Browsing Category
ଆଜିର ଖବର
ସବୁ କଲେଜ ଜମିକୁ ଜବରଦଖଲ ମୁକ୍ତ କରାଯିବ-ଉଚ୍ଚଶିକ୍ଷା ମନ୍ତ୍ରୀ
୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ରାଉରକେଲା ସ୍ୱୟଂ ଶାସିତ କଲେଜରୁ ୩ ଘଟଣା ସାମ୍ନାକୁ ଆସିଛି । ଜିଏମ ବିଶ୍ୱ ବିଦ୍ୟାଳୟ ଓ ଯାଜପୁର!-->…
ଆତ୍ମସମର୍ପଣ କଲେ ମାଓବାଦୀଙ୍କ ମିଳିବ ଅଧିକ ଅର୍ଥରାଶି
ଆତ୍ମସମର୍ପଣ କଲେ ମାଓବାଦୀଙ୍କ ମିଳିବ ଅଧିକ ଅର୍ଥରାଶି । ଏନେଇ ଘୋଷଣା କରାଯାଇଛି । ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଲାଇଟ୍ ମେସିନ୍ ଗନ୍ ସହିତ ଆତ୍ମସମର୍ପଣ କରିଲେ ମାଓବାଦୀଙ୍କୁ ମିଳିବ ୪ଲକ୍ଷ ୯୫ହଜାର ଟଙ୍କା । ସେହିପରି ଏକେ ୪୭ ସହ ଆତ୍ମସମର୍ପଣ!-->…
ବନ୍ଦ ହୋଇଥିବା ୨୦ରୁ ଅଧିକ ପିଲା ଥିବା ସ୍କୁଲ ଖୋଲିବାକୁ ବିଚାର କରୁଛନ୍ତି ସରକାର- ଗଣଶିକ୍ଷା ମନ୍ତ୍ରୀ
ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖି କହିଛନ୍ତି, ପୂର୍ବ ସରକାର ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ବନ୍ଦ କରିଥିଲେ । ଆମ ସରକାର ସେଭଳି ୪୬ଟି ସ୍କୁଲକୁ ଖୋଲି!-->…
୫୦୦ କୋଟି ପାର୍ କଲା ଭକ୍ତି ଗୀତ ହନୁମାନ ଚାଳିଶା
କ୍ୟାସେଟ୍ ଯୁଗ ଥିବା ସମୟରେ ଅନେକ ଗୀତ ହିଟ୍ ହୋଇଥିଲା । ସେତେବେଳେ ଆଧୁନିକ ଗୀତର ଯେତେ ଡିମାଣ୍ଡ ଥିଲା ଭକ୍ତିପୂର୍ଣ୍ଣ ଭଜନକୁ ମଧ୍ୟ ଲୋକ ଖୁବ୍ ଶୁଣୁଥିଲେ । ଘରେ ଘରେ ଶୁଭୁଥିଲା ରାମାୟଣ , ମହାଭାରତ ଏବଂ ଅନେକ ଭଜନ ଗୀତର ସ୍ବର । ମାର୍କେଟରେ ମୁକ୍ତିଲାବ କରିଥିଲା ଟି-ସିରିଜ୍ର ସେହି ବହୁ!-->…
ନେପାଳର୧୦୦ ଟଙ୍କିଆ ନୋଟ୍ରେ ଭାରତର ୩ ଅଞ୍ଚଳକୁ ଦେଖାଇଲା ନିଜର
ନେପାଳର କେନ୍ଦ୍ରୀୟ ବ୍ୟାଙ୍କ ଏକ ନୂତନ ୧୦୦ ଟଙ୍କାର ନୋଟ୍ ଜାରି କରିଛି, କିନ୍ତୁ ଏହି ନୋଟ୍ ଏକ ପୁରୁଣା ବିବାଦକୁ ପୁନର୍ବାର ଜନ୍ମ ଦେଇଛି। ନୋଟ୍ ଉପରେ ମୁଦ୍ରିତ ମାନଚିତ୍ରରେ ନେପାଳ ଲିପୁଲେଖ, କଳାପାଣି ଏବଂ ଲିମ୍ପିଆଧୁରାକୁ ଏହାର କ୍ଷେତ୍ର ମଧ୍ୟରେ ଥିବାର ଦର୍ଶାଇଛି। ଏହି ଅଞ୍ଚଳଗୁଡ଼ିକ!-->…
ବିବାଦୀୟ ଟିପ୍ପଣୀ :ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଗଲେ ପ୍ରେମ ହୁଏନି ସଫଳ
ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ, ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ । ସେମାନେ କେବେ ମଧ୍ୟ ବିବାହ ବନ୍ଧନରେ!-->…
ଆଧାର କାର୍ଡ ଭାରତୀୟ ନାଗରିକତାର ନିର୍ଣ୍ଣାୟକ ପ୍ରମାଣ ନୁହେଁ- ସୁପ୍ରିମକୋର୍ଟ
ଆଧାରକୁ ନାଗରିକତ୍ୱର ନିର୍ବିବାଦ ପ୍ରମାଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ। ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପାଇଁ ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ବିରୋଧକରି ଦାଏର ଅନେକ ପିଟିଶନ ଉପରେ ଚୂଡ଼ାନ୍ତ ଶୁଣାଣି ଅବସରରେ ସୁପ୍ରିମକୋର୍ଟ ଏହା!-->…
ଆଇନଜୀବୀ ପୀତବାସ ହତ୍ୟା ମାମଲା, ସୁନିଲ ଓ ଶୂନ୍ୟଙ୍କୁ ରିମାଣ୍ଡରେ ନେଇ ପୋଲିସର ଜେରା
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା । ପୁଣି ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ପୁଲିସ । ହତ୍ୟାକାଣ୍ଡ ପୂର୍ବରୁ ଓ ପରେ ଆଶ୍ରୟ ଦେଇଥିବା ଅଭିଯୁକ୍ତଙ୍କୁ ରିମାଣ୍ଡରେ ନିଆଯାଇଛି । ଦୁଇ ଅଭିଯୁକ୍ତ ଶୂନ୍ୟ ଦାସ ଓ ସୁନୀଲ ହୋତାଙ୍କୁ ୨ ଦିନିଆ ରିମାଣ୍ଡରେ ନେଇ ପୁଲିସ ଜେରା କରୁଛି ।!-->…
ରାଜ୍ୟକୁ ପୁଣି ଫେରିଛି ଶୀତ । ଦୁଇ ତିନି ଦିନ ହେବ ତାପମାତ୍ରାରେ କ୍ରମାଗତ ହ୍ରାସ
ରେକର୍ଡ ଭାଙ୍ଗିଲା ନଭେମ୍ବର ଶୀତ। ରାଜ୍ୟକୁ ପୁଣି ଫେରିଛି ଶୀତ । ଦୁଇ ତିନି ଦିନ ହେବ ତାପମାତ୍ରାରେ କ୍ରମାଗତ ହ୍ରାସ ଫଳରେ ଥଣ୍ଡାର ପ୍ରଭାବ ବୃଦ୍ଧି ପାଇଛି । ଅନେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ଦିନରେ ପ୍ରଚଣ୍ଡ ଖରା ସହ ସନ୍ଧ୍ୟା ସମୟ ସକାଳ ୮ ଟା!-->…
ଲୋକ ପ୍ରତିନିଧିଙ୍କୁ କଣ ଆହ୍ବାନ କଲେ ରାଷ୍ଟ୍ରପତି ?
ଆଜିର ଦିନ ଓଡ଼ିଶା ବିଧାନସଭା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ ହୋଇ ରହିବ । ପ୍ରଥମ ଥର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିଛନ୍ତି ।ଜୟ ଜଗନ୍ନାଥରୁ ଆରମ୍ଭ ରାଷ୍ଟ୍ରପତିଙ୍କ ଅଭିଭାଷଣ:ଜୟ ଜଗନ୍ନାଥ, ଜୁହାର, ନମସ୍କାରରୁ ଅଭିଭାଷଣ ଆରମ୍ଭ କରିଥିଲେ!-->…
ଆସାମରେ ଏକାଧିକ ବିବାହ କଲେ ୧୦ ବର୍ଷ ଜେଲ୍
ଆସାମ ବିଧାନସଭା ଗୁରୁବାର ବହୁବିବାହକୁ ନିଷିଦ୍ଧ କରିବା ପାଇଁ ଏକ ଐତିହାସିକ ବିଲ୍ ପାସ୍ କରିଛି । ବହୁବିବାହ ନିଷେଧ କରିବା ପାଇଁ ଏକ ବିଲ୍ ପାସ୍ ହୋଇଛି। ଏହି ଆଇନ ଅନୁଯାୟୀ, ଦୋଷୀ ସାବ୍ୟସ୍ତ ହୋଇଥିବା ଯେକୌଣସି ବ୍ୟକ୍ତିଙ୍କୁ ଏକ ଫୌଜଦାରୀ ଅପରାଧ ବୋଲି ବିବେଚନା କରାଯିବ ଏବଂ କିଛି!-->…
ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା
ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରିଛି ଏବଂ ଗୋଲ୍ଡ ମେଡାଲ୍ ହାସଲ କରିଛି। ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (ITPO) ତରଫରୁ ଏହି ପୁରସ୍କାର ଆଜି ପ୍ରଦାନ କରାଯାଇଛି।ମୁଖ୍ୟମନ୍ତ୍ରୀ ମୋହନ!-->…