Browsing Category

ଆଜିର ଖବର

ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ପୁଣି ଅସୁସ୍ଥ 

ନିକଟରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ଲାଗି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବଲିଉଡ୍‌ର ହି-ମ୍ୟାନ ଧର୍ମେନ୍ଦ୍ର ଦେଓଲ ଗରୁତର ଅସୁସ୍ଥ ଥିବା ନେଇ ଖବର ମିଳିଛି । ତାଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପୂରା

ନୂଆପଡ଼ାରେ ବିଜେପି ଆଚରଣ ବିଧି ଉଲ୍ଲଂଘନ କରୁଥିବା ଅଭିଯୋଗ

ନୂଆପଡ଼ାରେ ହେଉ ମୁକ୍ତ ଓ ଅବାଧ ନିର୍ବାଚନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଅପିଲ କରିଛନ୍ତି। ତେବେ ନୁଆପଡ଼ାରେ ବିଜେପି ଆଚରଣ ବିଧି ଉଲ୍ଲଂଘନ କରୁଥିବା ନେଇ ଅଭିଯୋଗ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ନୂଆପଡ଼ାରେ ସାଇଲେନ୍ସ ପିରିୟଡ ବା ନୀରବ କାଳ ଜାରି

ଧୀରେ ଧୀରେ ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାର

ଧୀରେ ଧୀରେ ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାର । କିଛି ଦିନ ଧରି ଭୁବନେଶ୍ବର ଏମ୍ସର ଭେଣ୍ଟିଲେଟରରେ ଚିକିତ୍ସିତ ହେବା ପରେ ସୋମବାର ସେ ଭେଣ୍ଟିଲେଟରରୁ ବାହାରିଛନ୍ତି । ସେ ମେଡିସିନ୍‌ ଓ୍ବାର୍ଡକୁ ସ୍ଥାନାନ୍ତର ହୋଇଛନ୍ତି । ତେବେ ବର୍ତ୍ତମାନ ଅଭିଜିତ୍‌ ମଜୁମଦାରଙ୍କ

ବିଧାନସଭା ଶୀତ ଅଧିବେଶନକୁ ଆସିପାରନ୍ତି ରାଷ୍ଟ୍ରପତି, ସୂଚନା ଦେଲେ ଆଇନ ମନ୍ତ୍ରୀ

ନଭେମ୍ବର ୨୭ ତାରିଖରେ ବିଧାନସଭା ଶୀତକାଳୀନ ଅଧିବଶନ ଆରମ୍ଭ ହୋଇପାରୋ ଅତିରିକ୍ତ ବଜେଟ ଉପସ୍ଥାପିତ ହେବା ସମ୍ଭାବନା ରହିଛି। ନୂଆପଡା ଉପନିର୍ବାଚନ ଫଳାଫଳ ଆସିବା ପରେ ବିଧାନସଭା ବସିପାରୋ ବିଭିନ୍ନ ପ୍ରସଙ୍ଗକୁ ନେଇ ବେଶ ସରଗରମ ହୋଇପାରେ ବିଧାନସଭା ଅଧିବେଶନ । ତେବେ ବିଧାନସଭା ଶୀତ

ଏମ୍ସ କର୍ମଚାରୀ ହତ୍ୟା : ମାଷ୍ଟର ମାଇଣ୍ଡ ଗିରଫ

୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ସୂଚନାମୁତାବକ ଗତ ମାସ ୧୩ତାରିଖରେ ସୁଧାଂଶୁଙ୍କୁ ପଏଣ୍ଟ ବ୍ୟାଙ୍କରୁ ଗୁଳି କରିଥିଲା

ଭୁବନେଶ୍ୱରରେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ

ଭୁବନେଶ୍ୱରରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ । ଏୟାରପୋର୍ଟରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରିଥିଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ |ରାଜ୍ୟରେ ଆୟୋଜିତ ମାଣ୍ଡିଆ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିଛନ୍ତି

୨୦୨୭ ପାଇଁ ଆଜିଠୁ ପରୀକ୍ଷାମୂଳକ ଡିଜିଟାଲ ଜନଗଣନା

୨୦୨୭ ଜନଗଣନା ପାଇଁ ଆଜିଠୁ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ ଡିଜିଟାଲ ଜନଗଣନା । ରାଜଧାନୀ ଭୁବନେଶ୍ୱର ସମେତ କଟକ, ମୟୁରଭଞ୍ଜ ଏବଂ ନବରଙ୍ଗପୁରରେ ୩୦ ତାରିଖ ଯାଏ ଚାଲିବ ଗଣନା ।ଭୁବନେଶ୍ୱର ମହାନଗର ନିଗମର ୨୨ ନମ୍ବର ୱାର୍ଡ, କଟକର ୧୭ ନମ୍ବର ୱାର୍ଡ, ନବରଙ୍ଗପୁରର ତେନ୍ତୁଲିଖୁଣ୍ଟି ଏବଂ

ମହଙ୍ଗା ପଡ଼ିଲା ଅନଲାଇନରେ ମହାପ୍ରସାଦ ବିକ୍ରି ବିଜ୍ଞାପନ! ଗିରଫ ହେଲେ ବିଲ୍ଡର

ଅନଲାଇନରେ ମହାପ୍ରସାଦ ବିକ୍ରି ବିଜ୍ଞାପନ ଦେଇ ବନ୍ଧାହେଲେ ବିଲ୍ଡର। ଗିରଫ ବିଲଡର୍ ହେଲେ ଜଗତସିଂହପୁର ଅଞ୍ଚଳର ଡିସପୋଜ୍ ପଟ୍ଟନାୟକ । ତାଙ୍କୁ ଭୁବନେଶ୍ବର ରସୁଲଗଡ଼ରୁ ଗିରଫ କରିଛି ସାଇବର ପୋଲିସ । SHREE PRASAD.ORG ନାମକ ୱେବସାଇଟରେ ଅନଲାଇନ ମହାପ୍ରସାଦ ଅର୍ଡର ନେଇ ଦିଆଯାଇଥିଲା

ମୋତେ ବହୁତ ମାଡ଼ ଦିଆଯାଉଛି। ମୁଁ ଓଡ଼ିଶା ଫେରିବାକୁ ଚାହୁଁଛି

ପ୍ରାୟ ସାତ ବର୍ଷ ପୂର୍ବେ ଏକ ଆମେରିକୀୟ ଦମ୍ପତିଙ୍କ ଦ୍ୱାରା ପାଳିତ ଓଡ଼ିଶାର ଜଣେ ଯୁବତୀ ଓଡ଼ିଶା ଫେରିବାକୁ ଚାହୁଁଛନ୍ତି। ଏନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ପୀଡ଼ିତା ବାଲେଶ୍ବରର ମୂଳ ବାସିନ୍ଦା ପୂଜା ଓରଫ ସେଜଲ। ସେ ଏକ ଭାବପ୍ରବଣ ଭିଡିଓ ବାର୍ତ୍ତାରେ ସେ ମୁଖ୍ୟମନ୍ତ୍ରୀ ମୋହନ

କଂଗ୍ରେସ ଟ୍ରେନିଂ କ୍ୟାମ୍ପରେ ୨ ମିନିଟ୍ ବିଳମ୍ବରେ ପହଞ୍ଚିଲେ ରାହୁଲ: ମିଳିଲା ଏମିତି ଦଣ୍ଡ

କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟପ୍ରଦେଶର ପଚମାଢ଼ିରେ ଏକ କଂଗ୍ରେସ ତାଲିମ ଶିବିରରେ ଦୁଇ ମିନିଟ ବିଳମ୍ବରେ ପହଞ୍ଚିଥିଲେ। ଏହି ବିଳମ୍ବ ପାଇଁ ତାଙ୍କୁ ଦଣ୍ଡ ଦିଆଯାଇଥିଲା। ସେ ଦଣ୍ଡ ଗ୍ରହଣ କରିଥିଲେ। ଜଣେ ଦଳୀୟ କର୍ମୀଙ୍କ ଅନୁଯାୟୀ, ସେ ଦଶଟି ପୁସ-ଅପ ‘ଦଣ୍ଡ’ ପୂରଣ କରିଥିଲେ। ଏହି ଦଣ୍ଡ

ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ

ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବାକୁ ଥିବାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ମୁତାବକ ସବୁ ଦଳ ସେମାନଙ୍କ ପ୍ରଚାର ବନ୍ଦ କରିଛନ୍ତି। ଏଥର ନୂଆପଡ଼ା ୨୮ ବର୍ଷ ପରେ ପୁଣି

ଏକାଥରରେ ୩ଟି ସନ୍ତାନ ପ୍ରସବ କଲେ ଜଣେ ମହିଳା

ଗଜପତି ଜ଼ିଲ୍ଲା ମୋହନା ବ୍ଲକର ଖାରୀଗୁଡା ପଞ୍ଚାୟତ ଅନ୍ତର୍ଗତ ବନ୍ଦ୍ରିଗାଁ ର ଜଣେ ମହିଳା ଏକାଥରରେ ୩ଟି ସନ୍ତାନ ପ୍ରସବ କରିଛନ୍ତି । ଗ୍ରାମର ଜିତେନ୍ଦ୍ର ମାଝୀଙ୍କ ସ୍ତ୍ରୀ ପୁଲିନା ଗର୍ଭବତୀ ଥିଲେ। ତାଙ୍କ ପ୍ରସବ ଯନ୍ତ୍ରଣା ଆରମ୍ଭ ହେବାରୁ ପରିବାର ଲୋକେ ଏକ ଅଟୋରେ ପୁଲିନାଙ୍କୁ ବିରିକୋଟ