Browsing Category
ଆଜିର ଖବର
କଟକ ବାଲିଯାତ୍ରାରେ ଠେଲାପେଲା, ୨ ଅଚେତ
ଐତିହାସିକ ବାଲିଯାତ୍ରା କଟକ-୨୦୨୫ର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଐତିହାସିକ ବାଲିଯାତ୍ରାର ଉଦ୍ଯାପନୀ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଚାଲିଛି ବଲିଉଡ୍ ଗାୟିକା ଶ୍ରେୟା ଘୋଷାଲଙ୍କ ଶୋ' । ଶ୍ରେୟାଙ୍କ ଗୀତରେ ଝୁମିବାକୁ ତଳ ବାଲିଯାତ୍ରା ପଡ଼ିଆରେ ପ୍ରବଳ ଭିଡ଼!-->…
ଦିଲ୍ଲୀ ବିସ୍ଫୋରଣ ଘଟଣାକୁ ନେଇ ଗୃହମନ୍ତ୍ରୀ ଅମିତ ଶାହ ଦେଲେ କଡ଼ା ନିର୍ଦ୍ଦେଶ
ଦିଲ୍ଲୀ ବିସ୍ଫୋରଣ ଘଟଣାକୁ ନେଇ ଗୃହମନ୍ତ୍ରୀ ଅମିତ ଶାହଙ୍କ ଉଚ୍ଚ ସ୍ତରୀୟ ବୈଠକ । ଗୁରୁବାର ସକାଳେ ତାଙ୍କ ବ୍ୟକ୍ତିଗତ ବାସଭବନରେ ବୈଠକ ଡାକିଥିରେ । ଯେଉଁଥିରେ ଗୁଇନ୍ଦା ସଂସ୍ଥା ଏବଂ ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। NIA ଠୁ ତଦନ୍ତର ଅପଡେଟ୍ ରିପୋର୍ଟ ନେଇଛନ୍ତି!-->…
ନଭେମ୍ବର ୧୬ରୁ ସଡ଼କ ଦୁର୍ଘଟଣାଜନିତ ଶୂନ ମୃତାହତ ପକ୍ଷ ଆରମ୍ଭ
ସଡ଼କ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ସରକାରଙ୍କ ଦ୍ୱାରା ନିରନ୍ତର ପ୍ରୟାସ ଜାରି ରହିଛି।ନଭେମ୍ବର ୧୬ରୁ ୩୦ ଯାଏଁ ସାରା ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ଶୂନ ମୃତାହତ ପକ୍ଷ ଆରମ୍ଭ ହେବାକୁ ଯାଉଛି। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ଗ୍ରହଣ!-->…
ପୋଲିସ ଏସ୍ଆଇ ମାମଲା, ଜାମିନ ଆବେଦନର ଶୁଣାଣି ୨୦ ତାରିଖକୁ ଘୁଞ୍ଚିଲା
ଜାମିନ ଆବେଦନର ଶୁଣାଣି ୨୦ ତାରିଖକୁ ଘୁଞ୍ଚିଲା । ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ରହୁଥିବା ଶଙ୍କର ପୃଷ୍ଟି ସମେତ ମୋଟ ୭ ଜଣଙ୍କ ଜାମିନ ଆବେଦନର ଶୁଣାଣି ବ୍ରହ୍ମପୁର ଭିଜିଲାନ୍ସ କୋର୍ଟରେ ଆଜି ହେବାର ଥିଲା l ଏହି କେଳେଙ୍କାରୀର ମୁଖ୍ୟ!-->…
ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ: ପୂର୍ତ୍ତ ମନ୍ତ୍ରୀ
ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ କରାଯିବ। କଳ୍ପନା, ଖଣ୍ଡଗିରି, ଜୟଦେବ ବିହାର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେବ।!-->…
ପୁଣି ଇସ୍କନର ମନମାନୀ, ଆସନ୍ତା୨୩ ରେ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା
ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ ଅନଲାଇନ ମାଧ୍ୟମରେ ସୂଚନା ଦିଆଯାଇଛି!-->…
ଏଣିକି ଗୋଟିଏ ରାଜସ୍ଵ ଆଇନ୍ : ରାଜସ୍ଵ ମନ୍ତ୍ରୀ
ଏଣିକି ଓଡିଶାରେ ରହିବ କେବଳ ଗୋଟିଏ ରାଜସ୍ଵ ଆଇନ୍। ପୁରୀରେ ସମୀକ୍ଷା ବୈଠକ ପରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସରକାର ଅଧ୍ୟୟନ କରୁଛନ୍ତି, ପ୍ରସ୍ତୁତି ଆରମ୍ଭ ହୋଇଛି। ଅନେକ ଜଟିଳ ଆଇନ୍ ଅଛି, କିଛି ଆବଶ୍ୟକ ନାହିଁ। ଖୁବ୍ ଶୀଘ୍ର ଓଡିଶା ଗଭରମେଣ୍ଟ ଲ୍ୟାଣ୍ଡ!-->…
ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା
ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ୧ମ ପର୍ଯାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି।
!-->!-->!-->…
ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ
ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶଶିକା ଜାରି କରାଯାଇଛି । ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡି କର୍ମୀ । ଏଥିପାଇଁ ଅଙ୍ଗନବାଡି କର୍ମୀଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ । ଜନ୍ମରୁ ୬!-->…
୪ଦିନ ହେଲା ପଡ଼ିରହିଛି ମୃତଦେହ, ସ୍ବାମୀ କଲେନି ସତ୍କାର
ଜଣେ ବୃଦ୍ଧାଙ୍କର ରବିବାରଠାରୁ ମୃତ୍ୟୁ ହେଲାଣି। ଆଜି ପର୍ଯ୍ୟନ୍ତ ତାଙ୍କର ଶବ ସତ୍କାର କରାଯାଇ ପାରିନାହିଁ। ସ୍ବାମୀ ଛୁଇଁବାକୁ ଅରାଜି ଥିବାବେଳେ କାନାଡ଼ାରେ ରହୁଥିବା ପୁଅକୁ ଅପେକ୍ଷା କରାଯାଇଛି। ପୁଅ ପହଞ୍ଚିବା ପରେ ଶବ ସତ୍କାର ହେବ। ଏହି କାରଣରୁ ୪ଦିନ ହେଲା ବୃଦ୍ଧାଙ୍କ ମୃତଦେହ!-->…
୨୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି
ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ।୩୧.୦୩.୨୦୨୪ରେ ଅବସର!-->…
ପୁଲିସ ଏସଆଇ ନିଯୁକ୍ତି ସ୍କାମ୍ : ମାମଲା ରୁଜୁ କଲା ସିବିଆଇ
ପୁଲିସ ଏସଆଇ ନିଯୁକ୍ତି ସ୍କାମର ବଡ଼ ଅପଡେଟ୍। କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତ ପ୍ରକାଶ ପରେ ମାମଲା ରୁଜୁ କଲା ସିବିଆଇ। ଭୁବନେଶ୍ଵର ସ୍ଥିତ ସିବିଆଇ ଶାଖା ପକ୍ଷରୁ ମାମଲା ରୁଜୁ କରାଯାଇ ଘଟଣାର ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି। ଟିମରେ ଅଛନ୍ତି ୧୨ରୁ ଅଧିକ ସିବିଆଇ ଅଧିକାରୀ। ଜଣେ ଅତିରିକ୍ତ!-->…