Browsing Category
ଆଜିର ଖବର
ପାର୍ବଣ ଋତୁରେ ବଢୁଛି ସୁନା ଓ ରୁପା ଦର
ବଢୁଛି ସୁନା ଏବଂ ରୁପା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୨,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୩,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୨,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍!-->…
ଜିଏସ୍ଟି ହ୍ରାସ ପରେ, ୭୦୦ ପ୍ରଡକ୍ଟର ଦାମ୍ କମାଇଲା ଅମୁଲ
ଘିଅ, ବଟର, ପନିର, ଆଇସକ୍ରିମ ଏବଂ ଅନ୍ୟାନ୍ୟ ଦୁଗ୍ଧଜାତ ଦ୍ରବ୍ୟ ସମେତ ୭୦୦ ରୁ ଅଧିକ ଉତ୍ପାଦର ମୂଲ୍ୟ ହ୍ରାସ କଲା ଅମୁଲ । ଏହି ନୂଆ ଦାମ ୨୨ ସେପ୍ଟେମ୍ବର ୨୦୨୫ରୁ ଲାଗୁ ହେବ । ଆମୁଲର ୧ ଲିଟର ଆଇସକ୍ରିମ ଟବର ମୂଲ୍ୟ ୧୯୫ ଟଙ୍କାରୁ ହ୍ରାସ ପାଇ ୧୮୦ ଟଙ୍କା ହେବ, ଆମୁଲ ଡାର୍କ ଓ ମିଲ୍କ!-->…
କଂଗ୍ରେସର ଅନାସ୍ଥା ନୋଟିସ ଅଗ୍ରାହ୍ୟ
ସମୟ ଅବଧି ସରିଥିବାରୁ କଂଗ୍ରେସର ଅନାସ୍ଥା ପ୍ରସ୍ତାବ କାଟ ଖାଇଛି । ଗୃହରେ ବାଚସ୍ପତି ଏନେଇ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି ବାଚସ୍ପତିଙ୍କ ଫୋଡିୟମ ତଳେ କଂଗ୍ରେସ ବିଧାୟକ ନାରାବାଜି କରିଛନ୍ତି।ରେ ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ କଂଗ୍ରେସ ବିଧାୟକ ଧାରଣା!-->…
ସାହୁ ଭାଉଜ ଷ୍ଟେଜ୍ ଚଢିଲେନି ବୋଲି ଚେୟାର ମାଡ଼ କଲେ ଦର୍ଶକ
ଏବେ ସାହୁ ଭାଉଜଙ୍କ ଡିମାଣ୍ଡ୍ ବହୁତ । ସାହୁ ଭାଉଜ ଷ୍ଟେଜ୍ ଚଢିଲେନି ବୋଲି ଚେୟାର ମାଡ଼ କଲେ ଦର୍ଶକ। ବନ୍ଦ ହୋଇଗଲା ପୁରା ଯାତ୍ରା। ଏଭଳି ଘଟଣା ଘଟିଛି କେନ୍ଦୁଝର ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ମନୋହରପୁର ଗାଁରେ।ଦୁର୍ଗାଶ୍ରୀ ଯାତ୍ରାପାର୍ଟି ଗାଁରେ ଯାତ୍ରା ପକେଇଥିଲା। ତେବେ ଶନିବାର ଦିନ!-->…
ରାଜ୍ୟରେ ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ମୃତ୍ୟୁ ହୋଇଛି
ନବଜାତ ମୃତ୍ୟୁକୁ ନେଇ ବିଧାନସଭା ତଥ୍ୟ ଚିନ୍ତାଜନକ । ଗତ ତିନିବର୍ଷ ଭିତରେ ୨୩,୧୩୦ ନବଜାତକଙ୍କ ମୃତ୍ୟୁ ହୋଇଛି । ମା’ ଗର୍ଭରେ ୩୪ ହଜାର ୨୮୪ ଜଣ ଶିଶୁ ଙ୍କ ମୃତ୍ୟୁ ହୋଇଛି । ପ୍ରସବ ସମୟରେ ୨ ହଜାର ୬୪ ଜଣ ଗର୍ଭବତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ!-->…
ରାଜ୍ୟରେ ୪୫ ଆଇଏଏସ, ୬୬ ଆଇପିଏସ ପଦବୀ ଖାଲି
ରାଜ୍ୟରେ ଆଇଏଏସ୍ ଆଉ ଆଇପିଏସଙ୍କ ଅଭାବ । ଖାଲି ପଡ଼ିଛି ୧୮୨ ପୋଷ୍ଟ । ୨୪୮ ଆଇଏଏସ ପଦବୀ ସଂଖ୍ୟାରୁ ଖାଲି ରହିଛି ୪୫ ପଦବୀ । ମଞ୍ଜୁରୀ ପ୍ରାପ୍ତ ୧୯୫ ଆଇପିଏସ ପଦବୀରୁ ଖାଲି ରହିଛି ୬୬ ପଦବୀ । ୨୨୪୮ ଓଏଏସ ପଦବୀରୁ ୩୪୨ ପଦବୀ ଖାଲି ପଡିଛି । ୮୪୯ ଓପିଏଏସ ପଦବୀରୁ ଖାଲି ପଡିଛି ୧୪୧ ପଦବୀ ।!-->…
୧୫ମାସରେ ଭିଜିଲାନ୍ସ ହାତରେ ୧୯୯ ବାବୁ
ରାଜ୍ୟରେ ମାତ୍ର ୧୫ମାସରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ୧୯୯ ସରକାରୀ ବାବୁ । ଆଜି ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ୧୯୯ ଦୁର୍ନୀତି ସରକାରୀ ଅଧିକାରୀଙ୍କୁ ଧରିଲାଣି ଭିଜିଲାନ୍ସ। ଗତ ୧୫ ମାସରେ ୭୭ଟି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରୁଜୁ!-->…
ଦେଶବାସୀଙ୍କୁ ଶାରଦୀୟ ନବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ଦେଶବାସୀଙ୍କୁ ଶାରଦୀୟ ନବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଏକ୍ସ ପୋଷ୍ଟ କରି କହିଛନ୍ତି, ଆପଣଙ୍କ ସମସ୍ତଙ୍କୁ ନବରାତ୍ରିର ଶୁଭକାମନା । ସାହସ, ସଂଯମ ଏବଂ ସଂକଳ୍ପର ଭକ୍ତିଭାବରେ ଭରା ପବିତ୍ର ପର୍ବରେ!-->…
ବିଶ୍ୱ ଗଣ୍ଡା ଦିବସ: ୨୦୧୬ରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗଣ୍ଡା ଶୂନ୍ୟ
ଆଜି ବିଶ୍ୱ ଗଣ୍ଡା ଦିବସ ।ଗଣ୍ଡା ବଂଶର ସୁରକ୍ଷା ଓ ସଂରକ୍ଷଣ ଲାଗି ୨୦୧୦ ସେପ୍ଟେମ୍ବର ୨୨ ତାରିଖରୁ ଏହି ଦିବସ ସାରା ବିଶ୍ବରେ ପାଳନ କରାଯାଉଛି। ବିଶ୍ୱ ବନ୍ୟପ୍ରାଣୀ ସଂସ୍ଥା(ଡବ୍ଲ୍ୟୁ ଡବ୍ଲ୍ୟୁ ଏଫ୍) ପ୍ରଥମେ ଦକ୍ଷିଣ ଆଫ୍ରିକାରେ ସଚେତନତା ଦିବସ ଭାବେ ଏହି ଦିବସ ପାଳନ କରିଥିଲା। ତେବେ!-->…
ଆସନ୍ତାକାଲି ୧୦ଟାରୁ ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ
ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତା ୨୩ ସେପ୍ଟେମ୍ବର (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ଯ ସରକାରଂକ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ,!-->…
ଆଜିଠାରୁ ବିଭିନ୍ନ ଶକ୍ତି ପୀଠରେ ନବ ଦିନାତ୍ମକ ପୂଜା
ଆଜିଠୁ ଆରମ୍ଭ ହେଉଛି ନବରାତ୍ରୀ ପୂଜା। ନବ ଦିନାତ୍ମକ ପୂଜାରେ ପ୍ରଥମ ଦିନରେ ଶ୍ରଦ୍ଧାଳୁଙ୍କୁ ଶୈଳପୁତ୍ରୀ ରୂପରେ ଦର୍ଶନ ଦେବେ ମା। ଏହି ଅବସରରେ ରାଜ୍ୟର ବିଭିନ୍ନ ଶକ୍ତିପୀଠ ମାନଙ୍କରେ ସକାଳୁ ସକାଳୁ ଭକ୍ତ ସମାଗମ ଦେଖିବାକୁ ମିଳିଲାଣି।ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଆରମ୍ଭ ହୋଇଛି!-->…
ଲାଗୁହେଲା ନେକ୍ସଟ୍ ଜେନ୍ ଜିଏସଟି,ସାବୁନଠାରୁ ଆରମ୍ଭ କରି ଔଷଧ, AC, ଫ୍ରିଜ୍ ସବୁ ଦର ହେବ କମ୍
ନବରାତ୍ରି ଅବସରରେ ଦେଶବାସୀଙ୍କୁ ବଡ଼ ଭେଟି, ମଝିରାତିରୁ ଭାରତରେ କାର୍ଯ୍ୟକାରୀ ହେଲା ନୂଆ ଜିଏସ୍ଟି । ୩ ସେପ୍ଟେମ୍ବର, ଜିଏସ୍ଟି କାଉନସିଲ ବୈଠକରେ ହୋଇଥିବା ନିଷ୍ପତ୍ତି ଆଜିଠାରୁ ସାରାଦେଶରେ ଲାଗୁ ହୋଇଛି । ୫ ରୁ ୧୮% ଟିକସ ସ୍ଲାବ ଅଧୀନରେ ଆସୁଥିବା ଅନେକ ଉତ୍ପାଦକୁ ଏଥିରୁ ମୁକ୍ତ!-->…