Browsing Category

ଆଜିର ଖବର

 ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସାର୍ ଗିଲବର୍ଟ ୱାକର ସମ୍ମାନ ପ୍ରଦାନ

ମାଟି ପାଇଁ ଗର୍ବ ଆଣିଲେ ଓଡ଼ିଆ ପୁଅ। ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସାର୍ ଗିଲବର୍ ୱାକର୍ ଗୋଲ୍ଡ ସମ୍ମାନ।ପାଣିପାଗ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ ତାଙ୍କୁ ଇଣ୍ଡିଆନ୍ ମେଟ୍ରୋଲୋଜିକାଲ ସୋସାଇଟି ଆଇଏମଏସ ତରଫରୁ ଏହି ପୁରସ୍କାର ଦିଆଯାଇଛି ।ପାଣିପାଗ

ଏସ୍‌ସିବିରେ ମହିଳା ରୋଗୀଙ୍କୁ ଅସଦାଚରଣ

କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ

ଆସନ୍ତା ୨୭ତାରିଖରେ ଓଡ଼ିଶା ବିଧାନସଭାରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ନୂଆଦିଲ୍ଲୀ ସ୍ଥିତ ଲୋକ ସଭା ସଚିବାଳୟର ପାର୍ଲିଆମେଣ୍ଟାରୀ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ ଇନଷ୍ଟିଚ୍ୟୁଟ ଫର ଡେମୋକାର୍ସି (ପ୍ରାଇଡ) ତରଫରୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ଓଡିଶା ବିଧାନସଭା ପରିଦର୍ଶନ କରିଛନ୍ତି। ଏଥିସହ ସଚିବାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ

ବାଂଲାଦେଶୀ ନାବାଳିକା ଚାଲାଣ ମାମଲା;୧୦ ଅଭିଯୁକ୍ତଙ୍କ ବିରୋଧରେ ଏନ୍‌ଆଇଏ ଚାର୍ଜସିଟ୍‌

ବାଂଲାଦେଶୀ ନାବାଳିକାକୁ ଓଡ଼ିଶା ଚାଲାର ମାମଲାରେ ଜାତୀୟ ତଦନ୍ତ ସଂସ୍ଥା (ଏନ୍‌ଆଇଏ) ୧୦ ଜଣ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କରିଛି। ଏନ୍‌ଆଇଏ ଭୁବନେଶ୍ବରସ୍ଥିତ ଏକ କୋର୍ଟରେ ଏହି ଚାର୍ଜସିଟ୍‌ ଦାଖଲ କରିଛି। ଅଭିଯୁକ୍ତମାନେ ବାଂଲାଦେଶୀ ନାବାଳିକାଙ୍କୁ ଚାକିରି ପ୍ରଲୋଭନ

ହ୍ୟୁମାନ୍‌ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ରେ ସମ୍ପନ୍ନ ହୋଇଛି

ଜନ୍ମସ୍ଥାନ ଟିଟିଲାଗଡ଼ ଡେଙ୍ଗ ଗାଁରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମରଶରୀର ପହଞ୍ଚିବା ପରେ ଶେଷ ଦର୍ଶନ କରିଛନ୍ତି ପରିବାର, ସମ୍ପର୍କୀୟ, ଆତ୍ମୀୟ ସ୍ୱଜନ ଓ ସଙ୍ଗୀତ ଦୁନିଆର ବହୁ ସେଲିବ୍ରିଟି। ହ୍ୟୁମାନ୍‌ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ରେ

ପୋଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: ସିବିଆଇ ତଦନ୍ତକୁ ମୂଳରୁ ଆରମ୍ଭ କରିବାକୁ ନିଷ୍ପତ୍ତି

ବହୁଚର୍ଚ୍ଚିତ ପୋଲିସ ସବ୍ଇନ୍ସପେକ୍ଟର (ଏସ୍ଆଇ) ପରୀକ୍ଷା କେଳେଙ୍କାରୀ ମାମଲାରେ ସିବିଆଇ ତଦନ୍ତକୁ ମୂଳରୁ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ପୋଲିସ ଅଧିକାରୀଙ୍କ ନିଯୁକ୍ତି ଦାୟିତ୍ୱ ମୁଣ୍ଡାଇଥିବା ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍ବି)କୁ ଟାଗେର୍ଟ କରିଛି । ୨୦୨୦ ମସିହାଠାରୁ

ଜନଗଣନା ପ୍ରାକ୍ ପରୀକ୍ଷଣ : ୪ ସ୍ଥାନରେ ଗୃହ ଗଣନା ଓ ଗୃହ ତାଲିକା ସଂଗ୍ରହ ଆରମ୍ଭ

ବହୁ ପ୍ରତୀକ୍ଷିତ ୨୦୨୭ ଜାତୀୟ ଜନଗଣନା ପାଇଁ ୨୦୨୬ ଏପ୍ରିଲରୁ ପ୍ରଥମ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହେବ । ଏହା ପୂର୍ବରୁ ପ୍ରାକ ପରୀକ୍ଷଣ ଆରମ୍ଭ ହୋଇଛି । ଗତକାଲି (ନଭେମ୍ବର 17ରୁ) ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ଚଳିତମାସ ଶେଷ (ନଭେମ୍ବର 30) ପର୍ଯ୍ୟନ୍ତ ଚାଲିବ । ଏଥିରେ ଗୃହ ତାଲିକା ଓ

ଓଡ଼ିଶାରୁ ବିଦା ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ: ଆଇନମନ୍ତ୍ରୀ

ରାଜ୍ୟରୁ ତଡା ଖାଇବେ ବାଂଲାଦେଶୀ ଅନୁପ୍ରବେଶକାରୀ । ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଖୁବଶୀଘ୍ର ସେମାନଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ଆଜି(ମଙ୍ଗଳବାର) ବଡ଼ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ଆହୁରି କହିଛନ୍ତି, ସରକାର ଆସିବା ପରେ

ଜିଲାପାଳଙ୍କୁ ଏହି ୯ ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ

ମଙ୍ଗଳବାର ଅନୁଷ୍ଠିତ ଜିଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି।ଦୁର୍ନୀତି ହଟାଇ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନିତିରେ ସରକାର ବଦନାମ ହେଲେ ବରଦାସ୍ତ

ରାଜ୍ୟରେ କେହି ରହିବେନି ଭୂମିହୀନ । ୬ ମାସରେ ସମାଧାନ ହେବ ରାଜସ୍ଵ ବିଭାଗର ସବୁ ମାମଲା- ରାଜସ୍ଵ ମନ୍ତ୍ରୀ

ରାଜ୍ୟରେ କେହି ରହିବେନି ଭୂମିହୀନ । ୬ ମାସ ଭିତରେ ସମାଧାନ ହେବ ରାଜସ୍ଵ ବିଭାଗରେ ପଡ଼ିଥିବା ସବୁ ମାମଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ସମ୍ମିଳନରେ ଏକଥା କହିଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ରାଜସ୍ଵ ବିଭାଗରେ ପଡ଼ିଥିବା ସବୁ ମାମଲାର ସମାଧାନ ପାଇଁ

ଦିଲ୍ଲୀରେ ବିସ୍ଫୋରଣ କରିବା ପୂର୍ବରୁ ଚାଞ୍ଚଲ୍ୟକର ଭିଡିଓ କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଆତଙ୍କୀ ଡାକ୍ତର ଉମର ନବୀର ନୂଆ ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଉମର ନବୀ ଇଂଲିଶରେ ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ ବୋଲି କହୁଛି । ଆତ୍ମଘାତୀ ଆକ୍ରମଣକୁ ସଠିକ୍ ବୋଲି କହୁଛି ଉମର । ଘଟଣାର ୭ଦିନ ପରେ ଏହି ଭିଡିଓ ସାମ୍ନାକୁ ଆସିଛି ।ଏହି

ବରଗଡ଼ ଧନୁଯାତ୍ରା ପାଇଁ ନୂଆ କଂସ ହେଲେ ସୁଶୀଲ ମେହେର

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ତେବେ ଚଳିତବର୍ଷ ସୁଶୀଲ ମେହେର ହେବେ କଂସ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା