Browsing Category
ଆଜିର ଖବର
ଆଜି ସ୍ବାୟତ୍ତ ଶାସନ ଦିବସ
ପ୍ରତିବର୍ଷ ଅଗଷ୍ଟ ୩୧ ତାରିଖକୁ ଓଡ଼ିଶାରେ ସ୍ବାୟତ୍ତ ଶାସନ ଦିବସ (Local Self-Government Day) ଭାବେ ପାଳନ କରାଯାଏ।ଏହି ଅବସରରେ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ସମେତ ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଭାରତୀୟ!-->…
୪ ଦିନ ଛାଡ଼ିବନି ବର୍ଷା, ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଛେଚିବ
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୪ ଦିନ ନିର୍ଧୂମ ବର୍ଷିବ । ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ତେବେ ଅଧିକାଂଶ ନଦୀର ଜଳସ୍ତର କମୁଥିବାରୁ ବନ୍ୟା ଆଶଙ୍କା ନାହିଁ | ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ!-->…
ସିସିଟିଭି ସର୍ଭେଲାନ୍ସରେ ଆଜିଠୁ ଦୁଇ ଦିନ ରତ୍ନଭଣ୍ଡାର ଗଣତି
ଆଜି ଓ ଆସନ୍ତାକାଲି ହେବ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ଗଣତି କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗଣତି ମଣତି କାର୍ଯ୍ୟରେ ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ଜଷ୍ଟିସ!-->…
ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ କଲେ କନ୍ଧମାଳ ସାଂସଦ
ଗଣିଆ -(ବିଶ୍ୱରଂଜନ ସେଠି )କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ନିଜ ସଂସଦୀୟ କ୍ଷେତ୍ର ଗଣିଆ ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରି ଅନେକ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି। ଅଞ୍ଚଳର ଜନସାଧାରଣଙ୍କ ସୁବିଧା, ଗମନାଗମନ, ଏବଂ ଭିତ୍ତିଭୂମିର ବିକାଶକୁ ଆଗକୁ ନେବା ପାଇଁ!-->…
ପଣ୍ଡାରସିଂହା ଗ୍ରାମର ସୋମ୍ୟରଞ୍ଜନଙ୍କୁ ବିଜୁପଟ୍ଟନାୟକ ସାହାସିକତା ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ , ଗାଁ…
ଗଣିଆ -( ବିଶ୍ୱରଂଜନ ସେଠି ) ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ କିଶୋରପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ପଣ୍ଡାରସିଂହ ଗ୍ରାମର ସୌମ୍ୟରଞ୍ଜନ ରାଉତ ନିଜର ଅସାଧାରଣ ସାହସିକତା ଓ ନିର୍ଭୀକତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ **'ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର'ରେ ସମ୍ମାନିତ!-->…
ଆଜିର ରାଶିଫଳ(୩୦ ଅଗଷ୍ଟ, ୨୦୨୬)
ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।
ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ!-->!-->!-->…
ବଢିଲା ଚୌଦ୍ୱାର ଜେଲ ଅଧିକ୍ଷକଙ୍କ ଅଡୁଆ; ଆଗୁଆ ଜାମିନ ଆବେଦନ ଖାରଜ
ଚୌଦ୍ୱାର ସର୍କଲ ଜେଲରୁ କଏଦୀ ଫେରାର ଘଟଣାରେ ସୁରକ୍ଷା ତ୍ରୁଟି ଓ ବଡ଼ ଧରଣର ଷଡ଼ଯନ୍ତ୍ର ମାମଲାରେ ଜେଲ୍ ଅଧୀକ୍ଷକ ସୁଜିତ କୁମାର ରାଉଳଙ୍କୁ ଲାଗିଛି ବଡ ଝଟକା । ଜେଲ୍ ଅଧୀକ୍ଷକ ସୁଜିତ କୁମାର ରାଉଳଙ୍କ ଆଗୁଆ ଜାମିନ ଆବେଦନ ଉପରେ ଶୁଣାଣି ଶେଷ କରି ହାଇକୋର୍ଟ ତାହାକୁ ନାକଚ କରିଦେଇଛନ୍ତି!-->…
ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍
ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା କମ୍ପାନୀ ‘ଏଭରେଷ୍ଟ ଫୁଡ୍ ପ୍ରଡକ୍ଟସ’ ଏବଂ ‘ଲାଲଜୀ ଗୋଧୁ’ ଦ୍ୱାରା ପ୍ରସ୍ତୁତ କମ୍ପାଉଣ୍ଡେଡ୍ ହିଙ୍ଗୁ (Compounded!-->…
ଡାଇମଣ୍ଡ ଲିଗ୍ ଏବଂ ଏସିଆନ ଗେମ୍ସରୁ ବାଦ୍ ପଡ଼ିଲେ ନୀରଜ ଚୋପ୍ରା
ଭାରତକୁ ବଡ ଝଟକା। ଦୁଇଥର ଅଲିମ୍ପିକ୍ ପଦକ ବିଜେତା ଏବଂ ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରା ଜାପାନର ଆଇଚି-ନାଗୋୟାରେ ହେବାକୁ ଥିବା ୨୦୨୬ ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେ ନାହିଁ। ନୀରଜ ଆଘାତ ଯୋଗୁଁଁ ୨୦୨୬ ସିଜିନର ବାକି ଖେଳରୁ ବାଦ ପଡ଼ିଛନ୍ତି। ନୀରଜ ନିଜେ ସୋସିଆଲ!-->…
ଡିଜିପି-ଆଇଜିପି ସମ୍ମିଳନୀ, ପୋଲିସ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ୧୦ ମାର୍ଗଦର୍ଶନ
ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି । ପୋଲିସ ସଂସ୍କାର ପାଇଁ!-->…
ଅଗଷ୍ଟ ୩୧ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ
ଆସନ୍ତା ସୋମବାର ଅଗଷ୍ଟ ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ!-->…
ଉପକୂଳବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ଓ ଲୋକଙ୍କ ସୁରକ୍ଷା ପାଇଁ ୬ ଉପକୂଳକୁ ଜିଲ୍ଲା ଅଢେଇ ହଜାର କୋଟି
ଦିନକୁ ଦିନ ଗମ୍ଭୀର ହେଉଛି ଜଳବାୟୁ ପରିବର୍ତ୍ତନର ପ୍ରଭାବ । ଓଡ଼ିଶାରେ ବଢ଼ୁଥିବା ସାମୁଦ୍ରିକ ତଟ କ୍ଷୟ ଏବେ ସରକାରଙ୍କ ପାଇଁ ବଡ଼ ଚିନ୍ତାର କାରଣ ପାଲଟିଛି । ସମୁଦ୍ର ଧୀରେ ଧୀରେ କୂଳ ଖାଉଥିବାରୁ ଉପକୂଳବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ଓ ଲୋକଙ୍କ ସୁରକ୍ଷା ପ୍ରତି ବିପଦ ବଢ଼ିବାର ଆଶଙ୍କା!-->…