Browsing Category
ଆଜିର ଖବର
ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବସିବ ଓଡ଼ିଶା-ଛତିଶଗଡ଼ ଯୁଗ୍ମ ବୈଷୟିକ କମିଟି ବୈଠକ
ମହାନଦୀ ଜଳ ବିବାଦ ମାମଲାରେ ଆସନ୍ତାକାଲି ବଡ ବୈଠକ ବସିବ । ଓଡିଶା- ଛତିଶଗଡର ଯୁଗ୍ମ ବୈଷୟିକ କମିଟି ବୈଠକ ଅନୁଷ୍ଠିତ ହେବ । ଗୃହରେ ଏନେଇ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ |ମନ୍ତ୍ରୀ କହିଛନ୍ତି, ମୁଖ୍ୟ ଶାସନ ସଚିବ ସ୍ତରରେ ବି ଦୁଇ ଥର ବୈଠକ ବସିଛି । ନଭେମ୍ବର ୧୦!-->…
ବିଧାୟକଙ୍କୁ ଦାଦନ ଦଲାଲଙ୍କ ଧମକ
କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗକୁ ହତ୍ୟା ଧମକ । ବିଧାୟକ ଲକ୍ଷ୍ମଣ ବାଗ ବୁଧବାର ଟ୍ରେନ ଯୋଗେ ବାହାରକୁ ଯିବା ସମୟରେ Link Expressରେ ବେଆଇନ ଭାବେ ଦାଦନ ଯାଉଥିବା ବେଳେ, ଦାଦନ ଶ୍ରମିକକୁ କୁଆଡେ ଯାଉଛ ବୋଲି ପଚାରୁଥିବା ସମୟରେ ୧ ନମ୍ବର ୱାର୍ଡର କାଉନସିଲର ବଣ୍ଟି ଖାନ ଦୌଡ଼ି ଆସି!-->…
ପୁଅ ନା କଂସେଇ ।ମା’ଙ୍କ ଦେହରେ ନିଆଁ ଲଗାଇଦେଲା
ଗୁରୁବାର ସକାଳୁ ସକାଳୁ ମା’କୁ ଟଙ୍କା ମାଗିଥିଲେ ପୁଅ । ପୁଅ ଟଙ୍କା ନେଇ ମଦ ପିଇବ ବୋଲି ମା’ ଜାଣିଥିଲେ। ସେଥିପାଇଁ ପୁଅକୁ ଟଙ୍କା ଦେବାକୁ ମନା କରିଦେଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ମା’କୁ ମାଡ଼ ମାରିବା ସହ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେବା ଭଳି ଅଭାବନୀୟ ଘଟଣା ଘଟିଛି!-->…
ଆଜି ଭାରତୀୟ ନୌସେନା ଦିବସ
ଆଜି ଭାରତୀୟ ନୌସେନା ଦିବସ। ୧୯୭୧ ପାକିସ୍ତାନ ବିରୋଧୀ ଯୁଦ୍ଧରେ ନୌସେନାର ସଫଳତାକୁ ସ୍ମାରକୀ ଭାବେ ନୌସେନା ଦିବସ ପାଳନ କରାଯାଉଛି। ଭାରତୀୟ ନୌସେନା ବାହିନୀକୁ ସମ୍ମାନ ଦେବା ଏବଂ ସେମାନଙ୍କର ଅବଦାନକୁ ପ୍ରଶଂସା କରିବା ଏକ ବିଶେଷ ଦିନ। ଭାରତ ଏବଂ ପାକିସ୍ଥାନ ମଧ୍ୟରେ ୧୯୭୧ ଯୁଦ୍ଧରେ!-->…
ବେଳାଭୂମିରେ ପଡ଼ିଛି ୩୦ଫୁଟର ମଲା ମାଛ
ଆଜି ଗୋଟିଏ ଦିନରେ ମଝି ସମୁଦ୍ରରୁ ଦୁଇଟି ବିଶାଳ ସାର୍କଙ୍କ ମୃତଦେହ ମିଳିଛି।ବୁଧବାର ସକାଳେ ପଶ୍ଚିମବଙ୍ଗ ପୂର୍ବ ମେଦିନିପୁର ଜିଲ୍ଲା ଅନ୍ତର୍ଗତ ବଙ୍ଗୋପସାଗର ଦୀଘା ମୁହାଣରେ ଲାଗିଥିଲା ଏକ ବିଶାଳକାୟ ସାର୍କ। ଗତକାଲି କିଛି ସ୍ଥାନୀୟ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ଧରିବା ପାଇଁ ଟ୍ରଲର୍!-->…
ମୋଦିଙ୍କ ସହ ବ୍ୟକ୍ତିଗତ ରାତ୍ରୀଭୋଜନ କରିବେ ପୁଟିନ୍
ଆଜି ଭାରତ ଆସୁଛନ୍ତି ରୁଷ ରାଷ୍ଟ୍ରପତି। ଦୁଇ ଦିନିଆ ଗସ୍ତରେ ଆସି ଅପରାହ୍ନ ସାଢ଼େ ୪ଟାରେ ଦିଲ୍ଲୀରେ ପହଞ୍ଚିବେ ଭ୍ଲାଦିମିର ପୁଟିନ । ଦିଲ୍ଲୀରେ ଆୟୋଜିତ ୨୩ତମ ଭାରତ-ରୁଷ ଶିଖର ସମ୍ମିଳନୀରେ ସେ ଯୋଗ ଦେବା ସହ ଦ୍ବିପାକ୍ଷିକ ଆଲୋଚନା କରିବେ । ଉଭୟ ଦେଶ ମଧ୍ୟରେ ବଡ଼ ପ୍ରତିରକ୍ଷା ଚୁକ୍ତି!-->…
ପୁଣି 2ରୁ 3 ଡିଗ୍ରୀ ଖସିବ ରାତିର ତାପମାତ୍ରା
ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।ଆସନ୍ତା 24 ଘଣ୍ଟାରେ ଘନ କୁହୁଡି ପାଇଁ 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ।!-->…
ପାନ ମସଲା ପ୍ୟାକେଜିଂକୁ ନେଇ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଜାରି
ପାନ ମସଲା ପ୍ୟାକେଜିଂକୁ ନେଇ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। ଏବେ, ଯେକୌଣସି ଆକାର କିମ୍ବା ଓଜନର ପାନ ମସଲା ପ୍ୟାକେଟଗୁଡ଼ିକରେ ଖୁଚୁରା ବିକ୍ରୟ ମୂଲ୍ୟ ଏବଂ ଅନ୍ୟାନ୍ୟ ସମସ୍ତ ବାଧ୍ୟତାମୂଳକ ବିବରଣୀ ସ୍ପଷ୍ଟ ଭାବରେ ପ୍ରଦର୍ଶନ କରିବାକୁ ପଡିବ। ସୂଚନା ଅନୁଯାୟୀ, ଏହି ନିୟମ!-->…
ଓଡିଶା ସରକାରଙ୍କୁ ଟାର୍ଗେଟ କଲେ ମହୁଆ ମୋଇତ୍ରା
ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବୁଧବାର ଓଡ଼ିଶାର ନୟାଗଡ଼ ଜିଲା ପୋଲିସ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ନୟାଗଡ଼ ପୋଲିସ୍ ଚାରି ଜଣ ବଙ୍ଗାଳୀ ଭାଷାଭାଷୀ ମୁସଲିମ୍ ବ୍ୟବସାୟୀଙ୍କୁ ବଳପୂର୍ବକ ରାଜ୍ୟରୁ ବାହାର କରିଦେଇଛି, ଯେଉଁମାନଙ୍କ ପାଖରେ!-->…
ଗୀତା ଜୟନ୍ତି ପାଳିତ
ଗଣିଆ,(ବିଶ୍ୱରଂଜନ ସେଠି . ) ଶ୍ରୀରାମଦୟା ପରିଷଦ, ଗଣିଆ ତରଫରୁ ବୁଧବାରଦିନ ମହାଆଡ଼ମ୍ବରରେ ଗୀତା ଜୟନ୍ତି ପାଳିତ ହୋଇଯାଇଛି । ଶ୍ରୀରାମ ମନ୍ଦିର ପରିସରରେ ଏହି ଗୀତା ଯଜ୍ଞର ଆୟୋଜନ କରାଯାଇଥିଲା । ମନ୍ଦିରରେ ପ୍ରାତଃରୁ ବିଷ୍ଣୁ ସହସ୍ରନାମ କରାଯିବା ସହିତ ରାମନାମ ଧୁନରେ ଗ୍ରାମ ପରିକ୍ରମା!-->…
ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ: ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଆଜି ବିଧାନସଭାରେ ଉଠିଛି ଶୀତଳ ଭଣ୍ଡାର କଥା । ରାଜ୍ୟରେ ଶୀତଳଭଣ୍ଡାର ନେଇ ଗୃହରେ ସରଗରମ ଆଲୋଚନା ହୋଇଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ରହିଛି।!-->…
ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ
।ଗଣିଆ ( ବିଶ୍ୱରଂଜନ ସେଠି) ଗଣିଆ ବ୍ଲକ ଶିକ୍ଷକ ଭବନ ପରିସର ରେ ବୁଧବାର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ସମଗ୍ର ଶିକ୍ଷା ଓ ଗଣିଆ ଗୋଷ୍ଟୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୫୦ ଜଣ ଦିବ୍ୟାଂଗ ଛାତ୍ରୀ ଛାତ୍ର ଓ ୫୦ ଜଣ ଅଭିଭାବକ!-->…