Browsing Category

ଆଜିର ଖବର

ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ବଲିଉଡ୍‌ର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ସୋମବାର ଦେହାନ୍ତ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଦଶନ୍ଧି ଘରି ଅଭିନୟ ଓ ଆକର୍ଷଣୀୟ ବ୍ୟକ୍ତିତ୍ୱ ଦର୍ଶକଙ୍କୁ ମୁଗ୍ଧ କରିଥିଲା । ଉତ୍ତରାଧିକାରୀ ଆଗାମୀ ପିଢିର କଳାକାର

ସମ୍ବଲପୁରକୁ ଆସିବେ ୪ ମହାବଳ

ସମ୍ବଲପୁରକୁ ଆସିବେ ୪ ମହାବଳ lମହାବଳ ବାଘଙ୍କ ପାଇଁ ନିର୍ମାଣ ହେବ ୧୫୦୦ ବର୍ଗମିଟରର ଟାଇଗର ଏନକ୍ଲୋଜର lସମ୍ବଲପୁର ଡିୟର ପାର୍କ ୨୦୨୩ରେ ଚିଡିଆଖାନାର ମାନ୍ୟତା ପାଇଥିଲା । ଏବେ ୧୭ ପ୍ରଜାତିର ବନ୍ୟପ୍ରାଣୀ ସମ୍ବଲପୁର ଚିଡିଆଖାନାରେ ରହିଛନ୍ତି । ଏକ କଲରାପତରିଆ ବାଘ ମଧ୍ୟ ଚିଡିଆଖାନାର ଶୋଭା

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା , ବାଦ ପଡ଼ିଲେ ୫ ଧୁରନ୍ଧର କ୍ରିକେଟର୍‌ !

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରେ କେଏଲ ରାହୁଲଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି । ସେ ଆହତ ହୋଇ ବାଦ ପଡିଥିବା ଶୁଭମନ ଗିଲ୍ ଏବଂ ଉପ ଅଧିନାୟକ ଶ୍ରେୟସ ଆୟରଙ୍କ ଜାଗାରେ ଦଳର ନେତୃତ୍ୱ ନେବେ । ତେବେ ଏହି ଦଳରୁ ଅପ୍ରତ୍ୟାଶିତ ଭାବରେ ୫

ଲୋୟର ପିଏମଜିରେ ଅଙ୍ଗନୱାଡି କର୍ମୀ ଓ ସହକର୍ମୀଙ୍କ ଆନ୍ଦୋଳନ

ରାଜଧାନୀ ରାଜରାସ୍ତାରେ ଅଙ୍ଗନବାଡ଼ି ଦିଦି । ଭୁବନେଶ୍ବର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ଅଙ୍ଗନବାଡି କର୍ମୀ । ୧୧ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ମାସିକ ଦରମା ୧୮ ହଜାର ଏବଂ ସହକର୍ମୀଙ୍କର ୯ ହଜାର ଦେବାକୁ ଦାବି କରି ରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗୱାଡି

କାଲିଠୁ ରାଜ୍ୟରେ ଧାନକିଣା ଆରମ୍ଭ,ମଣ୍ଡି ଗୁଡ଼ିକରେ ଏଥର ସ୍ବତନ୍ତ୍ର ବ୍ୟବସ୍ଥା

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଏନେଇ ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ଚାଷୀଙ୍କ ପାଇଁ ମଣ୍ଡି ଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡିଗୁଡିକରେ ଏଥର

ଧରାପଡ଼ିଲା ଆଉ ଜଣେ ନକଲି ପୋଲିସ !ପୋଷାକ, ଜୋତା ଓ ଖେଳନା ବନ୍ଧୁକ ଜବତ

ପୋଲିସ ବେଶରେ ଲୋକଙ୍କୁ ଠକୁ ଥିବା ଜଣେ ଯୁବକଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଯୁବକ ଜଣକ ନକଲି ପୋଲିସ ସାଜି ବାଇକ ଚେକିଂ ନାଁରେ ଟଙ୍କା ସଂଗ୍ରହ କରୁଥିଲା। ରବିବାର ମଧ୍ୟ ସଦର ଥାନା ଅନ୍ତର୍ଗତ ପଦରବାଲୀଠାରେ ବାଇକ ଚେକିଂ ଆଳରେ ଟଙ୍କା ସଂଗ୍ରହ କରୁଥିଲା। ହେଲେ ଏଠାରେ ତାଙ୍କୁ

ଦିଲ୍ଲୀରେ ପ୍ରଦୂଷଣ ବିରୋଧୀ ବିକ୍ଷୋଭ ବେଳେ ନକ୍ସଲ ଏବଂ ହିଡମାଙ୍କ ସମର୍ଥନରେ ସ୍ଲୋଗାନ

ଏନ୍‌ସିଆର୍ ଅଞ୍ଚଳ ଲଗାତାର ଦଶମ ଦିନ ପାଇଁ ବିଷାକ୍ତ ଧୂଆଁ ଭିତରେ ହନ୍ତସନ୍ତ ହେଉଛି । ସୋମବାର ଦିଲ୍ଲୀର ହାରାହାରି ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୩୮୦କୁ ବୃଦ୍ଧି ପାଇଛି, ଯାହା ‘ଅତି ଖରାପ’ ଶ୍ରେଣୀରେ ରହିଛି। ତାପମାତ୍ରା ହ୍ରାସ ହେତୁ ସୃଷ୍ଟି ହୋଇଥିବା ଧୂମକୁହୁଡ଼ି ପ୍ରଦୂଷଣ

ନୂଆ ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

ନୂଆ ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ଚିଫ୍ ଜଷ୍ଟିସ ଭାବେ ନେଇଛନ୍ତି ଦାୟିତ୍ୱ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ସିଜେଆଇ ବିଆର ଗବାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି ।ଜଷ୍ଟିସ

ମା’ କ୍ଷୀରରେ ଥିବା ୟୁରାନିୟମ ପିଲାଙ୍କୁ କର୍କଟ ରୋଗର ବିପଦ

ବିହାରରେ ଏକ ସାମ୍ପ୍ରତିକ ଅଧ୍ୟୟନରେ ମା’ଙ୍କ କ୍ଷୀରରେ ୟୁରାନିୟମ (U238) ର ବିପଦପୂର୍ଣ୍ଣ ସ୍ତର ଥିବା ପ୍ରକାଶ ପାଇଛି, ଯାହା ସେମାନଙ୍କ ପିଲାମାନଙ୍କ ସ୍ବାସ୍ଥ୍ୟ ପ୍ରତି ଗମ୍ଭୀର ଚିନ୍ତା ସୃଷ୍ଟି କରିଛି। ଅନେକ ଅନୁଷ୍ଠାନର ଗବେଷକମାନେ ଜାଣିଛନ୍ତି ଯେ ମା’ କ୍ଷୀର ମାଧ୍ୟମରେ ୟୁରାନିୟମର

ବଙ୍ଗୋପସାଗରରେ ଲଘୁଚାପ ଆଜି ନେଇପାରେ ଅବପାତର ରୂପ, ୨୬ ବେଳକୁ ବାତ୍ୟା ସମ୍ଭାବନା

ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ

କଟକ ଜିଲ୍ଲା ବିଦ୍ୟାଳୟ ସମୁହ ଫୁଟୁବଲ ପ୍ରତିଯୋଗିତା ଉଦ୍ୟାପିତ, କଣ୍ଟାପଡା ବ୍ଳକ ବାଳକ ଓ ବାଳିକା ଚମ୍ପିୟନ ।

ତିଗିରିଆ,୨୨ /୧୧ ( ମାନସ ରଞ୍ଜନ ସାହୁ) କଟକ ଜିଲ୍ଲା ବିଦ୍ୟାଳୟ ସମୁହ ଫୁଟୁବଳ ପ୍ରତିଯୋଗିତାରେ ଆଜି କଣ୍ଟାପଡା ବ୍ଳକ ଉଭୟ ବାଳକ ଓ ବାଳିକା ବିଭାଗରେ ଚମ୍ପିୟନ ହୋଇଛନ୍ତି । ପାଞ୍ଚ ଗାଁ ସ୍ଥିତ ଦଧିବାମନ ଜୀୟୁ ବିଦ୍ୟାପୀଠ, ବ୍ଳକ ସ୍ତରୀୟ ମିନି ଷ୍ଟାଡିୟମ ଓ ପୁରୁଣାତିଗିରିଆ ଖେଳପଡିଆ ଠାରେ

ବାଇଜୁର ପ୍ରତିଷ୍ଠାତାଙ୍କୁ ବଡ଼ ଝଟକା: ପ୍ରାୟ ୯,୫୯୧ କୋଟି ଫେରସ୍ତ କରିବାକୁ ନିର୍ଦ୍ଦେଶ

ଅନଲାଇନରେ ସମସ୍ତ ପ୍ରକାର କମ୍ପିଟେଟିଭ ପରୀକ୍ଷା ପାଇଁ କୋଟି କୋଟି ଯୁବ ପିଢିଙ୍କୁ ଶିକ୍ଷା ଦେଉଥିବା BYJU’S ସଂସ୍ଥାର ମାଲିକ ଏବେ ବଡ ଅଡୁଆରେ ପଡିଛନ୍ତି। ତାଙ୍କ ନାଁରେ ଏକ ବଡ଼ ଅଭିଯୋଗ ନେଇ ଆମେରିକା କୋର୍ଟରେ ମାମଲା ଚାଲିଛି। ଏଥିପାଇଁ ତାଙ୍କୁ କୋଟି କୋଟି ଜୋରିମନା ଦେବାକୁ ପଡିବ ବୋଲି