Browsing Category
ଆଜିର ଖବର
ସାବଧାନ! ଦିଲ୍ଲୀରେ ପହଞ୍ଚିଲା ଇଥିଓପିଆ ଜ୍ୱାଳାମୁଖୀ
ଆଫ୍ରିକୀୟ ଦେଶ ଇଥିଓପିଆର ହେଲି ଗୁବି ଆଗ୍ନେୟଗିରି ଉଦ୍ଗୀରଣ ହୋଇଛି । ୧୦ ହଜାର ବର୍ଷ ପୁରୁଣା ୧୫୦ କିମି ଉପରକୁ ଉଠିଲା ଧୂଆଁ । ଜ୍ୱାଳାମୁଖୀ ପାଉଁଶ ଭାରତ ଆଡକୁ ମାଡ଼ି ଆସିଛି । ପାଉଁଶ ଦିଲ୍ଲୀରେ ପହଞ୍ଚିଛି । ଜୟପୁର, ଜୈସଲମେରରେ ପ୍ରଭାବିତ ହୋଇଛି । ଭାରତରୁ ଆବୁଧାବି ଯିବାକୁ ଥିବା!-->…
ଚୌଦ୍ବାର-ଟାଙ୍ଗୀରେ ମର୍ମନ୍ତୁଦ ଦୁର୍ଘଟଣା: ବୋଲେରୋ-ଟ୍ୟାଙ୍କର ମୁହାଁମୁହିଁ ଧକ୍କାରେ ୩ ମୃତ
କଟକ ଟାଙ୍ଗୀରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କରକୁ ପିଟିଲା ବୋଲେରୋ । ୩ ମୃତ, ୨ ଗୁରୁତର । ସମସ୍ତଙ୍କୁ କଟକ SCBରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଡ୍ରାଇଭର ସମେତ ଦୁଇ ଜଣ ପୁରୁଷ ଅଛନ୍ତି । ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏକ ବୋଲେରୋ ଗାଡ଼ିରେ ପାଞ୍ଚ ଜଣ ଯାଜପୁରରୁ!-->…
୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଓଡ଼ିଶା ଉପରେ ପ୍ରଭାବ ନେଇ ହୋଇନି ସ୍ପଷ୍ଟ
୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଓଡ଼ିଶା ଉପରେ ପ୍ରଭାବ ନେଇ ହୋଇନି ସ୍ପଷ୍ଟ । ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ ହେଉଥିବା ବେଳେ ମାଲେସିଆ ଓ ସଂଲଗ୍ନ ମାଲାକ୍ସ ପ୍ରଣାଳୀ ଉପରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଇଏମ୍ଡି ଆକଳନ!-->…
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଗତ ୧୪ଟି ପାଳି ସୁଦ୍ଧା ଗ୍ରହଣ କରାଯାଇଛି ୧୨,୯୫୦ଟି ଅଭିଯୋଗ
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ପୁଣି ଲୋକଙ୍କ ଦୁଃଖ ଶୁଣିଛନ୍ତି ମୋହନ ମାଝୀ । ପୁଳା ପୁଳା ଅଭିଯୋଗ ନେଇ ଲୋକେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ । ଲୋକଙ୍କ ଅଭିଯୋଗର ୯୬ପ୍ରତିଶତ ସମାଧାନ ହୋଇଛି ବୋଲି ସରକାର ଦାବି କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାଧ୍ୟମରେ!-->…
ବଢିଲା OTET ୨୦୨୫ ଫର୍ମ ପୂରଣ ସମୟସୀମା
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ସୋମବାର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ୨୦୨୫ ପାଇଁ ଫର୍ମ ପୂରଣର ସମୟସୀମାକୁ ବୃଦ୍ଧି କରିଛନ୍ତି। ଓଟିଇଟି ୨୦୨୫ ଆବେଦନ ଅବଧି ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା।“ରାଜ୍ୟର ବିଭିନ୍ନ ପ୍ରାର୍ଥୀଙ୍କ ଅନୁରୋଧକୁ ବିଚାରକୁ ନେଇ ଓଟିଇଟି!-->…
ଭୁବନେଶ୍ବରର ପ୍ରମୁଖ ରାସ୍ତାରେ ପାର୍କିଂ ମନା
ଭୁବନେଶ୍ବର ସହରର ବିଭିନ୍ନ ପ୍ରମୁଖ ରାସ୍ତାରେ ଯାନବାହାନର ଅନିୟମିତ ପାର୍କିଂ ଯୋଗୁଁ ଟ୍ରାଫିକ ବାଧା ସୃଷ୍ଟି କରୁଛି। ଯାହା ଫଳରେ ଭିଡ଼, ଯାତ୍ରୀମାନଙ୍କୁ ଅସୁବିଧା ଏବଂ ସାଧାରଣ ସୁରକ୍ଷା ପ୍ରତି ସମ୍ଭାବ୍ୟ ବିପଦ ସୃଷ୍ଟି ହୋଇଥାଏ।ଭୁବନେଶ୍ବରରେ ସୁନିୟନ୍ତ୍ରିତ ଟ୍ରାଫିକ୍ ପରିଚାଳନା ଏବଂ!-->…
ପ୍ରବାସୀ ଓଡ଼ିଆଙ୍କ ମହାସମାବେଶ: ଦମାମ ରେ କଳିଙ୍ଗାନର ଅଷ୍ଟମ ବାର୍ଷିକ ଉତ୍ସବଦାମାମ (ସାଉଦି ଆରବ)
ସାଉଦି ଆରବର ଅଗ୍ରଣୀ ଓଡ଼ିଆ ସାଂସ୍କୃତିକ ସଂଗଠନ **'କଳିଙ୍ଗନ'**ର ଅଷ୍ଟମ ବାର୍ଷିକ ଉତ୍ସବ ନଭେମ୍ବର ୨୧ ତାରିଖରେ ଦାମାମ ସହରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସାଉଦି ଆରବର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୬୫୦ରୁ ଅଧିକ ପ୍ରବାସୀ ଓଡ଼ିଆ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଆ ସଂସ୍କୃତି!-->…
ଡିସେମ୍ବର ଶେଷ ସୁଦ୍ଧା ପକ୍କା ଘର ଟାର୍ଗେଟ୍ ଶେଷ କର
ଡିସେମ୍ବର ଶେଷ ସୁଦ୍ଧା ଶେଷ କର ପକ୍କା ଘର ଟାର୍ଗେଟ । ଏନେଇ କଡା ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର । ସମସ୍ତ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗରୁ ଚିଠି ଦିଆଯାଇଛି । ୧,୮୮, ୨୬୩ ପକ୍କା ଘର କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଅନ୍ତ୍ୟୋଦୟ!-->…
SIR ଅଭିଯାନ ଦ୍ବାରା ୩୭ ବର୍ଷ ଧରି ହଜିଯାଇଥିବା ପୁଅକୁ ଫେରିପାଇଲେ ପରିବାର ଲୋକେ
ପଶ୍ଚିମବଙ୍ଗର ପୁରୁଲିଆରେ ଏକ ପରିବାର ଅପ୍ରତ୍ୟାଶିତ ଭାବରେ ସେମାନଙ୍କର ଦୀର୍ଘଦିନର ହଜିଯାଇଥିବା ପୁଅକୁ ଫେରି ପାଇଛନ୍ତି। SIR ଅଭିଯାନ ଦ୍ବାରା ଏହି ପୁର୍ନମିଳନ ସମ୍ଭବପର ହୋଇଥିଲା। ହଜିଲା ପୁଅକୁ ଫେରିପାଇ ବହୁତ ଖୁସି ଅଛନ୍ତି ପରିବାର ଲୋକେ।ପଶ୍ଚିମବଙ୍ଗ ପୁରୁଲିଆର ଗୋବୋରଣ୍ଡା ଗାଁର!-->…
ଯୁକ୍ତ ଦୁଇ ଫର୍ମ ଫିଲ୍ ଅପ୍ ଅବଧି ବୃଦ୍ଧି କରିପାରନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ
ଚଳିତ ଥର ଯୁକ୍ତ ଦୁଇର ସମସ୍ତ ବିଭାଗର ଖାତା ଅନଲାଇନ ମୂଲ୍ୟାୟନ ହେବାକୁ ଲକ୍ଷ୍ୟ ରଖାଯାଇଛି । ପୂର୍ବରୁ କେବଳ ବିଜ୍ଞାନ ଓ ବାଣିଜ୍ୟ ଖାତା ଅନଲାଇନ ମୂଲ୍ୟାୟନ ହେଉଥିଲା । ସେପଟେ ଆଉ ଗୋଟିଏ ଦିନ ବଢିପାରେ ଯୁକ୍ତ ଦୁଇ ଫର୍ମ ଫିଲଅପ ଅବଧି । କିନ୍ତୁ ୩ଟି କଲେଜରେ କିଛି ପିଲା ଫର୍ମ ଫିଲ ଅପ କରି!-->…
କେନ୍ଦୁଝର ବନଖଣ୍ଡର ୧୦୫ ବିଟ୍ରେ ଚାଲିଛି ବାଘ ଗଣନା
କେନ୍ଦୁଝର ବନଖଣ୍ଡର ୧୦୫ଟି ବିଟ୍ ରେ ଚାଲିଛି ବାଘ ଗଣନା । ଏହା ଜାନୁଆରୀ ମାସ ପର୍ଯ୍ୟନ୍ତ ଏକାଧିକ ପର୍ଯ୍ୟାୟରେ ଚାଲିବ । ପ୍ରଥମେ କାର୍ନିଭର ସାଇନ ସର୍ଭେ , ଆଙ୍ଗୁଲେଟ ସର୍ଭେ , ଭେଜିଟେସନ ସର୍ଭେ ପରେ ଡିସେମ୍ବର ଓ ଜାନୁଆରୀ ଦୁଇ ମାସ ମଧ୍ୟରେ କ୍ୟାମେରା ଟ୍ରାପ ସର୍ଭେ ହେବ । ବର୍ତ୍ତମାନ!-->…
ହ୍ୟୁମାନ ସାଗରଙ୍କ ଭଳି ଜଣେ କଣ୍ଠଶିଳ୍ପୀଙ୍କ ଚିର ବିଦାୟ ବିବାଦୀୟ ହେବା ଅନୁଚିତ
ହ୍ୟୁମାନ ସାଗର ମୃତ୍ୟୁକୁ ନେଇ ପାଟଣାଗଡ ଥାନାରେ ଲିଖିତ ଅଭିଯୋଗ । ମ୍ୟାନେଜର ଦିନେଶ ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ହୋଇଛି ଅଭିଯୋଗ । ଅଭିଯୋଗରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । କୋଶଳ ମୁକ୍ତି ମୋର୍ଚ୍ଚା ସଂଗଠନ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି । ଅନ୍ୟପଟେ!-->…