Browsing Category

ଆଜିର ଖବର

ପୀତବାସ ପଣ୍ଡା ହତ୍ୟା ମାମଲା। ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସପି

ପୀତବାସ ପଣ୍ଡା ହତ୍ୟା ମାମଲା। ବିବାଦୀୟ ବୟାନ ପାଇଁ ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସପି। ବ୍ୟକ୍ତିଗତ ଭାବେ ହାଜର ହୋଇ ସେ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ସୂଚନାମୁତାବକ ଅକ୍ଟୋବର ୨୨ରେ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗଣମାଧ୍ୟମ କୁ ବ୍ରହ୍ମପୁର ଏସପି ଦେଇଥିବା ଏକ

ଦିଲ୍ଲୀର ବିସ୍ଫୋରଣ ଘଟଣା: ବିସ୍ଫୋରଣ ପଛରେ କାହାର ହାତ ରହିଛି ? 

ସାରା ଦେଶକୁ ଥରାଇ ଦେଇଛି ଦିଲ୍ଲୀରେ ହୋଇଥିବା ଭୟଙ୍କର କାର୍ ବିସ୍ଫୋରଣ । କିନ୍ତୁ ଏହି ବିସ୍ଫୋରଣ ପଛରେ କାହାର ହାତ ରହିଛି ? କିଏ ରଚିଥିଲା ଏମିତି ଷଡ଼ଯନ୍ତ୍ର । ଏସବୁ ପ୍ରଶ୍ନର ଉତ୍ତର ଖୋଜୁଥିବାବେଳେ ପୋଲିସ ହାତରେ ଲାଗିଛି ସିସିଟିଭି ଭିଜୁଆଲ । ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ,

ନୂଆପଡ଼ା ଉପନିର୍ବାଚନ, ଭୋଟ ଦେଲେ ଜୟ ଢୋଲକିଆ ଆଉ ସ୍ନେହାଙ୍ଗିନୀ ଛୁରିଆ

ନୂଆ ବିଧାୟକ ବାଛୁଛି ନୂଆପଡା । ସକାଳୁ ସକାଳୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଉଛନ୍ତି ନୂଆପଡା ଭୋଟର । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡାରେ ହେଉଛି ଉପନିର୍ବାଚନ । ଆଜି ଭୋଟ ଗ୍ରହଣ ଦିବସରେ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏବଂ

ନୂଆପଡ଼ା ଭୋଟ୍ : କୁଳିଆବନ୍ଧ ୩୬ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ସସ୍‌ପେଣ୍ଡ

ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ସୁରୁଖୁରୁରେ ଭୋଟିଂ ଚାଲିଥିବା ଜଣାପଡ଼ିଛି। ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଛି। ତେବେ ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ

ଆଜି ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ।

ଆଜି ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ । ନେତା ବାଛୁନ୍ତି ଜନତା । ମୋଟ ୩୫୮ ବୁଥରେ ଚାଲିଛି ଭୋଟ ଗ୍ରହଣ । ୩୧୧ଟି ବୁଥରେ ସକାଳ ୭ରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମତଦାନ ହେଉଛି । ଅବଶିଷ୍ଟ ୪୭ ବୁଥରେ ସକାଳ ୭ରୁ ଅପରାହ୍ଣ ୪ଟା ଯାଏ ଚାଲିବ ଭୋଟିଂ । ୧୪ ପ୍ରାର୍ଥୀଙ୍କ ହେବ

ଦିଲ୍ଲୀରେ ବିସ୍ଫୋରଣ କଲେ ଆତଙ୍କବାଦୀ! ପୁରୀରେ ହାଇଆଲର୍ଟ ଜାରି

ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ

ରାଜଧାନୀ ଦିଲ୍ଲୀରେ ବଡ଼ ବିସ୍ଫୋରଣ ।୮ ଜଣଙ୍କର ମୃତ୍ୟୁ

ରାଜଧାନୀ ଦିଲ୍ଲୀରେ ବଡ଼ ବିସ୍ଫୋରଣ । ଲାଲ୍‌କିଲ୍ଲା ନିକଟ ଏକ କାର୍‌ରେ ବିସ୍ଫୋରଣ । ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳିଲା କାର୍‌ । ଆଉ ୩ଟି ଗାଡ଼ି ମଧ୍ୟ ବିସ୍ଫୋରଣରେ ଜଳିଗଲା । ଘଟଣାସ୍ଥଳରେ ପୋଲିସ ଟିମ୍ ଛାନଭିନ୍‌ ଆରମ୍ଭ କରିଛି ।ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି

ବ୍ଲକ ସ୍ତରୀୟ ‘ସାଇବର ସୁରକ୍ଷା ଅଭିଯାନ’ – ୨୦୨୫

ଭଣ୍ଡାରିପୋଖରୀ, ୧୦/୧୧(ନିପ୍ର) : ଆଜି ବ୍ଲକ ସଭାଗୃହ ମଧ୍ୟରେ ସାଇବର ସୁରକ୍ଷା ଅଭିଯାନ ଉପଖଣ୍ଡ ଅଧିକାରୀ ତ୍ରିଲୋଚନ ସେଠୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଅଛି ।ଉଦଘାଟନ କରିଥିଲେ ବ୍ଲକ୍ ଅଧ୍ୟକ୍ଷା ସୁମତୀ ସେଠୀ ଏବଂ ସଭା ରେ କଳେଜ୍ ପିଲାମାନଙ୍କ ଜରିଆରେ ଜାତୀୟ ସଙ୍ଗୀତ ମଧ୍ଯ ଗାନ

ଲୋକସଭା-ବିଧାନସଭାରେ ମହିଳାଙ୍କ ପାଇଁ କେବେ ଲାଗୁ କରିବ ୩୩% ରିଜରଭେସନ୍:ସୁପ୍ରିମକୋର୍ଟ

ଲୋକସଭା ଏବଂ ରାଜ୍ୟ ବିଧାନସଭାରେ ମହିଳାଙ୍କ ପାଇଁ ସଂରକ୍ଷଣ ଦାବି କରି ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି । ଆଉ ଏହି ପ୍ରସଙ୍ଗରେ ଚାରି ସପ୍ତାହ ମଧ୍ୟରେ ଜବାବ ମାଗିଛନ୍ତି ସୁପ୍ରିମ ଅଦାଲତ । ଶୁଣାଣି ବେଳେ ବରିଷ୍ଠ ଆଇନଜୀବୀ ଶୋଭା ଗୁପ୍ତା କହିଥିଲେ,

ରୁଷରେ ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା; ଅବତରଣ ସମୟରେ ଦୁଇ ଖଣ୍ଡ ହୋଇଗଲା ହେଲିକପ୍ଟର, ୫ ମୃତ

ରୁଷର ଡାଗେସ୍ତାନ ଅଞ୍ଚଳରେ ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା । ପ୍ରତିରକ୍ଷା ଶିଳ୍ପ ସହିତ ଜଡ଼ତ ବରିଷ୍ଠ ଅଧିକାରୀଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି । ନିକଟରେ ସମୁଦ୍ର ଥିଲେ ହେଁ ପାଇଲଟ ହେଲିକପ୍ଟରକୁ ସୁରକ୍ଷିତ ଭାବେ ପାଣିରେ

ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ପୁଣି ଅସୁସ୍ଥ 

ନିକଟରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ଲାଗି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବଲିଉଡ୍‌ର ହି-ମ୍ୟାନ ଧର୍ମେନ୍ଦ୍ର ଦେଓଲ ଗରୁତର ଅସୁସ୍ଥ ଥିବା ନେଇ ଖବର ମିଳିଛି । ତାଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପୂରା

ନୂଆପଡ଼ାରେ ବିଜେପି ଆଚରଣ ବିଧି ଉଲ୍ଲଂଘନ କରୁଥିବା ଅଭିଯୋଗ

ନୂଆପଡ଼ାରେ ହେଉ ମୁକ୍ତ ଓ ଅବାଧ ନିର୍ବାଚନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଅପିଲ କରିଛନ୍ତି। ତେବେ ନୁଆପଡ଼ାରେ ବିଜେପି ଆଚରଣ ବିଧି ଉଲ୍ଲଂଘନ କରୁଥିବା ନେଇ ଅଭିଯୋଗ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ନୂଆପଡ଼ାରେ ସାଇଲେନ୍ସ ପିରିୟଡ ବା ନୀରବ କାଳ ଜାରି