Browsing Category

ଆଜିର ଖବର

ଅସ୍ତ୍ରଶସ୍ତ୍ର ସହ ୩୭ ମାଓବାଦୀଙ୍କ ସାମୂହିକ ଆତ୍ମସମର୍ପଣ

ନକ୍ସଲ ବିରୋଧୀ ଅଭିଯାନରେ ତେଲେଙ୍ଗାନା ପୋଲିସ ଆଉ ଏକ ବଡ଼ ସଫଳତା ହାସଲ କରିଛି। ଆତ୍ମସମର୍ପଣ କଲେ ୩୭ ମାଓବାଦୀ । ନିଷିଦ୍ଧ ସିପିଆଇ (ମାଓବାଦୀ)ର ୩୭ ଜଣ ଅଣ୍ଡରଗ୍ରାଉଣ୍ଡ କ୍ୟାଡର, ଯେଉଁଥିରେ ତିନି ଜଣ ରାଜ୍ୟ କମିଟି ସଦସ୍ୟ (ଏସସିଏମ) ମଧ୍ୟ ସାମିଲ ଥିଲେ, ଶୁକ୍ରବାର ଦିନ ସେମାନଙ୍କର

RBIର ବଡ଼ ପଦକ୍ଷେପ; ଖୁବଶୀଘ୍ର ୟୁରୋପରେ ଉପଲବ୍ଧ ହେବ ଭାରତର ୟୁପିଆଇ

ୟୁରୋପୀୟ କେନ୍ଦ୍ରୀୟ ବ୍ୟାଙ୍କ ସହିତ ମିଳିତ ଭାବରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରିବିଆଇ) ଏବଂ ଏନ୍ପିସିଆଇ ଇଣ୍ଟରନ୍ୟାସନାଲ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ଯାହା ଭବିଷ୍ୟତରେ ୟୁରୋପୀୟ ଦେଶଗୁଡ଼ିକୁ ଯାତ୍ରା କରୁଥିବା ପର୍ଯ୍ୟଟକ ଏବଂ ବ୍ୟବସାୟ ମାଲିକମାନଙ୍କୁ ବହୁତ ସୁବିଧା ପ୍ରଦାନ କରିବ।

ପୀତବାସଙ୍କୁ ହତ୍ୟା: ରିମାଣ୍ଡ ପରେ ଜେଲକୁ ଫେରିଲେ ୪ ଅଭିଯୁକ୍ତ

ଆଇନଜୀବୀ ପୀତବାସ ହତ୍ୟାକାଣ୍ଡରେ ଆହୁରି କିଛି ଅଭିଯୁକ୍ତ ଅଛନ୍ତି । ଅପରାଧୀଙ୍କୁ ଖସାଇବାରେ ସାହାଯ୍ୟ କରିବା ସହିତ ପ୍ରମାଣ ନଷ୍ଟ ଲାଗି ଷଡ଼୍‌ଯନ୍ତ୍ର କରୁଛନ୍ତି । ସେମାନଙ୍କୁ ଧରିବାକୁ ପୁଲିସ ଧରପଗଡ଼ ଆରମ୍ଭ କରିଥିବା କୁହାଯାଉଛି । ଏପଟେ ମୁଖ୍ୟ ଅଭିଯୁକ୍ତ ଗିରଫ ହେବାର ମାସେ ପୁରିଛି ।

ଅକ୍ଷୟ ତୃତୀୟା ପୂର୍ବରୁ ଗଣତିମଣତି ସାରିବା ପାଇଁ ପରିଚାଳନା କମିଟିର ଗୁରୁତ୍ଵ

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଥିବା ରତ୍ନଅଳଙ୍କାର ଗଣତିମଣତି ପାଇଁ ଖୁବଶୀଘ୍ର ମାର୍ଗଦର୍ଶିକା ଆସିବ। ସବୁ ଅଳଙ୍କାରର ଡିଜିଟାଲାଇଜେସନ୍ ପାଇଁ ଯୋଜନା କରାଯାଇଛି । ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ପାଇଁ ଅଢେଇରୁ ତିନି ମାସ ଲାଗିବ। ଏଥି ସହିତ ୧୯୭୮ର ଗଣତି ସହ ଅଳଙ୍କରକୁ ମେଳ କରାଯିବ । ବିଭିନ୍ନ

ଭାରତୀୟ ରେଳ ବିଭାଗରେ ୫ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଏସବୁ ସେବା

ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ । ରେଳ ବିଭାଗର ପେସେଞ୍ଜର ରିଜରଭେସନ ସିଷ୍ଟମ ଆଜି ରାତି ୧୧.୪୫ ରୁ ଆସନ୍ତାକାଲି ଭୋର ୪.୪୫ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ୫ ଘଣ୍ଟାରେ

ସୋମବାର ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି।କିନ୍ତୁ ଏଥର

ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା

ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର ପରାମର୍ଶ ପରେ ସିଟ କମାଇଲା ଓସିଏ । ଷ୍ଟାଡିୟମ୍ ପୁରୁଣା ହୋଇ

ଆସୁଛି ବାତ୍ୟା । କିନ୍ତୁ ସ୍ପଷ୍ଟ ଚିତ୍ର ୨୪ ବା ୨୫ ତାରିଖ ପରେ ଜଣାପଡିବ 

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମାଲାକା ଷ୍ଟ୍ରେଟ୍ ଓ ଏହାର ପାଖାପାଖି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡ଼ିଶା ଉପକୂଳ ଠାରୁ ଏହା ବହୁ ଦୂରରେ ରହିଛି ।

ବାଲି ପାଇଁ ଏମ୍ଏସ୍‌ପି ଲାଗୁ କରିବେ ସରକାର

ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ସାବାଡ ହେବେ ବାଲି ମାଫିଆ । ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ । ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । ସାରା ରାଜ୍ୟରେ ଗୋଟିଏ ଦରରେ ବିକ୍ରି ହେବ ବାଲି । ଦର

ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଦେଲେ ଗୁରୁ ପ୍ରେମଆନନ୍ଦ

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ତାଙ୍କ ମା’ ହ୍ୟୁମାନଙ୍କ ମୃତ୍ୟୁ ପାଇଁ ତାଙ୍କ ମ୍ୟାନେଜର, ଦିନେଶ, ପ୍ରଶାନ୍ତଙ୍କ ନାଁ ସହ ଜଣେ ମହିଳା ଗାୟିକାଙ୍କ ନାଁ ମଧ୍ୟ ନେଇଛନ୍ତି। ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ

ବାପାର ଡାକ ଶୁଣିଲେ.. କୋମାରୁ ପୁଅକୁ ଉଠାଇଦେଲେ ମହାପ୍ରଭୁ

ମହାପ୍ରଭୁଙ୍କ ଚମତ୍କାର। ସମର୍ପଣର ଭାବନା ସହିତ ମହାପ୍ରଭୁଙ୍କୁ ଗୁହାରି କଲେ ମହାପ୍ରଭୁ ତାହା ଶୁଣନ୍ତି। ଭକ୍ତର କାମନା ପୂରଣ କରନ୍ତି। ଆଉ ଏହା ନିକଟରେ ଦେଖିବାକୁ ମିଳିଛି ପୁରୀ ସିଂହଦ୍ବାର ସାମନାରେ।ପୁଅର ନୂଆ ଜୀବନ ପାଇଁ ସିଂହ ଦୁଆରେ ହାତ ପତେଇଥିଲା ବାପା । ମାସଟେ ବି ପୂରିନି, ହଟିଆ

ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଛାତ୍ରୀ ହେଲେ ଗର୍ଭବତୀ

ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଛାତ୍ରୀ ହେଲେ ଗର୍ଭବତୀ। ଗତ ଦଶହରା ଛୁଟିରେ ଛାତ୍ରୀ ଜଣକ ଘରକୁ ଯାଇ ଫେରିବା ପରେ ଛାତ୍ରୀଙ୍କର ସ୍ବାସ୍ଥ୍ୟ ଖରାପ ରହୁଥିଲା। ବିଦ୍ୟାଳୟର ମେଟ୍ରୋନ ଝିଅଟିର ଡାକ୍ତରଖାନାରେ ଚିକିତ୍ସା କରାଇବା ସହ ମାସିକ ପରୀକ୍ଷା କରିଥିଲେ। ଏହି ଛାତ୍ରୀ ଜଣଙ୍କ ରିପୋର୍ଟ