Browsing Category
ଆଜିର ଖବର
ଭିଜିଲାନ୍ସ ଜାଲରେ ଫରେଷ୍ଟର
ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।ସୂଚନାନୁଯାୟୀ, ବନ୍ଧବାହାଲ ସେକ୍ସନର ଫରେଷ୍ଟର!-->…
ବିଧାନସଭାରେ ଉଠିଲା ଏଏନଏମ ପ୍ରଶ୍ନପତ୍ର ଲିକ ମାମଲା
ପୂର୍ବରୁ ଏସଆଇ ପରୀକ୍ଷା ପ୍ରଶ୍ନ ପତ୍ର ଲିକ ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଆଜି ଏଏନଏମ ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଥିବା ଖବର ସାମ୍ନାକୁ ଆସିଛି । ଆଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାବେଳେ ଏହାର ୩ ଘଣ୍ଟା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଛି। ଅପରାହ୍ନ!-->…
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିଲେ ନୂଆ ଅତିଥି
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦନକାନନକୁ ଆସିଲେ ନୂଆ ଅତିଥି । । ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ ଅତିଥିମାନେ ହେଲେ!-->…
ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା
ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ୧୯ ତାରିଖ ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଫେବୃୟାରୀ ୧୯ ତାରିଖରେ ମାତୃ ଭାଷା ପରୀକ୍ଷା ହେବ ।୨୦ ତାରିଖରେ ସଂସ୍କୃତ ବ୍ୟାକରଣ ଓ ଦର୍ଶନ ପରୀକ୍ଷା!-->…
କମିଲା ରେପୋ ରେଟ୍, କମିବ EMI ସୁଧ ହାର
କମିବ ଇଏମଆଇ, କମ ସୁଧରେ ଆପଣ ପାଇବେ ଋଣ । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏହାର ମୁଦ୍ରାନୀତି ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି, ରେପୋ ରେଟକୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରିଛି ଆରବିଆଇ । ୨୫ ବେସିସ୍ ପଏଣ୍ଟ ହ୍ରାସ ପରେ ୫.୨୫ ପ୍ରତିଶତ ହୋଇଛି ରେପୋ ରେଟ୍ । ସାଧାରଣ!-->…
SI ସ୍କାମ ମାମଲାରେ ଦିଘା ମଡ୍ୟୁଲର ମୁଖ୍ୟ ବିରଞ୍ଚି ଗିରଫ !
ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଜି ମାଷ୍ଟରମାଇଣ୍ଡକୁ ଗିରଫ କରିଛି ସିବିଆଇ । ଦୀଘା ମଡେଲର ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକକୁ ସିବିଆଇ ଉଠାଇ ଆଣିଛି । ଏସଆଇ ସ୍କାମ୍ରେ ସିବିଆଇର ଗ୍ରାଉଣ୍ଡରେ ପହଞ୍ଚି ସିବିଆଇ ଟିମର ତନାଘନା । ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ପହଞ୍ଚି!-->…
ରୁଷ୍ ରାଷ୍ଟ୍ରପତି ପୁଟିନ୍ଙ୍କୁ ରୁଷୀ ଭାଷାରେ ଲିଖିତ ଗୀତା ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି
୨ ଦିନିକିଆ ଭାରତ ଗସ୍ତରେ ଅଛନ୍ତି ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ । ଗତକାଲି (ଗୁରୁବାର) ଦିଲ୍ଲୀର ପାଲମ ବିମାନବନ୍ଦରରେ ରୁଷ୍ ରାଷ୍ଟ୍ରପତି ପୁଟିନ୍ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱାଗତ କରିଥିଲେ । ରାତିରେ ପ୍ରଧାନମନ୍ତ୍ରୀଙ୍କ ବାସ ଭବନରେ ନୈଶ୍ୟ ଭୋଜନ କରିଥିଲେ ପୁଟିନ!-->…
ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ । ଫଳରେ ଶୀତର ପ୍ରକୋପ ବଢିବ
ରାଜ୍ୟରେ ବଢ଼ିବ ଶୀତ ପ୍ରକୋପ । ରାତି ତାପମାତ୍ରା ୨ଦିନ ଭିତରେ ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ । ବର୍ତ୍ତମାନ ପାଗ ମୁଖ୍ୟତଃ ଶୁଖିଲା ରହିବ । କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁରରେ ଘନ କୁହୁଡ଼ି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସତର୍କ କରାଇଛି!-->…
ଡିସେମ୍ବର ୬ରୁ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ
ଡିସେମ୍ବର ୬ ତାରିଖରୁ ଭୁବନେଶ୍ୱର ସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ । ଏହା ଆସନ୍ତା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଆୟୋଜନ!-->…
ଟିକେଟ ପାଇଁ ଶିତକାକରରେ ରାତି ଅନିଦ୍ରା କ୍ରିକେଟ୍ ପ୍ରେମୀ
ବାରବାଟୀ ମ୍ୟାଚ ଟିକେଟ୍ ପାଇଁ ଅସମ୍ଭାଳ ଭିଡ଼ । ଆଜିଠାରୁ ଅଫ ଲାଇନରେ କାଉଣ୍ଟରରେ ୧୦ ହଜାର ଟିକେଟ୍ ବିକ୍ରୀ ହେବ।ଟିକେଟ୍ ବିକ୍ରି ଆରମ୍ଭ ହେବା ପୂର୍ବରୁ ହିଁ ଷ୍ଟାଡିୟମ ବାହାରେ ଅସମ୍ଭାଳ ଭିଡ଼ ଜମିଛି। ଶତାଧିକ କ୍ରିକେଟ୍ ପ୍ରେମୀ ରାଜ୍ୟ ତଥା ବାହାରୁ ଆସି ଗତକାଲି ରାତିରୁ!-->…
ଏଣିକି ପୁରୁଣା ଆପର୍ଟମେଣ୍ଟ କିଣାବିକା ସହଜ କଲେ ରାଜ୍ୟ ସରକାର
ଏଣିକି କିଣା ବିକା ହୋଇପାରିବ ପୁରୁଣା ଆପାର୍ଟମେଣ୍ଟ । ଏନେଇ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସୂଚନା ଦେଇ କହିଛନ୍ତି ଯେ ୨୦୧୬ ପୂର୍ବରୁ ନର୍ମିତ ଆପାର୍ଟମେଣ୍ଟଗୁଡିକ କିଣା ବିକା ହୋଇପାରିବ । ‘ରେରା’ ଆଇନରେ ସଂଶୋଧନ କରି ନୂଆ ବିଜ୍ଞପ୍ତି ପ୍ରକାଶ କଲେ!-->…
ଭାରତରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ
ଭାରତରେ ପହଞ୍ଚିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ନୂଆଦିଲ୍ଲୀର ପାଲାମ ବିମାନବନ୍ଦରରେ ପୁଟିନ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସ୍ବାଗତ କରିଥିଲେ। ପୁଟିନଙ୍କୁ ସ୍ୱାଗତ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ବିମାନ ବନ୍ଦରରେ ପହଞ୍ଚିଥିଲେ!-->…