ୍ବନ 1XBet ଆପ୍ ପ୍ରମୋସନ!-->…
‘ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ’
ଜାତୀୟ ବନ୍ୟପ୍ରାଣୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୪ରେ ପାଳିତ ହୋଇଆସୁଛି। ଏହି ଦିବସ ପାଳନ ଅବସରରେ ଜଙ୍ଗଲ କ୍ଷୟ ଏବଂ ଅବୈଧ ଶିକାରରୁ ବନ୍ୟ ପ୍ରାଣୀ, ପକ୍ଷୀ ଓ ସେମାନଙ୍କ ବାସସ୍ଥାନକୁ ସୁରକ୍ଷା ଦେବାର ଗୁରୁତ୍ୱ ବିଷୟରେ ସଚେତନ କରାଯାଏ। ଏଥିସହିତ ପ୍ରକୃତି ସହିତ ସେମାନଙ୍କ ସ୍ଥାୟୀ!-->…
କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ- ମୁଖ୍ୟମନ୍ତ୍ରୀ
ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ହୋଇଛି । ଏ ନିଷ୍ପତ୍ତିରେ ଓଡ଼ିଶାର!-->…
ଅଭିଜିତ୍ ମଜୁମଦାର ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର
ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସୂଚନା!-->…
ବିଏସଏଫ୍ କ୍ୟାମ୍ପ ପଛପଟୁ ଉଡ଼ନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର
କୋରାପୁଟଜିଲ୍ଲା ଗୁପ୍ତେଶ୍ୱର ବନାଞ୍ଚଳ ଅଧିନସ୍ଥ ରାମଗିରିସ୍ଥିତ ବିଏସଏଫ୍ କ୍ୟାମ୍ପ ପଛପଟୁ ଥିବା ଜଙ୍ଗଲରୁ ଉଡନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର ହୋଇଛି । ରାମଗିରି ଠାରେ ଅବସ୍ଥାପିତ ୧୮୦ ବିଏନ ବିଏସଏଫ ଯବାନମାନେ ପାଟ୍ରୋଲିଂ ପାଇଁ ବାହାରିଥିବା ବେଳେ ଏହି ସମୟରେ କ୍ୟାମ୍ପ ନିକଟରେ ଉଡନ୍ତା!-->…
ଲଘୁଚାପ ପ୍ରଭାବରେ ୭ ଯାଏ ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତର ଓଡ଼ିଶା ଓ ତତ୍ ସଂଲଗ୍ନ ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ମଧ୍ୟ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବାର!-->…
ଟିଭି, ଏସି, ୩୫୦ ସିସିରୁ କମ୍ ବାଇକ୍ ଉପରେ ଲାଗିବ ଏତିକି ପ୍ରତିଶତ ଜିଏସ୍ଟି
ବସ୍ତୁ ଓ ସେବା କର (ଜିଏସ୍ଟି)ର ଚାରୋଟି ସ୍ଲାବ ହ୍ରାସ ପାଇ ଏବେ ଦୁଇଟି ସ୍ଲାବ ୫ ପ୍ରତିଶତ ଓ ୧୮ ପ୍ରତିଶତରେ ସୀମିତ ହୋଇଛି। ବୁଧବାର ରାତିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି ଯେ, ୨୨ ସେପ୍ଟେମ୍ବରଠାରୁ ଏହି ଦୁଇଟି ସ୍ଲାବ ଲାଗୁ ହେବ।ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ!-->…
ନାବାଳକକୁ ବଳପୂର୍ବକ ମଦ ପିଆଇଥିବା ଅଭିଯୋଗ
କୁଜଙ୍ଗ ଥାନା ବନାପାଟ ଗାଁରେ ଅଭାବନୀୟ ଘଟଣା। ମଦ ନପିଇବାରୁ ନାବାଳକକୁ ନିସ୍ତୁକ ମାଡ଼। ମଙ୍ଗଳବାର ରାତିରେ ଜଣେ ନାବାଳକକୁ କିଛି ଯୁବକ ବଳପୂର୍ବକ ମଦ ପିଆଇ ମାଡ଼ ମାରିଥିଲେ। ଏହି ଘଟଣା ପ୍ରଘଟ ପରେ ନାବାଳକର ପରିବାର ଲୋକ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏତଲା ଆଧାରରେ ପୋଲିସ ଏକ ମାମଲା!-->…
ଅନ୍ୟ ଜାତିରେ ପ୍ରେମ ବିବାହ କଲା ଝିଅ; ଶୁଦ୍ଧିକ୍ରିୟା କଲେ ପରିବାର ବର୍ଗ
ଗଂଜାମ ଜିଲ୍ଲାର କବିସୂର୍ଯ୍ୟନଗର ବଳିଆପଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। କୋକେଇରେ ଏକ ପ୍ରତୀକାତ୍ମକ ଶବ ରଖି ପରିବାର ଓ ପରିଜନ ଲୋକେ ଯେବେ ଏଭଳି ଏକ କାମ କରିଥିଲେ ରାସ୍ତାରେ ଦେଖୁଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଉଥିଲେ। ଏହି ଘଟଣା ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ!-->…