Browsing Category
ଆଜିର ଖବର
ଆସନ୍ତା ସପ୍ତାହରେ ବର୍ଷା ସମ୍ଭାବନା
ପୁଣି ଆଉ ଏକ ଲଘୁଚାପ ସମ୍ଭାବନା ।ନଭେମ୍ବର ୨୧ରୁ ୨୪ ମଧ୍ୟରେ ଲଘୁଚାପ । ୧୯ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୧ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୨୩ ବେଳକୁ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ତୀବ୍ରତା ଓ ଦିଗ ସ୍ପଷ୍ଟ ହୋଇନଥିବା!-->…
୪୮ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ
ଗଣିଆ (ବିଶ୍ଵରଞ୍ଜନ ସେଠି) ସୋମବାର ଗଣିଆ ବ୍ଲକରେ ନୟାଗଡ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଣିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳଙ୍କ ଏହି ଜନ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ ୪୮ଟି ଅଭିଯୋଗ ପଞିକୃତ ହୋଇଥିଲା । ଜିଲାପାଳ!-->…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର
କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାଙ୍କୁ ଆସିଫ୍ ଅନବର ଖାନ୍ ନାମକ ଫେରିବାଲା ଶନିବାର ଅପରାହ୍ନରେ ବାରମ୍ବାର ବଳାତ୍କାର କରି କ୍ଷତାକ୍ତ କରି ଦେଇଥିବା ଯୋଗୁ ପୀଡ଼ିତା କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।!-->…
ଭେଣ୍ଟିଲେଟରରେ ହ୍ୟୁମାନ ସାଗର । ଜୀବନ ମରଣ ସହ କରୁଛନ୍ତି ସଂଘର୍ଷ
ଓଲିଉଡ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥାବସ୍ଥା ସଙ୍କଟାପନ୍ନ । ପତ୍ନି ଶ୍ରେୟାଙ୍କ ସୂଚନା, ଗତ ୨୪ ଘଣ୍ଟାରେ ହ୍ୟୁମାନଙ୍କ ସ୍ୱାସ୍ଥରେ ଆସୁନି ସୁଧାର । ସ୍ବାସ୍ଥ୍ୟାବସ୍ଥା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ବର୍ତ୍ତମାନ ସୁଦ୍ଧା!-->…
ବାରବାଟୀ ମ୍ୟାଚ ପାଇଁ ଡିସେମ୍ବର ୧ରେ ଟିକେଟ ବିକ୍ରି
ବାରବାଟୀ ମ୍ୟାଚ ପାଇଁ ଆସନ୍ତା ଡିସେମ୍ବର ୧ ତାରିଖରେ ହେବ ଟିକେଟ ବିକ୍ରି। ୧ରେ ଅନଲାଇନରେ ଟିକେଟ ବିକ୍ରି କରାଯିବ। ଏହା ପରେ ୫ ତାରିଖରେ ଅଫଲାଇନରେ ଟିକେଟ ବିକ୍ରି ହେବ। ଷ୍ଟାଡିୟମରେ ୬ଟି କାଉଣ୍ଟରରେ ବିକ୍ରି ହେବ ଟିକେଟ ।। ଡିସେମ୍ବର ୩ରେ ୪ରେ ଓସିଏ ଅନୁବନ୍ଧିତ ସଂସ୍ଥାକୁ ଟିକେଟ!-->…
ଡିସେମ୍ବର ୧ରୁ ପୁଲିସକୁ ଗାଡ଼ି ଯାଞ୍ଚ ଅଧିକାର ମିଳିବ ।ଏହାକୁ ନେଇ ଘରୋଇ ବସ୍ ମାଲିକ ସଂଘ ବସ୍ ଧର୍ମଘଟ ଚେତାବନୀ
ପୁଲିସକୁ ମୋଟର ଯାନ ଯାଞ୍ଚ ଅଧିକାର ଦେଇଛନ୍ତି ରାଜ୍ୟ ସରକାର । ଡିସେମ୍ବର ୧ରୁ ପୁଲିସକୁ ଗାଡ଼ି ଯାଞ୍ଚ ଅଧିକାର ମିଳିବ ।ଏହାକୁ ନେଇ ଘରୋଇ ବସ୍ ମାଲିକ ସଂଘ ବସ୍ ଧର୍ମଘଟ ଚେତାବନୀ ଦେଇଛି । ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି, ଯେବେଠୁ ସରକାର ଯାଞ୍ଚ ଅଧିକାର ଦେବେ ସେବେଠୁ!-->…
କମିବ ଗ୍ୟାସ୍ ଦାମ୍ ! ଆମେରିକାରୁ ଏଲପିଜି ଆମଦାନୀ କରିବ ଭାରତ
ଆମେରିକା ସହ ଭାରତର ଐତିହାସିକ ଚୁକ୍ତି। ଏହା ଅନୁସାରେ, ଭାରତର ତୈଳ କମ୍ପାନୀ ଆମେରିକାରୁ ଅତି କମରେ ୧୦ ପ୍ରତିଶତ ଏଲପିଜି ଆମଦାନୀ କରିବ। ଏହି ଚୁକ୍ତି ପରେ ଦେଶରେ ରୋଷେଇ ଗ୍ୟାସର ଉପଲବ୍ଧତା ସହଜ ହୋଇଯିବ। ଭବିଷ୍ୟତରେ କୌଣସି ସପ୍ଲାଇରେ ଅଭାବ ରହିବନି। ବହୁ ମାସ ହେବ ଏହି ଡିଲ୍କୁ ନେଇ!-->…
ବଡ଼ ରାୟ ଦେଲେ ବାଂଲାଦେଶ କୋର୍ଟ : ହସିନାଙ୍କୁ ଫାଶୀଦଣ୍ଡ
ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ICT ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି । ବିକ୍ଷୋଭକାରୀଙ୍କୁ ହତ୍ୟା!-->…
ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଲା CBI ଟିମ୍
ହ୍ମପୁରରେ ପହଞ୍ଚିଲା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଟିମ୍। ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି) ଦ୍ବାରା ପରିଚାଳିତ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଛି। ଆଜି ଠାରୁ ଏସ୍ଆଇ କେଳେଙ୍କାରୀରେ ଘାଣ୍ଟିବ ଜାତୀୟ ତଦନ୍ତକାରୀ!-->…
ଟ୍ୟାଙ୍କରକୁ ଧକ୍କା ଦେଇ ବସରେ ଲାଗିଲା ନିଆଁ, ୪୦ରୁ ଅଧିକ ଭାରତୀୟ ଜିବନ୍ତ ଦଗ୍ଧ
ସାଉଦି ଆରବରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି । ବସରେ ନିଆଁ ଲାଗିଯିବାରୁ ୪୦ରୁ ଅଧିକ ଭାରତୀୟ ପ୍ରାଣ ହରାଇଥିବା ସୂଚନା ମିଳିଛି । ତୀର୍ଥସ୍ଥାନ ବୁଲିଯାଇଥିବା ଭାରତୀୟଙ୍କ ଏକ ବସକୁ ଡିଜେଲ ଟ୍ୟାଙ୍କର ଧକ୍କା ଦେଇଥିଲା । ଫଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା ।ଘଟଣାଟି ସମୟ ପ୍ରାୟ ୧:୩୦!-->…
ରାମାୟଣ ନାଟକ ପ୍ରଦର୍ଶନରେ ଅଶ୍ଳୀଳତା ଅଭିଯୋଗ
ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମ ଓ ମାତା ସୀତାଙ୍କ ଗାଥାକୁ ନେଇ ରାମାୟଣ ନାଟକ ପରିବେଷଣ କରାଯାଉଥିବା ବେଳେ ଏହି ଚରିତ୍ରରେ ଥିବା କଳାକାରଙ୍କୁ ନେଇ ଲୋକଙ୍କ ଭିତରେ ଧର୍ମୀୟ ଭାବନା ରହିଥାଏ । ହେଲେ ରାମାୟଣ ନାଟକ ପରିବେଷଣ ବେଳେ ଦେଖିବାକୁ ମିଳିଛି ଅଶ୍ଲୀଳତା । ତିନିଦିନ ତଳେ ଗଞ୍ଜାମ!-->…
ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କ ଜରିମାନା ୫୦% ହ୍ରାସ କଲେ ଓଡ଼ିଶା ସରକାର
ଟ୍ରାଫିକ୍ ନିୟମ ଉଲ୍ଲଂଘନ କରିଥିବା ଯାନବାହନ ମାଲିକ ଓ ଚାଳକମାନଙ୍କ ପାଇଁ ଓଡ଼ିଶା ସରକାର ଏକ ବଡ଼ ରିହାତି ଘୋଷଣା କରିଛନ୍ତି। ମୋଟର ଯାନ ଆଇନ୍, ୧୯୮୮ ଅନୁଯାୟୀ କିଛି ନିର୍ଦ୍ଦିଷ୍ଟ ଉଲ୍ଲଂଘନ କ୍ଷେତ୍ରରେ ପଡ଼ି ରହିଥିବା ଜରିମାନା ରାଶିକୁ ହ୍ରାସ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି!-->…