Browsing Category
ଆଜିର ଖବର
ସାତକୋଶିଆ ବାଲୁକା ଟେଟଂ ଉଦ୍ଘାଟିତପର୍ଯ୍ୟଟ୍ଟକଙ୍କୁ ଆକୃଷ୍ଟ କରୁଛି ବାଲୁକା ଶଯ୍ୟାରେ ରଙ୍ଗୀନ ଆଲୋକମାଳା
ଗଣିଆ, (ବିଶ୍ଵରଞ୍ଜନ୍ ସେଠି) ସାତକୋଶିଆ ଗଣ୍ଡ ଅଭୟାରଣ୍ୟ ଅନ୍ତର୍ଗତ ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଚଂଳର ବଡମୂଳ ମଙ୍ଗାନାସୀଠାରେ ରହିଛି ପରିବେଶ ପର୍ଯ୍ୟଟ୍ଟନ କେନ୍ଦ୍ର ମଙ୍ଗାନାସୀ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ । ବର୍ଷସାରା ଏହି ପର୍ଯ୍ୟଟ୍ଟନ କେନ୍ଦ୍ରରେ ଶୀତତାପ!-->…
ସାରା ଦେଶରେ ଲାଗୁ ହେଲା ଇ-ପାସପୋର୍ଟ ସେବା ପ୍ରୋଗ୍ରାମ ଭି୨.୦
ଏବେ ଭାରତ ଏବଂ ବିଦେଶରେ ଥିବା ଭାରତୀୟ ଦୂତାବାସମାନଙ୍କରେ ନୂଆ ପାସପୋର୍ଟ ତଥା ରିନୱାଲ ନିମନ୍ତେ ଏବେ ଚିପ୍ ଆଧାରିତ ଇ-ପାସପୋର୍ଟ ଜାରି ହେବ। ବିଦେଶ ଯାତ୍ରା ଅଥବା ପରିଚୟ ପ୍ରମାଣ ରୂପେ ପାସପୋର୍ଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏହାକୁ ଅଧିକ ସୁରକ୍ଷିତ ଓ ଟେକ୍ନିକାଲି ଉନ୍ନତ!-->…
ନିର୍ବାଚନ ହାରିବା ପରେ ସଞ୍ଜୟଙ୍କୁ ଦାୟୀ କରି ସମ୍ପର୍କ ଭାଙ୍ଗିଲେ ରୋହିଣୀ
ବିହାର ନିର୍ବାଚନରେ ମହାଗଠବନ୍ଧନର ପରାଜୟର ପ୍ରଭାବ ପଡ଼ିଛି ଲାଲୁଙ୍କ ପରିବାର ଉପରେ । RJD ହାରିବା ସହ ଲାଲୁ ଯାଦବଙ୍କ ପରିବାର ଭିତରେ କଳହ ବଢ଼ିଛି । ପରିବାର ଭିତରେ କୁହୁଳୁଥିବା କଳହର ନିଆଁ ବାହାରକୁ ଆସିଛି । ଲାଲୁଙ୍କ ବଡ଼ ଝିଅ ରୋହିଣୀ ଆଚାର୍ଯ୍ୟ ଶନିବାର ସୋସିଆଲ୍ ମିଡିଆରେ ପୋଷ୍ଟ କରି!-->…
ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟଗାର୍ଡ
ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ । ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍ ସଂଖ୍ୟା ବଢିବ। ଗୋପାଳପୁର ଓ ଧାମରା ବନ୍ଦରରେ ଜେଟି ଓ କୋଷ୍ଟ ଗାର୍ଡ ଶାଖା!-->…
ଶିମିଳିପାଳରେ ଆଜିଠୁ ବାଘ ଗଣନା ଆରମ୍ଭ
ଶିମିଳିପାଳରେ ଆଜିଠୁ ବାଘ ଗଣନା ଆରମ୍ଭ ହୋଇଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ କରାଯାଇଛି। NTCA ପ୍ରୋଟୋକଲ୍ ଅନୁଯାୟୀ ଆକଳନ ଦୁଇଟି ପର୍ଯ୍ୟାୟରେ କରାଯିବ, ପ୍ରଥମ ପର୍ଯ୍ୟାୟ!-->…
ପ୍ରକାଶ ପାଇଲା ସ୍ପେଶାଲ OTET-୨୦୨୫ ରେଜଲ୍ଟ
ପ୍ରକାଶ ପାଇଲା ସ୍ବତନ୍ତ୍ର OTET ପରୀକ୍ଷା ଫଳ । ସ୍ବତନ୍ତ୍ର OTET ପରୀକ୍ଷାରେ ୬୬.୫% ପରୀକ୍ଷାର୍ଥୀ ପାସ୍ । ୪୮ ହଜାର ୧୫୩ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପାସ୍ କରିଛନ୍ତି । ଗତ ସେପ୍ଟେମ୍ବର ୨୭ ତାରିଖରେସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହୋଇଥିଲା । ଉଭୟ ପେପର-I ଓ ପେପର-IIରେ ୭୫ ହଜାର ୪୦୩ ଜଣ!-->…
ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତର ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି କି ରୋଗୀ ଦେଖିପାରିବେ ନାହିଁ
ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏମାନେ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । ଦିଲ୍ଲୀ ବିସ୍ଫୋରଣ ପରେ ବେଆଇନ କାର୍ଯ୍ୟକଳାପ ତଥା (UAPA) ଆଇନ ଅନୁଯାୟୀ,!-->…
କଟକରେ୨୦ ରୁ ଅଧିକ ଲୋକ ଜଣ୍ଡିସରେ ଆକ୍ରାନ୍ତ
କଟକ ମହନଗର ନିଗମର କଦମ-ଏ-ରସୁଲ ଗଳିରେ ଥିବା ବ୍ରାହ୍ମଣ ସାହିରେ ବ୍ୟାପୁଛି ଜଣ୍ଡିସ । ଯାହାକୁ ନେଇ ଭୟଭୀତ ଅଞ୍ଚଳବାସୀ । ୨୦ ରୁ ଅଧିକ ଲୋକ ଜଣ୍ଡିସରେ ଆକ୍ରାନ୍ତ ହେଲେଣି । ଦୂଷିତ ପାଣି, ଡ୍ରେନ୍ ସଫାରେ ଅବହେଳା ଯୋଗୁଁ ଜଣ୍ଡିସ ବ୍ୟାପୁଥିବା ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ବାସିନ୍ଦା ।!-->…
ଏହି ଦିନ ମିଳିବ ପିଏମ୍ କିସାନ୍ ସମ୍ମାନ ନିଧିର ୨୧ତମ କିସ୍ତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ନଭେମ୍ବରରେ ପିଏମ୍ କିସାନ୍ ସମ୍ମାନ ନିଧିର ୨୧ତମ କିସ୍ତି ଜାରି କରିବାକୁ ଯାଉଛନ୍ତି। ଏହି ଯୋଜନା ଅଧୀନରେ କୃଷକମାନଙ୍କୁ ବର୍ଷକୁ ୬୦୦୦ ଟଙ୍କାର ସିଧାସଳଖ ଆର୍ଥିକ ସହାୟତା ମିଳୁଛି ଏବଂ ପ୍ରତ୍ୟେକ କିସ୍ତ ଜାରି ହେବା ସହ ଲକ୍ଷ ଲକ୍ଷ କୃଷକ ଲାଭବାନ!-->…
ଆଜିର ସୁନା ରୂପ ଦାମ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୭,୮୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ!-->…
ବିହାରରେ ପୁଣି ଏନଡିଏ ସରକାର, ୧୦ମ ଥର ପାଇଁ ପୁଣି ଶପଥ ନେବେ ନୀତିଶ
ବିହାରରେ ଏନଡିଏ ଏକ ବଡ଼ ବିଜୟ ହାସଲ କରିଛି । ଭାରତୀୟ ଜନତା ପାର୍ଟି ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି । ଏନଡିଏ ମୋଟ ୨୦୨ଟି ଆସନରେ ବିଜୟୀ ହୋଇଥିବା ବେଳେ ତାମଧ୍ୟରୁ ବିଜେପି ୯୫ଟି ଓ ଜେଡିୟୁ ୮୫ଟି ଆସନରେ ବିଜୟ ହାସଲ କରିଛନ୍ତି । ଏନଡିଏର ଏହି ବଡ଼ ସଫଳତା ପରେ ପୁଣି ଥରେ ମୁଖ୍ୟମନ୍ତ୍ରୀ!-->…
ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ । ଆଗାମୀ ଦିନରେ ତାପମାତ୍ରା ଆହୁରି ଖସିବ
ରାଜ୍ୟରେ ଖସୁଛି ପାରଦ ବଢୁଛି ଶୀତ । ସାରା ରାଜ୍ୟରେ ସର୍ବନିମ୍ନ ତାପପାତ୍ରା ୨୦ ଡିଗ୍ରୀ ତଳେ ରହିଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଆଇଏମଡିର ଆକଳନ 'ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର!-->…