Browsing Category
ଆଜିର ଖବର
୩୮୯୦ ଅଙ୍ଗନଓ୍ୱାଡି କେନ୍ଦ୍ର ଭଡ଼ା ଘରେ ଚାଲୁଛି: ଉପମୁଖ୍ୟମନ୍ତ୍ରୀ
ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ନବମ ଦିନ । ରାଜ୍ୟରେ ମୋଟ ୭୪୨୨ଟି ଅଙ୍ଗନବାଡି କେନ୍ଦ୍ର ଅଛି । ୨୦, ୧୫୦ଟି ଅଙ୍ଗନବାଡି କେନ୍ଦ୍ରର ନିଜସ୍ୱ ଗୃହ ନାହିଁ । ଭଡା ଘରେ ଚାଲିଛି ୩, ୮୯୦ ଟି ଅଙ୍ଗନବାଡି କେନ୍ଦ୍ର ରହିଛି । କମ୍ୟୁନିଟି ସେଣ୍ଟରରେ ଚାଲିଛି ୧୦, ୪୬୯ଟି କେନ୍ଦ୍ର ରହିଛି ।!-->…
ଯମରାଜାଙ୍କୁ ସନ୍ତୁଷ୍ଟ କରିବା ପାଇଁ ମା ମାନେ କରିଥାଆନ୍ତି ‘ବାଟ ଓଷା’
ଆମ ଓଡିଶାରେ ଅଧିକାଂଶ ଓଷା ସନ୍ତାନମାନଙ୍କ ମଙ୍ଗଳ କାମନା ଓ ସେମାନଙ୍କ ଦୀର୍ଘାୟୁ ନିମନ୍ତେ ନାରୀମାନେ କରିଥାଆନ୍ତି। ଏହି ଓଷା ସବୁରେ କେତେବେଳେ ଷଠୀମାତାଙ୍କୁ ପୂଜା କରାଯାଏ ତ କେତେବେଳେ ଯମ ଦେବତାଙ୍କୁ। ଦୀର୍ଘ ଓ ଧାର୍ମିକ ଜୀବନ ବଞ୍ଚିବା ପାଇଁ ଏହି ଦେବତାଙ୍କୁ ସନ୍ତୁଷ୍ଟ କରିବା ଆବଶ୍ୟକ!-->…
ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ,ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା…
ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର ବର୍ଦ୍ଧିତ ଭିଡ଼ ଏବଂ ଅଧିକ ଚାହିଦାକୁ ଦୃଷ୍ଟିରେ ରଖି, ଭାରତୀୟ ରେଳବାଇ ତୁରନ୍ତ ପଦକ୍ଷେପ ନେଇଛି।ବିଭିନ୍ନ ରୁଟରେ ଚଳାଚଳ କରୁଥିବା!-->…
ରାଜ୍ୟରେ ଅନୁଭୂତ ହେବ ହାଡ଼ଭଙ୍ଗା ଜାଡ଼
ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଥଣ୍ଡା ରହିବ । ଅନ୍ୟ ସ୍ଥାନରେ ବି ଅସମ୍ଭାଳ ଶୀତ ହେବ ।ମୟୂରଭଞ୍ଜ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ତାପମାତ୍ରା ୨ ଡିଗ୍ରି ସେଲସିୟସକୁ ଖସିଛି ପାରଦ । ବିଶେଷ କରି ଶିମିଳିପାଳ ଏବଂ ଶିମିଳିପାଳ ପାଦ!-->…
ଝିଅ ବାହାଘର ପାଇଁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା
ଆସିଲା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ମାର୍ଗଦର୍ଶିକା । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ, ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ବିବାହରେ ସହଯୋଗ ଏବଂ ପରିବାରର ଆର୍ଥିକ ବୋଝ କମାଇବା ପାଇଁ ମିଳିବ ୫୧ ହଜାର ଟଙ୍କାର ଆର୍ଥିକ ସହୟତା । ଏହି ଯୋଜନା ରାଜ୍ୟର ସମସ୍ତ ଜିଲ୍ଲାରେ!-->…
ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ଓଡ଼ିଶାର ସୁପ୍ରତିଷ୍ଠିତ ସ୍ତ୍ରୀରୋଗ ବିଶେଷଜ୍ଞ ଡାକ୍ତର କେ ଲକ୍ଷ୍ମୀ ବାଈଙ୍କର ୧୦୦ତମ ଜନ୍ମଦିନ ଅବସରରେ ଶୁକ୍ରବାର ଦିନ ତାଙ୍କ ଭାବନଗର ବାସଭବନରେ ସେଲିବ୍ରେସନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଶୁଭେଚ୍ଛା ଜଣାଇ ତାଙ୍କୁ ଏକ ଚିଠି ଲେଖିଥିଲେ। ଏହି ଚିଠିରେ!-->…
ରତନ ଟାଟାଙ୍କ ସାବତ ମା’ ଏବଂ ନୋଏଲ ଟାଟାଙ୍କ ମାଆ ସିମୋନ ଡୁନୋୟର ଟାଟାଙ୍କ ପରଲୋକ
ରତନ ଟାଟାଙ୍କ ସାବତ ମା’ ଏବଂ ନୋଏଲ ଟାଟାଙ୍କ ମାଆ ସିମୋନ ଡୁନୋୟର ଟାଟାଙ୍କ ପରଲୋକ ହୋଇଛି। ସେ ୯୫ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସିମୋନ ଟାଟା ସ୍ୱିଜରଲ୍ୟାଣ୍ଡର ଜେନେଭାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର!-->…
ବାରବାଟୀ ଟି-ଟ୍ବେଣ୍ଟି ଲାଗି ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ
ବାରବାଟୀ ଟି-ଟ୍ବେଣ୍ଟି ଲାଗି ଆଜିଠୁ ଆରମ୍ଭ ହୋଇଛି ଅଫଲାଇନରେ ଟିକେଟ୍ ବିକ୍ରି । ଟିକେଟ୍ ଖଣ୍ଡେ ପାଇବାକୁ କ୍ରିକେଟ୍ ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ଘଣ୍ଟା ଘଣ୍ଟା ଲାଇନ୍ରେ ରହି ଟିକେଟ୍ ନେଇଛନ୍ତି ଦର୍ଶକ । ତେବେ ବାରବାଟିରେ ହେବାକୁ ଥିବା କ୍ରିକେଟ ମ୍ୟାଚ!-->…
ସିକ୍କିମର ବରଫାଚ୍ଛନ ଅଞ୍ଚଳରେ ୧୬,୭୬୦ ଫୁଟ ପର୍ବତାରୋହଣ କଲେ ଖଲ୍ଲିକୋଟ ବିଶ୍ବବିଦ୍ୟାଳୟର ଛାତ୍ର
ସିକ୍କିମର ବରଫାଚ୍ଛନ କାଞ୍ଚନଜଙ୍ଘରେ ମାଉଣ୍ଟେନିକ୍ ତାଲିମ ନେଇ ଫେରିଛନ୍ତି ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ବ୍ରହ୍ମପୁର ସହରର ତିନି ଜଣ ବିଦ୍ୟାର୍ଥୀ ।ଜାତୀୟ ସମର ଶିକ୍ଷାର୍ଥୀ ବାହିନୀରେ ଅଂଶଗ୍ରହଣ କରୁଥିବା ବିଦ୍ୟାର୍ଥୀଙ୍କ ମାନଙ୍କୁ ନେଇ କିଛି ବର୍ଷ ବ୍ୟବଧାନରେ ଆଡଭେନଚର କାର୍ଯ୍ୟକ୍ରମ!-->…
ରୁଷୀୟଙ୍କ ପାଇଁ ୩୦ ଦିନର ନିଃଶୁଳ୍କ ଇ-ଟୁରିଷ୍ଟ ଭିସା ଜାରି କରିବ ଭାରତ
ରୁଷ୍ର ରାଷ୍ଟ୍ରପତି ଦୁଇ ଦିବସୀୟ ଭାରତ ଗସ୍ତରେ ଅଛନ୍ତି। ଆଜି ଯାତ୍ରାର ଦ୍ୱିତୀୟ ଦିନ। ତାଙ୍କର ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରାଯାଇଛି। ଏହାପରେ ହାଇଦ୍ରାବାଦ ହାଉସ୍ରେ ପ୍ରଧାନମନ୍ତ୍ରୀ ମୋଦି ଓ ରୁଷୀୟ ରାଷ୍ଟ୍ରପତି ଦ୍ୱିପାକ୍ଷୀୟ ଆଲୋଚନା କରିଛନ୍ତି।ଏହି ଆଲୋଚନା ପରେ ଦୁଇ ଦେଶ!-->…
ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲା ପଢିବେ ନୂଆ ବହି:ଗଣଶିକ୍ଷା ମନ୍ତ୍ରୀ
ରାଜ୍ୟର ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର । ଖୁବଶୀଘ୍ର ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ପାଠ୍ୟକ୍ରମ ବା ସିଲାବସ୍ ପରିବର୍ତ୍ତନ ହେବାକୁ ଯାଉଛି । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।
ଏକ ପ୍ରଶ୍ନର ଉତ୍ତରରେ!-->!-->!-->…
ପ୍ରଶ୍ନପତ୍ର ଲିକ୍: ବାତିଲ ହେଲା ANM ପରକ୍ଷା
ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍ଏମ୍ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ ପ୍ରଶ୍ନ ପତ୍ର ବିକ୍ରି ହେଉଥିବା!-->…