Browsing Category
ଆଜିର ଖବର
ଦିଲ୍ଲୀରେ ବିସ୍ଫୋରଣ କରିବା ପୂର୍ବରୁ ଚାଞ୍ଚଲ୍ୟକର ଭିଡିଓ କରିଥିଲେ ଆତଙ୍କବାଦୀ
ନୂଆଦିଲ୍ଲୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଆତଙ୍କୀ ଡାକ୍ତର ଉମର ନବୀର ନୂଆ ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଉମର ନବୀ ଇଂଲିଶରେ ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ ବୋଲି କହୁଛି । ଆତ୍ମଘାତୀ ଆକ୍ରମଣକୁ ସଠିକ୍ ବୋଲି କହୁଛି ଉମର । ଘଟଣାର ୭ଦିନ ପରେ ଏହି ଭିଡିଓ ସାମ୍ନାକୁ ଆସିଛି ।ଏହି!-->…
ବରଗଡ଼ ଧନୁଯାତ୍ରା ପାଇଁ ନୂଆ କଂସ ହେଲେ ସୁଶୀଲ ମେହେର
ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ତେବେ ଚଳିତବର୍ଷ ସୁଶୀଲ ମେହେର ହେବେ କଂସ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା!-->…
ମାଲକାନଗିରିରେ ବଡ଼ଧରଣର ଏନକାଉଣ୍ଟର, କୁଖ୍ୟାତ ମାଓ ନେତା ହିଡ୍ମା ନିପାତ
ଆନ୍ଧ୍ରପ୍ରଦେଶରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଏନ୍କାଉଣ୍ଟରରେ କୁଖ୍ୟାତ ମାଓ ନେତା ହିଡ୍ମା ନିପାତ । ହିଡ୍ମା ନାଁରେ ଥିଲା ୧ କୋଟି ଟଙ୍କାର ପୁରସ୍କାର । ତାଙ୍କ ପତ୍ନୀ ରାଜେ ମଧ୍ୟ ଏହି ଏନ୍କାଉଣ୍ଟରରେ ଟଳିଥିବା ସୂଚନା । ଏହା ସହ ଆହୁରି ୬ ମାଓବାଦୀ ମଧ୍ୟ ନିପାତ । ତେବେ ହିଡମା!-->…
ପୁରୀ ସମୁଦ୍ର ନିଷିଦ୍ଧାଞ୍ଚଳରେ ବୁଲୁଛି ମାଳ ମାଳ ମାଛଧରା ଟ୍ରଲର । ବିପଦରେ ବିରଳ ଅଲିଭ ରିଡ଼ଲେ କଇଁଛ
ଚଳିତ ମାସରୁ ଆରମ୍ଭ ହୋଇଛି ଅଲିଭ ରିଡ଼ଲେଙ୍କ ପ୍ରଜନନ ଋତୁ । ତେବେ ସୁରକ୍ଷିତ ଅଣ୍ଡାଦାନ ପାଇଁ ସବୁ ପ୍ରକାର ପ୍ରସ୍ତୁତି କରାଯାଇଛି । ବିଶେଷକରି ଅଲିଭ ରିଡ଼ଲେ ଫେବୃଆରୀ ମାସରେ ଅଣ୍ଡାଦାନ କରନ୍ତି । କିନ୍ତୁ ପୁରୀ ବନ୍ୟପ୍ରାଣୀ ବିଭାଗରେ ଥିବା ଦୁଇଟି ସ୍ଥାନରେ ଅଲିଭ ରିଡ଼ଲେ କଇଁଛ ମାନେ!-->…
ସମାନ ଦିନରେ ନୀରବି ଗଲା ଦୁଇ ସ୍ଵର, ଖୋକା ଭାଇଙ୍କ ସହ ମିଶିଗଲା ହ୍ୟୁମାନଙ୍କ ବିୟୋଗ ତାରିଖ
ସେଦିନ ଥିଲା ୧୭ ନଭେମ୍ବର ୨୦୦୨। ସେହି ଦିନ ଆଖିବୁଜିଥିଲେ ଚିରସବୁଜ ଗାୟକ ତଥା ଓଡ଼ିଆ ସଂଗୀତ ଜଗତର ବେତାଜ ବାଦଶାହ ଅକ୍ଷୟ ମହାନ୍ତି। ଆଉ ଏବେ ସେହି ନଭେମ୍ବର ୧୭ କିନ୍ତୁ ବର୍ଷଟା ଅଲଗା ମାନେ ୨୦୨୫ । ଏହି ଦୁଇଟି ତାରିଖ ଓଡ଼ିଶାର ସଙ୍ଗୀତ ଜଗତରେ ସବୁଦିନ ପାଇଁ ଅଭୁଲା ତାରିଖ ହୋଇ ରହିଯିବ ।!-->…
ବୁଧବାରଠୁ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
ସମଗ୍ର ରାଜ୍ୟରେ ଏବେ ଶୀତର ପ୍ରକୋପ ଜାରି ରହିଥିବାବେଳେ ଭୁବନେଶ୍ୱରରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ରବିବାର ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୯ ଡିଗ୍ରୀ ସେଲ୍ସିୟସ ରେକର୍ଡ ହୋଇଥିବାବେଳେ ଏହା ଗତ ୨୫ ବର୍ଷର ରେକର୍ଡ ଭାଙ୍ଗିଛି। ତେବେ ବୁଧବାରଠାରୁ ରାଜ୍ୟରେ ଥଣ୍ଡା!-->…
ହ୍ୟୁମାନଙ୍କ ପରଲୋକ ପରେ ବଡ଼ ଅଭିଯୋଗ ଆଣିଲେ ତାଙ୍କ ମାଆ
ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଓଲିଉଡଜଗତରେ ଶୋକର ଛାୟା ଖେଳିଯାଇଛି। ତେବେ ହ୍ୟୁମାନ ସାଗରଙ୍କ ପରଲୋକ ପରେ!-->…
ମାର୍ଶାଘାଇ ପୋଲିସ ଗିରଫ କଲା ଚୋରା ତେଲ ମାଫିଆ l
- କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନୁପୁର ଛକ ନିକଟରେ ଅସାମାଜିକ ଯୁବକ ଗିରିଶ ଚନ୍ଦ୍ର ନାୟକ ପାରାଦ୍ୱୀପ ରୁ ଆଶୁଥିବା ଟ୍ରକ ରୁ ତେଲ ଚୋରି କରୁ ଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ମାର୍ଶାଘାଇ ଥାନା ଅଧିକାରୀ ତପନ କୁମାର ନାୟକ ଙ୍କ ନିର୍ଦେଶରେ ମାର୍ଶାଘାଇ!-->…
ଶତ୍ରୁକୁ ଚେତାବନୀ । ଯେକୌଣସି ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ
ପହଲଗାମ ଆତଙ୍କୀ ଆକ୍ରମଣ ପରେ ମେ’ ମାସରେ ହୋଇଥିବା ସୈନ୍ୟ କାର୍ଯ୍ୟାନୁଷ୍ଠାନ ବା ‘ଅପରେସନ ସିନ୍ଦୂର’କୁ ନେଇ ଭାରତୀୟ ସ୍ଥଳ ସେନାଧ୍ୟକ୍ଷ ଉପେନ୍ଦ୍ର ଦ୍ବିବେଦୀ ଏକ ବଡ଼ ବୟାନ ଦେଇଛନ୍ତି ।ଜେନେରାଲ ଦ୍ୱିବେଦୀ କହିଛନ୍ତି, ପାକିସ୍ତାନ ଗୁପ୍ତ ଭାବରେ ଆତଙ୍କବାଦକୁ ଯେତେ ପ୍ରୋତ୍ସାହିତ କରୁନା!-->…
ଦିଲ୍ଲୀ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି
ନଭେମ୍ବର ୧୦ ତାରିଖରେ ହୋଇଥିବା ଦିଲ୍ଲୀ ବୋମା ବିସ୍ଫୋରଣରେ ଆହତ ହୋଇଥିବା ଆଉ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଏହା ସହ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ଦିଲ୍ଲୀର ଏଲଏନଜେପି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଲୁକମାନ ଏବଂ ବିନୟ ପାଟକଙ୍କ ମୃତ୍ୟୁ ଘଟିଛି। ଏହା ପୂର୍ବରୁ ଗତ ଗୁରୁବାର ଆଉ ଜଣେ!-->…
ଆସନ୍ତା ସପ୍ତାହରେ ବର୍ଷା ସମ୍ଭାବନା
ପୁଣି ଆଉ ଏକ ଲଘୁଚାପ ସମ୍ଭାବନା ।ନଭେମ୍ବର ୨୧ରୁ ୨୪ ମଧ୍ୟରେ ଲଘୁଚାପ । ୧୯ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୧ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୩ ବେଳକୁ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ତୀବ୍ରତା ଓ ଦିଗ ସ୍ପଷ୍ଟ ହୋଇନଥିବା!-->…
୪୮ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ
ଗଣିଆ (ବିଶ୍ଵରଞ୍ଜନ ସେଠି) ସୋମବାର ଗଣିଆ ବ୍ଲକରେ ନୟାଗଡ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଣିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳଙ୍କ ଏହି ଜନ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ ୪୮ଟି ଅଭିଯୋଗ ପଞିକୃତ ହୋଇଥିଲା । ଜିଲାପାଳ!-->…