Browsing Category

ଆଜିର ଖବର

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା

 ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର

 ନେପାଳ ମୃତ୍ୟୁ ସଂଖ୍ୟା ୫୪୭ ଟପିଲାଣି

ନେପାଳ ଜଳପ୍ରଳୟରେ ବଢ଼ିଚାଲିଛି ମୃତ୍ୟୁ ସଂଖ୍ୟା ।ଏବେ ମୃତ୍ୟୁସଂଖ୍ୟା ୫ଶହ ଟପିଥିବା ବେଳେ, ଶହ ଶହ ଲୋକ ନିଖୋଜ ଅଛନ୍ତି । ସେମାନଙ୍କ ମଧ୍ୟରେ ୪ଶହରୁ ଅଧିକ ଭାରତୀୟ ନାଗରିକ ଓ ଭାରତୀୟ ମୂଳ ରହିଛନ୍ତି । ନେପାଳ-ତିବ୍ବତରେ ବିଶାଳ ସର୍ଚ୍ଚ ଅପରେସନ୍ । ସେନା ହେଲିକପ୍ଟର ପ୍ରଭାବିତ ପାହାଡ଼ିଆ

ନୟାଗଡ଼ ଚିନିକଳ ପୁନଃ କାର୍ଯ୍ୟକ୍ଷମ ହେବ ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୟାଗଡ଼ ଠାରେ ସୁଭଦ୍ରା

ବାଘୁଣୀ ‘ଜିନ୍ନତ୍’ ବେକରୁ ହଟିବ ରେଡିଓ କଲର

ଶିମିଳିପାଳ ପାଇଁ ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟର ପରିବେଶ ସହ ସମ୍ପୂର୍ଣ୍ଣ ଭାବେ ଖାପଖୁଆଇ ନିଜ ବାସସ୍ଥଳୀ ଗଢ଼ିବା ସହ ୪ଟି ଶାବକଙ୍କୁ ଜନ୍ମ ଦେଇଥିବା ମହାବଳ ବାଘୁଣୀ ‘ଜିନ୍ନତ୍’ ଉପରୁ ଏବେ ନଜର ହଟାଇ ସମ୍ପୂର୍ଣ୍ଣ ମୁକ୍ତ କରିବା ପାଇଁ ନିଷ୍ପତ୍ତି ନେଉଛନ୍ତି ବନ ବିଭାଗ । ମହାରାଷ୍ଟ୍ରର

ଗଣିଆ ଗୋପୀନାଥ ମନ୍ଦିରରେ ଝୁଲଣ ଉତ୍ସବ ଉଦଯାପିତ

ଗଣିଆ (ବିଶ୍ୱରଂଜନ ସେଠି )ଗଣିଆ ଗୋପୀନାଥ ମନ୍ଦିରରେ ପବିତ୍ର ଝୁଲଣ ଯାତ୍ରା ଶ୍ରଦ୍ଧା, ଭକ୍ତି ଓ ଆଡ଼ମ୍ବରର ସହ ଉଦଯାପିତ ହୋଇଯାଇଛି। ଶ୍ରାବଣ ପୂର୍ଣ୍ଣିମା ଅବସରରେ ଶ୍ରୀ ଗୋପୀନାଥ ଜୀଉ, ଶ୍ରୀରାଧା ଏବଂ ଲଳିତା-ବିଶାଖାଙ୍କର ମନୋରମ ଝୁଲଣ ଉତ୍ସବର ଅନ୍ତିମ ପର୍ବ ସମ୍ପନ୍ନ ହୋଇଥିଲା। ମନ୍ଦିର

ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ; ଏଯାଏଁ ୩,୬୦୫ କେଜି ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ

ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟରେ ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ କରାଯାଉଛି । ଖାଦ୍ୟ ସୁରକ୍ଷା କମିଶନର ଡ଼ ପୋମା ଟୁଡୁଙ୍କ ତତ୍ୱାବଧାନରେ ଏହି ଅଭିଯାନରେ ରାଜ୍ୟର ବିଭିନ୍ନ ଜିଲ୍ଲା, ଉପଖଣ୍ଡ,

ଗଭୀର ସମୁଦ୍ରରେ କେମିତି ବୁଡ଼ିଲା ବିଦେଶୀ ଜାହାଜ? ରହସ୍ୟ ଫିଟାଇଲେ ଉଦ୍ଧାର ୨ ଚୀନ୍ ସଦସ୍ୟ

ଜାହାଜ ଏମଭି ଓସେନ୍ ଓ୍ବିନର ବୁଡ଼ିବା ଘଟଣାରେ ଉଦ୍ଧାର ହୋଇଥିବା ୨ କ୍ରୁ ସଦସ୍ୟଙ୍କ ଠାରୁ ମିଳିଛି ବଡ଼ ସୂଚନା। ଭାଷା ଅନୁବାଦକଙ୍କ ମାଧ୍ୟମରେ ଅଧିକାରୀଙ୍କ ସାମ୍ନାରେ ବଡ଼ ଖୁଲାସା କରିଛନ୍ତି ଏହି କ୍ରୁ ସଦସ୍ୟ। ମିଳିଥିବା ସୂଚନା ଅନୁସାରେ, ଏହି ୨ କ୍ରୁ ମେମ୍ବର ଭାଷା ଅନୁବାଦକଙ୍କ

କଲେଜ କ୍ୟାଣ୍ଟିନ୍‌ରେ ପୁରି-ବରା-ଆଳୁଚପ୍‌କୁ ମନା

କଲେଜ କ୍ୟାଣ୍ଟିନ୍‌ରେ ପୁରି, ବରା, ଆଳୁଚପ୍ ମନା । ରନ୍ଧନ ତେଲ ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲକୁ ପରାମର୍ଶ ଦିଆଯାଇଛି । ଏନେଇ ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ଅପିଲ ମାନିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ

୬ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରେଭିନ୍ୟୁ ଆସିଷ୍ଟାଣ୍ଟ

୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପାଟଣା ତହସିଲର କନିଷ୍ଠ ରାଜସ୍ୱ ସହାୟକ । ଜମି ମ୍ୟୁଟେସନ୍ ଫାଇଲ୍ ଆଗକୁ ବଢ଼ାଇବା ଏବଂ ଜମି ପଟ୍ଟା ଯୋଗାଇ ଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦୁଝର ଜିଲ୍ଲା ପାଟଣା ତହସିଲ

ନେପାଳ ପାଇଁ ଆମେରିକା ଘୋଷଣା କଲା ୫ ଲକ୍ଷ ଡଲାରର ସହାୟତା !

ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ନେପାଳକୁ ଯେକୌଣସି ପ୍ରକାରର ସାହାଯ୍ୟ ଆବଶ୍ୟକ ହେଲେ ଆମେରିକା ତାହା

କୁଜଙ୍ଗ ପୋଲିସ ଦ୍ୱାରା ଚୋରା ମଦ ଜବତ, ୩ ଗିରଫ

କୁଜଙ୍ଗ ତା 28/8ବିଶ୍ୱସ୍ତ ସୂଚନା ଆଧାରରେ ଏସ୍.ଆଇ ଆର୍.ଆର୍. ସାହୁ ଅନ୍ୟ ଥାନା କର୍ମଚାରୀଙ୍କ ସହ ଅଗପାଳ ଆଦର୍ଶ ସ୍କୁଲ ନିକଟରେ ଥିବା ବିନୟ କୁମାର ନାଥଙ୍କ ପୁଅ ଅଭୟ କୁମାର ନାଥଙ୍କ ପାନ ଦୋକାନ ଉପରେ ଚଢାଉ କରି ଦୋକାନରୁ ଏବଂ ତାଙ୍କ ଦୁଇ ପୁଅ ମଦ ବିକ୍ରୟ ପାଇଁ ବ୍ୟବହାର କରୁଥିବା ମୋଟର

ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଚୋରି କରିବା ନେଇ ୨ ଗିରଫ

ନେପାଳରେ ଆସିଥିବା ବିନାଶକାରୀ ବନ୍ୟାର ବିଭିନ୍ନ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି । ଏହି ଭିଡିଓରେ ବନ୍ୟା ଜଳରେ ଭାସି ଆସିଥିବା ମୃତଦେହରୁ ଅଳଙ୍କାର ଚୋରି ହେଉଥିବାର ଭାଇରଲ୍ ହେଉଛି । ଭିଡିଓ ଭାଇରଲ ହେବା ପରେ ନେପାଳ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଏଭଳି ଅମାନବୀୟ କାର୍ଯ୍ୟ