Browsing Category

ଆଜିର ଖବର

ଦେଶରେ ବିମାନ ଯାତ୍ରୀଙ୍କ ପାଇଁ ବଡ଼ ଖବର । ଭାରତ ସମେତ ସାରା ବିଶ୍ୱରେ A320 ବିମାନ ସେବା ପ୍ରଭାବିତ

ଦେଶରେ ବିମାନ ଯାତ୍ରୀଙ୍କ ପାଇଁ ବଡ଼ ଖବର । ବିଶ୍ୱର ସର୍ବାଧିକ ବିକ୍ରି ହେଉଥିବା ବିମାନ ଏୟାରବସ A320 ଫ୍ୟାମିଲିର ବିମାନରେ ଏକ ଯାନ୍ତ୍ରିକ ତ୍ରୁଟି ଆବିଷ୍କାର ହୋଇଛି। ଏହା ଭାରତ ସମେତ ସାରା ବିଶ୍ୱରେ ହଜାର ହଜାର ଉଡ଼ାଣକୁ ପ୍ରଭାବିତ କରୁଛି। ଏକ ସଫ୍ଟୱେର୍‌ ତ୍ରୁଟି ଆବିଷ୍କାର ହେବା ପରେ,

ଡିସେମ୍ବର ୧ରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର

ଡିସେମ୍ବର ୧ରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର । ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲାଯିବା ପ୍ରସ୍ତାବ ସାମୟିକ ଭାବେ ସ୍ଥଗିତ ।ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଓ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଜରୁରୀ ରିପୋର୍ଟ ତଥା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି

କୁହୁଡ଼ି ପାଇଁ ଏସ୍‌ଟିଏର ସତର୍କତା

ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ନ ଥିବାବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଅନୁଗୋଳ ଓ ଝାରସୁଗୁଡାରେ ଶୀତ ଲହରି ଦେଖାଦେଇଛି। ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଆଦି ଜିଲାର କିଛି

ଆଇଇଡି ବିସ୍ଫୋରଣରେ ଜଣେ ମହିଳାଙ୍କର ମୃତ୍ୟୁ, ୨ଯୁବତୀ ଗୁରୁତର

ପଡ଼ୋଶୀ ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ସରଣ୍ଡା ଜଙ୍ଗଲରେ ମାଓବାଦୀମାନେ ପୁଣି ଥରେ ନିଜର ଉପସ୍ଥିତି ରଖିଥିବା ପ୍ରମାଣ କରିଛନ୍ତି। ସେମାନଙ୍କର ଦ୍ଵାରା ଖଞ୍ଜା ଯାଇଥିବା ଆଇଇଡି ବିସ୍ଫୋରଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବ‌େଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ଏହି ଘଟଣା ଶୁକ୍ରବାର

ଆମେରିକାରେ ମିଛ ନିର୍ଯାତନା କାହାଣୀ କହି ଯୁବତୀ ଓଡ଼ିଶା ଫେରିବା ଘଟଣା ।ପୂଜାଙ୍କ ବୟଫ୍ରେଣ୍ଡ ଅମରକୁ ଉଠାଇ ନେଲା ପୋଲିସ

ପ୍ରେମ ପାଇଁ ଆମେରିକା ଛାଡ଼ି ଓଡ଼ିଆ ଝିଅ ପୂଜା ଓଡ଼ିଶା ଫେରି ଆସିବା ଘଟଣାରେ ନୂଆ ମୋଡ଼। ପୂଜା ଓରଫ୍ ସୈଜଲର ବୟଫ୍ରେଣ୍ଡ ଅମରକୁ ଟେକି ନେଇଛି ବାଲେଶ୍ଵର ପୋଲିସ। ଆମେରିକାରୁ ଫେରିବା ପରେ ପୂଜାଙ୍କୁ ବାଲେଶ୍ଵର ନାରୀଶକ୍ତି ଗୃହରେ ରଖାଯାଇଛି। ଆଜି ପୂଜାଙ୍କ ପୁରୁଷ ବନ୍ଧୁ ଅମରଙ୍କୁ

ଦ୍ବି୍ତୀୟ ତ୍ରୈମାସିକରେ ୮.୨% ବଢ଼ିଛି ଦେଶର ଜିଡିପି

୨୦୨୫-୨୬ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ଜିଡିପି (GDP) ୮.୨ ପ୍ରତିଶତ ହାରରେ  ବୃଦ୍ଧି ପାଇଛି । ପୂର୍ବ ବର୍ଷ (୨୦୨୪-୨୫)ର ୨ୟ ତିନିମାସରେ ଆର୍ଥିକ ଅଭିବୃଦ୍ଧି ୫.୬ ପ୍ରତିଶତ ଥିଲା ବୋଲି ଶୁକ୍ରବାର ପ୍ରକାଶିତ ସରକାରୀ ତଥ୍ୟରୁ ଜଣାପଡ଼ିଛି। ଏହା ସହିତ ଭାରତପୁଣି ଥରେ ବିଶ୍ବର

ଓଡ଼ିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ ବଙ୍ଗାଳୀ ଯୁକ୍ତି

ଓଡ଼ିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି, ଯେତେବେଳେ ବିଧାୟକମାନେ ଓଡ଼ିଆ ଭାଷା ପରିବର୍ତ୍ତେ ବଙ୍ଗାଳି ଭାଷାରେ ଯୁକ୍ତିତର୍କରେ ମାତିଥିଲେ। ଏହି ଘଟଣାକୁ ଦେଖି ସାଧାରଣରେ ‘ଓଡ଼ିଆ ଅସ୍ମିତା’ କଥା ମନେପଡିଛି।ରଣେନ୍ଦ୍ରଙ୍କୁ କଡା ଜବାବ ଦେଲେ

ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ : ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି

ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ଗୃହରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି । ମହିଳା ଓ ଶିଶୁ ସଶକ୍ତିକରଣ ବିଭାଗ ପାଇଁ ୭୫୧ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।

୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ କଲେ ମୁଖ୍ୟମନ୍ତ୍ରୀ

ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ। ବଜେଟ ଆଗତ ହେବା ପରେ ଗୃହକୁ ଶନିବାର ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରାଯାଇଥିଲା। ମୋଟ୍

ବାରବାଟୀ ଟି-୨୦ ମ୍ୟାଚ୍ ପାଇଁ ୩ ହଜାର ଭଳି ସିଟ୍ କମିବ

ଫେବୃଆରୀ ୯ ତାରିଖରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚବେଳେ ଫ୍ଲଡ ଲାଇଟ ବାରମ୍ବାର ବନ୍ଦ ହେବା ଯୋଗୁଁ ସାରା ବିଶ୍ବରେ ନିନ୍ଦିତ ହୋଇଥିଲା ଓସିଏ । ଡିସେମ୍ବର ୯ରେ ପୁଣି ବାରବାଟୀକୁ ଫେରିଛି ଅନ୍ତର୍ଜାତୀୟ ମ୍ୟାଚ । ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ମ୍ୟାଚ୍ ବାରବାଟୀରେ ଚାଲିଛି ପ୍ରସ୍ତୁତି ।

ଡିସେମ୍ବର ୪ ତାରିଖରେ ୨ ଦିନିଆ ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି

ଭାରତ ଗସ୍ତରେ ଆସିବେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଆସନ୍ତା ଡିସେମ୍ବର ୪ ତାରିଖରେ ଭାରତ ଆସିବେ ପୁଟିନ । ୨୦୨୨ରେ ଋଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ପୁଟିନଙ୍କ ଏହା ହେବ ପ୍ରଥମ ଭାରତ ଗସ୍ତ ।ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଡିସେମ୍ବର ୫ରେ

ମୁଣ୍ଡ ପିଟି ପିଟି କାନ୍ଦୁଛି ସ୍ତ୍ରୀ।ମଝି ରାସ୍ତାରେ ସ୍ବାମୀର ଶବକୁ ଜଗି ବସିଛି ସ୍ତ୍ରୀ

ମୁଣ୍ଡ ପିଟି ପିଟି କାନ୍ଦୁଛି ସ୍ତ୍ରୀ। ମଝି ରାସ୍ତାରେ ସ୍ବାମୀର ଶବକୁ ଜଗି ବସିଛି।ଏମିତି କିଛି ଦେଖିବାକୁ ମିଳିଥିଲା କେନ୍ଦ୍ରାପଡା ଜିଲ୍ଲା ଚଣ୍ଡୀଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ଦୁହୁରିଆ ଛକରେ।ସୂଚନା ମୁତାବକ ମହିଳା ଜଣକ ହେଉଛନ୍ତି ଦୂଲାରୀ ମାରଢି। ରବିବାର ସିଏ ଓ ତାଙ୍କ ସ୍ୱାମୀ