Browsing Category
ଆଜିର ଖବର
ନେପାଳରୁ ଭାସି ଭାରତୀୟ ନାରାୟଣୀ ନଦୀରେ ପହଞ୍ଚୁଛି ମୃତଦେହ
ନେପାଳରେ ଆକସ୍ମିକ ବନ୍ୟା ପରେ ଭୟାବହ ସ୍ଥିତି । ବନ୍ୟାରେ ବହିଯାଇଥିବା ଶବ ନଦୀ ପଥରେ ଭାସି ଭାସି ଭାରତରେ ପହଞ୍ଚୁଛି । ନେପାଳରୁ ପ୍ରାୟ ୨୦୦ କିଲୋମିଟର ନଦୀ ପଥ ଅତିକ୍ରମ କରି ଉତ୍ତର ପ୍ରଦେଶର ବିଭିନ୍ନ ଅଞ୍ଚଳରେ ଶବ ମିଳୁଥିବା ଜଣାପଡ଼ିଛି । ଏବେ ସୁଦ୍ଧା ଉତ୍ତର ପ୍ରଦେଶର ମହାରାଜଗଞ୍ଜ ଓ!-->…
ନେପାଳ ପ୍ରଳୟଙ୍କରୀ ବନ୍ୟା: ଭାସିଆସିଥିବା ବ୍ୟାଙ୍କ ଲକର ଭାଙ୍ଗି ଲୁଟ୍ ଅଭିଯୋଗରେ ୨୯ ଗିରଫ
ନେପାଳରେ ଭୟଙ୍କର ବନ୍ୟା ବେଳେ ମାତିଛନ୍ତି ଲୁଟେରା । ଭାସି ଆସିଥିବା ଏକ ଟ୍ରେଜେରୀରୁ ଲୁଟିଛନ୍ତି ୯୨ ଲକ୍ଷ ଟଙ୍କା । ସଶସ୍ତ୍ର ପୋଲିସ ବଳ (ଏପିଏଫ୍) ଏବଂ ନେପାଳ ପୋଲିସର ଏକ ମିଳିତ ଟିମ୍ ତଲାସି ଓ ପାଟ୍ରୋଲିଂ ସମୟରେ ଏହି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲେ। ପୋଲିସ ସେମାନଙ୍କ ନିକଟରୁ ୯୨!-->…
ଏଥର ବାଲିଯାତ୍ରାରେ ଲାଗିବନି ବିପଦଜ୍ଜନକ ଦୋଳି: ମହାସଂଘ ସମ୍ପାଦକ
ଆସନ୍ତା ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଅନୁଷ୍ଠିତ ହେବ । ଉପର ପଡ଼ିଆରେ ବାଲିଯାତ୍ରାର ଆୟୋଜନ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆ ଯାଇଥିବା କଟକ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ଚଳିତ ବର୍ଷ ଉଭୟ ପଡ଼ିଆରେ ବାଲିଯାତ୍ରା ଆୟୋଜନ କରିବା ପାଇଁ ଉଦ୍ୟମ!-->…
ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା
ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା । ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତ୍ତି ନେଇଛି । ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ ପରୀକ୍ଷା । ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ । ୩!-->…
ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ
କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ ମିଳିଥିବାବେଳେ ଆହୁରି ଅନେକ ହଜାର ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।୩,୭୦୦ରୁ ଅଧିକ!-->…
ଭେନେଜୁଏଲାର ୬୫ ବିଲିୟନ୍ ବ୍ୟାରେଲ୍ରୁ ଅଧିକ ପ୍ରମାଣିତ ତୈଳ ଭଣ୍ଡାର ଉପରେ ଆମେରିକାର ନିୟନ୍ତ୍ରଣ
ବିଶ୍ୱର ସବୁଠାରୁ ବଡ଼ ତୈଳ ଡିଲ୍କୁ ନେଇ ଚର୍ଚ୍ଚା । ଭେନେଜୁଏଲାର ୬୫ ବିଲିୟନ୍ ବ୍ୟାରେଲ୍ରୁ ଅଧିକ ପ୍ରମାଣିତ ତୈଳ ଭଣ୍ଡାର ଉପରେ ଆମେରିକାର ନିୟନ୍ତ୍ରଣ ବଢ଼ିବାକୁ ଯାଉଥିବା ନେଇ ଘୋଷଣା କରିଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।ସୋସିଆଲ ମିଡିଆ ପୋଷ୍ଟରେ ଏମିତି ଦାବି!-->…
ଆଜି ଜାତୀୟ କ୍ରୀଡା ଦିବସ, ମନେ ପଡନ୍ତି ହକି ଯାଦୁଗର ମେଜର ଧ୍ୟାନଚାନ୍ଦ
ଆଜି ଜାତୀୟ କ୍ରୀଡ଼ା ଦିବସ । ଏହା ସହିତ ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ପୂଣ୍ୟ ଜନ୍ମତିଥି । ଅଲିମ୍ପକ୍ସରେ ହକି ପ୍ରତି ଧ୍ୟାନଚାନ୍ଦଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସେ ଅନେକଙ୍କ ପାଇଁ ପ୍ରେରଣା ଥିଲେ । ହକିରେ ଚମତ୍କାର ପ୍ରଦର୍ଶନ ବଳରେ ଭାରତକୁ ବିଶ୍ବ ଦରବାରରେ ସ୍ବତନ୍ତ୍ର!-->…
ସୋନିଆ ଗାନ୍ଧୀଙ୍କ ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍ ଇଣ୍ଡିଆର ଖଣ୍ଡନ
କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍:ଏ ଜର୍ଣ୍ଣି ଅଫ୍ ଲଭ୍’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ ହାଉସ୍ ଇଣ୍ଡିଆ ସ୍ପଷ୍ଟ ଭାବେ ଖଣ୍ଡନ କରିଛି। ସମ୍ପାଦକୀୟ ପରିବର୍ତ୍ତନକୁ ଲେଖିକା ଗ୍ରହଣ ନ କରିବାରୁ ପ୍ରକାଶକ!-->…
ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା
ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର!-->…
ନେପାଳ ମୃତ୍ୟୁ ସଂଖ୍ୟା ୫୪୭ ଟପିଲାଣି
ନେପାଳ ଜଳପ୍ରଳୟରେ ବଢ଼ିଚାଲିଛି ମୃତ୍ୟୁ ସଂଖ୍ୟା ।ଏବେ ମୃତ୍ୟୁସଂଖ୍ୟା ୫ଶହ ଟପିଥିବା ବେଳେ, ଶହ ଶହ ଲୋକ ନିଖୋଜ ଅଛନ୍ତି । ସେମାନଙ୍କ ମଧ୍ୟରେ ୪ଶହରୁ ଅଧିକ ଭାରତୀୟ ନାଗରିକ ଓ ଭାରତୀୟ ମୂଳ ରହିଛନ୍ତି । ନେପାଳ-ତିବ୍ବତରେ ବିଶାଳ ସର୍ଚ୍ଚ ଅପରେସନ୍ । ସେନା ହେଲିକପ୍ଟର ପ୍ରଭାବିତ ପାହାଡ଼ିଆ!-->…
ନୟାଗଡ଼ ଚିନିକଳ ପୁନଃ କାର୍ଯ୍ୟକ୍ଷମ ହେବ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୟାଗଡ଼ ଠାରେ ସୁଭଦ୍ରା!-->…
ବାଘୁଣୀ ‘ଜିନ୍ନତ୍’ ବେକରୁ ହଟିବ ରେଡିଓ କଲର
ଶିମିଳିପାଳ ପାଇଁ ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟର ପରିବେଶ ସହ ସମ୍ପୂର୍ଣ୍ଣ ଭାବେ ଖାପଖୁଆଇ ନିଜ ବାସସ୍ଥଳୀ ଗଢ଼ିବା ସହ ୪ଟି ଶାବକଙ୍କୁ ଜନ୍ମ ଦେଇଥିବା ମହାବଳ ବାଘୁଣୀ ‘ଜିନ୍ନତ୍’ ଉପରୁ ଏବେ ନଜର ହଟାଇ ସମ୍ପୂର୍ଣ୍ଣ ମୁକ୍ତ କରିବା ପାଇଁ ନିଷ୍ପତ୍ତି ନେଉଛନ୍ତି ବନ ବିଭାଗ । ମହାରାଷ୍ଟ୍ରର!-->…