Browsing Category

ଆଜିର ଖବର

କୁଲଡିହା ଅଭୟାରଣ୍ୟରେ ବାଘ ଗଣନା ଆରମ୍ଭ

ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍‌ ନିୟୋଜିତ ହୋଇଛନ୍ତି। ୨୭ହଜାର ୨ ୭୫ ବର୍ଗ କିଲୋମିଟର ପରିମିତ ଏହି ଅଭୟାରଣ୍ୟରେ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ଅଛନ୍ତି । ଏହି ଜଙ୍ଗଲରେ କଲରାପତରିଆ, ହେଟା ବାଘ ଥିବାବେଳେ ଗତବର୍ଷ

୩୫୦ କୋଟି ହ୍ଵାଟ୍ସଆପ୍ ୟୁଜରଙ୍କ ଡାଟା ବିପଦରେ

୩୫୦ କୋଟି ହ୍ଵାଟ୍ସଆପ୍ ୟୁଜରଙ୍କ ଡାଟା ବିପଦରେ । ଏକ ବଡ଼ ନିରାପତ୍ତାଜନିତ ତ୍ରୁଟି କାରଣରୁ ୟୁଜରଙ୍କ ପ୍ରୋଫାଇଲ ଫୋଟୋ, ଷ୍ଟାଟସ୍ ଏବଂ ଆବାଉଟ୍ ସେକ୍ସନ୍‌ର ବିବରଣୀ ଲିକ୍ ହୋଇପାରେ । ଭିଏନା ୟୁନିଭର୍ସିଟିର ଗବେଷକମାନେ ଏହି ତ୍ରୁଟିକୁ ଚିହ୍ନଟ କରିଛନ୍ତି ।ଗବେଷକମାନେ କୁହନ୍ତି ଯେ, ସମସ୍ୟା

ପୀତବାସ ହତ୍ୟା ମାମଲାରେ ଟିଆଇ ପରେଡ୍ ରିପୋର୍ଟ, କେବଳ ଦୁଇ ଅଭିଯୁକ୍ତ ଚିହ୍ନଟ

ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ଟିଆଇ ପରେଡ଼ ରିପୋର୍ଟ ଆସିଛି । । ଟିଆଇ ପରେଡ଼୍ ଦ୍ୱାରା ଚିହ୍ନଟ ହେଲେ କେବଳ ଚିଣ୍ଟୁ ଓ କୁରୁପତି । ୮ ଜଣଙ୍କର ହୋଇଥିଲା ଟିଆଇ ପରେଡ଼୍ ।ଜେଏମଏଫସି (ଏଲ ଆର ଏବଂ ଏଲ ଟି ଭି) ବ୍ରହ୍ମପୁର ଦୀପିକା ବଡ଼ମାଳିଙ୍କ ଉପସ୍ଥିତିରେ ୫ଜଣ ସାକ୍ଷୀ

ପୁଣି ଆସୁଛି ଲଘୁଚାପ, ବଢ଼ିଲା ବାତ୍ୟା ଭୟ

ବଙ୍ଗୋପ ସାଗରରେ ଆସୁଛି ଆଉ ଏକ ବାତ୍ୟା । ନଭେମ୍ବର ମାସ ଶେଷ ଆଡ଼କୁ ସୃଷ୍ଟି ହେବାକୁ ଯାଉଛି ବାତ୍ୟା । ଆସନ୍ତା ସପ୍ତାହରେ ବାତ୍ୟା ସୃଷ୍ଟି ସମ୍ଭାବନା ରହିଛି । ଏହା ତାମିଲନାଡୁ କିମ୍ବା ଆନ୍ଧ୍ରକୁ ହିଟ୍ କରିପାରେ। ଭାରତୀୟ ପାଣିପାଗ ସଂସ୍ଥା IMD ବାତ୍ୟା ପୂର୍ବାନୁମାନ କରି ନଥିଲେ ମଧ୍ୟ,

ଲାଞ୍ଚ ନେବା ମହଙ୍ଗା ପଡିଲା : ଅବକାରୀ ଅଧିକ୍ଷକ ଓ ଏଏସ୍ଆଇ ଗିରଫ

ଭିଜିଲାନ୍ସ ଜାଲରେ ଅବକାରୀ ବିଭାଗ ଅଫିସର ଇନଚାର୍ଜ ବିଜୟ ମହାନ୍ତି । ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେଶନ ଦାୟିତ୍ୱରେ

ଦାଦନ ଫେରନ୍ତା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ଦମ୍ପତ୍ତିଙ୍କୁ ଆଶ୍ରୟ ଦେବାକୁ କହି ଜଣେ ମହିଳାଙ୍କୁ ଦୁଷ୍କର୍ମ ହୋଇଥିବା ଘଟଣା ଚାଞ୍ଚଲ୍ୟ ଖେଳାଇଛି । ଅଭିଯୋଗ ହେବା ପରେ ପୁଲିସ ତନାଘନା କରିବା ସହ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।ଗତକାଲି କୋରାପୁଟ ଜିଲ୍ଲାର ଦାଦନ ଦମ୍ପତି ନିଜ ଅଞ୍ଚଳକୁ ଫେରିବା ପାଇଁ ରାୟଗଡା ବସଷ୍ଟାଣ୍ଡରେ

ନୀତୀଶ କୁମାର ଏନଡିଏ ବିଧାୟକ ଦଳ ନେତା; କାଲି ୧୦ମ ଥର ପାଇଁ ନେବେ ଶପଥ

ନୀତୀଶ କୁମାର ବୁଧବାର (୧୯ ନଭେମ୍ବର) ରାଜଭବନ ପହଞ୍ଚି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ଏନଡିଏ ବିଧାୟକଙ୍କ ସମର୍ଥନ ପତ୍ର ମଧ୍ୟ ପ୍ରଦାନ କରିଛନ୍ତି । ରାଜ୍ୟରେ ନୂତନ ସରକାର ଗଠନ ପାଇଁ ଦାବି କରିଛନ୍ତି ନୀତୀଶ । ଏନଡିଏ ବିଧାୟକ ଦଳର ନେତା

ଏବେ ପୁଣି ବଦଳିବ ଆପଣଙ୍କ ଆଧାର, ରହିବ କେବଳ ଫଟୋ ଓ QR

ଆଜିକାଲି ଆଧାର କେତେ ଗୁରୁତ୍ୱପୂର୍ଣ୍ଣ ତାହା ଆପଣ ଜାଣିଥିବେ। ପରି ଏକ ଅତ୍ୟାବଶ୍ୟକୀୟ ଡକ୍ୟୁମେଣ୍ଟର ଅପବ୍ୟବହାର ହେବାର ବିପଦ ଥାଏ। ଏହି ବିପଦକୁ ଆଶଙ୍କା କରି, ସରକାର ପୁଣି ଥରେ ଆଧାରକୁ ଅଧିକ ସୁରକ୍ଷିତ କରିବା ପାଇଁ ପରିବର୍ତ୍ତନ ଘୋଷଣା କରିଛନ୍ତି। ଆସିବାକୁ ଥିବା ନୂଆ ଆଧାର କାର୍ଡରେ

 ମଞ୍ଚ ଉପରେ ବସିଥିଲେ ପ୍ରଧାନମନ୍ତ୍ରୀ ମୋଦି, ପାଦ ଛୁଇଁ ପ୍ରଣାମ କଲେ ଐଶ୍ୱର୍ଯ୍ୟା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ ସ୍ୱର୍ଗତ ଆଧ୍ୟାତ୍ମିକ ଗୁରୁ ଶ୍ରୀ ସତ୍ୟସାଇ ବାବାଙ୍କ ଜୀବନ , ଶିକ୍ଷା ଏବଂ ଐତିହ୍ୟକୁ ସମ୍ମାନ ଜଣାଇବା ପାଇଁ ୧୦୦ ଟଙ୍କାର ଏକ ସ୍ମାରକୀ ମୁଦ୍ରା ଏବଂ ଡାକ ଟିକେଟ ସେଚ ଉନ୍ମୋଚନ କରିଛନ୍ତି । ଶ୍ରୀ ସତ୍ୟସାଇଙ୍କ ଜନ୍ମ ବାର୍ଷିକୀ ଉତ୍ସବରେ ମୋଦି

ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ

ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ । ଗୋଲକ ବିହାରୀ ଦିକ୍ଷିତଙ୍କୁ ଭୁବନେଶ୍ବର ମାର୍କେଟ ବିଲ୍ଡିଂରୁ ଗିରଫ କଲା ବଡଗଡ ଥାନା ପୋଲିସ । ସେ ଲଦାଖରେ କାର୍ଯ୍ୟରତ ଥିଲେ। ବଡଗଡ ଥାନା ଅଞ୍ଚଳରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ତାଙ୍କୁ ଗିରଫ

 ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା

ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୭ ଜନଗଣନା ପରେ ରାଜ୍ୟରେ ତହସିଲ ସଂଖ୍ୟା ବଢ଼ିବ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରଥମ

ଭୁବନେଶ୍ୱରରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା । ସଚେତନ ହେବେ ଲୋକେ

ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା । ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି । ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା।ଦିନକୁ ଦିନ ଦୁର୍ଘଟଣା ବଢ଼ିଚାଲିଥିବା ବେଳେ ଦୁର୍ଘଟଣାକୁ ରୋକିବା