Browsing Category
ଆଜିର ଖବର
ନୂଆପଡ଼ା ନିର୍ବାଚନ: ବଡ଼ ବ୍ୟବଧାନରେ ବିଜେପି ବିଜୟୀ
ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ମତଗଣନା ଶେଷ ହୋଇଛି। ୨୬ତମ ରାଉଣ୍ଡର ଭୋଟ୍ ଗଣତି ପରେ ତଥା ସଦ୍ୟତମ ସୂଚନା ଅନୁସାରେ ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି। ଜୟ ଢୋଲକିଆ ୧, ୨୩, ୮୬୯ ଖଣ୍ଡ ଭୋଟ୍ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ!-->…
ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ‘ଲୋଗୋ’ ଉନ୍ମୋଚନ
ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ରାଜ୍ୟ ସରକାରଙ୍କ ମହତ୍ଵାକାଂକ୍ଷୀ ଯୋଜନା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକାରିତାକୁ ଆଉ ଗୋଟିଏ ପାଦ ଆଗକୁ ନେଇ ଆଜି ଲୋକସେବା ଭବନ ଠାରେ ଏହି ଯୋଜନାର ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ!-->…
ଲୋକେ ପରିବର୍ତ୍ତନ ଚାହୁଁଥିଲେ: ମନମୋହନ ସାମଲ
ନୂଆପଡା ଉପନିର୍ବାଚଳ ଫଳାଫଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ। ସେ କହିଛନ୍ତି ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଯାହାର ପ୍ରତିଫଳନ ଗଣତିରୁ ସ୍ପଷ୍ଟ ହେବାରେ ଲାଗିଛି। ନୂଆପଡା ଏକ ସମସ୍ୟା ବହୁଳ ନିର୍ବାଚନ ମଣ୍ଡଳୀ । ଶିଳ୍ପ, କଳକାରଖାନା ନାହିଁ, ଜଳସେଚନର ବ୍ୟବସ୍ଥା ହୋଇନି ।!-->…
ନୂଆପଡା ଉପନିର୍ବାଚନ ପାଇଁ ଟଙ୍କା ମିଳିଲାନି: ଘାସିରାମ ମାଝୀ
ନୂଆପଡା ଉପନିର୍ବାଚନରେ ବିଜେପିର ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ସେ କହିଛନ୍ତି ବିଜେପି ପଇସା ଦେଇ ଭୋଟ୍ କିଣିଛି। ପଇସା ପାଇଁ ବିଜେପି ଆଗରେ ରହିଛି। ମାଟି ପୁଅକୁ ଚିହ୍ନିଲେନି । ଭୋଟରମାନେ ଟଙ୍କାରେ କିଣି ହୋଇଗଲେ,କେନ୍ଦ୍ରୀୟ ନେତାଙ୍କ!-->…
୨୭ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ। ତେବେ ବିଧାନସଭାର ଶୀତ ଅଧିବେଶନରେ ମୋହନ ସରକାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ରାଷ୍ଟ୍ରପତି!-->…
ବିହାର ଫାଇଟ୍ : ଏକତରଫା ବିଜୟ ମୁହାଁ ବିଜେପି-ଜେଡିୟୁ
ବିହାରରେ ପୁଣି ଚାଲିଲା ମୋଦୀ ମ୍ୟାଜିକ୍ । ଏନଡିଏ ଉପରେ ଭରସା କଲେ ଭୋଟର । କିଛି ଏମିତି ଚିତ୍ର ସାମ୍ନାକୁ ଆସୁଛି ବିହାର ବିଧାନସଭା ନିର୍ବାଚନରେ । ବିଜେପି-ଜେଡିୟୁ ମେଣ୍ଟ ବଡ ବିଜୟ ଅଭିମୁଖେ ମୁହାଁଉଛନ୍ତି । ଅନ୍ୟ ଦିଗରେ ଆରଜେଡି ଏବଂ କଂଗ୍ରେସ ମାଟି କାମୁଡିଥିବା ଦେଖିବାକୁ ମିଳିଛି!-->…
ଦେଶର ସବୁ ପ୍ରମୁଖ ବ୍ୟାଙ୍କମାନଙ୍କୁ ମିଳିଲା ନୂଆ ଡୋମେନ୍ ‘.bank.in’
ଦେଶର ସବୁ ପ୍ରମୁଖ ବ୍ୟାଙ୍କ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ, ଆଇସିଆଇସିଆଇ ବ୍ୟାଙ୍କ, ଏଚଡିଏଫସି ବ୍ୟାଙ୍କ ଓ ଆକ୍ସିସ ବ୍ୟାଙ୍କ ନିଜ ଅଫିସିଆଲ୍ ୱେବସାଇଟକୁ ପୁରୁଣା '.com' କିମ୍ୱା '.co.in' ଡୋମେନରୁ ବଦଳାଇ ଏବେ '.bank.in'କୁ ସ୍ଥାନାନ୍ତରିତ କରାଯାଇଛି । ଏହି ପଦକ୍ଷେପ ଭାରତୀୟ ରିଜର୍ଭ!-->…
ସରିଲା ଐତିହାସିକ କଟକ ବାଲିଯାତ୍ରା
ସରିଲା ଐତିହାସିକ ବାଲିଯାତ୍ରା 2025 । ପ୍ରତିବର୍ଷ ପରି ଏଥର ମଧ୍ୟ ଧୁମଧାମରେ ପାଳିତ ହୋଇଛି ବାଲିଯାତ୍ରା ମହୋତ୍ସବ । ଏହି ଅବସରରେ ବଲିଉଡରୁ ଓଲିଉଡ ଗାୟିକା ଓ ତାରକା ନିଜ ପରଫର୍ମରେ ଦର୍ଶକଙ୍କୁ ମତୁଆଲା କରିଛନ୍ତି । ସମାପନୀ ଉତ୍ସବରେ ବଲିଉଡ୍ ପ୍ରଚ୍ଛଦପଟ୍ଟ ଗାୟିକା ଶ୍ରେୟା ଘୋଷାଲଙ୍କ!-->…
ଆଜି ହେଉଛି ଶିଶୁ ଦିବସ
ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ। ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି।ନେହରୁଙ୍କ ଜନ୍ମ ୧୮୮୯ ମସିହାରେ ଆଲ୍ଲାବାଦରେ ହୋଇଥିଲା ।!-->…
ଆଜି ନୂଆପଡା ଉପନିର୍ବାଚନ ରେଜଲ୍ଟ
ଆଜି ନୂଆପଡା ଉପନିର୍ବାଚନ ଫଳ । ସକାଳୁ ଷ୍ଟ୍ରଙ୍ଗରୁମରେ ଖୋଲାହୋଇଛି ପୋଷ୍ଟାଲ୍ ବାଲାଟ୍ । ଆରମ୍ଭ ହୋଇ ଗଲାଣି କାଉଣ୍ଟ ଡାଉନ୍ । ସକାଳ ୮ଟାରୁ ଗଣତି ଆରମ୍ଭ । ୧୪ଟି ଟେବୁଲରେ ୨୬ ରାଉଣ୍ଡ ଗଣତି ପରେ ଜଣାପଡିବ ରାଜନୈତିକ ଜିତ୍ କାହାର ।ପ୍ରଥମେ ପୋଷ୍ଟାଲ୍ ବାଲାଟ୍, ପରେ ଇଭିଏମ୍ ଗଣତି ହେବ ।!-->…
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ
ଭୁବନେଶ୍ୱରର ବାଲିଅନ୍ତାରେ ନିୟୋଜିତ ଜଣେ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର (ଏଏସଆଇ) ଗୁରୁବାର ଦିନ ଜଣେ ବ୍ୟକ୍ତିଙ୍କ ଠାରୁ ୪,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଦ୍ୱାରା ଗିରଫ ହୋଇଛନ୍ତି।ଅଭିଯୁକ୍ତ ଅଧିକାରୀ ଜଣକ ସୋମନାଥ ପଲେଇ ବୋଲି ଚିହ୍ନଟ ହୋଇଛନ୍ତି। ପାରିବାରିକ ବିବାଦ!-->…
କଟକ ବାଲିଯାତ୍ରାରେ ଠେଲାପେଲା, ୨ ଅଚେତ
ଐତିହାସିକ ବାଲିଯାତ୍ରା କଟକ-୨୦୨୫ର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଐତିହାସିକ ବାଲିଯାତ୍ରାର ଉଦ୍ଯାପନୀ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଚାଲିଛି ବଲିଉଡ୍ ଗାୟିକା ଶ୍ରେୟା ଘୋଷାଲଙ୍କ ଶୋ' । ଶ୍ରେୟାଙ୍କ ଗୀତରେ ଝୁମିବାକୁ ତଳ ବାଲିଯାତ୍ରା ପଡ଼ିଆରେ ପ୍ରବଳ ଭିଡ଼!-->…