Browsing Category

ଆଜିର ଖବର

ମହିଳା ଦୃଷ୍ଟିବାଧିତ ଟି-୨୦ ବିଶ୍ୱକପ୍ ୨୦୨୫ର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି।ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ- ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ

ବନମାଳୀ ବାରିକି ମହାବିଦ୍ୟାଳୟରେ କବିତା ଲିଖନ କର୍ମଶାଳା

ଗଣିଆ (ବିସ୍ୱରଞ୍ଜନ ସେଠି)ଗଣିଆ ବ୍ଲକ ଅନ୍ତର୍ଗତ ବନମାଳୀ ବାରିକି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଆଡକଟାରେ ସୋମବାର ଦିନ ଛାତ୍ର ଛାତ୍ରୀଙ୍କ ନିମନ୍ତେ ଏକ କବିତା ଲିଖନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ତ୍ରୈମାସିକ ସାହିତ୍ୟ ପତ୍ରିକା "ଅକ୍ଷ" ତରଫରୁ ଆୟୋଜିତ କର୍ମଶାଳାରେ ଅଧ୍ୟକ୍ଷ ସଞ୍ଜୟ

ନିଜ ବାସଭବନକୁ ବିିକି ଭୁବନେଶ୍ବର ଏମ୍ସ ୩କୋଟି ୪୦ ଲକ୍ଷ ଟଙ୍କା ଦାନ

ଆସନ୍ତା ଡିସେମ୍ବର ୫ ତାରିଖରେ ଶହେ ବର୍ଷରେ ପାଦ ଦେବା ପୂର୍ବରୁ ଓଡ଼ିଶାର ଜଣାଶୁଣା ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର କେ. ଲକ୍ଷ୍ମୀ ବାଇ ତାଙ୍କ ଜୀବନ ବ୍ୟାପୀ ସଞ୍ଚୟରୁ ୩.୪ କୋଟି ଟଙ୍କା AIIMS-ଭୁବନେଶ୍ୱରକୁ ଦାନ କରିଛନ୍ତି।୧୯୪୫ ମସିହାରେ କଟକ ମେଡ଼ିକାଲ କଳେଜର ସେ ଥିଲେ ପ୍ରଥମ ବ୍ୟାଚ୍ ର

ସଂସଦ ପରିସରକୁ କୁକୁର ଆଣିବା କଂଗ୍ରେସ ସାଂସଦ ରେଣୁକା ଚୌଧୁରୀଙ୍କୁ ପଡିଲା ମହଙ୍ଗା

ପୋଷା କୁକୁରକୁ ସାଥୀରେ ଧରି ସଂସଦ ଭବନରେ ପହଞ୍ଚିଲେ ସାଂସଦ । ସଂସଦର ଶୀତକାଳୀନ ଅଧିବେଶନ ଆଜି (ସୋମବାର) ଠାରୁ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରୁ ହିଁ ବିବାଦରେ ଫସିଛନ୍ତି କଂଗ୍ରେସ ସାଂସଦ ରେଣୁକା ଚୌଧୁରୀ ।ବିଜେପି ଏହାକୁ ନିୟମର ଉଲ୍ଲଂଘନ କହି ଚୌଧୁରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପୋଲିସ ବିଭାଗରେ ୧୮ ମହିଳା ନିର୍ଯାତିତ – ମୁଖ୍ୟମନ୍ତ୍ରୀ

ଗତବର୍ଷ ଜୁଲାଇରୁ ଏଯାବତ୍‌ ୯ଟି ଜେଲ୍‌ରୁ ୧୩ କଏଦୀ ଫେରାର ହୋଇଛନ୍ତିି।। ମୁଖ୍ୟମନ୍ତ୍ରୀ କହିଛନ୍ତି ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ପୁଲିସ୍‌ ଧରିପାରିଛି। ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍‌ରେ ମୃତ୍ୟୁ ହୋଇଛି। ୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯ ଅଭିଯୁକ୍ତ ପୋଲିସ ହେପାଜତରୁ

ନୂଆବର୍ଷ ପୂର୍ବରୁ ଆକ୍ସନ ମୋଡ଼ରେ ଅବକାରୀ ଟିମ,ସିସିଟିଭି ଯାଞ୍ଚ ସହ ରହିବ ଡ୍ୟାନ୍ସ ବାର ଉପରେ କଡ଼ା ନଜର

ଆଗକୁ ବଡ଼ଦିନ ସହ ଜିରୋନାଇଟ୍ ଓ ନୂଆବର୍ଷ ଥିବାରୁ ଆକ୍ସନ୍ ମୋଡ୍‌କୁ ଆସିଛି ଅବକାରୀ ବିଭାଗ । ସ୍କାନରରେ ରହିଛି ରାଜଧାନୀର ବାର ଓ ପବ୍ । ନିୟମିତ ଚେକିଂକୁ ଆହୁରି କଡ଼ାକଡ଼ି କରାଯିବ ବୋଲି କହିଛନ୍ତି ଅବକାରୀ ଅଧୀକ୍ଷକ ଦେବାଶିଷ ପଟେଲ । ସିସିଟିଭି ଯାଞ୍ଚ ସହ ରହିବ ଡ୍ୟାନ୍ସ ବାର ଉପରେ କଡା

ଜିଲ୍ଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଆଜି କଟକ ଜିଲ୍ଲା ବାଙ୍କୀ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଚାଲିଥିବା ସମୟରେ ଜଣେ ବିଧବା ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ମହିଳା ବୈଦେଶ୍ଵର ଗାଁର ସସ୍ମିତା ମାଝୀ ବୋଲି ପରିଚୟ ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।ସେ ଦୀର୍ଘ ଦିନ ଧରି ନିଜ

କିଟ୍ ପିଛା ଛାଡୁ ନାହିଁ ବିବାଦ । ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କିଟ୍ ପିଛା ଛାଡୁ ନାହିଁ ବିବାଦ । ଜଣଙ୍କ ପରେ ଜଣେ ଛାତ୍ରଙ୍କ ମୃତ୍ୟୁ କର୍ତ୍ତୁପକ୍ଷଙ୍କୁ ଅଙ୍ଗୁଳି ନିର୍ଦ୍ଦେଶ କରିଛି । ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପୂର୍ଣ୍ଣଚ୍ଛେଦ ନପଡ଼ୁଣୁ ପୁଣି ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ: ମୁଖ୍ୟମନ୍ତ୍ରୀ

ଆଜି ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ। ଚଳିତ ଅଧିବେଶନରେ ସ୍ବାଭାବିକ ଭାବେ ଚାଲୁଛି ଗୃହ । ଗୃହରେ ବିଭିନ୍ନ ପ୍ରସଙ୍ଗରେ ହେଉଛି ଆଲୋଚନା ।ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ

ବଦଳିବ ସବୁ ଜିଲ୍ଲାପାଳ ଅଫିସ୍ ରୂପରେଖ

ନବକଳେବର ହେବ କଲେକ୍ଟରେଟ କୋଠା । ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡିକରେ ହେବ ନବକଳେବର । ରାଜ୍ୟରେ ନିର୍ମାଣ ହେବ ନୂତନ ମଡେଲ ଜିଲ୍ଲପାଳ କାର୍ଯ୍ୟାଳୟ। ଜିଲ୍ଲାରେ ରାଜସ୍ୱ ପ୍ରଶାସନିକ ୟୁନିଟ, ଜନସଂଖ୍ୟା, କାର୍ଯ୍ୟଭାରକୁ ବିଚାରକୁ ନେଇ ଜିଲ୍ଲାଗୁଡ଼ିକୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି।

କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା : ଆକ୍ଟିଭ ସିମ୍‌ ନଥିଲେ ଚାଲିବନି ହ୍ୱାଟ୍ସଆପ୍, ଟେଲିଗ୍ରାମ ଓ ସ୍ନାପଚାଟ

ଏଣିକି ମୋବାଇଲରେ ଆକ୍ଟିଭ ସିମ୍‌ ନ ଥିଲେ ଚାଲିବ ନାହିଁ ମେସେଜିଂ ଆପ୍। ସାଇବର୍ ଠକେଇର ମୁକାବିଲା ଲାଗି କେନ୍ଦ୍ର ସରକାରଙ୍କ ନୂଆ ନିର୍ଦ୍ଦେଶାନାମା। ଦୂରସଂଚାର ବିଭାଗ (DoT) ଦ୍ୱାରା ଜାରି କରାଯାଇଥିବା ଦୂରସଂଚାର ସାଇବରସୁରକ୍ଷା ସଂଶୋଧନ ନିୟମ ୨୦୨୫ ଅନୁଯାୟୀ ପ୍ରତ୍ୟେକ ହ୍ୱାଟସଆପ୍

ଚର୍ଚ୍ଚାରେ ସେଜଲଙ୍କ ପାଳିତ ମାଆଙ୍କ ଆବେଗଭରା ଚିଠି

ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ସେଜ୍ ମାଇ ଡିଅର…ତୁମେ ଚାଲିଯିବ ବୋଲି ଭାବି ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି। ମୁଁ ଦୁଃଖିତ ଯେ ତୁମେ, ତୁମ ମାଆ ଙ୍କ ନାମରେ କଳଙ୍କ ଲାଗାଇଦେଲ। ତୁମେ ଜାଣିଛ ମୁଁ ତୁମ ପାଇଁ କେତେ କରି ପ୍ରେମ କରେ ଏବଂ ତୁମର ଯତ୍ନ ନିଏ।