Browsing Category
ଆଜିର ଖବର
୧୪ ତାରିଖ ଗଣନାକୁ ଏବେ ସମସ୍ତଙ୍କ ପ୍ରତୀକ୍ଷା । ଇଭିଏମରେ ୧୪ ପ୍ରାର୍ଥୀଙ୍କ ଭାଗ୍ୟ ସିଲ
ନୂଆ ନେତା ପ୍ରତୀକ୍ଷାରେ ନୂଆପଡ଼ା । ୧୪ ତାରିଖ ଗଣନାକୁ ଏବେ ସମସ୍ତଙ୍କ ପ୍ରତୀକ୍ଷା ।ଇଭିଏମରେ ୧୪ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇଛି । ଗଣତନ୍ତ୍ରର ଏହି ପର୍ବରେ ନୂଆପଡ଼ାବାସୀ ଉତ୍ସାହର ସହ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ନୂଆପଡ଼ାରେ ୮୧.୧୪ ପ୍ରତିଶତ ଭୋଟିଂ ହୋଇ ଛି। ନୂଆପଡାରେ!-->…
ଆଜି ପ୍ରଥମାଷ୍ଟାମୀ
ଆଜି ମାର୍ଗଶୀର କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହାକୁ ପ୍ରଥମାଷ୍ଟମୀ ତଥା ପୋଢ଼ୁଆଁ ଅଷ୍ଟମୀ ବୋଲି କୁହାଯାଏ। ଉତ୍କଳର ପ୍ରତି ଓଡ଼ିଆ ଘରେ ଜ୍ୟେଷ୍ଠ ମାନଙ୍କୁ ପଢ଼ୁଆଁ କରାଯାଇଥାଏ। ଏହି ଅବସରରେ ଘରେ ଘରେ ପିଠାପଣା ହେବ। ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା ବି କରାଯିବ। ଗୁରୁତ୍ୱପୂର୍ଣ୍ଣ!-->…
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଚାଷୀ ମେଳା।
ଭଣ୍ଡାରିପୋଖରୀ,୧୧/୧୧(ନିପ୍ର): ଆଜି ଭଣ୍ଡାରିପୋଖରୀ କଲେଜ ପଡିଆ ଠାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ମତ୍ସ୍ୟ ପ୍ରାଣୀ ସମ୍ପଦ ବିକାଶ ଆୟୋଜିତ ମେଳାରେ ମୁଖ୍ୟ ଅତିଥି ଭାବେ ସାଂସଦ ଅଭିମନ୍ୟୁ ସେଠୀ ଯୋଗଦେଇ ବ୍ଲକ ସ୍ତରରେ ପ୍ରଥମ ଥର ପାଇଁ ସରକାର ପ୍ରାଣୀ!-->…
SI ପରୀକ୍ଷା କେଳେଙ୍କାରୀ, CBI ତଦନ୍ତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି। ସିବିଆଇ ତଦନ୍ତ ପାଇଁ ସୁପାରିସ୍ କରିଥିଲେ ରାଜ୍ୟ ସରକାର। ଏହି ମାମଲାରେ ୧୧୪ ପରୀକ୍ଷାର୍ଥୀ ଜେଲ୍ ଯାଇ ଜାମିନରେ ଆସିଛନ୍ତି। ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତି ଗିରଫ ହୋଇ!-->…
ନୂଆପଡ଼ା ଉପନିର୍ବାଚନ:ସନ୍ଧ୍ୟା ୫ଟା ସୁଦ୍ଧା ୭୫ .୩୧% ମତଦାନ
ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ଜାରି ରହିଛି। ନୂଆପଡାର ଅଭୟାରଣ୍ୟ ଗାଁ ସୁନାବେଡାରୁ ଫେରିଲେ ପୋଲିଂ ଟିମ୍। ଭୋଟିଂ ଶେଷ କରିବା ପରେ ବାୟୁସେନା ହେଲିକପ୍ଟରରେ ଫେରିଛନ୍ତି । ୮ଟି ସମ୍ବେଦନଶୀଳ ବୁଥ୍ରେ ମତଦାନ ଶେଷ ପରେ ଫେରିଲେ। ନୂଆପଡା ବିଧାନସଭା ଉପ ନିର୍ବାଚନରେ!-->…
ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ କରିବ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ)
ଦିଲ୍ଲୀରେ ସୋମବାର ସଂଧ୍ୟାରେ ଲାଲକିଲ୍ଲା ନିକଟରେ ହୋଇଥିବା କାର୍ ଦୁର୍ଘଟଣାର ତଦନ୍ତ ରାଷ୍ଟ୍ରୀୟ ତଦନ୍ତକାରୀ ଏଜେନ୍ସି କରିବ । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ନେଇଛି ଓ ତଦନ୍ତ ଦାୟିତ୍ୱ ଏନଆଇଏକୁ ହସ୍ତାନ୍ତର କରାଯାଇଛି ।ସୋମବାର ରାତିରେ ବିସ୍ଫୋରଣ ପରେ ଏନଆଇଏ ଏବଂ ଏନଏସଜି!-->…
ତତ୍ପର ହେଲା ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ ସଂଘ
ଦିଲ୍ଲୀ ଲାଲ୍କିଲ୍ଲା ମେଟ୍ରୋ ଷ୍ଟେସନ୍ ନିକଟରେ ବୋମା ବିସ୍ଫୋରଣ ପରେ ସାରା ଦେଶରେ ହାଇଆଲର୍ଟ । ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବିପଦ ସତର୍କତାକୁ ନେଇ ସଜାଗ ହେଲା ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ ସଂଘ । ପର୍ଯ୍ୟଟନ ସ୍ଥଳୀରେ ଥିବା ହୋଟେଲ ଗୁଡ଼ିକରେ ସୁରକ୍ଷା ଯାଞ୍ଚ!-->…
ନୂଆପଡ଼ା: ଅପରାହ୍ନ ୩ଟା ସୁଦ୍ଧା ୬୫.୨% ମତଦାନ,ଆଉ ଜଣେ ପ୍ରିଜାଇଡିଂ ଅଫିସର ସସ୍ପେଣ୍ଡ
ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ୬୫.୫୬% ମତଦାନ ହୋଇଥିବା ସୂଚନା ମିଳିଛି। ସମସ୍ତ ବୁଥରେ ସୁରୁଖୁରୁରେ ମତଦାନ ଚାଲିଥିବା ଜଣାପଡ଼ିଛି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍ର ପ୍ରିଜାଇଡିଂ!-->…
ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି
ଏବେ ଜାତୀୟ ରାଜନୀତିରେ ସବୁଠୁ ଅଧିକ ଚର୍ଚ୍ଚାରେ ବିହାର । ସରିଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ।ଅନ୍ତିମ ପର୍ଯ୍ୟାୟ ପାଇଁ ଆଜି ୨୦ଟି ଜିଲାର ୧୨୨ଟି ନିର୍ବାଚନମଣ୍ଡଳୀରେ ମତଦାନ ଆରମ୍ଭ ହୋଇଛି। ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ସୁନିଶ୍ଚିତ କରିବା ପାଇଁ ରାଜ୍ୟବ୍ୟାପୀ ୪୦୦,୦୦୦ରୁ!-->…
ଦିଲ୍ଲୀରେ ବିସ୍ଫୋରଣ ପରେ ଓଡ଼ିଶାରେ ହାଇ ଆଲର୍ଟ,ବିପଦର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ : ଆଇନ ମନ୍ତ୍ରୀ
ଦିଲ୍ଲୀରେ ବିସ୍ଫୋରଣ ପରେ ଓଡିଶାରେ ହାଇ ଆଲର୍ଟ କରାଯାଇଛି । ପୋଲିସ ବିଭାଗ ସହ ଆଲୋଚନା କରି ସବୁ ସ୍ଥାନରେ ସୁରକ୍ଷା କଡାକଡି କରାଯାଇଛି । ଭୁବନେଶ୍ବରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ ରେଳ ଷ୍ଟେସନ୍, ସହରକୁ ପ୍ରବେଶ ଓ ପ୍ରସ୍ଥାନ ରାସ୍ତାରେ ଚେକିଂକୁ କଡ଼ାକଡ଼ି କରାଯାଇଛି ।ସେହିଭଳି ଧାର୍ମିକ!-->…
ଦିଲ୍ଲୀ ବିସ୍ଫୋରଣ ନେଇ ପ୍ରତିରକ୍ଷା ମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦିଲ୍ଲୀ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ବଡ଼ ବୟାନ ଜାରି କରିଛନ୍ତି। ସେ କହିଛନ୍ତି, “ସୁରକ୍ଷା ଏଜେନ୍ସିଗୁଡ଼ିକ ଦ୍ୱାରା ତଦନ୍ତ ଚାଲିଛି। ତଦନ୍ତର ବିବରଣୀ ଖୁବ୍ ଶୀଘ୍ର ସାର୍ବଜନୀନ କରାଯିବ। ବିସ୍ଫୋରଣ ପାଇଁ ଦାୟୀଙ୍କୁ ଛଡ଼ାଯିବ ନାହିଁ। ଦୋଷୀମାନଙ୍କୁ!-->…
ଦିଲ୍ଲୀ ବିସ୍ଫୋରଣ ପରେ ରାଜ୍ୟର ସୁରକ୍ଷା ବ୍ୟବସ୍ଥା କଡାକଡି
ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ସୁରକ୍ଷା ବ୍ୟବସ୍ଥାକୁ!-->…