Browsing Category

ଆଜିର ଖବର

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି। ଆସନ୍ତା ନଭେମ୍ବର ୨୮ ଯାଏ ହୋଇପାରିବ ଫର୍ମ ପୂରଣ। ଗୁରୁବାର ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହୋଇଛି । ପୂର୍ବ ଘୋଷଣା ଅନୁଯାୟୀ, ଫର୍ମ ପୂରଣର ଶେଷ ତାରିଖ, ଯାହା ନଭେମ୍ବର 8 ରୁ ଆରମ୍ଭ ହୋଇଥିଲା, ତାହା ନଭେମ୍ବର

ମାର୍ଶାଘାଇ ଥାନା ଅଧିକାରୀ ତପନ ନାୟକ ଆକ୍ସନ ମୁଡରେ l

କେନ୍ଦ୍ରାପଡ଼ା ( ରିପୋର୍ଟ - ବିଶ୍ୱଜିତ ପ୍ରଧାନ ) ତେଲ ମାଫିଆ, ଆଇରନ ଟ୍ରକ ଦଲାରୀ, ଚୋରା ମଦ, କୋରେକ୍ସ ବେପାରୀ ମାନଙ୍କ ଭିତରେ କୋକୁଆ ଭୟ, ସ୍ୱତନ୍ତ୍ର ଏକ ଟିମ ଗଠନ କରି ଚୋରା ବେପାରୀ ମାନଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରଖିଛନ୍ତି ମାର୍ଶାଘାଇ ଥାନା ଅଧିକାରୀ, କିଛିଦିନ ତଳେ ମାର୍ଶାଘାଇ

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ।ଏହା ଆଗାମୀ ବିଧାନସଭା ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ବଜେଟ୍ ପାସ୍ ସମେତ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ସୂତ୍ର

ପୁରୀ ରଥଯାତ୍ରା ଦଳାଚକଟା ମାମଲା: ଏସିଏଫ୍‌ଙ୍କ ବିରୁଦ୍ଧରେ ଆକ୍ସନ

ପୁରୀ ରଥଯାତ୍ରା ଦଳାଚକଟା ଘଟଣାରେ ପୁଣି କାର୍ଯ୍ୟାନୁଷ୍ଠାନ । ଆଉ ଜଣେ ଅଧିକାରୀଙ୍କ ବିରୋଧରେ ଆକ୍ସନ ଆରମ୍ଭ । ଦାୟିତ୍ୱରେ ଅବହେଳା ପାଇଁ ପୁରୀ ଏଏସଏଫ୍‌ଙ୍କ ବିରୁଦ୍ଧରେ ଆକ୍ସନ । ୩୦ ଦିନ ଭିତରେ ନିଜର ପକ୍ଷ ରଖିବାକୁ ନିେର୍ଦ୍ଦେଶ ଦିଆଯାଇଛି ।ସୂଚନା ଅନୁସାରେ ରଥଯାତ୍ରା ପରଦିନ ଯେତେବେଳେ

ଶିଶୁର ଆଖିରେ ଆଘାତ; ଚିକିତ୍ସା ନାଁରେ ଫେଭିକୁଇକ ଦେଇ ପଟି ବାନ୍ଧିଦେଲେ ଡାକ୍ତର

ଆଖିରେ ଆଘାତ ଲାଗିବା ପରେ ସିଲେଇ ନକରି ଫେଭିକ୍ବିକ୍ ଲଗାଇଦେଲେ ଡାକ୍ତର। ମିରଟରେ ଘଟିଛି ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା। ଏହି ଘଟଣା ପରେ 3ଟି ଟିମ ଦ୍ୱାରା ଘଟଣାର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।ଜାଗୃତି ବିହାର ଏକ୍ସଟେନସନରେ ରୁହନ୍ତି ସର୍ଦ୍ଦାର ଜସପ୍ରିତର ସିଂହ । ଦୁଇଦିନ ତଳେ ତାଙ୍କର

ଭାରତକୁ ଜାଭେଲିନ୍ କ୍ଷେପଣାସ୍ତ୍ର ପ୍ରଣାଳୀ ବିକ୍ରି ପାଇଁ ଯୁକ୍ତରାଷ୍ଟ୍ର ଆମେରିକାର ଅନୁମୋଦନ

ଭାରତକୁ ଜାଭେଲିନ୍ କ୍ଷେପଣାସ୍ତ୍ର ପ୍ରଣାଳୀ ବିକ୍ରି ପାଇଁ ଯୁକ୍ତରାଷ୍ଟ୍ର ଆମେରିକାର ଅନୁମୋଦନ । ୯୨ ଦଶମିକ ୮ ନିୟୁତ ଡଲାର ମୂଲ୍ୟର ଏହି କ୍ଷେପଣାସ୍ତ୍ର ପ୍ରଣାଳୀ ଭାରତକୁ ବିକ୍ରି ପାଇଁ ଆମେରିକା ଅନୁମୋଦନ କରିଥିବା ଆମେରିକା ପ୍ରତିରକ୍ଷା ସୁରକ୍ଷା ସହଯୋଗ ଏଜେନ୍ସି- ଡିଏସସିଏ ପକ୍ଷରୁ

ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ, ଅଳ୍ପକେ ବର୍ତ୍ତିଲା ୨୫ ଯାତ୍ରୀଙ୍କ ଜୀବନ

ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ । ବିଜୟନଗରମରୁ ମାଲକାନଗିରି ଆସୁଥିବାବେଳେ ଡ୍ରାଇଭର ପି, ସାଇକୃଷ୍ଣଙ୍କୁ ହୃଦଘାତ ହୋଇଥିଲା । କୁନ୍ଦୁଲି ନିକଟରେ ଛାତିରେ ଯନ୍ତ୍ରଣା ହେବାରୁ ରାସ୍ତା କଡରେ ବସଟିକୁ ସାଇଡ୍ କରିଦେଇଥିଲେ

ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ ଜୟ ଢୋଲକିଆ

ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।ନୂଆପଡା

କୋଣାର୍କ ପରିଦର୍ଶନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ୱାମୀ

ସପତ୍ନୀକ କୋଣାର୍କ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚଡି କୁମାରସ୍ଵାମୀ। ଗୁରୁବାର ସକାଳ ୯ଟାରେ ସେ ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ବିମୋହିତ ହୋଇଛନ୍ତି।ପତ୍ନୀଙ୍କ ସହ କୁମାରସ୍ୱାମୀ ପ୍ରାୟ ଏକ

ସ୍କୁଲ୍ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ୟୁନିଫର୍ମ ଦେବାକୁ ନିର୍ଦ୍ଦେଶ- ଗଣଶିକ୍ଷା ମନ୍ତ୍ରୀ

ସ୍କୁଲ ଛାତ୍ରଛାତ୍ରୀଙ୍କୁ କାହିଁକି ଆଜିଯାଏଁ ୟୁନିଫର୍ମ ମିଳୁନି । ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଏନ.ତିରୁମାଲା ନାୟକ । ଯେତେ ଶୀଘ୍ର ସମ୍ଭବ ୟୁନିଫର୍ମ ଦେବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି

ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ଆଜିଠୁ ବିହାରରେ ନୀତୀଶ ରାଜ୍। ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର। ଗାନ୍ଧୀ ମୈଦାନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ଶାସିତ ରାଜ୍ୟର

ଗାଡ଼ି ଫିଟନେସ୍ ପାଇଁ ଦେବାକୁ ପଡ଼ିବ୧୦ ଗୁଣା ଅଧିକ ଫି’

ଏଣିକି ପୁରୁଣା ଗାଡ଼ି ମାଲିକଙ୍କୁ ଝଟକା । କାରଣ ଭାରତ ସରକାରଙ୍କ ସଡ଼କ ପରିବହନ ମନ୍ତ୍ରଣାଳୟ ପୂରା ଦେଶରେ ଗାଡି ଫିଟନେସ ନିୟମରେ କରିଛି ବଡ଼ ସଂଶୋଧନ କରିଛନ୍ତି ।ସଂଶୋଧିତ ନିୟମ ଅନୁସାରେ , ଏଥର ଗାଡ଼ି ଫିଟନେସ୍ ପାଇଁ ୧୦ ଗୁଣା ଅଧିକ ଫି ଦେବାକୁ ପଡ଼ିବ । ଏହି ପରିବର୍ତ୍ତନ central motor